ପରେଡ୍ରେ ସ୍ଥାନ ପାଇବ ୨୫ ପ୍ରଜ୍ଞାପନ ମେଢ଼
ନୂଆଦିଲ୍ଲୀ,୨୩।୧: ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ସାଧାରଣତନ୍ତ୍ର ଦିବସ ପରେଡ୍ରେ ବିଭିନ୍ନ ରାଜ୍ୟ ତଥା ବିଭାଗ ଓ ସଶସ୍ତ୍ର ବଳର ୨୫ଟି ପ୍ରଜ୍ଞାପନ ମେଢ଼ ସ୍ଥାନ ପାଇବ। ଏହା ବ୍ୟତୀତ ୧୬ ମାର୍ଚ୍ଚିଂ କଣ୍ଟିଜେଣ୍ଟ ଏବଂ ୧୭ ସାମରିକ ବ୍ୟାଣ୍ଡ୍ ପରେଡରେ…
ଆଉ ୬ ମୁଣ୍ଡ ନେଲା କରେନା
ଭୁବନେଶ୍ୱର,୨୩।୧(ବ୍ୟୁରୋ): ରାଜ୍ୟରେ ଆଉ ୬ ମୁଣ୍ଡ ନେଇଛି କରୋନା। ମୃତକଙ୍କ ମଧ୍ୟରେ ଅନୁଗୋଳର ୬୦ ବର୍ଷୀୟ ବୃଦ୍ଧା,ବାଲେଶ୍ୱରର ୬୩ ବର୍ଷୀୟ ବୃଦ୍ଧ, ଭଦ୍ରକର ୩୦ ବର୍ଷୀୟ ଯୁବକ, କଟକର ୮୫ ବର୍ଷୀୟ ବୃଦ୍ଧା, କନ୍ଧମାଳର ୩୨ ବର୍ଷୀୟ ବ୍ୟକ୍ତି, ସୁନ୍ଦରଗଡ଼ ଜିଲାର…
ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮,୫୨୦ ଆକ୍ରାନ୍ତ, ଅଛନ୍ତି ୯୩୭ ପିଲା
ଭୁବନେଶ୍ୱର,୨୩।୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୮,୫୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂତନ ଆକ୍ରାନ୍ତଙ୍କ ମଧ୍ୟରେ କ୍ୱାରେଣ୍ଟାଇନରୁ ୪,୯୪୧ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୩,୫୭୯ ଲୋକାଲ କେସ୍ ରହିଛି । ସେହିଭଳି ୯୩୭ ପିଲା ସଂକ୍ରମିତ ଅଛନ୍ତି।…
ସେଲ୍ଫି ବିକି ଯୁବକ କୋଟିପତି, ଜାଣନ୍ତୁ କେମିତି ଏତେ ଟଙ୍କା କଲେ ରୋଜଗାର
ଦୁନିଆରେ ସମସ୍ତ ବ୍ୟକ୍ତିଙ୍କ କିଛି ନା କଛି ସ୍ବପ୍ନ ରହିଥାଏ। କିପରି ଅଧିକ ଅର୍ଥ ରୋଜଗାର କରି ଭଲରେ ଚଳିବେ ସେନେଇ ଅଧିକାଂଶ ଲୋକ ଭାବିଥାନ୍ତି। ଏଥିପାଇଁ ନୂଆ ନୂଆ ଉପାୟ ମଧ୍ୟ ଖୋଜିଥାନ୍ତି। ଆଜି ଏମିତି ଜଣେ ଯୁବକ ବିଷୟରେ…
ଜଙ୍ଗଲରୁ ପୋଡ଼ି ଯାଇଥିବା କାର୍ ଠାବ
କାଲିମେଳା/ଏମ୍ଭି-୭୯, ୨୩|୧(ଡି.ଏନ.ଏ.) ମାଲକାନଗିରି ଜିଲା କାଲିମେଳା ବ୍ଲକ ତଥା ଏମଭି- ୭୯ ଥାନା ଅନ୍ତର୍ଗତ ତେଳରାଇ ପଞ୍ଚାୟତର ଏମ୍ଭି-୧୨୬ ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗୋଟିଏ ପୋଡ଼ିଯାଇଥିବା କାର୍ ପଡ଼ିରହିଥିବା ଦେଖିବାକୁ ମିଳିଛି l ୩୨୬ ଜାତୀୟ ରାଜପଥଠାରୁ ପ୍ରାୟ ୩୦ ମିଟର ଦୂର…
ଟ୍ରାନ୍ସଫର୍ମର ଚୋରି ପରେ ଗାଁ ଅନ୍ଧାର
ପାପଡ଼ାହାଣ୍ଡି, ୨୩ା୧(ଡି.ଏନ୍.ଏ.) ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ସଦର ଡାକବଙ୍ଗଳା ନିକଟରେ ଥିବା ଟ୍ରାନ୍ସଫର୍ମରକୁ ଶୁକ୍ରବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଚୋରି କରି ନେଇଯାଇଛନ୍ତି। ଫଳରେ ନିକଟସ୍ଥ ଭିମାସାହି ଅଞ୍ଚଳର ଲୋକେ ଅନ୍ଧକାରରେ ଅଛନ୍ତି। ଏ ନେଇ ପାପଡ଼ାହାଣ୍ଡି କନିଷ୍ଠ ଯନ୍ତ୍ରୀ…
ଘରକୁ ଆସିଛି କନ୍ୟା, ୧୨ ସପ୍ତାହ ପୂର୍ବେ…!
ବମ୍ବେ: ସରୋଗେସୀ ଜରିଆରେ ମା’ ହୋଇଛନ୍ତି ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା। ସୋସିଆଲ ମିଡିଆରେ ସେ ଏନେଇ ସୂଚନା ଦେଇଥିଲେ। ଏହାପରଠାରୁ ତାଙ୍କର ପୁଅ ହୋଇଛି ନା ଝିଅ ସେନେଇ ପ୍ରଶଂସକଙ୍କ ଉତ୍କଣ୍ଠା ବୃଦ୍ଧି ପାଇଥିଲା। ଏବେ ତାଙ୍କ ଘରକୁ ଏକ ଝିଅ…
ଟିକା ନେବାର ୩ଘଣ୍ଟା ପରେ ଚାଲିଗଲା ଜୀବନ
ନୟାଗଡ଼ ଅଫିସ,୨୩।୧: କରୋନା ଟିକା ନେବାର ୩ଘଣ୍ଟା ପରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ନୟାଗଡ଼ ଜିଲା ଓଡ଼ଗାଁ ବ୍ଳକ ଗୋତିସାହି ପଞ୍ଚାୟତ ଗମ୍ଭାରିଡିହି ଗାଁର ମାଟିଆଣି ଦେଇ (୭୫)। ମାଟିଆଣି ଗୋତିସାହି ପଞ୍ଚାୟତ କାର୍ଯ୍ୟାଳୟରେ କରୋନାର…
କଲ୍ୟାଣସିଂହପୁର ଅଞ୍ଚଳରେ ମାଓବାଦୀ ବ୍ୟାନର
ରାୟଗଡା ଅଫିସ, ୨୩|୧: ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକରେ ପୁଣି ମାତିଲେ ମାଓବାଦୀ। କଲ୍ୟାଣସିଂହପୁର ବ୍ଲକ ବୁଡ଼ାଗୁଡ଼ା ଗାଁରେ ଏସ୍ଭିଏସ୍ଏମ୍ସି ଠିକା କମ୍ପାନୀର କ୍ୟାମ୍ପରେ ଥିବା ଟ୍ରକ୍ ସେମାନେ ଜାଳିଦେଇଛନ୍ତି। କଲ୍ୟାଣସିଂହପୁର ଅଞ୍ଚଳର ବିଭିନ୍ନ ସ୍ଥାନରେ ମାଓବାଦୀ ପୋଷ୍ଟର ମିଳିଛି। ସୂଚନାନୁସାରେ ଶୁକ୍ରବାର…
ଚାକିରି କରେଇଦେବାକୁ କହି ଟଙ୍କା ଠକେଇ ଅଭିଯୋଗ
ନବରଙ୍ଗପୁର,୨୩|୧(ବି.ପ୍ର.) ଚାକିରି ଦେବା ନାଁରେ ଅର୍ଥ ଆଦାୟ। ଠକେଇର ଶିକାର ହୋଇଥିବା ଦେବକୀ ଜାନୀ (୨୦) ଓ ନିବେଦିତା ଭତରା ନବରଙ୍ଗପୁର ଥାନାର ଦ୍ୱାରସ୍ଥ ହୋଇଛନ୍ତି। କୋଡିଙ୍ଗା ଥାନା ଅଧୀନ ମିଥିଆ ଗାଁର ଦେବକୀ ଜାନୀ ଓ ଡାବୁଗାଁ ଥାନା ଅଧୀନ ଚାଯିଗୁଡା…
ନିର୍ବାଚନ ମଇଦାନରେ ନଣନ୍ଦ-ଭାଉଜ
ବନ୍ତ,୨୩|୧(ସ୍ବ.ପ୍ର.) ଭଦ୍ରକ ଜିଲା ବନ୍ତ ବ୍ଲକ ଅଧୀନ ୨୫ ପଞ୍ଚାୟତର ପ୍ରାର୍ଥୀମାନଙ୍କ ନାମାଙ୍କନପତ୍ର ଦାଖଲ ପରେ ଶନିବାର ଯାଞ୍ଚ ପ୍ରକ୍ରିୟା ସରିଛି। ତେବେ ଓଡ଼ଙ୍ଗ ପଞ୍ଚାୟତରେ ଗୋଟିଏ ପରିବାରର ନଣନ୍ଦ ଓ ଭାଉଜ ଭିନ୍ନ ଭିନ୍ନ ଦଳ ସମର୍ଥନରେ ସରପଞ୍ଚ ପ୍ରାର୍ଥୀ…
ପ୍ରାର୍ଥିପତ୍ର ପ୍ରତ୍ୟାହାର ନେଇ ସ୍ବାଧୀନ ପ୍ରାର୍ଥୀଙ୍କ ସହ ସର୍ବଦଳୀୟ କମିଟିର ଆଲୋଚନା
କୋରାପୁଟ,୨୩ା୧(ସ୍ବ.ପ୍ର.): କୋରାପୁଟ ଜିଲାର ପଟ୍ଟାଙ୍ଗୀ ବ୍ଳକ ଅଧୀନ ଜିଲା ପରିଷଦ ଜୋନ -୧ରେ ଯାଉଥିବା କୋଟିଆ ପାଇଁ ସର୍ବଦଳୀୟ ପ୍ରାର୍ଥୀ ମମତା ଜାନିଙ୍କ ସହ ୨ଜଣ ମହିଳା ସ୍ବାଧୀନ ପ୍ରାର୍ଥୀ ନାମାଙ୍କନ ଦାଖଲ କରିବା ପରେ ରାଜନୈତିକ ଉଷ୍ମତା ବୃଦ୍ଧି ପାଇଛି।…
Archives


