Home Left

ଭାଇରାଲ ହେଉଛି ଅଭିନେତ୍ରୀଙ୍କ ବୋଲ୍ଡ ଫଟୋ

ମୁମ୍ବାଇ: ଅଭିନେତ୍ରୀ ନୁସରତ ଜାହାଁ ବ୍ୟାୟାମ କରିବା ପରେ ଥକ୍କା ହୋଇ ଏକ ସ୍କିନ୍‌ ଫିଟ୍‌ ଡ୍ରେସ୍‌ ପିନ୍ଧି ତାଙ୍କ ଇନ୍‌ଷ୍ଟାଗ୍ରାମରେ ଫଟୋ ଶେୟାର କରିଛନ୍ତି। ଯେଉଁଥିରେ ସେ ବୋଲ୍ଡ ଦେଖାଯାଉଛନ୍ତି। ନୁସରତ ଫଟୋଗୁଡ଼ିକୁ ଅନେକ ଲୋକଙ୍କ ସହ ଟ୍ୟାଗ୍‌ ବି…

କେରଳ ଜେଲ୍‌ରେ କରୋନା ବିସ୍ଫୋରଣ…

ଥିରୁଭାନନ୍ତପୁରମ୍‌୍‌, ୨୨।୧ : କେରଳର ଥିରୁଭାନନ୍ତପୁରମ୍‌ଠାରେ ଥିବା ପୂଜାପୁରା କେନ୍ଦ୍ରୀୟ ଜେଲ୍‌ରେ କରୋନା ବିସ୍ଫୋରଣ ଘଟିଛି। ଜେଲର ୨୬୨ କଏଦୀଙ୍କ ନମୁନା ରିପୋର୍ଟ କରୋନା ପଜିିଟିଭ୍‌ ଆସିଛି। ଜେଲର ୯୩୬ କଏଦୀଙ୍କ ନମୁନା ପରୀକ୍ଷା କରାଯାଇଥିଲା। ନମୁନା ରିପୋର୍ଟ ଆସିବା ପରେ…

ଜଣେ ବ୍ୟକ୍ତି ଏକାସାଙ୍ଗରେ ଘରକୁ ନେଇ ଆସିଲେ ୧୦୦ରୁ ଅଧିକ ସାପ, ଆଉ ତା’ ପରେ…

ଓ୍ବାଶିଂଟନ,୨୨ା୧: ଆମେରିକାର ମ୍ୟାରିଲାଣ୍ଡରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଦେଖିବାକୁ ମିଳିଛି। ଏଠାକାର ଜଣେ ବ୍ୟକ୍ତି ଘରକୁ ଏକାସାଙ୍ଗରେ ୧୦୦ରୁ ଅଧିକ ସାପ ନେଇଆସିଥିଲେ। ଏହି ଘଟଣା ଗତ ୧୯ ତାରିଖରେ ହୋଇଥିଲା। ଏନେଇ ପଡ଼ୋଶୀମାନେ ପ୍ରଥମେ ଜାଣି ପାରି ନ ଥିଲେ।…

ଟ୍ରକ୍‌ ଧକ୍କାରେ ଓଲଟିପଡ଼ିଲା ବସ୍‌: ୮ ଯାତ୍ରୀଙ୍କ ମୃତ୍ୟୁ

ବାଲେଶ୍ୱର ଅଫିସ,୨୨।୧: ବାଲେଶ୍ୱର ଜିଲା ସୋର ଅନ୍ତର୍ଗତ ଏନଏଚ୍‌-୧୬ ବିଦୁଠାରେ ଶନିବାର ଭୟଙ୍କର ଦୁର୍ଘଟଣା ଘଟିଛି। ବସ୍‌କୁ କୋଇଲା ବୋଝେଇ ଟ୍ରକ୍‌ ଧକ୍କାଦେବା ଫଳରେ ଭାରସାମ୍ୟ ହରାଇ ନୟନଯୋରିରେ ଉଭୟ ବସ୍‌ ଓ ଟ୍ରକ୍‌ ଓଲଟି ପଡ଼ିଛନ୍ତି। ତଳେ ଚାପି ହୋଇ…

ଚରଣଜିତ ସିଂ, ହନି ଓ ମନିର କମ୍ବିନେଶନ: ଅକାଳି ଦଳ

ଚଣ୍ଡିଗଡ଼,୨୨ ।୧: ଅକାଳି ଦଳ ଶନିବାର ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନିଙ୍କ ସମ୍ପର୍କିୟଙ୍କ ଘରେ ଇଡିର ରେଡ ସମୟରେ ମିଳିଥିବା କୋଟି କୋଟି ଟଙ୍କାକୁ ନେଇ ଖୁବ୍ ବର୍ଷିଛି । ଅକାଳି ଦଳ ଏକ ଖବରଦାତା ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଚନ୍ନି…

ପୋଲିସ ଇନ୍‌ଫର୍ମର ସନ୍ଦେହରେ ହତ୍ୟା କଲେ ମାଓବାଦୀ

ମାଲକାନଗିରି,୨୨।୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ପୁଣି ମାଓବାଦୀଙ୍କ ବର୍ବର କାଣ୍ଡ ଦେଖିବାକୁ ମିଳିଛି। ପୋଲିସ ଇନ୍‌ଫର୍ମର ସନ୍ଦେହରେ ଜଣଙ୍କୁ ହତ୍ୟା କରାଯାଇଛି। ଛତିଶଗଡ଼ ବିଜାପୁର ଜିଲା ଗାଙ୍ଗାଲୁର ଅଞ୍ଚଳରେ ପୋଲିସ ଇନଫର୍ମର ସନ୍ଦେହରେ ଜଣେ ଗୁଇନ୍ଦା କର୍ମଚାରୀଙ୍କୁ ମାଓବାଦୀ ହତ୍ୟା…

ପଞ୍ଚାୟତ ନିର୍ବାଚନ: ଗଞ୍ଜାମରେ ୧୫,୯୪୯ ନାମାଙ୍କନପତ୍ର ଦାଖଲ

ଛତ୍ରପୁର,୨୨।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ହେବାକୁ ଥିବା ପଞ୍ଚାୟତ ନିର୍ବାଚନ ପାଇଁ ବିଭିନ୍ନ ଦଳୀୟ ପ୍ରାର୍ଥୀମାନଙ୍କ ନାମାଙ୍କନପତ୍ର ଦାଖଲ ପର୍ବ ସମାପ୍ତ ହୋଇଛି। ବିଭିନ୍ନ ପଦ ପଦବୀ ନିମନ୍ତେ ମୋଟ ୧୫,୯୪୯ ଜଣ ନାମାଙ୍କନ ଦାଖଲ କରିଛନ୍ତି। ସେଥିମଧ୍ୟରେ ୧୧,୬୫୭ ଜଣ ୱାର୍ଡମେମ୍ବର,…

ଘନ କୁହୁଡ଼ି: ଗମନାଗମନ ବାଧାପ୍ରାପ୍ତ

ପାଟଣା,୨୨।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଶନିବାର ଘନ କୁହୁଡ଼ି ଆସ୍ତରଣ ଯୋଗୁ ଦିନ ୧୦ଟା ପର୍ଯ୍ୟନ୍ତ ଯାନବାହନ ଚଳାଚଳ ସହ ଗମନାଗମନରେ ବ୍ୟାଘାତ ସୃଷ୍ଟି ହୋଇଛି। କୁହୁଡ଼ି ଆସ୍ତରଣ ହେତୁ ମୁହଁକୁ ମୁହଁ ଦୃଶ୍ୟମାନ ହେଉନାହିଁ। ଫଳରେ ବାଇକ୍‌, କାର,…

ନାମାଙ୍କନପତ୍ର ଦାଖଲ ପରେ ପଞ୍ଚାୟତ କାର୍ଯ୍ୟାଳୟରେ ଭଙ୍ଗାରୁଜା

ଭଦ୍ରକ ଅଫିସ,୨୨।୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ସରିବା ପରେ ପଞ୍ଚାୟତ କାର୍ଯ୍ୟାଳୟରେ ଭଙ୍ଗାରୁଜା ହୋଇଛି। ଏଭଳି ଘଟଣା ଘଟିଛି ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅନ୍ତର୍ଗତ ତାଳପଦା ପଞ୍ଚାୟତ କାର୍ଯ୍ୟାଳୟରେ। ଶୁକ୍ରବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ…

କଥା ରଖିଲେନି ପ୍ରିୟଙ୍କା

ନୂଆଦିଲ୍ଲୀ,୨୨ ।୧: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନକୁ ନେଇ ଏବେ ରାଜ୍ୟ ରାଜନୀତି ହୋଇଛି ବେଶ ସରଗରମ । ଶୁକବ୍ରାର କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଖବରଦାତାଙ୍କ ପ୍ରଶ୍ନର ଉତ୍ତରରେ କହିଥିଲେ କି ସେ କ’ଣ ମୁଖ୍ୟମନ୍ତ୍ରୀ ଚେହେରା ନୁହେଁ…

୨୦ ମହଲା କୋଠାରେ ଲାଗିଲା ନିଆଁ, ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି

ମୁମ୍ବାଇ,୨୨।୧: ମୁମ୍ବାଇର ଟାର୍ଡେଓ ଅଞ୍ଚଳରେ ଥିବା ଏକ ୨୦ ମହିଲା କୋଠାରେ ଶନିବାର ଅଗ୍ନିକାଣ୍ଡ ଘଟି ବର୍ତ୍ତମାନ ସୁଦ୍ଧା ୬ଜଣଙ୍କର ମୃତ୍ୟୁ ଘଟିଛି ଏବଂ ୧୫ଜଣ ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ମୃତ୍ୟୁସଂଖ୍ୟା ବୃଦ୍ଧି ପାଇପାରେ ବୋଲି ଆଶଙ୍କା କରାଯାଉଛି। ମିଳିଥିବା…

ଅଲୁ ଅର୍ଜୁନଙ୍କ ପୁଷ୍ପା ଫିଲ୍ମର ୫ଟି ବଡ଼ ଭୁଲ

ଅଲୁ ଅର୍ଜୁନଙ୍କ ଫିଲ୍ମ ପୁଷ୍ପା ବକ୍ସ ଅଫିସ୍‌ରେ ହିଟ୍‌ ହୋଇଛି। ୫ଟି ଭାଷା ଯଥା ମାଲାୟାଲମ, କନ୍ନଡ, ତେଲୁଗୁ, ତାମିଲ ଏବଂ ହିନ୍ଦୀରେ ଏହା ହିଟ୍‌ ପ୍ରମାଣିତ ହୋଇଛି । ଦର୍ଶକମାନେ ଅଲୁ ଅର୍ଜୁନଙ୍କ ସଂଳାପ ଏବଂ ଫିଲ୍ମରେ ଯୁଦ୍ଧ ସିନ୍‌କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri