ନିଆରା ଢଙ୍ଗରେ ଭୋଟ୍ ପ୍ରଚାର
ଯାଜପୁର ଟାଉନ,୨୪ା୧(ଡି.ଏନ.ଏ.): ଯାଜପୁର ବ୍ଲକ ଅଞ୍ଚଳର ପ୍ରତ୍ୟେକ ପଞ୍ଚାୟତରେ ପ୍ରଚାର ଆରମ୍ଭ ହୋଇଛି। ଏବେ ପ୍ରାର୍ଥୀପ୍ରାର୍ଥିନୀ ଘରଘର ବୁଲି ଭୋଟରଙ୍କୁ ଭୋଟ ଭିକ୍ଷା କରୁଛନ୍ତି। ତେବେ ବ୍ଲକ ଅଧୀନ ଏରବାଙ୍କ ପଞ୍ଚାୟତରେ ନିଆରା ଢଙ୍ଗର ପ୍ରଚାର ଦେଖିବାକୁ ମିଳିଛି। ପଞ୍ଚାୟତର ବିଜେଡି…
ପ୍ରାର୍ଥତ୍ପତ୍ର ଯାଞ୍ଚ ପରେ ବଦଳୁଛି ସମୀକରଣ
ଯାଜପୁର ଅଫିସ,୨୪ା୧: ଦୀର୍ଘବର୍ଷ ହେଲା ହରିଜନ ଓ ଆଦିବାସୀ ମହିଳା, ଖଟିଖିଆ, ଗରିବ, ନିରକ୍ଷର, ଦିନ ମଜୁରିଆଙ୍କ ମୁହଁରେ ବିଜେଡିର ସ୍ବର ଶୁଭୁଥିଲା । କିନ୍ତୁ ଚଳିତ ପଞ୍ଚାୟତ ନିର୍ବାଚନ ଚୂଡ଼ାନ୍ତ ସଂରକ୍ଷଣ ତାଲିକାରେ ଯାଜପୁର ଜିଲାର ବ୍ଲକ ଅଧ୍ୟକ୍ଷ, ସରପଞ୍ଚ…
ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର ପାଇଁ ନେତାଙ୍କ ଚିନ୍ତା
ଜଗତ୍ସିଂହପୁର ଅଫିସ,୨୪ା୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଜଗତ୍ସିଂହପୁର ଜିଲାର ବିଭିନ୍ନ ଜିଲା ପରିଷଦ ଜୋନ, ସରପଞ୍ଚ, ସମିତି ସଭ୍ୟ ଓ ୱାର୍ଡ ସଭ୍ୟ ପଦବୀ ପାଇଁ ୩୮୪୦ ଜଣ ନାମାଙ୍କନପତ୍ର ଦାଖଲ କରିଛନ୍ତି। ସେମାନଙ୍କ ମଧ୍ୟରୁ ୨୬ଟି ଜିଲା ପରିଷଦ ଆସନ…
ଶିକ୍ଷା ହିଁ ଆଣେ ବିକାଶ
ଶିକ୍ଷା ହେଉଛି ଏକ ମାନବିକ ଅଧିକାର। ସମସ୍ତେ କିଭଳି ଲେଖିବା, ପଢ଼ିବା ଜାଣିବେ ତାହା ପୃଥିବୀର ପ୍ରତି ଦେଶ ସରକାରଙ୍କ ଦାୟିତ୍ୱ। ଯେକୌଣସି ଦେଶର ବିକାଶ ଏହାର ସମୃଦ୍ଧ ମାନବ ସମ୍ବଳ ଉପରେ ହିଁ ନିର୍ଭର କରିଥାଏ। ସମୃଦ୍ଧ ମାନବ ସମ୍ବଳ…
ଘରକୁ ଘର ବୁଲିଲେଣି ପ୍ରାର୍ଥୀ
ଡେରାବିଶ,୨୪ା୧(ସ୍ବ.ପ୍ର.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ୨୧ ତାରିଖ ପ୍ରାର୍ଥିପତ୍ର ଦାଖଲ ପରେ ଶନିବାରଠାରୁ ଆରମ୍ଭ ହୋଇଥିବା ଯାଞ୍ଚ ପ୍ରକ୍ରିୟା ରବିବାର ଅପରାହ୍ନରେ ଶେଷ ହୋଇଛି। ମାତ୍ର ନାମାଙ୍କନ ପତ୍ର ଦାଖଲ ପରେ ଘରକୁ ଘର ବୁଲି ପ୍ରାର୍ଥୀମାନେ ସେମାନଙ୍କ ପ୍ରଚାର…
ଘରୁ ମହାକାଶ ଯାଏ ସବୁଠି ସଫଳ
ଝିଅ ଏବଂ ପୁଅ ଉଭୟ ସମାନ। ଦୁହିଙ୍କ ମଧ୍ୟରେ ପାର୍ଥକ୍ୟ ଆଣିବା ଭାରତୀୟ ସମ୍ବିଧାନର ଉଲ୍ଲଂଘନ। ଏହାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ବାଳିକା ଶିଶୁଙ୍କ ବିିକାଶରେ ଦେଶର ବିକାଶ ସ୍ଲୋଗାନ୍ ଦିଆଯାଉଛି। ତେଣୁ ପ୍ରତିବର୍ଷ ଜାନୁୟାରୀ ୨୪ରେ ଭାରତରେ ଜାତୀୟ…
ନିମ୍ନମାନର ପାଇପ୍: ପାନୀୟ ଜଳ ନଷ୍ଟ
ନାଉଗାଁ ,୨୪ା୧(ସ୍ବ.ପ୍ର.): ଜନସାଧାରଣଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇବା ପାଇଁ ଗ୍ରାମ୍ୟ ପାନୀୟ ଜଳ ପରିମଳ ବିଭାଗ ପକ୍ଷରୁ ନାଉଗଁା ବ୍ଲକର ବିଭିନ୍ନ ଗ୍ରାମରେ ପାଇପ ଯୋଗେ ପାନୀୟ ଜଳ ଯୋଗାଇ ଦିଆଯାଉଛି। ମାତ୍ର ବିଭାଗୀୟ ଅଧିକାରୀଙ୍କ ଦାୟିତ୍ୱହୀନତା ଯୋଗୁ କେଉଁଠି…
ମୁସଲମାନ ବୋଲି ମନ୍ତ୍ରୀ ପଦ ଯାଇଛି
ଲଣ୍ଡନ, ୨୪ା୧: ପାକିସ୍ତାନ ବଂଶୋଦ୍ଭବ ବ୍ରିଟେନର ପୂର୍ବତନ ମନ୍ତ୍ରୀ ନୁସରତ ଗନି ରବିବାର ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ୍ ଜନ୍ସନ ଏବଂ ତାଙ୍କ ସରକାରଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ସେ ମୁସଲମାନ ସମ୍ପ୍ରଦାୟର ହୋଇଥିବାରୁ ସହଯୋଗୀଙ୍କର ସମସ୍ୟା ହୋଇଥିଲା। ତାଙ୍କ ‘ମୁସଲମାନ…
ବ୍ରାଜିଲରେ ସ୍ଥିତି ଅସମ୍ଭାଳ, ରଦ୍ଦ ହେଲା ରିଓ କାର୍ନିଭାଲ
ବ୍ରାଜିଲିୟା,୨୪ ।୧: ବ୍ରାଜିଲରେ ଗୋଟିଏ ଦିନରେ ୧.୬୫ ଲକ୍ଷ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ସରକାରଙ୍କ ଚିନ୍ତା ବଢି ଯାଇଛି । ଏହି ସମୟରେ ୨୩୮ ଜଣଙ୍କର ମୃତ୍ୟୁ ବି ହୋଇଛି । ଏଭଳି ସ୍ଥିତି କେତେ ଭୟାବହ ତାହା…
ଶିଶୁକନ୍ୟାଙ୍କୁ ଉଠାଇନେଇ ବଳାତ୍କାର
ପୁରୀ ଅଫିସ,୨୪ା୧: ପୁରୀ ଟାଉନ ଥାନା ଅଞ୍ଚଳରେ ରବିବାର ଜଣେ ଶିଶୁକନ୍ୟା(୫)ଙ୍କୁ ବଳାତ୍କାର କରାଯାଇଛି। ଏହି ଲଜ୍ଜାଜନକ ଘଟଣା ସହରରେ ଆଲୋଡ଼ନ ସୃଷ୍ଟି କରିଛି। ଏନେଇ ଥାନାରେ ଅଭିଯୋଗ ହେବା ପରେ ପୋଲିସ ତଦନ୍ତ ଆରମ୍ଭ କରିବା ସହ ଅଭିଯୁକ୍ତଙ୍କୁ ଧରିବା…
୩ ବର୍ଷରେ ୯ ଲକ୍ଷ ପର୍ଯ୍ୟଟକ ହ୍ରାସ
ଯାଜପୁର ଅଫିସ,୨୪ା୧: ସମ୍ପ୍ରତି ପର୍ଯ୍ୟଟନର ଗୁରୁତ୍ୱ ବଢିଛି। ଓଡ଼ିଶାରେ ବି ଭରପୂର ପର୍ଯ୍ୟଟନ ସମ୍ବଳ ରହିଛି। ହେଲେ ଜାତୀୟ ଓ ଅନ୍ତର୍ଜାତୀୟସ୍ତରରେ ଆବଶ୍ୟକ ପ୍ରଚାରପ୍ରସାର ଅଭାବରୁ ଓଡ଼ିଶାର ପର୍ଯ୍ୟଟନ ସମ୍ବଳ ପର୍ଯ୍ୟଟକଙ୍କ ଦୃଷ୍ଟି ଆଢ଼ୁଆରେ ରହିଛି। ଏହି କାରଣରୁ କେବଳ କୋଣାର୍କ…
ବିବାହ ବାତିଲ କଲେ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ
ଓ୍ବେଲିଂଟନ୍, ୨୪ା୧: ଓମିକ୍ରନ ସଂକ୍ରମଣକୁ ଦୃଷ୍ଟିରେ ରଖି ନ୍ୟୁଜିଲାଣ୍ଡରେ ନୂଆ କଟକଣା ଲାଗୁ ହୋଇଥିବାବେଳେ ଏହାକୁ କଡ଼ାକଡ଼ି ପାଳନ କରି ପୁଣି ଚର୍ଚ୍ଚାକୁ ଆସିଛନ୍ତି ପ୍ରଧାନମନ୍ତ୍ରୀ ଜେସିଣ୍ଡା ଆର୍ଡେନ। କୋଭିଡ୍ ପ୍ରକୋପ କମି ନ ଥିବାରୁ ସେ ନିଜ ବିବାହକୁ ଦ୍ୱିତୀୟ…
Archives


