Home Left

ପିଜୁଳି ଚାରା ଉପାଡ଼ି ଫିଙ୍ଗିବାକୁ ନିର୍ଦ୍ଦେଶ

ଯାଜପୁର ଅଫିସ,୨୫ା୫: ଯାଜପୁର ଜିଲା ସୁକିନ୍ଦା ତହସିଲ ଦାମୋଦରପୁର, ବୋତଲଣ୍ଡା ଓ କରଗୋଳା ମୌଜାରେ ୩୭୭.୮୩ ଏକର ପତରା ଓ ଶାଳ ଜଙ୍ଗଲ କିସମ ଜମିରୁ ମେଶିନ ଲଗାଇ ଏକାଧିକ ଗଛ ବେଆଇନ ଭାବେ କଟାଯାଇଛି। ଏଥିପାଇଁ ଜଙ୍ଗଲ ସଂରକ୍ଷଣ ଆଇନ-୧୯୮୦ର…

ରୂପାନ୍ତରଣ କାର୍ଯ୍ୟକ୍ରମରେ ୮୪% ଘରେ ପହଞ୍ଚତ୍ଛି ପାଇପ୍‌ ପାଣି

ଭୁବନେଶ୍ୱର,୨୫।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ରାଜ୍ୟ ସରକାରଙ୍କ ରୂପାନ୍ତର ଶୃଙ୍ଖଳାର ଦ୍ବିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିବା ସହିତ ସବୁ କାର୍ଯ୍ୟକ୍ରମରେ ସମସ୍ତ ବିଭାଗ ଏକ ଟିମ୍‌ ଭାବରେ କାମ କରି ସଫଳତା…

୩୦ ଗୁଣ ବଢ଼ିପାରେ ଗ୍ରୀଷ୍ମ ପ୍ରବାହ

ନୂଆଦିଲ୍ଲୀ,୨୫।୫: ଜଳବାୟୁ ପରିବର୍ତ୍ତନ ଯୋଗୁ ତାତି ବଢ଼ୁଛି। ଚଳିତ ବର୍ଷ ମାର୍ଚ୍ଚ-ଏପ୍ରିଲରେ ଭାରତ ଓ ପାକିସ୍ତାନରେ ସର୍ବାଧିକ ଗ୍ରୀଷ୍ମ ଲହର ଅନୁଭୂତ ହୋଇଥିଲା। ମନୁଷ୍ୟକୃତ ଜଳବାୟୁ ପରିବର୍ତ୍ତନର ପ୍ରଭାବ ଯୋଗୁ ଗ୍ରୀଷ୍ମ ଲହର ପୂର୍ବାପେକ୍ଷା ପ୍ରାୟ ୩୦ ଗୁଣ ଅଧିକ ଅନୁଭୂତ…

ଜାପାନ ନିକଟରେ ଉଡ଼ିଲା ଚାଇନା, ରୁଷିଆ ଯୁଦ୍ଧ ବିମାନ

ଟୋକିଓ/ସିଓଲ, ୨୫।୫: କ୍ୱାଡ୍‌ ସମ୍ମିଳନୀରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌, ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଜାପାନ ପ୍ରତିପକ୍ଷ ଫୁମିଓ କିଶିଡା ଏବଂ ଅଷ୍ଟ୍ରେଲିଆର ନବ ନିର୍ବାଚିତ ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନିଜ୍‌ ଆଞ୍ଚଳିକ ନିରାପତ୍ତା ଉପରେ ଆଲୋଚନା କରୁଥିବାବେଳେ ଜାପାନ ନିକଟରେ…

ଲାପ୍‌ଟପ୍‌ ପାଇଁ ଆବେଦନ କରିନାହାନ୍ତି ୩୮ ଉଚ୍ଚ ମାଧ୍ୟମିକ ସ୍କୁଲର ୩୫୯ ପିଲା

ଭୁବନେଶ୍ୱର, ୨୫।୫ (ବ୍ୟୁରୋ): ରାଜ୍ୟରେ ଦ୍ୱାଦଶ ପାସ୍‌ ଆଉଟ୍‌ ମେଧାବୀ ଛାତ୍ରୀଛାତ୍ରଙ୍କୁ ଲାପ୍‌ଟପ୍‌ କିଣିବା ପାଇଁ ସରକାର ଆଥର୍ର୍ତ୍କ ସହାୟତା ପ୍ରଦାନ କରୁଛନ୍ତି। ହେଲେ ସଚେତନତା ଅଭାବରୁ ବହୁ ମେଧାବୀ ପିଲା ଏ ସମ୍ପର୍କରେ ଜାଣିପାରୁନାହାନ୍ତି। ଫଳରେ ସେମାନେ ସରକାରୀ ସୁବିଧାରୁ…

ଜେଲ ଜୀବନ: କ୍ରିକେଟର, କମେଣ୍ଟେଟର ପରେ ଏବେ କ୍ଲର୍କ ସିଦ୍ଧୁ, ମିଳିବ ନାହିଁ ୩ ମାସର ପାରିଶ୍ରମିକ

ଚଣ୍ଡିଗଡ଼,୨୫ ।୫: ପଞ୍ଜାବର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ନବଜୋତ ସିଂ ସିଦ୍ଧୁ କ୍ରିକେଟର, କମେଣ୍ଟେଟର ପରେ ଏବେ କ୍ଲର୍କ ହୋଇଯାଇଛନ୍ତି । ୩୪ ବର୍ଷ ପୂର୍ବର ରୋଡ ରେଜ ମାମଲାରେ ପଟିଆଲା ସେଣ୍ଟ୍ରାଲ ଜେଲରେ ବନ୍ଦ ଥିବା ସିଦ୍ଧୁ ଏବେ ଜେଲ…

ଏକପାଖିଆ କାର୍ଯ୍ୟକୁ ପ୍ରଶ୍ରୟ ଦିଆଯିବନି

ଟୋକିଓ, ୨୫।୫: ଭାରତ-ପ୍ରଶାନ୍ତ ମହାସାଗରୀୟ କ୍ଷେତ୍ରକୁ ମୁକ୍ତ ରଖିବା ସହ ଚାଇନା ଦ୍ୱାରା ସୃଷ୍ଟ ଚ୍ୟାଲେଞ୍ଜର ମୁକାବିଲା ଉଦ୍ଦେଶ୍ୟରେ ଜାପାନ ରାଜଧାନୀ ଟୋକିଓରେ ମଙ୍ଗଳବାର ୪ ରାଷ୍ଟ୍ର ସଦସ୍ୟ ବିଶିଷ୍ଟ କ୍ୱାଡ୍ରିଲାଟେରାଲ ସିକ୍ୟୁରିଟି ଡାଏଲଗ୍‌ (କ୍ୱାଡ୍‌) ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ…

ରାଷ୍ଟ୍ରୀୟ ସ୍ମାରକ ପ୍ରାଧିକରଣର ଅନୁମତି ନାହିଁ

ବଲାଙ୍ଗୀର ଅଫିସ,୨୫ା୫: ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ରାଜ୍ୟରେ ଚର୍ଚ୍ଚା ଜୋର୍‌ ଧରିଛି। ରାଜନୈତିକ ନେତାମାନେ ଏହାକୁ ନେଇ ବୟାନବାଜି, ଆକ୍ଷେପ ପ୍ରତିଆକ୍ଷେପ ଜାରି ରଖିଛନ୍ତି। ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ନିର୍ମାଣକୁ ନେଇ ଆମସାର୍‌ (ଦି ଆନ୍‌ସିଏଣ୍ଟ ମନ୍ୟୁମେଣ୍ଟ…

ଶ୍ରାବଣୀ, ଅମିୟଙ୍କୁ ସ୍ବର୍ଣ୍ଣ

ଭୁବନେଶ୍ୱର, ୨୫।୫ (କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଇଣ୍ଡିଆନ ଗ୍ରାଁ ପ୍ରି-୪ର ସ୍ପ୍ରିଣ୍ଟ ଇଭେଣ୍ଟରେ ଓଡ଼ିଶା ପ୍ରତିଯୋଗୀମାନେ ଚମତ୍କାର ପ୍ରଦର୍ଶନ କରିଛନ୍ତି। ମହିଳା ୧୦୦ ମିଟର ରେସ୍‌ରେ ଶ୍ରାବଣୀ ନନ୍ଦ ଏବଂ ପୁରୁଷ ୧୦୦ ମିଟରରେ ଅମିୟ ମଲିକ…

ସେକେଣ୍ଡାରି ସ୍କୁଲ ଗ୍ରାଣ୍ଟ ହରିଲୁଟ

ଯାଜପୁର ଅଫିସ,୨୫ା୫: ସମଗ୍ର ଶିକ୍ଷା ଯୋଜନାରେ ଯାଜପୁର ଜିଲାରେ ବିପୁଳ ଅର୍ଥ ବ୍ୟୟରେ ଅନେକ ପ୍ରକଳ୍ପ ନିର୍ମାଣ ହେଉଛି। ୨୦୧୭-୧୮ ଏବଂ ୨୦୧୯-୨୦ ବର୍ଷରେ ମାଧ୍ୟମିକ ବିଦ୍ୟାଳୟ ଅନୁଦାନ(ସେକେଣ୍ଡାରି ସ୍କୁଲ ଗ୍ରାଣ୍ଟ)ରେ ବଡ଼ଚଣା, ଦଶରଥପୁର, ଧର୍ମଶାଳା, ଯାଜପୁର ଓ ବରୀ ବ୍ଲକର…

ଅତିରିକ୍ତ ଡିଜି (ଆଧୁନିକୀକରଣ) ହେଲେ ସଞ୍ଜୟ କୁମାର

ଭୁବନେଶ୍ୱର,୨୪ା୫ (ବ୍ୟୁରୋ): କେନ୍ଦ୍ରୀୟ ଡେପୁଟେଶନରୁ ଫେରିବା ପରେ ଓଡ଼ିଶା କ୍ୟାଡରର ୧୯୯୭ ବ୍ୟାଚ୍‌ ଆଇପିଏସ୍‌ ଅଫିସର ସଞ୍ଜୟ କୁମାରଙ୍କୁ ଅତିରିକ୍ତ ଡିଜି(ଆଧୁନିକୀକରଣ) ଭାବେ ଅବସ୍ଥାପିତ କରାଯାଇଛି। ଚଳିତବର୍ଷ ମାର୍ଚ୍ଚ ୧୨ରେ ତାଙ୍କର କେନ୍ଦ୍ରୀୟ ଡେପୁଟେଶନ ଅବଧି ଶେଷ ହୋଇଥିଲେ ମଧ୍ୟ ସେ…

ସ୍କୁଲରୁ ଅଲିମ୍ପିକ୍ସ ପ୍ରସ୍ତୁତି

ଭୁବନେଶ୍ୱର,୨୫।୫(ବ୍ୟୁରୋ): ପାଠଶାଳାରୁ ଆରମ୍ଭ ହେବ ଅଲିମ୍ପିକ୍ସ ପ୍ରସ୍ତୁତି। ଛାତ୍ରୀଛାତ୍ର ସ୍କୁଲ ସମୟରୁ ଅଲିମ୍ପିକ୍ସର ମୂଲ୍ୟ ବୁଝିବେ। ସ୍କୁଲରେ ଦିଆଯିବ ଅଲିମ୍ପିକ୍ସ ମୂଲ୍ୟବୋଧ ଶିକ୍ଷା। ଆମେରିକା, ଚାଇନା ଓ ଜାପାନ ଭଳି ଓଡ଼ିଶାରୁ ଅଲିମ୍ପିକ୍ସ ବିଜେତା ବାହାରିବେ। ଆସନ୍ତା ୨୦୨୮ ଅଲିମ୍ପିକ୍ସକୁ ଦୃଷ୍ଟିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?