Home Left

ତାଳଚୁଆ ମଣ୍ଡିରେ ଭିଜୁଛି ଧାନ, ତୁରନ୍ତ ପଦେକ୍ଷପ ନେବାକୁ ଦାବି

ରାଜନଗର,୨୩ା୧(ଡି.ଏନ.ଏ.): ରାଜନଗର ବ୍ଲକ ତାଳଚୁଆ ପ୍ରାଥମିକ ସେବା ସମବାୟ ସମିତି ପକ୍ଷରୁ ଟିକାୟତନଗରଠାରେ ଧାନମଣ୍ଡି ଖୋଲାଯାଇଛି। ଏହିମଣ୍ଡିରେ ୪ଦିନ ମଧ୍ୟରେ ୬୦ ଚାଷୀ ୧ ହଜାର କୁଇଣ୍ଟାଲ ଧାନ ଦେଇଛନ୍ତି। ତେବେ ମଣ୍ଡିରେ ଧାନ ପଡି ରହିଥିଲେ ମଧ୍ୟ ମିଲର ଧାନ…

ଗ୍ରାମଦେବତୀଙ୍କ ନିକଟରେ ଭୋଟ୍‌ ବର୍ଜନ ଶପଥ

ଛେଣ୍ଡିପଦା,୨୩|୧(ସ୍ବ.ପ୍ର.) ୨୦ ବର୍ଷ ହେଲା ଗଁାରେ ସରକାରୀ ଯୋଜନା କାର୍ଯ୍ୟକାରୀ ହେଉନାହିଁ। ପ୍ରଶାସନ, ସରକାରଙ୍କ ନିକଟରେ ଅଭିଯୋଗ କରାଗଲେ ମଧ୍ୟ ସୁଫଳ ମିଳୁନାହିଁ। ଦୀର୍ଘ ବର୍ଷର ଅପେକ୍ଷା ପରେ ତୀବ୍ର ଅସନ୍ତୋଷ ବ୍ୟକ୍ତ କରି ଚଳିତ ପଞ୍ଚାୟତ ନିର୍ବାଚନ ବର୍ଜନ କରିବାକୁ…

ପ୍ରାର୍ଥୀ ହେବାରୁ ଧାନଗଦା ଜାଳିଦେଲେ

ତିଗିରିଆ, ୨୩।୧ (ଡି.ଏନ୍‌.ଏ.): ତିଗିରିଆ ଥାନା ଅନ୍ତର୍ଗତ ଅଚଳକୋଟ ପଞ୍ଚାୟତରେ ସରପଞ୍ଚ ପଦବୀରେ ନାମାଙ୍କନପତ୍ର ଦାଖଲ ପରେ ରାଜନୈତିକ ଆକ୍ରୋଶ ଦେଖିବାକୁ ମିଳିଛି। ଏହି ପଞ୍ଚାୟତ ଅନ୍ତର୍ଗତ ବଡ଼ପାଟଣା ଗ୍ରାମର ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସ୍ତ୍ରୀ ପ୍ରାର୍ଥିପତ୍ର ଦାଖଲ କରିବାରୁ ତାଙ୍କ…

ଚାଇନା ବିମାନ ଉପରେ କଟକଣା ଲଗାଇଲେ ଜୋ ବାଇଡେନ୍‌

ଓ୍ବାଶିଂଟନ୍‌,୨୩ା୧: କୋଭିଡ୍‌ ସଂକ୍ରମଣ କାରଣ ଦର୍ଶାଇ ଚାଇନା ଗତ ଡିସେମ୍ବର ୩୦ ତାରିଖରୁ ଆମେରିକାର କେତେକ ବିମାନ ଉଡ଼ାଣକୁ ବାତିଲ କରିଦେଇଥିଲା। ଏହାର ଜବାବରେ ଚାଇନାର ୪୪ ବିମାନ ଉଡ଼ାଣକୁ ବାତିଲ କରିବାକୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଘୋଷଣା କରିଛନ୍ତି।…

କେନ୍ଦ୍ରାପଡ଼ା: ଭୋଟରେ ପ୍ରତିଫଳିତ ହେବ ଆଞ୍ଚଳିକ ସମସ୍ୟା

କେନ୍ଦ୍ରାପଡ଼ା ଅଫିସ,୨୩ା୧: ଆସନ୍ତା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ କେନ୍ଦ୍ରାପଡ଼ା ଜିଲାରେ ମୋଟ ୧୦,୫୮୭ ପ୍ରାର୍ଥତ୍ପତ୍ର ଦାଖଲ ହୋଇଛି । ଜିଲାର ବିଭିନ୍ନ ପ୍ରଶାସନିକ କାର୍ଯ୍ୟାଳୟରେ ଏହି ପ୍ରାର୍ଥତ୍ପତ୍ରର ଯାଞ୍ଚ ଶନିବାର ଚାଲିଛି। ଆସନ୍ତା ୨୫ ତାରିଖ ସୁଦ୍ଧା ପ୍ରତ୍ୟାହାର ପାଇଁ…

ରାଜନୀତିରେ ମୁଁ କାହିଁକି…

କଥାରେ ଅଛି ଚିହ୍ନା ବ୍ରାହ୍ମଣଙ୍କର ପଇତା ଲୋଡ଼ା ନାହିଁ। ଠିକ୍‌ ସେମିତି ପୁରୁଖା ରାଜନେତାଙ୍କ ପୁନର୍ବାର ପରିଚୟ ଦେବାର ଆବଶ୍ୟକତା ନାହିଁ। କାରଣ, ଆମେ ଭାବୁ ଚଳିତ ରାଜନୀତିରେ ଯାହାଙ୍କ ମୂଳଦୁଆ ଯେତେ ପୁରୁଣା ତାଙ୍କ ଶାସନ ଓ କାର୍ଯ୍ୟ ସେତେ…

ଇସ୍ତଫା ଦେଲେ ଜର୍ମାନୀର ନୌସେନା ମୁଖ୍ୟ

ବର୍ଲିନ,୨୩ ।୧: ଜର୍ମାନୀର ନୌସେନା ମୁଖ୍ୟ ଏଚିମ ଶୋୟନବାଖ ନିକଟରେ ଭାରତରେ ଏକ କାର୍ଯ୍ୟକ୍ରମରେ ନିଜ ଦେଶର ନୀତି ବିରୋଧରେ ଯାଇ ୟୁକ୍ରେନ ସଙ୍କଟ ଉପରେ ଓଲଟା ବୟାନ ଦେଇଥିଲେ । ଏହାସହ ସେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କର ବି…

ମା’ଙ୍କୁ ବଞ୍ଚାଇବା ପାଇଁ କୂଅକୁ ଡେଇଁଲେ ପୁଅ

ନୂଆପଡ଼ା ଅଫିସ୍‌,୨୩ା୧: ନୂଆପଡ଼ା ଜିଲା କୋମନା ଥାନା ସଦର ବଙ୍ଗଳାପଡ଼ାରେ ଶନିବାର କୂଅରେ ଖସିପଡ଼ିଥିଲେ ଜଣେ ବୃଦ୍ଧା। ଏହା ଦେଖି ମା’ଙ୍କୁ ଉଦ୍ଧାର କରିବା ପାଇଁ ପୁଅ ମଧ୍ୟ କୂଅକୁ ଡେଇଁପଡ଼ିଥିଲେ। ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚତ୍ ଉଭୟ ମା’ ଓ…

ଆଧାର କାର୍ଡ ପାଇଁ ହୀନସ୍ତା

ବୈଶିଙ୍ଗା, ୨୩ା୧ (ଡି.ଏନ.ଏ.)  ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ଅଞ୍ଚଳର ଲୋକଙ୍କୁ ଆଧାରକାର୍ଡ ପାଇଁ ହୀନସ୍ତା ହେବାକୁ ପଡୁଛି। ନୂଆ ଆଧାର କାର୍ଡ ବନାଇବା କିମ୍ବା ପୁରୁଣା କାର୍ଡରେ ଆବଶ୍ୟକ ସଂଶୋଧନ କରିବା, ବ୍ଲକର ୨୪ ପଞ୍ଚାୟତର ବାସିନ୍ଦାଙ୍କ ପାଇଁ ଚିନ୍ତାର ବିଷୟ…

ଆଇପିଏଲ୍‌ ନିଲାମରେ ୫ ଓଡ଼ିଆ

ଭୁବନେଶ୍ୱର, ୨୩ା୧ (ସ୍ପୋଟର୍‌ସ ବ୍ୟୁରୋ)-ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ନିଲାମ ତାଲିକାରେ ଓଡ଼ିଶାର ୫ କ୍ରିକେଟର ସ୍ଥାନ ପାଇଛନ୍ତି। ସେମାନେ ହେଲେ ଶୁଭ୍ରାଂଶୁ ସେନାପତି, ଅଭିଷେକ ରାଉତ, ବିକାଶ ରାଉତ, ଜୟନ୍ତ ବେହେରା ଓ ରାଜେଶ ମହାନ୍ତି। ଏହି ଖେଳାଳିମାନେ ସୟଦ…

ବିଟେକ୍‌ ଛାତ୍ରୀ ସମିତିସଭ୍ୟା ପ୍ରାର୍ଥୀ

ନାକଟିଦେଉଳ,୨୩ା୧(ଡି.ଏନ୍‌.ଏ.)- ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଜଣେ ବିଟେକ୍‌ ଛାତ୍ରୀ ସମିତିସଭ୍ୟା ପ୍ରାର୍ଥୀ ହୋଇଛନ୍ତି। ସେ ହେଲେ ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକ ପାଣିମୁରା ପଞ୍ଚାୟତ ଶଙ୍ଖାଭାଙ୍ଗୁଣୀ ଗ୍ରାମର ରଶ୍ମିତାପ୍ରିୟା ବେକ୍‌। କଲ୍ୟାଣ ବେକ୍‌ ଓ ସୁବାଷିନୀ ବେକ୍‌ଙ୍କ ଝିଅ ରଶ୍ମିତା…

ଜାଲ୍‌ ପଟ୍ଟା ଦେଇ ଲକ୍ଷାଧିକ ଟଙ୍କା ଠକେଇ

ରୂପ୍‌ସା,୨୩|୧( ଡିଏନଏ )  ନିଜକୁ ତହସିଲ କର୍ମଚାରୀ କହି ନକଲି ଜମି ପଟ୍ଟା ଦେଇ ଲକ୍ଷାଧିକ ଟଙ୍କା ଠକି ନେଇଛନ୍ତି ଜଣେ ଯୁବକ। ଏମିତି ଏକ ଘଟଣା ଦେଖିବାକୁ ମିଳିଛି ବସ୍ତା ଥାନା ଅର୍ନ୍ତଗତ ସଦର ବ୍ଲକ ଅଞ୍ଚଳରେ। ସୂଚନା ଅନୁଯାୟୀ, ବସ୍ତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri