Home Left

ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ: ଏଥର ବି ପ୍ରସ୍ତୁତ ୧୦୬ ବର୍ଷିୟ କହ୍ନେୟା ଲାଲ

ଲକ୍ଷ୍ନୌ,୨୪ ।୧: ଉତ୍ତର ପ୍ରଦେଶରେ ହେବାକୁ ଯାଉଥିବା ୨୦୨୨ ବିଧାନସଭା ନିର୍ବାଚନ ଲାଗି ୧୦୬ ବର୍ଷିୟ ମତଦାତା ୩୬ଥର ଲାଗି ନିଜର ମତଦାନ ସାବ୍ୟସ୍ତ କରିବାକୁ ଯାଉଛନ୍ତି । ନର୍ଥ ଇଷ୍ଟ ରେଲୱେ ମଜଦୁର ୟୁନିୟନ(ଏନ୍‌ଇଆର୍‌ଏମ୍‌ୟୁ)ର ମହାସଚିବ କହ୍ନେୟା ଲାଲ ଗୁପ୍ତା…

ଏମିତି କାମ କରି ଧରାପଡିଲେ କୋହଲି, ପ୍ରଶଂସକ କରୁଛନ୍ତି ନିନ୍ଦା: ଭିଡିଓ ଭାଇରାଲ

କେପ୍‌ଟାଉନ୍‌,୨୪।୧: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚରେ ବିରାଟ କୋହଲି ଅର୍ଦ୍ଧଶତକ ହାସଲ କରିଥିଲେ। କିନ୍ତୁ ଟିମ ଇଣ୍ଡିଆ ମ୍ୟାଚକୁ ୪ ରନ୍‌ରେ ହାରିଥିଲା। ଏହା ସହ ଆୟୋଜକ ଦକ୍ଷିଣ ଆଫ୍ରିକା ସିରିଜକୁ ୩-୦ରେ ହାତେଇ…

ଝିଅ ଫଟୋ ଭାଇରାଲ ହେବା ପରେ ମୁହଁ ଖୋଲିଲେ କୋହଲି

କେପ୍‌ଟାଉନ୍‌,୨୪।୧: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚରେ ବିରାଟ କୋହଲିଙ୍କ ଝିଅ ଭାମିକାଙ୍କ ପ୍ରଥମ ଝଲକ ଦେଖିବାକୁ ମିଳିଥିଲା। ଏହା ପରେ ବିରାଟ କୋହଲିଙ୍କ ପ୍ରଥମ ବିବୃତ୍ତି ଆସିଛି। କୋହଲି ସୋମବାର ଇନଷ୍ଟାଗ୍ରାମରେ ଏହି ଷ୍ଟାଟସ୍‌…

ଭାଇରାଲ ହେଉଛି ଭାମିକାଙ୍କ ଫଟୋ, ଏମିତି କହିଲେ ଅନୁଷ୍କା

ଅଭିନେତ୍ରୀ ଅନୁଷ୍କା ଶର୍ମା ଏବଂ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ବିରାଟ କୋହଲିଙ୍କ ଝିଅ ଭାମିକାଙ୍କ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ରବିବାର ଅନୁଷ୍କା ତାଙ୍କ ଝିଅ ସହିତ ଷ୍ଟାଡିୟମରେ ପହଞ୍ଚତ୍ଥିଲେ ଏବଂ ବିରାଟ ୫୦ ରନ୍‌ ସଂଗ୍ରହ…

ପଛରୁ ଠେଲିଲେ ଷ୍ଟାର୍ଟ ହେଉଛି ୧୦୨ ଆମ୍ବୁଲାନ୍ସ

ଗଞ୍ଜାମ,୨୪।୧(ଡି.ଏନ୍‌.ଏ.): ଜନସାଧାରଣଙ୍କୁ ମାଗଣା ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ସରକାର ୧୦୨ ଓ ୧୦୮ ଗାଡ଼ି ବ୍ୟବସ୍ଥା କରିଛନ୍ତି। ଏହି ଗାଡ଼ିଗୁଡିକ ପରିଚାଳନା ନିମନ୍ତେ ପ୍ରାଇଭେଟ୍‌ ଲୋକଙ୍କୁ ପ୍ରଶାସନ ଟେଣ୍ଡର ଦେଇଛି । ଟେଣ୍ଡର ନେଇଥିବା ବ୍ୟକ୍ତିମାନଙ୍କ ଅପାରଗତା ଏବଂ ଭଙ୍ଗା…

ସାନ ଭାଇ ସହ ମିଶିଗଲେ ଭଉଣୀ : ପିଟିଲେ ବଡ଼ ଭାଇଙ୍କୁ

ପାଟଣା,୨୪।୧(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କଣ୍ଟିଆ ପଡ଼ା ପଞ୍ଚାୟତ ମାନପୁର ଗାଁରେ ପାରିବାରିକ ସଂଘର୍ଷ ହୋଇଛି। ରବିବାର ସନ୍ଧ୍ୟାରେ ବଡ଼ଭାଇ ନାରାୟଣ ମହାନ୍ତଙ୍କୁ ଠେଙ୍ଗାରେ ମାଡ଼ ମାରିବା ଫଳରେ ସେ ଗୁରୁତର ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି…

ଗାନ୍ଧୀ ମାର୍ଗରେ ରିହରସାଲ

ଭୁବନେଶ୍ୱର,୨୪।୧(ବ୍ୟୁରୋ): ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଇଁ ଫୁଲ ଡ୍ରେସ୍‌ ରିହରସାଲ ସୋମବାର କରାଯାଇଛି। କୋଭିଡ୍‌ କଟକଣାରେ ଗାନ୍ଧୀ ମାର୍ଗରେ ଏହା ଅନୁଷ୍ଠିତ ହୋଇଥିବା ବେଳେ ପୋଲିସ ଡିଜି ସୁନିଲ ବଂଶଲ ଫୁଲ ଡ୍ରେସ ରିହରସାଲକୁ ନିରୀକ୍ଷଣ କରିଥିଲେ। ଏଥର ପରେଡ୍‌ରେ ୧୦ଟି…

ବିଳାସପୂର୍ଣ୍ଣ ଫ୍ଲାଟ୍‌ କିଣିଲେ ଅକ୍ଷୟ କୁମାର, ଦାମ୍‌ ରହିଛି…

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ତଥା ଖିଲାଡି ବୟ ଅକ୍ଷୟ କୁମାର ଅଭିନୟକୁ ନେଇ ଯେତିକି ଚର୍ଚ୍ଚାରେ ଥା’ନ୍ତି ତାଙ୍କ ବ୍ୟକ୍ତିଗତ କିଛି କଥାକୁ ନେଇ ମଧ୍ୟ ଚର୍ଚ୍ଚାରେ ଥାନ୍ତି। ଏବେ ମୁମ୍ବାଇରେ ଏକ ବିଳାସପୂର୍ଣ୍ଣ ଫ୍ଲାଟ୍‌ କିଣି  ଚର୍ଚ୍ଚାକୁ ଆସିଛନ୍ତି ଅକ୍ଷୟ।…

୩୫ ଲକ୍ଷ ଟଙ୍କାର ମୋବାଇଲ ଜବତ: ୩ ଆନ୍ତଃରାଜ୍ୟ ଲୁଟେରା ଗିରଫ

ବଲାଙ୍ଗୀର ଅଫିସ,୨୪।୧: ବଲାଙ୍ଗୀର ରମାଇ ଟକିଜ ନିକଟ ଏକ ମୋବାଇଲ ଦୋକାନରୁ ୧୪ ତାରିଖ ରାତିରେ ୫୦ ଲକ୍ଷ ଟଙ୍କାର ମୋବାଇଲ ଲୁଟ ହୋଇଥିଲା। ବଲାଙ୍ଗୀର ପୋଲିସ ଘଟଣାର ତଦନ୍ତ କରି ବିହାରର ଗୋରାସାହାନରୁ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି…

ବାପା ହେବେ ଆଦିତ୍ୟ ନାରାୟଣ

ମୁମ୍ବାଇ: ବଲିଉଡର ଗାୟକ ତଥା ଉପସ୍ଥାପକ ଆଦିତ୍ୟ ନାରାୟଣ ଓ ତାଙ୍କ ପତ୍ନୀ ଶ୍ୱେତା ଅଗ୍ରୱାଲ ଖୁବଶୀଘ୍ର ନୂଆ ଅତିଥିକୁ ସ୍ୱାଗତ କରିବାକୁ ଯାଉଛନ୍ତି । ସୋମବାର ଆଦିତ୍ୟ ତାଙ୍କ ଇନଷ୍ଟାଗ୍ରାମ ମାଧ୍ୟରେ ପ୍ରଶଂସକଙ୍କୁ ଏହି ଖୁସି ଖବର ଦେଇଛନ୍ତି ।…

ୟଶଙ୍କୁ ପରିବାର କହିଲେ ନୁସରତ

କୋଲକାତା: ତୃଣମୂଳ କଂଗ୍ରେସ ଏମ୍‌ପି ତଥା ଅଭିନେତ୍ରୀ ନୁସରତ ଜାହାଁ ଅଭିନୟ ଏବଂ ବ୍ୟକ୍ତିଗତ ଜୀବନକୁ ନେଇ ସବୁବେଳେ ଚର୍ଚ୍ଚାରେ ରହୁଛନ୍ତି। ତାଙ୍କ ବିବାହ ଠାରୁ ଆରମ୍ଭ କରି ନିଖିଲ ଜୈନଙ୍କଠାରୁ ଅଲଗା ରହିବା, ମା ହେବା ଏବଂ ପରେ ୟଶ…

ଦୁଇ ଦିନ ହେଲା ଗଛରେ ଭାଲୁ: ବନ ବିଭାଗର ସବୁ କୌଶଳ ଫେଲ୍‌

ନବରଙ୍ଗପୁର,୨୪।୧(ବି.ପ୍ର.): ନବରଙ୍ଗପୁର ଉମରକୋଟରେ ‘ମିଶନ ଭାଲୁ ରେସ୍କ୍ୟୁ’ ଚାଲିଛି। ଦୁଇ ଦିନ ହେଲା ଭାଲୁଟି ଗଛରେ ବସି ରହିଛି। ଭାଲୁକୁ ତଳକୁ ଓହ୍ଲାଇବା ପାଇଁ ଉମରକୋଟ ବନ ବିଭାଗର ସବୁ କୌଶଳ ଫେଲ୍‌ ମାରିଥିଲା ବେଳେ ସୋମବାର ନବରଙ୍ଗପୁରରୁ ଏକ ଟିମ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri