Home Left

ମା’ଙ୍କୁ ଡମବେଲରେ ଛେଚି ଛେଚି ମାରିଲେ

ହାଇଦ୍ରାବାଦ,୨୫।୧: ମାନସିକ ଭାବେ ଅସୁସ୍ଥ ଥିବା ଜଣେ ବ୍ୟକ୍ତି ଡମବେଲରେ ମାଙ୍କୁ ଛେଚି ଛେଚି ହତ୍ୟା କରିଛନ୍ତି। ଏଭଳି ଘଟଣା ତେଲାଙ୍ଗାନାର ହାଇଦ୍ରାବାଦ ସୁଲତାନ ବଜାର ଅଞ୍ଚଳରେ ସୋମବାର ଘଟିଛି। ରାତି ୨ଟାରେ ଓ୍ବାର୍କ ଆଉଟ୍‌ କରିବାକୁ କୋଣ୍ଡା ସୁଧିର କୁମାର…

ନିର୍ବାଚନ ପ୍ରଚାର ବେଳେ ଉତ୍ତେଜନା

ବାଲେଶ୍ୱର ଅଫିସ,୨୫।୧: କୋଭିଡ୍‌ ନିୟମ ଉଲ୍ଲଘଂନ କରି ହେଉଥିଲା ନିର୍ବାଚନ ପ୍ରଚାର । ବିରୋଧ କରିବାରୁ ଗ୍ରାମରେ ଦେଖାଦେଇଛି ଉତ୍ତେଜନା। ଏଭଳି ଘଟଣା ଘଟିଛି ବାଲେଶ୍ୱର ଜିଲାର ଜଳେଶ୍ୱର ବ୍ଲକ ବାଇଗଣ ବାଡିଆ ପଞ୍ଚାୟତ ଝାଡ଼ପିମ୍ପଳଠାରେ। ସୋମବାର ସନ୍ଧ୍ୟାରେ ପ୍ରାର୍ଥିପତ୍ର ଯାଞ୍ଚ…

କରନ ଜୋହରଙ୍କ ଅଫିସରେ ରଶ୍ମିକା

ମୁମ୍ବାଇ,୨୫।୧: ‘ପୁଷ୍ପା: ଦ ରାଇଜ୍‌’ର ହିନ୍ଦୀ ଭସର୍ନ ରିଲିଜ ପରେ ରଶ୍ମିକା ମନ୍ଦାନାଙ୍କ ହିନ୍ଦୀ ଭାଷାଭାଷି ଅଞ୍ଚଳରେ ଲୋକପ୍ରିୟତା ଢ଼େର ବୃଦ୍ଧି ପାଇଛି। ଏହି ଅଭିନେତ୍ରୀଙ୍କୁ ସୋମବାର ମୁମ୍ବାଇସ୍ଥିତ କରନ ଜୋହରଙ୍କ ଅଫିସରେ ଦେଖିବାକୁ ମିଳିଥିଲା। ଅଭିନେତ୍ରୀ ଜଣଙ୍କ ପୂରା ବ୍ଲାକ…

‘ରାଜ୍ୟରେ କରୋନା ସଂକ୍ରମଣ କମୁଛି’

ଭୁବନେଶ୍ୱର,୨୫।୧(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି। ରାଜ୍ୟରେ କରୋନା ସଂକ୍ରମଣ କମୁଛି ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି। ସେ ଆହୁରି କହିଛନ୍ତି, ଗତ ୧୨ରୁ ରାଜ୍ୟରେ କରୋନା ସଂକ୍ରମଣ କମିବା ଆରମ୍ଭ କରିଛି।…

ଭାରତର ନିମନ୍ତ୍ରଣରେ ଆସିବେ ଇସ୍ରାଏଲ ପ୍ରଧାନମନ୍ତ୍ରୀ

ଜେରୁଜେଲମ, ୨୫ା୧: ଭାରତ ଓ ଇସ୍ରାଏଲ ମଧ୍ୟରେ କୂଟନତୈକ ସମ୍ପର୍କର ୩୦ ବର୍ଷ ପୂର୍ତ୍ତି ଅବସରରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ନାଫଟାଲି ବେନେଟ୍‌ ଭାରତ ଆସିପାରନ୍ତି। ଏ ନେଇ ଭାରତରେ ଅବସ୍ଥାପିତ ଇସ୍ରାଏଲ ରାଷ୍ଟ୍ରଦୂତ ନାଓର ଗିଲୋନ୍‌ ସୋମବାର ସୂଚନା ଦେଇଛନ୍ତି। ଏହି…

ମୋତେ ଅଜଣା ରୋଗ ହୋଇଛି, ଏମିତି ଚିଠି ଲେଖି ଘରୁ ପଳାଇଲେ ପୁଅ …

ବାଲେଶ୍ୱର ଅଫିସ,୨୫।୧: ବାଲେଶ୍ୱର ଜିଲା ଜଳେଶ୍ବର ଥାନା ନାମ୍ପୋ ଫାଣ୍ଡି ଅଧୀନ ସରିସା ଗ୍ରାମର ଜଣେ ଯୁବକ ସୋମବାର ଘରେ ଏକ ଚିଠି ରଖି ଚାଲିଯାଇଛନ୍ତି । ଚିଠିକୁ ନେଇ ପରିବାର ଲୋକେ ବ୍ୟସ୍ତ ହୋଇପଡ଼ିଥିବା ବେଳେ ଘଟଣାକୁ ନେଇ ସ୍ଥାନୀୟ…

ସାଉଥ୍‌ ଚାଇନା ସମୁଦ୍ରରେ ଖସି ପଡ଼ିଲା ଆମେରିକାର ଫାଇଟର ବିମାନ

ପେଣ୍ଟାଗନ,୨୫।୧: ଦକ୍ଷିଣ ଚାଇନା ସମୁଦ୍ରରେ ବିମାନ କ୍ୟାରିୟର ୟୁଏସ୍‌ଏସ୍‌ କାର୍ଲ ଭିନସନରେ ଅବତରଣ ବେଳେ ଆମେରିକାର ଏଫ୍‌-୩୫ସି ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ନିଶ୍ଚିତ ମୃତ୍ୟୁ ମୁଖରୁ ବଞ୍ଚି ଯାଇଛନ୍ତି ବିମାନର ପାଇଲଟ୍‌। କିନ୍ତୁ ଏହି ଦୁର୍ଘଟଣାରେ ୭ ଆମେରିକୀୟ ଯବାନ…

ଗୃହ ସଙ୍ଗରୋଧ ପାଇଁ ନୂଆ ଗାଇଡ୍‌ଲାଇନ ଜାରି କରିଛି ବିଏମ୍‌ସି

ଭୁବନେଶ୍ୱର,୨୫।୧(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ ଗୃହ ସଙ୍ଗରୋଧ ପାଇଁ ନୂଆ ଗାଇଡ୍‌ଲାଇନ ଜାରି କରିଛି । ଅଳ୍ପ ଲକ୍ଷଣ ଥିଲେ ଭୟଭୀତ ନ ହୋଇ ଘରେ ରହିବା ପାଇଁ ବିଏମ୍‌ସି ପରାମର୍ଶ ଦେଇଛି । ସେହିପରି ଗୁରୁତର ବା ଅନ୍ୟ ଜଟିଳ…

ଆଜିଠୁ ବିଡବ୍ଲ୍ୟୁଏଫ୍‌ ଓଡ଼ିଶା ଓପନ୍‌ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ,ଖେଳିବେ ୩୦୦ରୁ ଅଧିକ ଖେଳାଳି

କଟକ ଅଫିସ, ୨୫।୧: ଜବାହରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ବିଡବ୍ଲ୍ୟୁଏଫ୍‌ ଓଡ଼ିଶା ଓପନ୍‌ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ ମଙ୍ଗଳବାର ଖେଳାଯିବ । ଏହି ପ୍ରତିଯୋଗିତାରେ ୧୮ଟି ଦେଶର ୩୦୦ରୁ ଅଧିକ ବଛାବଛା ଖେଳାଳି ଭାଗ ନେଇଛନ୍ତି। ଟୁର୍ଣ୍ଣାମେଣ୍ଟରେ ପୁରୁଷ ଓ ମହିଳା ବର୍ଗରେ…

୧୦ ଲକ୍ଷ ଟଙ୍କାର ଫୋନ୍‌ ପାଇ ଫେରାଇଦେଲେ ଡ୍ରାଇଭର

ଭୁବନେଶ୍ୱର,୨୫।୧(ବ୍ୟୁରୋ): ରାସ୍ତା କଡ଼ରୁ ୧୦ ଲକ୍ଷ ଟଙ୍କାର ମୋବାଇଲ ଫୋନ ଏବଂ ଆସୋସରିଜ ପାଇ ଫେରାଇଦେଲେ ଡ୍ରାଇଭର। ସୂଚନାଯୋଗ୍ୟ, ଗତ ୨୧ ତାରିଖରେ ଏକ୍ସପ୍ରେସ୍‌ କୋରିୟର ନାମକ ଏକ ସଂସ୍ଥା ବଲାଙ୍ଗୀରର ଏକ ଡିଷ୍ଟ୍ରିବ୍ୟୁଟର ପାଖକୁ ବସ୍‌ ଯୋଗେ ୧୧ଟି ପେଟି…

ବ୍ରିଜରୁ ଖସି ପଡିଲା କାର: ବିଧାୟକଙ୍କ ପୁଅ ସହ ୭ ଡାକ୍ତରୀ ଛାତ୍ରଙ୍କ ମୃତ୍ୟୁ

ୱାର୍ଡ଼(ମହାରାଷ୍ଟ୍ର),୨୫।୧: ମହାରାଷ୍ଟ୍ରର ସେଲସୁରା ନିକଟରେ ସାମବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଭାଜପା ବିଧାୟକ ବିଜୟ ରାହଙ୍ଗଦେଲଙ୍କ ପୁଅ ଅଭିଷେକ ରାହଙ୍ଗଦେଲଙ୍କ ସମେତ ୭ଜଣ ଡାକ୍ତରୀ ଛାତ୍ରଙ୍କ ମୃତ୍ୟୁ ଘଟିଛି। ପୋଲିସ ସୂଚନା ମୁତାବକ, ୱାର୍ଡର…

ବ୍ରାଣ୍ଡେଡ୍‌ ପୋଷାକ କିଣୁଥିଲେ…

ମାର୍କେଟ୍‌କୁ ଆସୁଥିବା ବିଭିନ୍ନ ବ୍ରାଣ୍ଟର ନୂଆ କଲେକ୍ସନ କିଣିବାକୁ ମହିଳାମାନେ ବେଶ୍‌ ତତ୍ପର। ହେଲେ ବେଳେବେଳେ ଏହି ଆଳରେ ସେମାନେ ଅଜାଣତରେ ଠକାମିର ଶିକାର ହୋଇଥା’ନ୍ତି। କାରଣ ବର୍ତ୍ତମାନ ବିଭିନ୍ନ ବ୍ରାଣ୍ଡେଡ୍‌ ସାମଗ୍ରୀର ଏକାଧିକ ନକଲ ମାର୍କେଟ୍‌କୁ ଆସୁଛି, ଯାହାକି ସହଜରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri