ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ୍ ବାଧ୍ୟ
ଭୁବନେଶ୍ୱର,୨୮।୫(ବ୍ୟୁରୋ): ପୁରୁଣା ଗାଡ଼ିରେ ହାଇ ସିକ୍ୟୁରିଟି ରେଜିଷ୍ଟ୍ରେଶନ ପ୍ଲେଟ୍ (ଏଚ୍ଏସ୍ଆର୍ପି) ଲଗାଇବାକୁ ରାଜ୍ୟ ସରକାର ବାଧ୍ୟତାମୂଳକ କରିଛନ୍ତି। କେନ୍ଦ୍ରୀୟ ମୋଟର ଯାନ ଆଇନ ରୁଲ୍ସ-୧୯୮୯ର ରୁଲ୍ସ-୫୦ ଅନୁଯାୟୀ ରାଜ୍ୟ ପରିବହନ କର୍ତ୍ତୃପକ୍ଷ(ଏସ୍ଟିଏ)ଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ୨୦୨୨ ଅଗଷ୍ଟ ୩୧ରୁ…
ୟାସିନ ମଲିକଙ୍କ ସଜାକୁ ନେଇ ଇସଲାମିକ ସଙ୍ଗଠନ ଉଠାଇଥିବା ପ୍ରଶ୍ନର କଡା ଜବାବ ଦେଲା ଭାରତ
ନୂଆଦିଲ୍ଲୀ,୨୮ ।୫: ଭାରତ ଶୁକ୍ରବାର ସ୍ପଷ୍ଟ କରିଛି ଯେ ୟାସିନ ମଲିକଙ୍କ ମାମଲାରେ ଇସଲାମିକ ସହଯୋଗୀ ସଙ୍ଗଠନ(ଓଆଇସି) ଦେଉଥିବା ମନ୍ତବ୍ୟ ଗ୍ରହଣୀୟ ନୁହେଁ । ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏକ ବିବୃତ୍ତି ଜାରି କରି କହିଛି ଓଆଇସିର ସ୍ୱତନ୍ତ୍ର ସ୍ଥାୟୀ ମାବାଧିକାର…
ରିଲିଜ ପୂର୍ବରୁ ଅକ୍ଷୟଙ୍କ ଫିଲ୍ମର ନାଁ ବଦଳିଲା
ବମ୍ବେ: ରିଲିଜ ପୂର୍ବରୁ ବଦଳିଲା ସୁପରଷ୍ଟାର ଅକ୍ଷୟ କୁମାରଙ୍କ ଫିଲ୍ମ ‘ପୃଥ୍ବୀରାଜ’ର ନାମ। ଗୋଟିଏ ପଟେ ଅଧିନାୟକ ପ୍ରମୋଶନରେ ବ୍ୟସ୍ତ ଥିବା ବେଳେ ନିର୍ମାତାମାନେ ଏଭଳି ନିଷ୍ପତ୍ତି ନେଇ ସମସ୍ତଙ୍କୁ ଚମକାଇଛନ୍ତି। ଶ୍ରୀ ରାଜପୁତ କରଣୀ ସେନାର ବିରୋଧ ପରେ ନିର୍ମାତା…
ଘାଟିରେ ଓଲଟିଲା ଅଟୋ
ଆର,ଉଦୟଗିରି,୨୭ା୫(ଡି.ଏନ୍.ଏ.)-ଆର.ଉଦୟଗିରି ବ୍ଲକ ଅନ୍ତର୍ଗତ ଗୁଣ୍ଡିମା ଆଦର୍ଶ ବିଦ୍ୟାଳୟରୁ ଏକ ଅଟୋ ଯୋଗେ କେତେଜଣ ଛାତ୍ରୀ ମୋହନା ଫେରୁଥିବା ବେଳେ ଭାରସାମ୍ୟ ହରାଇ ଅଟୋଟି ଲୁଦୁପଙ୍କା ଘାଟି ନିକଟରେ ଓଲଟି ପଡିଥିଲା। ଫଳରେ ୪ ଜଣ ଛାତ୍ରୀ ଆହତ ହୋଇଥିବା ବେଳେ ଜଣଙ୍କର…
ପୌର ନିର୍ବାହୀ ଅଧିକାରୀଙ୍କୁ ଦୁର୍ବ୍ୟବହାର
ଭଦ୍ରକ ଅଫିସ, ୨୭।୫-ଭଦ୍ରକ ପୌରପାଳିକା କାଉନସିଲ ବୈଠକ ପରେ ଶୁକ୍ରବାର ନିର୍ବାହୀ ଅଧିକାରୀଙ୍କୁ ଦୁର୍ବ୍ୟବହାର ନେଇ ସେ ଟାଉନ ଥାନାରେ ଅଭିଯୋଗ କରିଛନ୍ତି। ବୈଠକ ସରିବା ପରେ କୌଣସି କାରଣକୁ ନେଇ ଜଣେ ବ୍ୟକ୍ତି ନିର୍ବାହୀ ଅଧିକାରୀ ଦେବୀ ପ୍ରସାଦ ରାଉତଙ୍କୁ…
ଅଧ୍ୟାପକ ନିଯୁକ୍ତି ପ୍ରକ୍ରିୟା ସ୍ଥଗିତ
ଭୁବନେଶ୍ୱର,୨୭।୫(ବ୍ୟୁରୋ): ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ ସତ୍ତ୍ୱେ ଅଧ୍ୟାପକ ନିଯୁକ୍ତି ପ୍ରକ୍ରିୟା ଜାରି ରହିଥିଲା। ତେବେ ଏହାକୁ ଶିକ୍ଷାବିତ୍ମାନେ ବିରୋଧ କରିବାରୁ ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ସି ) ପରୀକ୍ଷାକୁ ସ୍ଥଗିତ ରଖିଛନ୍ତି। ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ…
‘ଏହି ଦୁଇ ଟିମ୍ ଖେଳିବେ ଆଇପିଏଲ୍ ଫାଇନାଲ’
ନୂଆଦିଲ୍ଲୀ,୨୭।୫: ଭାରତର ପୂର୍ବ କ୍ରିକେଟର ସଞ୍ଜୟ ମଞ୍ଜରେକର ଆଇପିଏଲ୍ ଫାଇନାଲକୁ ନେଇ ଭବିଷ୍ୟବାଣୀ କରିଛନ୍ତି। ରବିବାର ଖେଳାଯିବାକୁ ଥିବା ମୁକାବିଲାରେ ଗୁଜରାଟ ଟାଇଟନ୍ସ ସହ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପରସ୍ପରକୁ ଭେଟିବେ ବୋଲି ସେ କହିଛନ୍ତି। ବାଙ୍ଗାଲୋର ପାଇଁ ସବୁକିଛି ଠିକ୍…
ବରିଷ୍ଠ ଚିତ୍ରଶିଳ୍ପୀ ଲଲାଟମୋହନ ପଟ୍ଟନାୟକ ପାଇବେ ଧର୍ମପଦ ପୁରସ୍କାର
ଭୁବନେଶ୍ୱର,୨୭।୫(ବ୍ୟୁରୋ): ବରିଷ୍ଠ ଚିତ୍ରଶିଳ୍ପୀ ଲଲାଟ ମୋହନ ପଟ୍ଟନାୟକଙ୍କୁ ୨୦୨୧ ମସିହାର ସମ୍ମାନଜନକ ଧର୍ମପଦ ପୁରସ୍କାର ପ୍ରଦାନ କରାଯିବ। ଏନେଇ ଓଡ଼ିଶା ଲଳିତ କଳା ଏକାଡେମୀ ତରଫରୁ ସୂଚନା ଦିଆଯାଇଛି। ଏକାଡେମୀ ପକ୍ଷରୁ କୁହାଯାଇଛି, ୨୦୨୧ ମସିହା ପାଇଁ ଚିତ୍ରଶିଳ୍ପୀ ଲଲାଟମୋହନ ପଟ୍ଟନାୟକଙ୍କୁ…
ଆଣ୍ଟିଜେନ ଟେଷ୍ଟ କିଟ୍ ଶୁଭାରମ୍ଭ
ଭୁବନେଶ୍ୱର,୨୭।୫(ବ୍ୟୁରୋ): କରୋନା ପରୀକ୍ଷା ପାଇଁ ରାପିଡ ଆଣ୍ଟିଜେନ ଟେଷ୍ଟ କିଟ୍ ନିର୍ମାଣର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଶୁଭାରମ୍ଭ କରିଛନ୍ତି । ମୁଖ୍ୟମନ୍ତ୍ରୀ ଭୁବନେଶ୍ବରରେ ଇନ୍ଫୋସିଟିରେ ଏହି ଆଣ୍ଟିଜେନ ଟେଷ୍ଟ କିଟ୍ ନିର୍ମାଣର ଶୁଭାରମ୍ଭ କରିଛନ୍ତି । ୨୪ ଘଣ୍ଟା ମଧ୍ୟରେ…
ବାବର ହେବେ ‘ନମ୍ବର-୧’
ନୂଆଦିଲ୍ଲୀ,୨୭।୫: ଭାରତୀୟ କ୍ରିକେଟ ଟିମ୍ର ତାରକା ଉଇକେଟକିପର ବ୍ୟାଟ୍ସମ୍ୟାନ୍ ଦିନେଶ କାର୍ତ୍ତିକ ପାକିସ୍ତାନ ଟିମ୍ର ଅଧିନାୟକ ବାବର ଆଜମଙ୍କୁ ନେଇ ଦେଇଛନ୍ତି ବଡ଼ ବୟାନ। ସେ ଖୁବ୍ଶୀଘ୍ର ତିନୋଟି ଯାକ ଫର୍ମାଟରେ ବିଶ୍ୱର ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ୍ ହେବେ ବୋଲି କାର୍ତ୍ତିକ ଭବିଷ୍ୟବାଣୀ…
ସମବାୟ ନିର୍ବାଚନ: ୧୦୩ ନାମାଙ୍କନ ପତ୍ର ଦାଖଲ
ଜମନକିରା,୨୭ା୫(ଡି.ଏନ.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକରେ ଥିବା ୩ଟି ଲ୍ୟାମ୍ପ୍ସରେ ମୋଟ ୧୦୩ଜଣ ପ୍ରାର୍ଥୀ ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ସୂଚନା ଅନୁସାରେ, ପ୍ରତ୍ୟେକ ଲାମ୍ପ୍ସକୁ ୧୫ଟି ନିର୍ବାଚନ ମଣ୍ଡଳୀରେ ବିଭକ୍ତ କରାଯାଇ ନିିର୍ବାଚନ ପ୍ରକ୍ରିୟା ହେଉଛି। ଧାର୍ଯ୍ୟ ତାରିଖ ଅନୁଯାୟୀ…
ମହଙ୍ଗା ପଡ଼ିଲା ଫେସ୍ବୁକ ପ୍ରେମ: ଛଦ୍ମବେଶୀ ଯୁବକଙ୍କ ଚୁଟି କାଟିଦେଲେ ଗ୍ରାମବାସୀ
ବାସୁଦେବପୁର, ୨୭।୫(ଡି.ଏନ.ଏ.): ଫେସ୍ବୁକରୁ ପ୍ରେମ ଓ ପରେ ବିବାହ। ଜଣେ ଛଦ୍ମବେଶୀ ଯୁବକଙ୍କୁ ମହଙ୍ଗା ପଡ଼ିଛି ପ୍ରେମ କରିବା କିଛି ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲାରେ। ସୂଚନାଯୋଗ୍ୟ, ଜମ୍ବୁ ରାମନଗର ଗ୍ରାମର ମେଘନା ଓରଫ ମେଘନାଦ ମଣ୍ଡଳ ନିଜକୁ…

