Home Left

ଘରେ ପଶିଲା ବସ୍‌,୧୩ ଆହତ

ବାଙ୍ଗିରିପୋଷି,୨୬।୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧୀନ ୪୯ନଂ.ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଦୁଷ୍ମନ୍ତ ସିଂଙ୍କ ଘର ଭିତରକୁ ମଙ୍ଗଳବାର ଏକ ଯାତ୍ରୀବାହୀ ବସ୍‌ ମାଡ଼ି ଯାଇଛି। ଏହି ଦୁର୍ଘଟଣାରୁ ଦୁଷ୍ମନ୍ତଙ୍କ ପରିବାର ଲୋକେ ଅଳ୍ପକେ ବର୍ତ୍ତି ଯାଇଥିବା ବେଳେ ୧୩…

ଶିଖର ଧାଓ୍ବନଙ୍କୁ ଶକ୍ତ ଚାପୁଡା ମାରିଲେ ବାପା, ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୨୬।୧: ଭାରତୀୟ ଦଳର ଷ୍ଟାର୍‌ ଓପନର୍‌ ଶିଖର ଧାୱନ ସୋସିଆଲ ମିଡିଆରେ ବହୁତ ସକ୍ରିୟ। ସେ ପ୍ରାୟତଃ ଫଟୋ-ଭିଡିଓ ଶେୟାର୍‌ କରନ୍ତି। ପ୍ରଶଂସକମାନେ ମଧ୍ୟ ଏହାକୁ ପସନ୍ଦ କରନ୍ତି। ନିକଟରେ ସେ ନିଜ ବାପାଙ୍କ ସହ ଇନଷ୍ଟାଗ୍ରାମରେ ଏକ ଭିଡିଓ କ୍ଲିପ…

ଦିବ୍ୟାଙ୍ଗ ଯୁବତୀଙ୍କୁୁ ବଳାତ୍କାର: ଆତ୍ମଘୋଷିତ ବାବା ଗିରଫ

ବାରିପଦା ଅଫିସ,୨୬।୧: ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଞ୍ଚଳର ଜନୈକା ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ଆତ୍ମଘୋଷିତ ଜଣେ ବାବା ଜଠାରାମ ମୁର୍ମୁଙ୍କୁ ଗିରଫ କରିଛି। ଘଟଣାକୁ ଚପାଇ ଦେବା ପାଇଁ ଗ୍ରାମରେ ବୈଠକ ବସି ଅଭିଯୁକ୍ତଙ୍କଠାରୁ ଜରିମାନା ବାବଦରେ…

ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଶହେ ଫୁଟ୍‌ ଉଚ୍ଚରେ ଉଡ଼ିବ ତ୍ରିରଙ୍ଗା

ସମ୍ବଲପୁର,୨୬।୧(ବ୍ୟୁରୋ):  ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସ୍‌ୟୁ)ରେ ଜାନୁୟାରୀ ୨୬ ସାଧାରଣତନ୍ତ୍ର ଦିବସରେ ଶହେ ଫୁଟ୍‌ ଉଚ୍ଚରେ ଜାତୀୟ ପତାକା ଉଡିବ। ଏ ନେଇ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଏଥିପାଇଁ ଶହେ ଫୁଟ୍‌ ଉଚ୍ଚର ଏକ ଖୁଣ୍ଟ ତିଆରି ସରିଛି।…

ସୌର ଆଲୋକରେ ଚମକିଲା ସୂର୍ଯ୍ୟମନ୍ଦିର

କୋଣାର୍କ,୨୬।୧(ଡି.ଏନ୍‌.ଏ.): କୋଣାର୍କ ସୂର୍ଯ୍ୟମନ୍ଦିର ସୌର ଆଲୋକରେ ଚମକି ଉଠିଛି। ମଙ୍ଗଳବାରଠାରୁ ସୂର୍ଯ୍ୟମନ୍ଦିର ସୈାର ଆଲୋକରେ ଆଲୋକିତ ହେଉଛି। ପ୍ରତି ସନ୍ଧ୍ୟାରୁ ରାତି ୧୦ଟା ପର୍ଯ୍ୟନ୍ତ ସୂର୍ଯ୍ୟ ମନ୍ଦିର ଉପରେ ସୌର ଆଲୁଅ ପଡ଼ି ଆଲୋକିତ କରାଯିବ। କଳା ଓ ଭାସ୍କର୍ଯ୍ୟର ସୂକ୍ଷ୍ମ…

ତ୍ରିରଙ୍ଗା କିଏ ପ୍ରସ୍ତୁତ କରିଥିଲେ ଜାଣନ୍ତି

ନୂଆଦିଲ୍ଲୀ,୨୬।୧: ଭାରତ ଏହାର ୭୩ତମ ସାଧାରଣତନ୍ତ୍ର ଦିବସ ପାଳନ କରୁଛି। ଏହି ଅବସରରେ ଲାଲକିଲ୍ଲାଠାରୁ ଆରମ୍ଭ କରି ଦେଶର ସମସ୍ତ ସରକାରୀ କାର୍ଯ୍ୟାଳୟ ତଥା ଅନ୍ୟାନ୍ୟ ସ୍ଥାନରେ ଲୋକମାନେ ଜାତୀୟ ପତାକା ଉତ୍ତୋଳନ କରି ଭାରତ ମାତାକୁ ସମ୍ମାନ ଦିଅନ୍ତି। ଆମର…

ଖବରଦାତାଙ୍କୁ ଗାଳିକଲେ ବାଇଡେନ୍‌

ଓ୍ବାଶିଂଟନ୍‌, ୨୬ା୧:ଏକ ପ୍ରେସ୍‌ କନ୍‌ଫରେନ୍ସରେ ଦରଦାମ ବୃଦ୍ଧିକୁ ନେଇ ଜଣେ ଖବରଦାତା ପ୍ରଶ୍ନ କରିବା ପରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ତାଙ୍କୁ ଖରାପ ଭାଷାରେ ଗାଳି କରିଛନ୍ତି। ଏହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଦେଶରେ ମୁଦ୍ରାସ୍ଫୀତି…

ବାପା ହେଲେ ଯୁବରାଜ

ଚଣ୍ଡିଗଡ,୨୬।୧: ପୂର୍ବତନ ଭାରତୀୟ କ୍ରିକେଟର ଯୁବରାଜ ସିଂ ଏକ ଶିଶୁପୁତ୍ରର ପିତା ହୋଇଛନ୍ତି। ୪୦ ବର୍ଷୀୟ ଯୁବରାଜ ମଙ୍ଗଳବାର ବିଳମ୍ବିତ ରାତିରେ ଟୁଇଟ କରି ଏହି ସୂଚନା ତାଙ୍କ ପ୍ରଶଂସକଙ୍କ ସହ ଶେୟାର କରିଛନ୍ତି। ଏହି ଖୁସି ଖବର ବାଣ୍ଟି ସେ…

୨୮ରୁ ପଶ୍ଚିମ ଓଡ଼ିଶାରେ ଶୀତ ଲହରି, ଉପକୂଳ ଜିଲାରେ ଘନକୁହୁଡ଼ି

ଭୁବନେଶ୍ୱର,୨୫ା୧(ବ୍ୟୁରୋ)-ରାଜ୍ୟରେ ଆସନ୍ତା ୩୦ ତାରିଖ ଯାଏ କୁହୁଡ଼ି ଓ ଶୀତୁଆ ପାଗ ରହିବ। ବୁଧବାର ଏବଂ ଗୁରୁବାର ଦୁଇଦିନ କନ୍ଧମାଳ, ନୟାଗଡ଼, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଜଗତ୍‌ସିଂହପୁର, କଟକ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ପୁରୀ ଆଦି ଜିଲାର କେତେକ ସ୍ଥାନରେ…

ପୁଣି ଜଣେ ୫ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର ଉଦ୍ୟମ

ପୁରୀ ଅଫିସ, ୨୫।୧- ପୁରୀ ଟାଉନଥାନା ଅଞ୍ଚଳରେ ଗତ ରବିବାର ଜଣେ ୫ ବର୍ଷର ଶିଶୁ କନ୍ୟାକୁ ବଳାତ୍କାର କରାଯିବା ଘଟଣା ସାରା ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଥିବାବେଳେ ମଙ୍ଗଳବାର ଆଉ ଏକ ଅଭିଯୋଗ ସାମ୍ନାକୁ ଆସିଛି। ବଳିଆପଣ୍ଡା ଥାନା ଅଞ୍ଚଳରେ…

ଫେବୃୟାରୀ ୯ରେ ଓଏସ୍‌ଏସ୍‌ଟିଇଟି ପରୀକ୍ଷା

କଟକ ଅଫିସ,୨୫।୧: ଆସନ୍ତା ଫେବୃଆରୀ ୯ ତାରିଖରେ ଓଡିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଏସ୍‌ଏସ୍‌ଟିଇଟି)ର ଦ୍ୱିତୀୟ ପରୀକ୍ଷା ଅନୁଷ୍ଠିତ ହେବ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଚଳିତଥର ୭୨,୨୮୨ ଜଣ ପରୀକ୍ଷାର୍ଥୀ…

ଗାଡି କି ଘୋଡା ନୁହେଁ, କନ୍ୟା ଆଣିବାକୁ ଜେସିବିରେ ଗଲେ ବର: ଆଉ ତା’ପରେ

ଆଜିକାଲି ବିବାହର ଋତୁ ଆରମ୍ଭ ହୋଇଯାଇଛି। ବିବାହ ସମ୍ପର୍କିତ ଅନେକ ରୋଚକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ନିକଟରେ ସେମିତି ଏକ ଭିଡିଓ ସାମ୍ନାକୁ ଆସିଛି। ଭିଡିଓରେ ବର ଗାଡି କି ଘୋଡା ନୁହେଁ, ଜେସିବି ଧରି କନ୍ୟାଙ୍କୁ ଆଣିବାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri