Home Left

ମହରୌଲିରେ ଆଇଜିଏଲ ଗ୍ୟାସ ପାଇପ ଲାଇନରେ ଲିକେଜ ପରେ ବିସ୍ଫୋରଣ, ଜଣେ ନିହତ

ନୂଆଦିଲ୍ଲୀ,୨୭ ।୫: ମହରୌଲିର ଛତରପୁର ସ୍ଥିତ ରାଜପୁର ଖୁର୍ଦ ଫେଜ-ୱାନରେ ଗୁରୁବାର ରାତିରେ ଆଇଜିଏଲ ଗ୍ୟାସ ପାଇପ ଲାଇନରେ ଲିକେଜ ପରେ ବିସ୍ଫୋରଣ ହୋଇଛି । ବ୍ଲାଷ୍ଟ ପରେ ସେଠାରେ ଥିବା କୋଠାରେ ନିଆଁ ଲାଗିଯାଇଛି । ବିସ୍ଫୋରଣ ଏତେ ଶକ୍ତିଶାଳୀ…

ମହଙ୍ଗା ମାଡ଼: ଲୋକେ ଅତିଷ୍ଠ, ଲାଭରେ କମ୍ପାନୀ

ଭୋପାଳ, ୨୭ା୫:ମୁଦ୍ରାସ୍ଫୀତିକୁ ହ୍ରାସ କରିବାର ପ୍ରଚାର କରି ଶାସନ କ୍ଷମତାକୁ ଆସିଥିବା ସରକାର ଏବେ ଦରଦାମ୍‌ ବୃଦ୍ଧିଜନିତ ସମସ୍ୟାକୁ ଗ୍ରହଣ କରିବାକୁ ପ୍ରସ୍ତୁତ ନାହାନ୍ତି। ଗତ ୫ବର୍ଷ ମଧ୍ୟରେ ସବୁ ଜିନିଷର ମୂଲ୍ୟରେ ଅହେତୁକ ବୃଦ୍ଧି ପାଇଛି। କ୍ଷୀରଠାରୁ ଅରମ୍ଭ କରି…

ବାବୁଙ୍କ କୁକୁର ପାଇଁ ଖେଳାଳିଙ୍କୁ ଷ୍ଟାଡିୟମ ମନା

ନୂଆଦିଲ୍ଲୀ, ୨୭ା୫:ଦିଲ୍ଲୀ ସରକାରଙ୍କ ଦ୍ୱାରା ପରିଚାଳିତ ତ୍ୟାଗରାଜ ଷ୍ଟାଡିୟମରେ ଜଣେ ଆଇଏଏସ୍‌ ଅଧିକାରୀଙ୍କ କୁକୁର ଚାଲିବା ପାଇଁ କିଛି ମାସ ହେଲା ଖେଳାଳି ଓ କୋଚମାନଙ୍କୁ ସନ୍ଧ୍ୟାରେ ବାହାରିଯିବାକୁ ବାଧ୍ୟ କରାଯାଉଥିବା ଖବର ଚର୍ଚ୍ଚାକୁ ଆସିଛି। ଏକ ଜାତୀୟ ଗଣମାଧ୍ୟମରେ ପ୍ରକାଶିତ…

ଖାଲି ଚାଉଳ ନିଅ

ଭୁବନେଶ୍ୱର,୨୭ା୫(ବ୍ୟୁରୋ):ଆସନ୍ତା ୧୦ ମାସ (ଜୁନ୍‌ରୁ ୨୦୨୩ ମାର୍ଚ୍ଚ) ପାଇଁ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଗହମ ମିଳିବ ନାହିଁ। ଏଥିଯୋଗୁ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା (ଏନ୍‌ଏଫ୍‌ଏସ୍‌ଏସ୍‌)ରେ ୧ ଟଙ୍କାରେ ଖାଦ୍ୟଶସ୍ୟ ପାଉଥିବା ଓଡ଼ିଶାର ୩ କୋଟି ୨୫ ଲକ୍ଷ ହିତାଧିକାରୀଙ୍କୁ…

ଗୀତାଞ୍ଜଳୀ ଶ୍ରୀଙ୍କ ଉପନ୍ୟାସ ‘ଟମ୍ବ ଅଫ ସ୍ୟାଣ୍ଡ’କୁ ମିଳିଲା ଅନ୍ତରାଷ୍ଟ୍ରୀୟ ବୁକର ପୁରସ୍କାର

ନୂଆଦିଲ୍ଲୀ,୨୭ ।୫: ଲେଖିକା ଗୀତାଞ୍ଜଳୀ ଶ୍ରୀଙ୍କ ଉପନ୍ୟାସ ‘ଟମ୍ବ ଅଫ ସ୍ୟାଣ୍ଡ’କୁ ଅନ୍ତରାଷ୍ଟ୍ରୀୟ ବୁକର ପୁରସ୍କାର ମିଳିଛି । ଏହାକୁ ଡେଜି ସକବେଲ ଟ୍ରାନ୍ସଲେଟ କରିଛନ୍ତି । ବିଶ୍ୱର ଯେଉଁ ୧୩ଟି ପୁସ୍ତକ ଅନ୍ତରାଷ୍ଟ୍ରୀୟ ବୁକର ପୁରସ୍କାର ତାଲିକାରେ ଥିଲା ସେଥିମଧ୍ୟରେ…

ପୂଜାର୍ଚ୍ଚନା ପରେ ରୋଡ୍‌ ଶୋ’ ଆରମ୍ଭ କଲେ ଅଳକା

ଝାରସୁଗୁଡ଼ା ଅଫିସ,୨୬ା୫: ବ୍ରଜରାଜନଗର ଉପନିର୍ବାଚନରେ ବିଜେଡି ବେଲପାହାଡ ପୌରାଞ୍ଚଳକୁ ଅଧିକ ଗୁରୁତ୍ୱ ଦେଇଛି। ଗୁରୁବାର ଦଳୀୟ ପ୍ରାର୍ଥିନୀ ଅଳକା ମହାନ୍ତି ଶନି ମନ୍ଦିରରେ ପୂଜାର୍ଚ୍ଚନା କରି ରୋଡ୍‌ ଶୋରେ ବାହାରିଥିଲେ। ଏହା ପୌରାଞ୍ଚଳର ୧ନମ୍ବର ଓ ୨ନମ୍ବର ଓ୍ବାର୍ଡଦେଇ ଗୁମାଡେରା ଜଗନ୍ନାଥ…

୮ ସହର ୪୦ ଡିଗ୍ରୀ ଉପରେ

ଭୁବନେଶ୍ୱର,୨୬ା୫(ବ୍ୟୁରୋ): ସମଗ୍ର ରାଜ୍ୟରେ ଅସହ୍ୟ ଗରମ ହେବା ସହ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଛି। ଆଗକୁ ମଧ୍ୟ ଗୁଳୁଗୁଳି ସହ ଆହୁରି ଗ୍ରୀଷ୍ମ ପ୍ରବାହ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ଆଗାମୀ…

୧୧୩ ବର୍ଷରେ ବି ନେଇନାହାନ୍ତି ଔଷଧ

କାରାକାସ,୨୬।୫: ଭେନେଜୁଏଲାର ଜୁଆନ ଭିସେଣ୍ଟ ପେରେଜ ମୋରାଙ୍କୁ ବିଶ୍ୱର ସବୁଠୁ ବୟସ୍କ ବ୍ୟକ୍ତି ଭାବେ ଘୋଷଣା କରାଯାଇଛି। ଶୁକ୍ରବାର ୧୧୩ ବର୍ଷରେ ପଦାର୍ପଣ କରୁଥିବା ମୋରାଙ୍କୁ ଗତ ସପ୍ତାହରେ ଗିନିଜ୍‌୍‌ ଓ୍ବାଲର୍‌ଡ ରେକର୍ଡରେ ସ୍ଥାନ ମିଳିଛି। ଏବେ ବି ତାଙ୍କ ସ୍ବାସ୍ଥ୍ୟା…

ଦୀର୍ଘ ଦିନ ଯାଏ କୋଭିଡ୍‌ ବିପଦରୁ ସୁରକ୍ଷା ଦେଇ ନ ପାରେ ଟିକା

ଓ୍ବାଶିଂଟନ୍‌, ୨୬ା୫: ଟିକା ଦୀର୍ଘ ଦିନ ଧରି କୋଭିଡ୍‌ ବିପଦରୁ ସୁରକ୍ଷା ଦେଇ ନ ପାରେ ବୋଲି ଏକ ଅଧ୍ୟୟନରୁ ଜଣାପଡ଼ିଛି। ନେଚର ମେଡିସିନ୍‌ ଜର୍ନାଲରେ ପ୍ରକାଶିତ ଏକ ରିପୋର୍ଟ ଅନୁଯାୟୀ, ଟିକା ନେଇ ସାରିଥିବା ବ୍ୟକ୍ତି ମଧ୍ୟ ଏହି ଭୂତାଣୁ…

ଜେଲ୍‌ରେ ସିଦ୍ଧୁଙ୍କୁ ମିଳୁଛି ଜୁସ୍‌, ଆଲ୍‌ମଣ୍ଡ

ନୂଆଦିଲ୍ଲୀ,୨୬।୫: ପଟିଆଲା ସେଣ୍ଟ୍ରାଲ ଜେଲ୍‌ରେ ଥିବା କଂଗ୍ରେସ ନେତା ନବଜ୍ୟୋତ ସିଂ ସିଦ୍ଧୁ କିରାଣୀ କାର୍ଯ୍ୟ କରିବେ। ଡାକ୍ତରଙ୍କ ଅନୁମୋଦନକ୍ରମେ ତାଙ୍କୁ କମ୍‌ ଫ୍ୟାଟ୍‌ ଥିବା କ୍ଷୀର, ଜୁସ୍‌, ଆଲମଣ୍ଡ ଓ ପଇଡ ପାଣି ଯୋଗାଇଦିଆଯିବ। ଗତ ୨୩ ତାରିଖରେ ପଟିଆଲାର…

ଜଙ୍ଗଲରେ ଚାଲିଥିଲା ଚୋରାଚାଲାଣ ପ୍ରସ୍ତୁତି, ପହଞ୍ଚିଗଲା ପୋଲିସ

ମାଲକାନଗିରି,୨୬।୫(ଡି.ଏନ.ଏ.): ମାଲକାନଗିରି ଜିଲା ମୁଦୁଲିପଡ଼ା ପୋଲିସ ପାଟ୍ରୋଲିଂ ସମୟରେ ଜଙ୍ଗଲରୁ ୧୧୨ କେଜି ଗଞ୍ଜେଇ ଏବଂ ୨ ବନ୍ଧୁକ ଜବତ କରିଛି। ଏହି ଘଟଣାରେ ସମ୍ପୃକ୍ତ ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ସେ ହେଲେ ଜାମ୍ବାରିଗୁଡ଼ା ଗ୍ରାମର ଝମାରି ଖିଲ(୬୪)। ସୂଚନା…

ରାତିରେ ଯାଇଥିଲେ ଯାତ୍ରା ଦେଖିବାକୁ, ସକାଳୁ ମିଳିଲା ଯୁବତୀଙ୍କ ମୃତଦେହ

ଚନ୍ଦ୍ରପୁର,୨୬।୫(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକ ସଦର ପଞ୍ଚାୟତ ଅଧୀନ ଚିଚିପଙ୍ଗା ନିକଟ ମୁଖ୍ୟ ପୂର୍ତ୍ତ ବିଭାଗ ରାସ୍ତାପାର୍ଶ୍ୱରୁ ଗୁରୁବାର ଜଣେ ଯୁବତୀଙ୍କ ମୃତଦେହ ସନ୍ଦେହଜନକ ଅବସ୍ଥାରେ ଜବତ କରାଯାଇଛି। ସେ ହେଲେ ଚନ୍ଦ୍ରପୁର ପଞ୍ଚାୟତ ଅନ୍ତର୍ଗତ ଲତେଗୁଡ଼ା ଗ୍ରାମର ମିଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?