Home Left

ଜଳହସ୍ତୀ ଦେହରେ ଲାଗିଛି ସିରିଞ୍ଜ

ବାରଙ୍ଗ,୨୩।୫(ଡି.ଏନ.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନ ଚିକିତ୍ସକଙ୍କ ଦାୟିତ୍ୱହୀନତା ଯୋଗୁ ୬୩ ନମ୍ବର ଏନକ୍ଲୋଜରରେ ଥିବା ଏକ ମାଈ ଜଳହସ୍ତୀକୁ ଦୁର୍ଦ୍ଦଶା ଭୋଗିବାକୁ ପଡିଛି। ୪ବର୍ଷର ଏହି ଜଳହସ୍ତୀଟି ଅସୁସ୍ଥ ଥିବା କର୍ମଚାରୀମାନେ ଦେଖିଥିଲେ। ଖବରପାଇ ରବିବାର ସକାଳେ ତା’ର ଚିକିତ୍ସା ପାଇଁ…

ପର୍ଯ୍ୟଟକଙ୍କୁ ପିଟିଲେ ସଫାରି କର୍ମଚାରୀ

ବାରଙ୍ଗ,୨୩।୫(ଡି.ଏନ୍‌.ଏ.): ନନ୍ଦନକାନନରେ ଘରୋଇକରଣରେ ଦିଆଯାଇଥିବା ସଫାରିକୁ ନେଇ ଏବେ ବିବାଦ ଛାଡୁ ନାହିଁ। ଟେଣ୍ଡର ସମୟରେ ହୋଇଥିବା ସର୍ତ୍ତକୁ ଖିଲାପ କରି ବିନା କାଗଜପତ୍ରରେ ବିପଦସଙ୍କୁଳ ଅବସ୍ଥାରେ ଚାଲୁଥିବା ବସ୍‌କୁ ନେଇ ବିବାଦରେ ଛନ୍ଦି ହୋଇଥିବାବେଳେ ରବିବାର ସଫାରି ବସ୍‌ର କର୍ମଚାରୀ…

ୟୁଜିସି ଏନ୍‌ଇଟି: ଆବେଦନ ଫର୍ମରେ ଏଡିଟ୍‌ କରିପାରିବେ ଛାତ୍ରୀଛାତ୍ର

ଭୁବନେଶ୍ୱର, ୨୩ା୫(ବ୍ୟୁରୋ): ୟୁଜିସି ଏନ୍‌ଇଟି ପାଇଁ ଆବେଦନ କରିଥିବା ଛାତ୍ରୀଛାତ୍ରଙ୍କୁ ଫର୍ମ ଏଡିଟ୍‌ ବା ପରିବର୍ତ୍ତନ କରିବା ଲାଗି ସୁଯୋଗ ଦିଆଯାଇଛି। ଛାତ୍ରୀଛାତ୍ରମାନେ ନିଜ ଅନ୍‌ଲାଇନ୍‌ ଆବେଦନ ଫର୍ମକୁ ପରିବର୍ତ୍ତନ କରିପାରିବେ। ଏଥିପାଇଁ ଛାତ୍ରୀଛାତ୍ରଙ୍କୁ ugcnet.nta.nic.inରେ ଲଗ୍‌ ଇନ୍‌ କରି ନିଜ…

ସିସିଟିଭିରେ ହତ୍ୟାର ଦୃଶ୍ୟ

ବଲାଙ୍ଗୀର ଅଫିସ,୨୩।୫: ବଲାଙ୍ଗୀର ଆର୍‌ଟିଓ ଅଫିସ ଛକରେ ଶନିବାର ପୂର୍ବାହ୍ନରେ ସିରିଜ୍‌ ଦୁର୍ଘଟଣା ଘଟିଥିଲା। ଏହି ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିଲା ଓ ଅନ୍ୟ ୨ଜଣ ଗୁରୁତର ଆହତ ହୋଇଥିଲେ। ଏହି ସିରିଜ୍‌ ଦୁର୍ଘଟଣା ସମୟର ସିସିଟିଭି ଫୁଟେଜ୍‌ ରବିବାର…

ଅନୁଭବଙ୍କ ନାଁରେ ଥାନାରେ ବର୍ଷାଙ୍କ ଅଭିଯୋଗ

କଟକ ଅଫିସ,୨୩ା୫: କେନ୍ଦ୍ରାପଡ଼ା ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତିଙ୍କ ବିରୋଧରେ ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ରବିବାର ପୁରୀଘାଟ ଥାନାରେ ଅଭିଯୋଗ କରିଛନ୍ତି। ଅନୁଭବ ୟୁଟ୍ୟୁବ୍‌ରେ ଛାଡ଼ିଥିବା ୨ଟି ଭିଡିଓରେ ସେ ବର୍ଷାଙ୍କ ସମ୍ମାନହାନି କଲା ଭଳି…

ପ୍ରକଳ୍ପ ସମ୍ପର୍କରେ ମୋ ପରାମର୍ଶ ନିଆଯାଇନି: ଶଙ୍କରାଚାର୍ଯ୍ୟ

ପୁରୀ ଅଫିସ,୨୩।୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ବିବାଦ ବଢିଚାଲିଥିବାବେଳେ ଶେଷରେ ମୁହଁ ଖୋଲିଛନ୍ତି ଜଗଦ୍‌ଗୁରୁ ଶଙ୍କରାଚାର୍ଯ୍ୟ। ରବିବାର ସେ ଏହି ପ୍ରସଙ୍ଗକୁ ନେଇ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସେ କହିଛନ୍ତି, ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଆରମ୍ଭ ପୂର୍ବରୁ ତାଙ୍କର…

ଅନ୍ତିମ ଲିଗ୍‌ରେ ପଞ୍ଜାବର ବୃହତ୍‌ ବିଜୟ

ମୁମ୍ବାଇ,୨୨।୫: ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଆଇପିଏଲର ଅନ୍ତିମ ଲିଗ୍‌ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ୍‌କୁ ୧୫.୧ ଓଭରରେ ୫ ଉଇକେଟରେ ପଞ୍ଜାବ କିଙ୍ଗ୍ସ ହରାଇ ଦେଇଛି। ଏହି ବିଜୟ ସହ ପଏଣ୍ଟ ଟେବୁଲର ୬ଷ୍ଠ ସ୍ଥାନରେ ରହି ପଞ୍ଜାବ ଅଭିଯାନ…

ବନ୍ଧୁକ ଲଗାଇ ହତ୍ୟା ଧମକ ଦେଇ ୪ ଗିରଫ

ଝାରସୁଗଡ଼ା ଅଫିସ୍‌,୨୨ା୫: ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅଞ୍ଚଳରେ ୨ଜଣଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏହି ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ଝାରସୁଗୁଡା ସଦର ଥାନା ଏକ୍କାତାଳି ଗ୍ରାମର ନିକେତ ଜୟପୁରିଆ(୨୨)ଙ୍କ ସହ ୪ଜଣଙ୍କୁ ଗିରଫ କରିଛି।…

ଛାତ୍ରୀଙ୍କୁ ଅସଦାଚରଣ କରିବା ମହଙ୍ଗା ପଡ଼ିଲା

ଭବାନୀପାଟଣା,୨୨।୫(ସ୍ବ.ପ୍ର.): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପୀନାଥପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଧୀନ ଆଦିବାସୀ କଲ୍ୟାଣ ବିଭାଗ ଦ୍ୱାରା ପରିଚାଳିତ ଏକ ଛାତ୍ରୀ ନିବାସର ୬ଜଣ ଛାତ୍ରୀ ଶନିବାର ପ୍ରଧାନ ଶିକ୍ଷକ ଶଶୀଧର ନାଏକଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ…

ଚାଷୀଙ୍କ ଚିନ୍ତା ବଢାଇଲା ଝଡ଼ବର୍ଷା, ଅନ୍ଧାରରେ ବରଗଡ଼

ବରଗଡ଼ ଅଫିସ,୨୨।୫: ବରଗଡ଼ ଜିଲାରେ ରବିବାର ସନ୍ଧ୍ୟାରେ କାଳବୈଶାଖୀ ଅନୁଭୂତ ହୋଇଛି। ଜିଲାର ଅତାବିରା, ବରଗଡ଼, ବରପାଲି ଆଦି ଅଞ୍ଚଳରେ ଝଡ଼ବର୍ଷା ହୋଇଛି। ଝଡବର୍ଷା ଯୋଗୁ ତାତିରୁ ସାମାନ୍ୟ ଆଶ୍ବସ୍ତି ମିଳିଛି। ହେଲେ ଜିଲାର ବିଭିନ୍ନ ସ୍ଥାନରେ ବିଦ୍ୟୁତ୍‌ ସରବରାହ ବ୍ୟାହତ…

ପଞ୍ଚାବ ଆଗରେ ୧୫୮ ରନ୍‌ର ଟାର୍ଗେଟ୍‌

ମୁମ୍ବାଇ,୨୨।୫: ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ଗୁରୁବାର ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୨ ସିଜନର ଶେଷ ଲିଗ୍‌ ତଥା ୭୦ତମ ମ୍ୟାଚରେ ସନ୍‌ରାଇଜର୍ସ ହାଇଦ୍ରାବାଦ ଅଧିନାୟକ ଭୁବନେଶ୍ୱର କୁମାର ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ। ନିର୍ଦ୍ଧାରିତ ୨୦ ଓଭରରେ ୮…

ଗୁଜରାଟରେ ମହିଳା ଶ୍ରମିକଙ୍କ ମୃତ୍ୟୁ: ହତ୍ୟା ଅଭିଯୋଗ ଆଣିଲେ ମା’

ବରଗଡ଼ ଅଫିସ,୨୨।୫: ବରଗଡ଼ ଜିଲା ବରପାଲିରୁ ଗୁଜରାଟ ରାଜକୋଟକୁ ସ୍ବାମୀଙ୍କ ସହିତ କାମ ଅନ୍ବେଷଣରେ ଯାଇଥିବା ଜଣେ ମହିଳା ଶ୍ରମିକଙ୍କ ରବିବାର ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତା ମହିଳା ଜଣକ ହେଲେ, ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଲିମପଡ଼ା ନିବାସୀ ସୁଶାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?