Home Left

ମା’ଙ୍କୁ ବଞ୍ଚାଇବା ପାଇଁ କୂଅକୁ ଡେଇଁଲେ ପୁଅ

ନୂଆପଡ଼ା ଅଫିସ୍‌,୨୩ା୧: ନୂଆପଡ଼ା ଜିଲା କୋମନା ଥାନା ସଦର ବଙ୍ଗଳାପଡ଼ାରେ ଶନିବାର କୂଅରେ ଖସିପଡ଼ିଥିଲେ ଜଣେ ବୃଦ୍ଧା। ଏହା ଦେଖି ମା’ଙ୍କୁ ଉଦ୍ଧାର କରିବା ପାଇଁ ପୁଅ ମଧ୍ୟ କୂଅକୁ ଡେଇଁପଡ଼ିଥିଲେ। ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚତ୍ ଉଭୟ ମା’ ଓ…

ଆଧାର କାର୍ଡ ପାଇଁ ହୀନସ୍ତା

ବୈଶିଙ୍ଗା, ୨୩ା୧ (ଡି.ଏନ.ଏ.)  ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ଅଞ୍ଚଳର ଲୋକଙ୍କୁ ଆଧାରକାର୍ଡ ପାଇଁ ହୀନସ୍ତା ହେବାକୁ ପଡୁଛି। ନୂଆ ଆଧାର କାର୍ଡ ବନାଇବା କିମ୍ବା ପୁରୁଣା କାର୍ଡରେ ଆବଶ୍ୟକ ସଂଶୋଧନ କରିବା, ବ୍ଲକର ୨୪ ପଞ୍ଚାୟତର ବାସିନ୍ଦାଙ୍କ ପାଇଁ ଚିନ୍ତାର ବିଷୟ…

ଆଇପିଏଲ୍‌ ନିଲାମରେ ୫ ଓଡ଼ିଆ

ଭୁବନେଶ୍ୱର, ୨୩ା୧ (ସ୍ପୋଟର୍‌ସ ବ୍ୟୁରୋ)-ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ନିଲାମ ତାଲିକାରେ ଓଡ଼ିଶାର ୫ କ୍ରିକେଟର ସ୍ଥାନ ପାଇଛନ୍ତି। ସେମାନେ ହେଲେ ଶୁଭ୍ରାଂଶୁ ସେନାପତି, ଅଭିଷେକ ରାଉତ, ବିକାଶ ରାଉତ, ଜୟନ୍ତ ବେହେରା ଓ ରାଜେଶ ମହାନ୍ତି। ଏହି ଖେଳାଳିମାନେ ସୟଦ…

ବିଟେକ୍‌ ଛାତ୍ରୀ ସମିତିସଭ୍ୟା ପ୍ରାର୍ଥୀ

ନାକଟିଦେଉଳ,୨୩ା୧(ଡି.ଏନ୍‌.ଏ.)- ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଜଣେ ବିଟେକ୍‌ ଛାତ୍ରୀ ସମିତିସଭ୍ୟା ପ୍ରାର୍ଥୀ ହୋଇଛନ୍ତି। ସେ ହେଲେ ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକ ପାଣିମୁରା ପଞ୍ଚାୟତ ଶଙ୍ଖାଭାଙ୍ଗୁଣୀ ଗ୍ରାମର ରଶ୍ମିତାପ୍ରିୟା ବେକ୍‌। କଲ୍ୟାଣ ବେକ୍‌ ଓ ସୁବାଷିନୀ ବେକ୍‌ଙ୍କ ଝିଅ ରଶ୍ମିତା…

ଜାଲ୍‌ ପଟ୍ଟା ଦେଇ ଲକ୍ଷାଧିକ ଟଙ୍କା ଠକେଇ

ରୂପ୍‌ସା,୨୩|୧( ଡିଏନଏ )  ନିଜକୁ ତହସିଲ କର୍ମଚାରୀ କହି ନକଲି ଜମି ପଟ୍ଟା ଦେଇ ଲକ୍ଷାଧିକ ଟଙ୍କା ଠକି ନେଇଛନ୍ତି ଜଣେ ଯୁବକ। ଏମିତି ଏକ ଘଟଣା ଦେଖିବାକୁ ମିଳିଛି ବସ୍ତା ଥାନା ଅର୍ନ୍ତଗତ ସଦର ବ୍ଲକ ଅଞ୍ଚଳରେ। ସୂଚନା ଅନୁଯାୟୀ, ବସ୍ତା…

ପରିବାର ନିର୍ବାକ୍‌, ଗେଙ୍ଗୁଟିଆ ନିଃଶବ୍ଦ

ଢେଙ୍କାନାଳ ଅଫିସ, ୨୩|୧: ବାଲିଘାଟ ବିବାଦରୁ ଅକାଳରେ ଝଡ଼ିଗଲା ଜୀବନ। ବାପାଙ୍କ ଆଖି ଆଗରେ ଦୁର୍ବୃତ୍ତମାନେ ଅତି ନିର୍ମମ ଭାବେ ଟ୍ରାକ୍ଟର ଚଢ଼ାଇ ମାରିଦେଲେ ୩୫ ବର୍ଷର ଭେଣ୍ଡିଆ ପୁଅକୁ। ଘରର ରୋଜଗାରିଆ ପୁଅର ଏଭଳି ମୃତ୍ୟୁ ସମଗ୍ର ପରିବାରକୁ ନିର୍ବାକ୍‌ କରିଦେଇଥିବାବେଳେ…

ଉତ୍ତରାଖଣ୍ଡ ନିର୍ବାଚନ: ପ୍ରଥମ ପର୍ଯ୍ୟାୟରେ ୫୩ ପ୍ରାର୍ଥୀଙ୍କ ନାମ ଘୋଷଣା କଲା କଂଗ୍ରେସ

ଡେରାଡୁନ,୨୩ ।୧: ଉତ୍ତରାଖଣ୍ଡ ନିର୍ବାଚନ ଲାଗି କଂଗ୍ରେସ ତା’ର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀପତ୍ର ଘୋଷଣା କରିଛି । ପ୍ରଥମ ପର୍ଯ୍ୟାୟ ତାଲିକାରେ ୫୩ ଜଣ ପ୍ରାର୍ଥୀ ରହିଛନ୍ତି । ଦଳ ପକ୍ଷରୁ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମିଙ୍କ ବିରୋଧରେ ଭୁବନ ଚନ୍ଦ୍ର…

ସଜନାଗଡ଼ ବଡ଼ପୋଲ ପାର୍ଶ୍ୱ ଅତଡ଼ା ଧସିଲା

ସଜନାଗଡ଼,୨୩|୧(ଡି.ଏନ.ଏ.) ବାଲେଶ୍ୱରରୁ ମୟୂରଭଞ୍ଜ ଜିଲାକୁ ସଂଯୋଗ କରୁଥିବା ସେରଗଡ଼ ଭାୟା ନୀଳଗିରି-ଉଦଳା ୧୯ନଂ. ରାଜ୍ୟ ରାଜପଥର ସଜନାଗଡ଼ଠାରେ ଥିବା ବଡ଼ପୋଲ(ଘାଘରା ସେତୁ) ପାର୍ଶ୍ୱରୁ ପୁଣି ମାଟି ଅତଡ଼ା ଧସିଛି। ପୂର୍ତ୍ତ ବିଭାଗ ପକ୍ଷରୁ ସେଠାରେ ଏକ ନୂଆ ସେତୁ ନିର୍ମାଣ କାର୍ଯ୍ୟ ଆରମ୍ଭ…

ପିସ୍ତଲ ଜବତ, ୫ ଅଭିଯୁକ୍ତ ଗିରଫ

ଜଗତ୍‌ସିଂହପୁର ଅଫିସ, ୨୩|୧: ଜଗତ୍‌ସିଂହପୁର ଥାନା ଅନ୍ତର୍ଗତ ଓଡ଼ିଶୋ ନିକଟରୁ ଗତ ୧୭ ତାରିଖରେ ୟୁନିଟ୍‌ ସ୍ମଲ ଫାଇନାନ୍ସ ବ୍ୟାଙ୍କ ଜଗତ୍‌ସିଂହପୁର ଶାଖା ମହିଳା ଲୋନ ଅଫିସରଙ୍କଠାରୁ ପିସ୍ତଲ ଦେଖାଇ ୬୩ ହଜାର ଟଙ୍କା ଲୁଟ୍‌ କରାଯାଇଥିଲା। ଏନେଇ କଟକ ଜିଲା ମାହାଙ୍ଗା…

ପ୍ରେମଭରା ମେସେଜ ପଠାଇ ମାସକୁ ଏତିକି ଟଙ୍କା ରୋଜଗାର କରୁଛନ୍ତି ଏହି ମହିଳା

ଓ୍ବାଶିଂଟନ,୨୨ା୧: ଅର୍ଥ ରୋଜଗାର ପାଇଁ କିଏ କେତେ ପ୍ରକାର ଯୋଜନା କରିଥାନ୍ତି। ଜଣେ ମହିଳା କେବଳ ମେସେଜ ପଠାଇ ମାସକୁ ଲକ୍ଷାଧିକ ଟଙ୍କା ରୋଜଗାର କରୁଛନ୍ତି। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଏମିତି ଘଟଣା ଦେଖିବାକୁ ମିଳିଛି ଆମେରିକାରେ। ଜଣେ ବ୍ୟକ୍ତି…

ଜଣେ ପ୍ରାର୍ଥୀଙ୍କ ନାମାଙ୍କନପତ୍ର ଖାରଜ

କେନ୍ଦୁଝର,୨୨ା୧(ସ୍ବ.ପ୍ର.): କେନ୍ଦୁଝର ଉପଖଣ୍ଡରେ ନାମାଙ୍କନପତ୍ର ଯାଞ୍ଚରେ ଜଣେ ପ୍ରାର୍ଥୀଙ୍କ ନାମାଙ୍କନପତ୍ର ଖାରଜ ହୋଇଥିବା ବେଳେ ଅନ୍ୟ ସବୁ କାଏମ ରହିଛି। ହରିଚନ୍ଦନପୁର ବ୍ଲକର ୩୩ ନମ୍ବର୍‌ ଜୋନରେ ନାମାଙ୍କନପତ୍ର ଦାଖଲ କରିଥିବା ଜେଏମ୍‌ଏମ୍‌ ପ୍ରାର୍ଥୀ ଫୁଲମଣି ମୁର୍ମୁଙ୍କ ନାମାଙ୍କନପତ୍ରରେ ଦସ୍ତଖତ ନ…

ଯାଞ୍ଚରେ ସମସ୍ତ ପ୍ରାର୍ଥିପତ୍ର କାଏମ

ଗଞ୍ଜାମ,୨୨ା୧(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଶନିବାର ଯାଞ୍ଚ ପ୍ରକ୍ରିୟାରେ ସମସ୍ତ ପ୍ରାର୍ଥିପତ୍ର କାଏମ ରହିଥିବା ଗଞ୍ଜାମ ବ୍ଲକ ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ବ୍ଲକର ୧୫ଟି ପଞ୍ଚାୟତରେ ସରପଞ୍ଚ, ସମିତିସଭ୍ୟ ଓ ଓ୍ବାର୍ଡସଭ୍ୟ ପାଇଁ ସର୍ବମୋଟ୍‌ ୪୦୪ ପ୍ରାର୍ଥିପତ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri