Home Left

ଶୋରୁମ୍‌ରେ ଚାଷୀଙ୍କୁ କହିଲେ ‘ପାଖରେ ୧୦ ଟଙ୍କା ନାହିଁ, ଗାଡ଼ି କିଣିବାକୁ ଆସିଛ’, ତା’ ପରେ

ବାଙ୍ଗାଲୋର,୨୪।୧: ବୋଲେରୋ ପିକ୍‌ ଅପ୍‌ ଟ୍ରକ କିଣିବାକୁ ଶୋରୁମ୍‌ ଆସିଥିବା ଜଣେ ଚାଷୀଙ୍କୁ ଅପମାନ ଦେଇଥିଲେ ଜଣେ ସେଲ୍ସମ୍ୟାନ। ଉତ୍ତ୍ୟକ୍ତ ହୋଇ ଚାଷୀ ଘଣ୍ଟାକ ମଧ୍ୟରେ ଟଙ୍କା ନେଇ ଆସିଥିଲେ। ଶେଷରେ କ୍ଷମାପ୍ରାର୍ଥନା କରିଥିଲେ ସେଲ୍ସମ୍ୟାନ। ଘଟଣାଟି କର୍ନାଟକର ତୁମାକୁରୁ ଅଞ୍ଚଳରେ…

୪ ସପ୍ତାହ ପାଇଁ ଘୁଞ୍ଚିଲା କୋଟିଆ ବିବାଦ ଶୁଣାଣି

କୋରାପୁଟ,୨୪ା୧(ସ୍ବ.ପ୍ର.): କୋରାପୁଟ ଜିଲା ପଟାଙ୍ଗୀ ବ୍ଲକର ଆନ୍ଧ୍ର ସୀମାନ୍ତ କୋଟିଆ ବିବାଦ ନେଇ ଓଡ଼ିଶା ସରକାରଙ୍କ ପକ୍ଷରୁ ସୁପ୍ରିମକୋର୍ଟରେ ରୁଜୁ ମାମଲାର ସୋମବାର ଶୁଣାଣି ରହିଥିଲା। ଏହାକୁ ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଏଏମ୍‌ ଖାନୱିଲକର ଓ ବିଚାରପତି ସିଟି ରବି କୁମାରଙ୍କ…

ଟିକା ନେଇ ନ ଥିଲେ ପରେଡ୍‌ ମନା

ନୂଆଦିଲ୍ଲୀ,୨୪।୧: ସାଧାରଣତନ୍ତ୍ର ଦିବସ ପରେଡ୍‌ରେ ଯୋଗଦେବାକୁ ହେଲେ ଉଭୟ ଡୋଜ୍‌ କୋଭିଡ୍‌ ଟିକା ନେବା ବାଧ୍ୟତାମୂଳକ। ଟିକା ନେଇ ନ ଥିବା ବ୍ୟକ୍ତି ଏବଂ ୧୫ ବର୍ଷରୁ କମ୍‌ ପିଲାଙ୍କୁ ପରେଡ୍‌ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ଅନୁମତି ମିଳିବ ନାହିଁ ବୋଲି…

ବର୍ଷକୁ ୩ ଦିନ କାଉଣ୍ଟର ବନ୍ଦ

ନୂଆଦିଲ୍ଲୀ,୨୪।୧: ଦିଲ୍ଲୀ ସରକାରଙ୍କ ନୂଆ ଏକ୍ସାଇଜ ଆଇନ ଅନୁଯାୟୀ ୨୦୨୨ରେ ମାତ୍ର ୩ ଦିନ ପାଇଁ ଲାଇସେନ୍ସ ପ୍ରାପ୍ତ ମଦ କାଉଣ୍ଟର ବନ୍ଦ ରହିବ। ଏ ନେଇ ସୋମବାର ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ପୂର୍ବରୁ ବିଭିନ୍ନ ଜାତୀୟ ଛୁଟିଦିନ…

‘କେଉଁ ପ୍ରକାର ନିଶାର ପ୍ରଭାବରେ ଜନମତ ସର୍ଭେ କରାଯାଉଛି, ଆମକୁ ଜଣାନାହିଁ’

ଲକ୍ଷ୍ନୌ,୨୪।୧: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପାକୁ ସୁହାଉଥିବା ଜନମତ ସର୍ଭେକୁ ପ୍ରତ୍ୟାଖ୍ୟାନ କରିଛନ୍ତି ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ। ସେ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ସବୁଠୁ ବଡ଼ ମିଛୁଆ କହିଛନ୍ତି। “ଏହା ଜନମତ ସର୍ଭେ ନୁହେଁ। ଏଗୁଡ଼ିକ…

କେନ୍ଦ୍ରମନ୍ତ୍ରୀଙ୍କ ମାଡ଼ ପ୍ରତିବାଦରେ କଳାବ୍ୟାଜ୍‌ ପିନ୍ଧିଲେ

ବାରିପଦା ଅଫିସ,୨୨ା୧: ମୟୂରଭଞ୍ଜ ଭାଜପା ଏମ୍‌ପି ତଥା କେନ୍ଦ୍ର ଜଳଶକ୍ତି ଓ ଆଦିବାସୀ ବ୍ୟାପାର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ଗତ ଶୁକ୍ରବାର ନିଜ କାର୍ଯ୍ୟାଳୟକୁ ଡାକି ଦୁଇ ଅଧିକାରୀଙ୍କୁ ମରଣାନ୍ତକ ଆକ୍ରମଣ କରି ହାତ ଭାଙ୍ଗିବା ଘଟଣାକୁ ଜିଲା କଂଗ୍ରେସ ପକ୍ଷରୁ…

ପ୍ରାର୍ଥିପତ୍ର ପ୍ରତ୍ୟାହାର କରିନେଲେ ଭାଜପା, କଂଗ୍ରେସ

ବରଗଡ଼ ଅଫିସ୍‌/ଅମ୍ବାଭୋନା,୨୪।୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ନେଇ ଚାଲିଛି ଛକାପଞ୍ଝା । ଏଭଳି ସ୍ଥିତିରେ ସୋମବାର ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଜିଲା ପରିଷଦ ଜୋନ-୨ରୁ ଦଳୀୟ ପ୍ରାର୍ଥିନୀ ପ୍ରାର୍ଥିପତ୍ର ପ୍ରତ୍ୟାହାର କରିବା ପରେ ଉଭୟ ଭାଜପା, କଂଗ୍ରେସକୁ ଲାଗିଛି ବଡ଼…

ପ୍ରାର୍ଥୀଙ୍କଠାରୁ ଛଡ଼ାଇନେଲେ ନାମାଙ୍କନପତ୍ର

ଯୋଡ଼ା,୨୪।୧(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକରେ ପଞ୍ଚାୟତ ରାଜନୀତିରେ ଛକାପଞ୍ଝା ଆରମ୍ଭ ହୋଇଯାଇଛି। ଆଶାୟୀ ସରପଞ୍ଚ ପ୍ରାର୍ଥୀ ଗୌରୀ ନାଏକଙ୍କ ଠାରୁ ଅନ୍ୟ ଏକ ଗୋଷ୍ଠୀ ନାମାଙ୍କନ ପତ୍ର ଛଡାଇ ନେବା ପରେ ପ୍ରାର୍ଥତ୍ପତ୍ର ଦାଖଲରୁ ସେ ବଞ୍ଚିତ ହୋଇଛନ୍ତି। ଏନେଇ…

‘୨୦୨୪ରେ ଭାଜପାକୁ ହରାଇବା ସମ୍ଭବ’

ନୂଆଦିଲ୍ଲୀ,୨୪।୧: “୨୦୨୪ରେ ଭାଜପାକୁ ହରାଇବା ସମ୍ଭବ। କିନ୍ତୁ ଭାଜପାକୁ ବର୍ତ୍ତମାନ ବିରୋଧୀ ହରାଇ ପାରିବେ କି? ସମ୍ଭବତଃ ନା। ୨୦୨୪ରେ ଭାଜପାକୁ କଡ଼ା ଟକ୍କର ଦେବା ପାଇଁ ବିରୋଧୀ ମୋର୍ଚ୍ଚା ଗଠନ କରିବାରେ ସାହାଯ୍ୟ କରିବାକୁ ମୁଁ ଚାହେଁ” ଏକ ସାକ୍ଷାତ୍‌କାରରେ…

ବିବାହର କିଛି ସମୟ ପୂର୍ବରୁ କନ୍ୟାଙ୍କୁ ଶକ୍ତ ଚାପୁଡା ମାରିଲେ ବର, ଆଉ ତା’ପରେ…

ଚେନ୍ନାଇ,୨୪।୧: ତାମିଲନାଡୁର କୁଡାଲୋରରେ ଏକ ବିବାହ ଉତ୍ସବରେ ଅଜବ ଘଟଣା ଦେଖିବାକୁ ମିଳିଛି। ବର କୌଣସି ପ୍ରସଙ୍ଗରେ କନ୍ୟାଙ୍କୁ ଚାପୁଡା ମାରିଥିଲେ। ଏହାପରେ କନ୍ୟା ବିବାହ ଭାଙ୍ଗିବାକୁ ନିଷ୍ପତ୍ତି ନେଇଥିଲେ। କେବଳ ଏତିକି ନୁହେଁ, କନ୍ୟା କିଛି ଘଣ୍ଟା ମଧ୍ୟରେ ମଣ୍ଡପରେ…

ଦୁର୍ଘଟଣାରେ ଗଲା ସ୍ତ୍ରୀଙ୍କ ଜୀବନ, ସ୍ବାମୀ ଗୁରୁତର

ଭଦ୍ରକ ଅଫିସ, ୨୪।୧: ଭଦ୍ରକ ଜିଲା ସଦର ବ୍ଲକ ବାରିକପୁର କାଳିତ୍ରା ମନ୍ଦିର ଛକ ନିକଟରେ ଏକ ହାଇଓ୍ବା ପଛରେ କାର୍‌ ପିଟି ହେବାରୁ ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ବାମୀ ଗୁରୁତର ହୋଇଛନ୍ତି। ମୃତ ମହିଳା ହେଲେ ସୋର ଅଞ୍ଚଳର…

ଦଳକୁ ଜିତିବା ପାଇଁ ଅନ୍ତିମ ଓଭରରେ ଦରକାର ଥିଲା ୩୦ ରନ୍‌, ତା’ ପରେ ଘଟିଲା ଏମିତି

ବାରବାଡସ,୨୪।୧: ଇଂଲଣ୍ଡର ବୋଲିଂ ଲାଇନ୍‌ ଅପ୍‌ ଆଗରେ ୧୭୨ ରନ୍‌ର ବିଜୟ ଲକ୍ଷ୍ୟ ପିଛା କରୁଥିବା ଓ୍ବେଷ୍ଟଇଣ୍ଡିଜ ୧୫.୧ ଓଭରରେ ୯୫ ରନ୍‌ରେ ୮ ଉଇକେଟ ହରାଇ ସାରିଥିଲା। ଦଳ ନିଶ୍ଚିତ ପରାଜୟ ମୁହଁରେ ଛିଡ଼ା ହୋଇଥିବା ବେଳେ ରୋମାରିଓ ଶେଫର୍ଡଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri