Home Left

ବିଧାନସଭା ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି

ଭୁବନେଶ୍ୱର,୨୬।୫(ବ୍ୟୁରୋ): ରାଜ୍ୟ ସଭା ଉପନିର୍ବାଚନ ପାଇଁ ବିଧାନସଭା ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଗୁରୁବାରଠାରୁ ଜୁନ ୨ ଯାଏ ନାମାଙ୍କନ ଦାଖଲ ହେବାକୁ ଥିବା ବେଳେ ୧୩ରେ ଉପନିର୍ବାଚନ ଅନୁଷ୍ଠିତ ହେବ। ପ୍ରକାଶ ଯେ, ସୁବାସ ସିଂ କଟକ ମେୟରଭାବେ…

ଆଇପିଏଲ୍‌ରେ କୌଣସି ଦଳ କିଣି ନ ଥିଲେ, ଚମତ୍କାର ଭାବେ ଦଳରେ ପ୍ରବେଶ କରି ରଚିଲେ ଇତିହାସ

କୋଲକତା,୨୬।୫: ଆଇପିଏଲ ୨୦୨୨ର ଏଲିମିନେଟର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ଦଳ ଲକ୍ଷ୍ନୌ ସୁପର ଜିଆଣ୍ଟସ (ଏଲ୍‌ଏସ୍‌ଜି)କୁ ୧୪ ରନ୍‌ରେ ପରାସ୍ତ କରି କ୍ୱାଲିଫାୟର୍‌ ୨ ରେ ପ୍ରବେଶ କରିଛି। କ୍ୱାଲିଫାୟର୍‌ ୨ରେ ଆରସିବି ମେ ୨୭ରେ ରାଜସ୍ଥାନ ରୟାଲ୍ସକୁ…

ବଦଳିଲେ ୨ ଆଇଏଏସ୍‌ ଅଫିସର

ଭୁବନେଶ୍ୱର,୨୬।୫(ବ୍ୟୁରୋ): ରାଜ୍ୟ ଉଚ୍ଚଶିକ୍ଷା ନିର୍ଦ୍ଦେଶକ ଅଶ୍ୱିନୀ କୁମାର ମିଶ୍ରଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି । ସେ ମଧ୍ୟ ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ)ର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ନିର୍ବାହ…

ଗୋଟିଏ ଗୋଡରେ ସ୍ବପ୍ନ ପୂରଣ ପାଇଁ ଲାଗିପଡିଛନ୍ତି କୁନି ଝିଅ ସୀମା

କଥାରେ ଅଛି, ଯଦି ମନରେ ଦୃଢ ଇଚ୍ଛାଶକ୍ତି ଅଛି ତେବେ କୌଣସି ପରିସ୍ଥିତି ଆସିଲେ ମଧ୍ୟ ବ୍ୟକ୍ତି ନିଜ ଲକ୍ଷ ସ୍ଥଳରେ ପହଞ୍ଚିବାରେ ସକ୍ଷମ ହୁଏ। ବିହାରର ଜମୁଇ ଜିଲାରେ ଏହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି। ଫତେପୁର ଗ୍ରାମରେ ରହୁଥିବାନି…

ରାଜ୍ୟରୁ ୧୧ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୬।୫(ବ୍ୟୁରୋ) : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭ ଜଣ କ୍ୱାରେଣ୍ଟାଇନ୍‌ରୁ ଥିବା ବେଳେ ୪ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ…

ଅନୁଷ୍କାଙ୍କ ବୋଲ୍ଡ ଅନ୍ଦାଜ୍‌

ଅଭିନେତ୍ରୀ ଅନୁଷ୍କା ଶର୍ମା ସୋସିଆଲ୍‌ ମିଡିଆରେ ବେଶ୍‌ ସକ୍ରିୟ। ସେ ପ୍ରଶଂସକଙ୍କ ସହ ପ୍ରାୟତଃ ନିଜର ଫଟୋ ଶେୟାର କରିବା ସହ କାର୍ଯ୍ୟ ସମ୍ବନ୍ଧୀୟ ଅପଡେଟ ମଧ୍ୟ ଦିଅନ୍ତି। ନିକଟରେ ଅନୁଷ୍କା ବଲିଉଡର ପ୍ରସିଦ୍ଧ ନିର୍ମାତା ତଥା ନିର୍ଦ୍ଦେଶକ କରଣ ଜୋହରଙ୍କ…

ଚଳନ୍ତା ଟ୍ରକ୍‌ରେ ଯୁବକଙ୍କୁ ବନ୍ଧା ହେବା ଘଟଣା: ଚାଳକ ଗିରଫ

ପାରାଦୀପ,୨୬ା୫(ସ୍ବ.ପ୍ର.): ଚଣ୍ଡିଖୋଲ-ପାରାଦୀପ ୫୩ ନଂ. ଜାତୀୟ ରାଜପଥ ଭୂତମୁଣ୍ଡାଇ ମହାନଦୀ ପୋଲ ଉପରେ ଜଣେ ଯୁବକଙ୍କୁ ଟ୍ରକ୍‌ରେ ବାନ୍ଧି ଚଳାଇବା ଭିଡିଓ ଭାଇରାଲ ହୋଇଥିଲା। ଏହି ଘଟଣାରେ ପାରାଦୀପ ଲକ୍‌ ଥାନା ପୋଲିସ ଟ୍ରକ ଚାଳକଙ୍କୁ ବୁଧବାର ସାରେ ଗିରଫ କରିଛି।…

ହ୍ରିତିକ୍‌ଙ୍କୁ ମିଳିଗଲା ନୂଆ ପ୍ରେମିକା

ବଲିଉଡର ପ୍ରସିଦ୍ଧ ନିର୍ମାତା ତଥା ନିର୍ଦ୍ଦେଶକ କରଣ ଜୋହର ୫୦ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ସେ ଏକ ଗ୍ରାଣ୍ଡ ପାର୍ଟିର ଆୟୋଜନ କରିଥିଲେ। ବଲିଉଡର ପ୍ରାୟ ସମସ୍ତ ଆଗଧାଡିର କଳାକାର ଏହି ପାର୍ଟିରେ ଯୋଗ ଦେଇଥିଲେ। କିନ୍ତୁ ଏହି…

ଛବି ଖରାପ କରିବାକୁ ଚାଲିଛି ଷଡ଼ଯନ୍ତ୍ର: ଏକ ଫେସ୍‌ବୁକ ଆକାଉଣ୍ଟ ପେଜ୍‌ରେ…

କଟକ ଅଫିସ, ୨୬।୫: ଓଡ଼ିଆ ସିନେମା ଷ୍ଟାର ଦମ୍ପତି ବର୍ଷା ପ୍ରିୟଦର୍ଶିନୀ ଏବଂ ଅନୁଭବ ମହାନ୍ତିଙ୍କ ପାରିବାରିକ ବିବାଦ ଦିନକୁ ଦିନ ନୂଆ ମୋଡ଼ ନେବାରେ ଲାଗିଛି। ପୁରୀଘାଟ ଥାନାରେ ଅଭିଯୋଗ କରିବାର ୨ଦିନ ପରେ ବର୍ଷା ବୁଧବାର ସାଇବର ଥାନାର…

ମନ୍ତ୍ରୀଙ୍କ ଘରେ ପଶିଲା ଇଡି: କୋଟି କୋଟି ଟଙ୍କା ଲାଞ୍ଚ ନେଇଥିବା ଅଭିଯୋଗ

ମୁମ୍ବାଇ,୨୬।୫: ମହାରାଷ୍ଟ୍ରର ମନ୍ତ୍ରୀ ତଥା ଶିବସେନା ନେତା ଅନିଲ ପାରବଙ୍କ ପୁଣେ ଏବଂ ମୁମ୍ବାଇରେ ଥିବା ସାତୋଟି ସ୍ଥାନରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଗୁରୁବାର ଚଢାଉ କରିଛି। ଅନିଲଙ୍କ ବିରୋଧରେ କୋଟି କୋଟି ଟଙ୍କା ଲାଞ୍ଚ ନେଇଥିବା ଅଭିଯୋଗ ରହିଛି।…

ବିଜ୍ଞାନ ଶିକ୍ଷାର ପ୍ରସାର କରିବ ‘ମୋ ସ୍କୁଲ୍‌’

ଭୁବନେଶ୍ୱର, ୨୬।୫(ବ୍ୟୁରୋ): ଗଣିତ, ବିଜ୍ଞାନ, କମ୍ପ୍ୟୁଟର ବିଜ୍ଞାନରେ ସରକାରୀ ସ୍କୁଲ୍‌ର ପିଲାଙ୍କୁ ଅଧିକ ଦକ୍ଷ କରିବାକୁ ‘ମୋ ସ୍କୁଲ୍‌ ଅଭିଯାନ’ ପୁରାତନ ଛାତ୍ର ଓ ବିଭିନ୍ନ ସଙ୍ଗଠନ ମାଧ୍ୟମରେ ଏକାଧିକ କାର୍ଯ୍ୟକ୍ରମ ହାତକୁ ନେଇଛି। ଶିକ୍ଷକଙ୍କ ଦକ୍ଷତା ବିକାଶ ଲାଗି ଦ୍ୱିତୀୟ…

ବିବାହ ବାହାନାରେ ରାଜସ୍ଥାନକୁ ମହିଳା ଚାଲାଣ

ଯାଜପୁର ଅଫିସ,୨୬ା୫: ପ୍ରଶାସନ ଓ ପୋଲିସର ଦୃଷ୍ଟି ଆଢ଼ୁଆଳରେ ବିବାହ ଆଳରେ ଗରିବ ଯୁବତୀ ଓ ମହିଳାମାନଙ୍କୁ ବିଭିନ୍ନ ରାଜ୍ୟକୁ ଚାଲାଣ ହେଉଥିବା ଅଭିଯୋଗ ହୋଇଛି। ଅତୀତରେ ଅନେକ ଅଭିଯୋଗ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଆସିଥିବା ବେଳେ ମଙ୍ଗଳବାର ଯାଜପୁର ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?