ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…
ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର ଲୋକେ ଭଦ୍ରକ ମୁଖ୍ୟ ଚିକିତ୍ସାଳୟକୁ ଶନିବାର ମୃତଦେହ ନେଇ ପହଞ୍ଚିଛନ୍ତି। ସୂଚନା ମୁତାବକ,…
‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’
ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ ହୋଇଯାଇଛି। ପ୍ରଥମେ ସ୍କୁଲରେ ଗୁରୁଦିବସ ପାଳନ ପରେ ସ୍କୁଲ ମଣ୍ଡପରେ ନାଟକ ମଞ୍ଚସ୍ଥ…
ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼
ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି। ଏହି ଆକ୍ରମଣରେ ଏପର୍ଯ୍ୟନ୍ତ କୌଣସି କ୍ଷତିର ରିପୋର୍ଟ ନାହିଁ। ଇରାନୀ ସମ୍ବାଦ ଖବର…
ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା
ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି ଟାଇଟଲ ଲଢ଼େଇ ହେବ। ଫାଇନାଲ ପୂର୍ବରୁ ଇଷ୍ଟ ଜୋନର ଅଧିନାୟକ ଇଶାନ କିଶନ…
ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ
କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ କଟକ ସଦର ବିଧାୟକ ପ୍ରକାଶ ଚନ୍ଦ୍ର ସେଠୀ ଓ ଅତିରିକ୍ତ ଜିଲାପାଳ…
ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …
୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ ବିଭିନ୍ନ ଆଲୋକମାଳାରେ ଝଲସିବ ପୂଜାମଣ୍ଡପ। ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପୁଇଁତୋଳା…
ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…
ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଶୁକ୍ରବାର ବିଳମ୍ବିତ ରାତିରେ ମନ୍ଦିରର ତାଲା ଭାଙ୍ଗି…
ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ
ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍ ପାଇଁ ଗର୍ଜିଲେ ରାଜ୍ୟର ହଜାର ହଜାର ଶିକ୍ଷକ ଓ କର୍ମଚାରୀ। ଭୁବନେଶ୍ୱରର ଲୋୟର ପିଏମ୍ଜିରେ ଏକାଠି ହୋଇ ଶିକ୍ଷକମାନେ…
ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା
ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ ଜ୍ଞାନ ଦେବା ଓ ସେମାନଙ୍କୁ ସାମାଜିକ ଶୃଙ୍ଖଳାର ପାଠ ପଢ଼ାଇବା। ଏଭଳି ଜଣେ…
୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…
ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି। ସନ୍ନି ଦେଓଲଙ୍କ ଫିଲ୍ମ ସହିତ ଫେରିବା ପରେ, ସେ ପରବର୍ତ୍ତୀ ସମୟରେ କୁନାଲ…
ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା
ନୂଆଦିଲ୍ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ ପ୍ରତି ମାସ ଏଲପିଜି ସିଲିଣ୍ଡର ପାଇଁ ବଜେଟ ବିଗିଡ଼ି ଯାଉଛି, ତେବେ ସରକାରଙ୍କ…
ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ
ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି ପ୍ରଶ୍ନର ଉତ୍ତର ଏହି ମାସରେ ମିଳିପାରେ। ୱେଷ୍ଟଇଣ୍ଡିଜ ବିପକ୍ଷ ODI ସିରିଜ ପାଇଁ…

