ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି, ଏହି ଦିନ ଆସିବା ନେଇ ଭକ୍ତ ଦାସଙ୍କ ସୂଚନା
ଭୁବନେଶ୍ୱର,୧।୧: ଆସନ୍ତା ମାର୍ଚ୍ଚରେ ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି । ଏନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି । ତେବେ ମାର୍ଚ୍ଚ ମାସ କେଉଁ ତାରିଖରେ ଆସିବେ ସେନେଇ କୌଣସି ସୂଚନା ମିଳିପାରି ନାହିଁ । ତେବେ…
ନୂଆବର୍ଷରେ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଭୁବନେଶ୍ବର ନିକୋ ପାର୍କର…
ଭୁବନେଶ୍ୱର,୧।୧: ରାଜଧାନୀ ଭୁବନେଶ୍ବରରେ ଥିବା ନିକୋ ପାର୍କର ହେବ ନବକଳେବର । ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ୩ଟି ପର୍ଯ୍ୟାୟରେ ୨ ଶହ କୋଟି ଲେଖାଏଁ ମୋଟ ୬ ଶହ କୋଟି ଟଙ୍କା ଖର୍ଚ୍ଚ…
ସିଗାରେଟ୍, ବିଡ଼ି, ପାନ ମସଲା ହେବ ମହଙ୍ଗା: ଏହି ତାରିଖରୁ ଲାଗୁ ହେବାକୁ ଯାଉଛି ନୂଆ TAX
ନୂଆଦିଲ୍ଲୀ,୧।୧: ଯଦି ସିଗାରେଟ, ବିଡ଼ି, ପାନ ମସଲା ଇତ୍ୟାଦି ଆପଣଙ୍କ ଅଭ୍ୟାସର ଅଂଶ ଏବଂ ଆପଣ ଏହା ବିନା କିଛି ଅଭାବ ଅନୁଭବ କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ। କାରଣ ଆପଣଙ୍କର ଏହି ଅଭ୍ୟାସ ଆଗାମୀ କିଛି ସପ୍ତାହ…
ନୂଆବର୍ଷ ଆରମ୍ଭରୁ ଆମେରିକାକୁ ବଡ଼ ଝଟକା ଦେଲା ଏହି ୨ ଦେଶ, ଟ୍ରମ୍ପଙ୍କ ନିଦ ହଜିଲା…
ଓ୍ବାଶିଂଟନ୍,୧।୧: ନୂତନ ବର୍ଷର ପ୍ରଥମ ଦିନରେ ଆମେରିକା ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ବଡ଼ ଝଟକା ଲାଗିଛି। ଦୁଇଟି ଦେଶ ଆମେରିକୀୟ ନାଗରିକଙ୍କୁ ସେମାନଙ୍କ ଦେଶରେ ପ୍ରବେଶ କରିବାକୁ ନିଷେଧ କରିଛନ୍ତି। ରାଷ୍ଟ୍ରପତି ଟ୍ରମ୍ପଙ୍କ ଦ୍ୱାରା ଲାଗୁ ହୋଇଥିବା…
ନୂଆବର୍ଷରେ ଅଘଟଣ: ଦ୍ରୁତଗତିରେ ଆସି ମହିଳାଙ୍କୁ ଧକ୍କା ଦେଲା କାର୍, ୧୦ ମିଟର ଦୂରରେ ଯାଇ…
ଲାଞ୍ଜିଗଡ଼,୧ା୧(ରମେଶ ଚନ୍ଦ୍ର ନାୟକ): ବର୍ଷ ଆରମ୍ଭରୁ ଏକ ଦୁଃଖଦ ଘଟଣା ଘଟିଛି। କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ଆଶ୍ରମପଡ଼ା ନିକଟରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ବିଧବା ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ ଲାଞ୍ଜିଗଡ଼ ପଞ୍ଚାୟତ…
ନୂଆବର୍ଷରେ ଭାଇରାଲ ହେଲା ସ୍ମୃତି ମନ୍ଧାନାଙ୍କ ପୋଷ୍ଟ, ଗୋଟିଏ ଧାଡିରେ ଲେଖିଦେଲେ ମନର କଥା
ନୂଆଦିଲ୍ଲୀ,୧।୧: ଭାରତୀୟ ମହିଳା କ୍ରିକେଟ ଦଳର ତାରକା ସ୍ମୃତି ମନ୍ଧାନାଙ୍କ ପାଇଁ ୨୦୨୫ ବର୍ଷ ଏକ ରୋଲରକୋଷ୍ଟର ଯାତ୍ରାଠାରୁ କମ ନଥିଲା। କ୍ରିକେଟ କ୍ଷେତ୍ରରେ ମନ୍ଧାନା ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି ସହ କିନ୍ତୁ ତାଙ୍କ ବ୍ୟକ୍ତିଗତ ଜୀବନ ଏକ ଭୟଙ୍କର…
ନୂଆ ମୁଖ୍ୟ ଶାସନ ସଚିବଙ୍କୁ ୧୫ ସୂତ୍ରୀ ନିର୍ଦେଶାବଳୀ ଦେଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କ’ଣ…
ଭୁବନେଶ୍ୱର,୧।୧: ଶାସନ ପ୍ରଶାସନକୁ କ୍ରିୟାଶୀଳ କରିବାକୁ ନୂଆ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ମୁଖ୍ୟମନ୍ତ୍ରୀ୧୫ ଦଫା ନିର୍ଦ୍ଦେଶନାମା ପ୍ରଦାନ କରିଛନ୍ତି। ଲକ୍ଷ୍ୟ ହାସଲ ପାଇଁ ଅଗ୍ରାଧିକାର ଭିତ୍ତିରେ କାର୍ଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ୨୦୩୬ ସୁଦ୍ଧା ୫ ଶହ…
ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା: ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ ଧାନକିଣା, ସବୁ ଚାଷୀଙ୍କ ଆକାଉଣ୍ଟକୁ…
ଭୁବନେଶ୍ୱର,୧ା୧: ଚଳିତ ବର୍ଷ ମାର୍ଚ୍ଚ ପର୍ଯ୍ୟନ୍ତ ମଣ୍ଡିରେ ଧାନକିଣା ଚାଲିବ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଘୋଷଣା କରିଛନ୍ତି। ସେ ପ୍ରତିକ୍ରିୟା ଦେଇ କହିଛନ୍ତି, ଏପର୍ଯ୍ୟନ୍ତ ୧୦ ଲକ୍ଷ ୫୦ ହଜାର ମେଟ୍ରିକ୍ ଟନ ଧାନ କିଣା ଯାଇଛି। ସେଥିମଧ୍ୟରୁ…
ଚିକିତ୍ସା ପାଇଁ ସହାୟତାର ହାତ ବଢ଼ାଇଲେ ଯୁବ ସମିତି ସଭ୍ୟ, ନିଜ ଦରମାରୁ ଦେଇଦେଲେ ଟଙ୍କା
ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତର ବୋରିଗାଁ ଗ୍ରାମର ଗାଣ୍ଡୁ ଗୌଡ଼ ଦୀର୍ଘ ଦିନ ହେବ ଅଜଣା ରୋଗରେ ପୀଡିତ ଅଛନ୍ତି । ଏକ ମାତ୍ର ରୋଜଗାରିଆ ଗାଣ୍ଡୁ ଅସୁସ୍ଥ ହେବା ପରଠାରୁ ଘୋର ଆର୍ଥିକ ଅନଟନରେ…
ଟି-୨୦ ବିଶ୍ୱକପ ପାଇଁ ଶକ୍ତିଶାଳୀ ଦଳ ଘୋଷଣା କଲା ଅଷ୍ଟ୍ରେଲିଆ: ଟିମରେ ଧୁରନ୍ଧର ଖେଳାଳିଙ୍କ ଏଣ୍ଟ୍ରି
ନୂଆଦିଲ୍ଲୀ,୧।୧: ଅଷ୍ଟ୍ରେଲିଆ ୨୦୨୬ର ଆଇସିସି ପୁରୁଷ ଟି୨୦ ବିଶ୍ୱକପ ପାଇଁ ମିଚେଲ ମାର୍ଶଙ୍କ ନେତୃତ୍ୱରେ ୧୫ ଜଣିଆ ଦଳ ଘୋଷଣା କରିଛି। ସ୍ପିନର ମାଥ୍ୟୁ କୁହନେମାନ, ଅଲରାଉଣ୍ଡର କୁପର କନେଲି ଏବଂ ଦ୍ରୁତ ବୋଲର ଜାଭିୟର ବାର୍ଟଲେଟ ସମେତ ତିନି ଜଣ…
ନ୍ୟୁୟର୍କ ସିଟି ପାଇଲା ପ୍ରଥମ ମୁସଲିମ ମେୟର, କୋରାନ ଉପରେ ହାତ ରଖି ନେଲେ ଶପଥ
ନୂଆଦିଲ୍ଲୀ,୧।୧: ନୂଆବର୍ଷରେ ନ୍ୟୁୟର୍କକୁ ମିଳିଲା ନୂଆ ମେୟର । ଗୁରୁବାର ସକାଳେ ନ୍ୟୁୟର୍କ ସହରରେ ଜୋହରାନ୍ ମାମଦାନି ୧୧୨ତମ ମେୟର ଭାବରେ ଶପଥ ଗ୍ରହଣ କରିଥିଲେ। ବର୍ତ୍ତମାନ ବନ୍ଦ ହୋଇଯାଇଥିବା ଐତିହାସିକ ମାନହାଟନ ସବୱେ ଷ୍ଟେସନରେ ଆୟୋଜିତ ଏକ ସମାରୋହରେ ଦୁଇଟି…
ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଛି ମିଡିୟୁବାନ୍ଦା ଜଳପ୍ରପାତ: VIDEO ଦେଖିଲେ ଲାଖି ଯିବ ଲାଖି
ଦାରିଙ୍ଗବାଡି,୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅନେକ ଜଳ ପ୍ରପାତ ରହିଛି। ସେଥିମଧ୍ୟରେ ଅନ୍ୟତମ ଜଳପ୍ରପାତ ହେଉଛି ମିଡିୟୁାନ୍ଦା ଜଳପ୍ରପାତ, ଯାହାକି ପର୍ଯ୍ୟଟକଙ୍କ ପାଇଁ ମୁଖ୍ୟ ଆକର୍ଷଣ ସାଜିଛି। ଏହି ଜଳପ୍ରପାତ ସହ ହଜାର ହଜାର ବର୍ଷରୁ ଅନେକ ଲୋକକଥା ଚର୍ଚ୍ଚାରେ…
Archives


