Home Left

‘ଦେଶ ଆଗ, ଫୋନ୍‌ରେ ପରସ୍ପର କଥା ହୋଇ ଝଗଡା ଶେଷ କର’

ନୂଆଦିଲ୍ଲୀ,୨୬।୧: କିଛି ଦିନ ହେବ ଭାରତୀୟ କ୍ରିକେଟରେ ସବୁ କିଛି ଠିକ ନାହିଁ। ବିରାଟ କୋହଲି ଟି-୨୦ ଏବଂ ଟେଷ୍ଟର ଅଧିନାୟକତ୍ୱରୁ ଓହରିଯିବା ଏବଂ ତାଙ୍କୁ ଦିନିକିଆର ଅଧିନାୟକତ୍ୱରୁ ହଟାଇ ଦିଆଯିବା ଘଟଣାକୁ ନେଇ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଟି -୨୦…

୧୫ ହଜାର ଫୁଟ ଉପରେ ମାଇନସ୍‌ ୩୫ ଡିଗ୍ରୀ ସେଲସିୟସ୍‌ ତାପମାତ୍ରାରେ ଆଇଟିବିପି ଯବାନଙ୍କ ପତାକା ଉତ୍ତୋଳନ…

ଲଦାଖ, ୨୬।୧ : ସାରା ଦେଶରେ ୭୩ ତମ ସାଧାରଣତନ୍ତ୍ର ଦିବସ ପାଳନ କରାଯାଉଛି। ଏହି ଅବସରରେ ଦେଶର ବିଭିନ୍ନ ପ୍ରାନ୍ତରୁ ଭାରତୀୟ ସେନା ଯବାନମାନଙ୍କ ସାହସ ପ୍ରଦର୍ଶନ କରୁଥିବା ଏବଂ ସେମାନଙ୍କ ତରଫରୁ ସାଧାରଣତନ୍ତ୍ର ଦିବସ ପାଳନ କରୁଥିବାର ଭିଡିଓ…

ଫିଲ୍ମ ଆର୍‌ଆର୍‌ଆର୍‌ ରିଲିଜ୍‌ ପାଇଁ ୨ଟି ତାରିଖ ଘୋଷଣା କରି ଚିନ୍ତାରେ ପକାଇଲେ ନିର୍ମାତା

ମୁମ୍ବାଇ: ବହୁ ପ୍ରତୀକ୍ଷିତ ଫିଲ୍ମ ଆର୍‌ଆର୍‌ଆର୍‌ର ରିଲିଜ୍‌ ଅପେକ୍ଷାରେ ଦର୍ଶକ। ତେବେ ନିର୍ମାତା ଏସ୍‌.ଏସ୍‌ ରାଜାମୌଲି ଫିଲ୍ମର ଦୁଇଟି ରିଲିଜ୍‌ ତାରିଖ ଘୋଷଣା କରିବାକୁ ନିଷ୍ପତ୍ତି ନେଇଥିଲେ। ରାଜାମୌଲି କୌଣସି ଫିଲ୍ମ ନିର୍ଦ୍ଦେଶକଙ୍କ ପରାମର୍ଶ ନ କରି ରିଲିଜ୍‌ ତାରିଖ ଘୋଷଣା…

ଏସ୍‌ସିବିରୁ ଡିସ୍‌ଚାର୍ଜ ହେଲେ ପୀଡ଼ିତା

କଟକ ଅଫିସ, ୨୬।୧: ବଳାତ୍କାରର ଶିକାର ହୋଇ କଟକ ଏସ୍‌ସିବି ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲର ଗାଇନିକ ୱାର୍ଡରେ ଚିକିତ୍ସିତ ହେଉଥିବା ପୁରୀର ୫ବର୍ଷୀୟା ଶିଶୁକନ୍ୟାକୁ ମଙ୍ଗଳବାର ଡିସ୍‌ଚାର୍ଜ କରାଯାଇଛି। ପୀଡ଼ିତା ଜଣକ ସୁସ୍ଥ ହେବା ପରେ ସକାଳେ ପରିବାର ଲୋକଙ୍କ…

ସମତା ହିଁ ବୀଜମନ୍ତ୍ର

ସାଧାରଣତନ୍ତ୍ର ଦିବସ ଭାରତର ଏକ ଜାତୀୟ ଦିବସ ରୂପେ ପରିପାଳିତ ହେଉଛି। ଏହା ଦେଶବାସୀଙ୍କର ଆତ୍ମସମୀକ୍ଷା ଓ ସଂକଳ୍ପ ଦିବସ ବୋଲି କହିଲେ ଅତ୍ୟୁକ୍ତି ହେବ ନାହିଁ । ଏ ପରିପ୍ରେକ୍ଷୀରେ ବ୍ୟକ୍ତିବିଶେଷ ଦେଶର ଜାତୀୟ ସଂହତି ଅକ୍ଷୁଣ୍ଣ ରଖିବାକୁ ସଦାଚେଷ୍ଟିତ…

ଆମ ଅଧିକାର ଓ ଗଣତନ୍ତ୍ର

ପ୍ରତିବର୍ଷ ଭାରତବାସୀଙ୍କ ପାଇଁ ଜାନୁୟାରୀ ୨୬ ଗଣତନ୍ତ୍ର ଦିବସ ବେଶ୍‌ ମହତ୍ତ୍ୱ ବହନ କରେ। ଗତବର୍ଷ ସମଗ୍ର ଦେଶ ଅଦୃଶ୍ୟ ଦାନବ କରୋନାର ଶକ୍ତ ପଞ୍ଝାରେ କବଳିତ ଥିଲା । ସେଥିପାଇଁ ସ୍ବାଧୀନତା ଦିବସର ଆୟୋଜନ ପ୍ରତିକୂଳ ଭାବେ ପ୍ରଭାବିତ ହେବା…

ତୃତୀୟ ଲହରରେ ଅଧିକ ଗୁରୁତର ହେଉଛନ୍ତି ସ୍ନାୟୁ ରୋଗୀ

ଭୁବନେଶ୍ୱର, ୨୬।୧(ବ୍ୟୁରୋ): ଓମିକ୍ରନରେ କୋଭିଡ୍‌ ସରିବନାହିଁ। ତୃତୀୟ ଲହର ପରେ ଚତୁର୍ଥ ଲହର ବି ଆସିପାରେ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ କହିଛନ୍ତି। ମଙ୍ଗଳବାର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ କରୋନା ସଚେତନତା କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ବିଶେଷଜ୍ଞ ଡା.…

ବଢୁଛି ଦୁର୍ଘଟଣାଜନିତ ମୃତ୍ୟୁ

ଭୁବନେଶ୍ୱର/ଯାଜପୁର ଅଫିସ,୨୬।୧: ଓଡ଼ିଶାରେ ୨୦୨୦ ସୁଦ୍ଧା ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁହାର ୫୦ ପ୍ରତିଶତ ହ୍ରାସ କରିବାକୁ ସୁପ୍ରିମକୋର୍ଟ ପକ୍ଷରୁ ଗଠିତ କମିଟି ନିର୍ଦ୍ଦେଶ ଦେଇଥିଲେ। ହେଲେ ସିଆଇଡି ଏବଂ କ୍ରାଇମବ୍ରାଞ୍ଚ ପକ୍ଷରୁ ମିଳିଥିବା ତଥ୍ୟ ଅନୁସାରେ ଗତ ଅକ୍ଟୋବର ସୁଦ୍ଧା ରାଜ୍ୟରେ…

ଉପକୂଳ ଜିଲାରେ ଘନ କୁହୁଡ଼ି

ଭୁବନେଶ୍ୱର,୨୬।୧(ବ୍ୟୁରୋ): ରାଜ୍ୟରେ ଆସନ୍ତା ୩୦ ତାରିଖ ଯାଏ କୁହୁଡ଼ି ଓ ଶୀତୁଆ ପାଗ ରହିବ। ବୁଧବାର ଏବଂ ଗୁରୁବାର ଦୁଇଦିନ କନ୍ଧମାଳ, ନୟାଗଡ଼, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଜଗତ୍‌ସିଂହପୁର, କଟକ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ପୁରୀ ଆଦି ଜିଲାର କେତେକ…

ଓଡ଼ିଶାର ୨୨ ଜଣଙ୍କୁ ପୋଲିସ ପଦକ

ଭୁବନେଶ୍ୱର,୨୬।୧(ବ୍ୟୁରୋ): ବିଭିନ୍ନ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ ଓ ଉଲ୍ଲେଖନୀୟ ସେବା ପାଇଁ କେନ୍ଦ୍ର ସରକାରଙ୍କ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ବିଭିନ୍ନ ବର୍ଗରେ ୯୩୯ ଜଣଙ୍କୁ ପୋଲିସ ପଦକ ଦିଆଯିବ ବୋଲି ମଙ୍ଗଳବାର ଘୋଷଣା କରାଯାଇଛି। ବୁଧବାର ସାଧାରଣତନ୍ତ୍ର ଦିବସରେ ଏହି ପଦକ…

କୋଟିଆରେ ହେବ ନିର୍ବାଚନ

କୋରାପୁଟ,୨୬।୧(ସ୍ବ.ପ୍ର.):  କୋରାପୁଟ ଜିଲାର କୋଟିଆକୁ ନେଇ ଫେଲ୍‌ ମାରିଛି ସର୍ବଦଳୀୟ ରଣନୀତି। ବର୍ତ୍ତମାନ କୋଟିଆରେ ତ୍ରିସ୍ତରୀୟ ନିର୍ବାଚନ ହେବ। ପଟ୍ଟାଙ୍ଗୀ ଜିଲା ପରିଷଦ ଜୋନ୍‌-୧ ପାଇଁ ପୂର୍ବରୁ ସବିନା ବୁଡିଆ, ଟିକାଇ ଗେମେଲ ଓ ସର୍ବଦଳୀୟ ପ୍ରାର୍ଥୀ ମମତା ଜାନି ସ୍ବାଧୀନ…

ବାରିପଦାରେ କେନ୍ଦ୍ରୀୟ ଗୋଇନ୍ଦା ସଂସ୍ଥା ଅଧିକାରୀ

ବାରିପଦା ଅଫିସ, ୨୬।୧: କେନ୍ଦ୍ର ଜଳଶକ୍ତି ଓ ଆଦିବାସୀ ବ୍ୟାପାର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ନିଜ କାର୍ଯ୍ୟାଳୟକୁ ଡକାଇ ୨ ଅଧିକାରୀଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏବେ ଏହି ଘଟଣାର ଖୋଳତାଡ଼ ଆରମ୍ଭ ହୋଇଛି। ମଙ୍ଗଳବାର ଭୁବନେଶ୍ୱରରୁ କେନ୍ଦ୍ରୀୟ ଗୋଇନ୍ଦା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri