Home Left

ଶିଶୁକନ୍ୟା ବଳାତ୍କାରୀଙ୍କୁ ୧୦ବର୍ଷ ଜେଲ

ସମ୍ବଲପୁର,୨୧ା୫(ବ୍ୟୁରୋ)- ୨୦୧୪ରେ ଘଟିଥିବା ଏକ ଶିଶୁକନ୍ୟା ବଳାତ୍କାର ମାମଲାର ରାୟ ସମ୍ବଲପୁର ସ୍ବତନ୍ତ୍ର ପୋକ୍‌ସୋ କୋର୍ଟରେ ପ୍ରକାଶ ପାଇଛି। ଏହି ମାମଲାର ଶୁଣାଣି କରି ପୋକ୍‌ସୋ କୋର୍ଟ ବିଚାରପତି ମଧୁମିତା ମହାନ୍ତି ଅଭିଯୁକ୍ତ ଯୁଯୁମୁରା ଥାନା ଜାମଟାଲ ଗ୍ରାମର ସଞ୍ଜୀବ ବାଗ୍‌ଙ୍କୁ…

ପଦ୍ମପୁର ସେବା ସମବାୟ ସମିତି: ୧୧୪୧ ସଭ୍ୟଙ୍କ ମଧ୍ୟରୁ ୧୬୯ ଭୋଟ ଦେଇପାରିବେ

ପଦ୍ମପୁର,୨୧।୫(ଡି.ଏନ୍‌.ଏ): ରାଜ୍ୟ ସରକାରଙ୍କ ନିଷ୍ପତ୍ତିକ୍ରମେ ଜୁନ ୧୯ ଓ ୨୬ ତାରିଖରେ ରାଜ୍ୟରେ ସମବାୟ ସମିତି ନିର୍ବାଚନ ହେବ। ଏହି କ୍ରମରେ ଜୁନ୍‌ ୨୬ରେ ପଦ୍ମପୁର ସେବା ସମବାୟ ସମିତିର ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଭୋଟର ତାଲିକା ପ୍ରକାଶ ପାଇଛି।…

ଜେଲ୍‌ରେ ପ୍ରଥମ ରାତି କାଟିଲେ ସିଦ୍ଧୁ

ଚଣ୍ଡିଗଡ଼,୨୧।୫: ପଞ୍ଜାବ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ନବଜ୍ୟୋତ ସିଂ ସିଦ୍ଧୁ କୋର୍ଟରେ ଆତ୍ମସମର୍ପଣ କରିବା ପରେ ତାଙ୍କୁ ଜେଲ୍‌କୁ ପଠାଇ ଦିଆଯାଇଛି। ଏହାପରେ ଜେଲ୍‌ରେ ତାଙ୍କର ପ୍ରଥମ ରାତି କଟିଛି। ସିଦ୍ଧୁଙ୍କୁ ପଟିଆଲା କେନ୍ଦ୍ରୀୟ ସଂଶୋଧନ ଗୃହକୁ ପଠାଯାଇଛି। ଏଠାରେ ତାଙ୍କୁ…

ଭାଜପା କିରୋସିନ୍‌ ଛିଞ୍ଚିବା କାମ କରୁଛି

ଲଣ୍ଡନ,୨୧।୫: କଂଗ୍ରେସ ନେତା ରାହୁଲ ଗାନ୍ଧୀ ବର୍ତ୍ତମାନ ବ୍ରିଟେନରେ ଅଛନ୍ତି। ଶୁକ୍ରବାର ସେ ଲଣ୍ଡନର କେମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ‘ଆଇଡିଆ ଫର୍‌ ଇଣ୍ଡିଆ’ ସମ୍ମିଳନୀରେ ଭାଗ ନେଇଥିଲେ। ଏହି ଅବସରରେ ସେ ଭାଜପା ଉପରେ ବର୍ଷି କଡ଼ା ଟିପ୍ପଣୀ ରଖିଛନ୍ତି। ସେ କହିଛନ୍ତି,…

କ୍ୱାଲିଫାୟର-୧ରେ ରାଜସ୍ଥାନ

ମୁମ୍ବାଇ ୨୧ା୫: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ୫ ଉଇକେଟରେ ଚେନ୍ନାଇ ସୁପରକିଙ୍ଗ୍ସକୁ ପରାସ୍ତ କରିଛି। ଫଳରେ ଗୁଜରାଟ ଟାଇଟାନ୍ସ ସହିତ ରାଜସ୍ଥାନ କ୍ୱାଲିଫାୟର-୧ ଖେଳିବାକୁ ଯୋଗ୍ୟତା ଅର୍ଜନ କରିଛି। ରାଜସ୍ଥାନର ବିଜୟ ଫଳରେ ଲକ୍ଷ୍ନୌ…

ଅସନ୍ତୁଷ୍ଟ କର୍ମୀଙ୍କୁ ଦଳକୁ ଆଣିଲେ ମନ୍ତ୍ରୀ

ଝାରସୁଗୁଡ଼ା ଅଫିସ,୨୧ା୫: ବ୍ରଜରାଜନଗର ଉପନିର୍ବାଚନରେ ଅଳକା ମହାନ୍ତିଙ୍କୁ ବିପୁଳ ଭୋଟରେ ବିଜୟୀ କରିବା ପାଇଁ ଦଳର ମନ୍ତ୍ରୀ, ଏମ୍‌ପି, ବିଧାୟକଙ୍କ ସହ ହେଭିୱେଟ ନେତୃବୃନ୍ଦ ପ୍ରାଣପଣେ ଉଦ୍ୟମ ଚଳାଇଛନ୍ତି। ଏଥିପାଇଁ ପ୍ରଚାର ଦାୟିତ୍ୱରେ ଥିବା ନେତାମାନେ ଅସନ୍ତୁଷ୍ଟ କର୍ମୀଙ୍କୁ ମନେଇ ଘରବାହୁଡ଼ା…

ଦୁଇଟି ପର୍ଯ୍ୟାୟରେ ରାଜ୍ୟ ସଭା ଭୋଟ: ୨୪ରେ ପ୍ରକାଶ ପାଇବ ବିଧିବଦ୍ଧ ବିଜ୍ଞପ୍ତି

ଭୁବନେଶ୍ୱର,୨୧।୫(ବ୍ୟୁରୋ): ରାଜ୍ୟ ସଭା ନିର୍ବାଚନ ଲାଗି ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ନିର୍ବାଚନ ଦୁଇଟି ପର୍ଯ୍ୟାୟରେ ହେବ। ରାଜ୍ୟ ସଭା ଏମ୍‌ପି ପ୍ରସନ୍ନ ଆଚାର୍ଯ୍ୟ, ଏନ୍‌.ଭାସ୍କର ରାଓ ଏବଂ ସସ୍ମିତ ପାତ୍ରଙ୍କ କାର୍ଯ୍ୟକାଳ ସରିଛି। ଫଳରେ…

ବଲାଙ୍ଗୀରରେ ସିରିଜ୍‌ ଦୁର୍ଘଟଣା: ଜଣେ ମୃତ, ୨ ଆହତ

ବଲାଙ୍ଗୀର ଅଫିସ,୨୧।୫: ବଲାଙ୍ଗୀର ଆର୍‌ଟିଓ ଅଫିସ ଛକ ନିକଟରେ ଶନିବାର ସିରିଜ୍‌ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ବରଗଡ଼ର ଶ୍ରୀକାନ୍ତ ବାଗ (୩୦)। ଅନ୍ୟ ଦୁଇ ଆହତ ଚିତ୍ତରଞ୍ଜନ ମହାନ୍ତି ଓ ସାଧୁ କୁମାର ନାଏକଙ୍କୁ…

ଓଏଫ୍‌ଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୨୧।୫(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ଓଏଫ୍‌ଏସ୍‌ ସ୍ତରରେ ଅଦଳବଦଳ କରାଯାଇଛି। ଜଙ୍ଗଲ ଓ ପରିବେଶ ବିଭାଗର ସ୍ବତନ୍ତ୍ର ସଚିବ ବରିଷ୍ଠ ଓଏଫ୍‌ଏସ୍‌ ଅଧିକାରୀ ଲାବଣ୍ୟ ଶବର ଏବେ ବିଏମ୍‌ସିର ଚିଫ ଫାଇନାନ୍ସ ଅଫିସର (ସିଏଫ୍‌ଓ) ଭାବେ କାଯର୍ର୍‌ୟ କରିବେ । ରାଜ୍ୟ…

ଦିଲ୍ଲୀ-ମୁମ୍ବାଇ ମ୍ୟାଚ୍‌ର ଫଳାଫଳ ହିଁ ଚୂଡ଼ାନ୍ତ କରିବ ପ୍ଲେଅଫ୍‌ ଟିମ୍‌

ନୂଆଦିଲ୍ଲୀ,୨୧।୫: ଚଳିତ ଆଇପିଏଲ୍‌ ସିଜିନର ଶନିବାର ମ୍ୟାଚ୍‌ ବେଶ୍‌ ଗୁରୁତ୍ୱପୂର୍ଣ୍ଣ ରହିଛି। ଏହି ମୁକାବିଲାରେ ଦିଲ୍ଲୀ କ୍ୟାପିଟାଲ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମୁହାଁମୁହିଁ ହେବେ । ଏହି ମ୍ୟାଚର ଫଳାଫଳ ପରେ ପ୍ଲେ-ଅଫ ଲାଇନ ଅପ୍‌ ଚୂଡ଼ାନ୍ତ ହେବ। ଅନ୍ୟପକ୍ଷେ ଦିଲ୍ଲୀ…

୧୪ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୨୧ା୫(ବ୍ୟୁରୋ): କାଳବୈଶାଖୀ ପ୍ରଭାବ ଯୋଗୁ ରାଜ୍ୟର ୧୪ଟି ଜିଲାରେ ବର୍ଷା ଓ ବଜ୍ରପାତର ଆଶଙ୍କା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସମ୍ପୃକ୍ତ ଜିଲାଗୁଡ଼ିକ ହେଲା- କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, ଅନୁଗୁଳ,…

୧୦୮ବର୍ଷ ପରେ ତୁଟିଲା ବିହାର ଜମି ବିବାଦ

ପାଟନା,୨୧।୫: ଜମି ସଂକ୍ରାନ୍ତ ଏକ ମାମଲାର ସମାଧାନ ପାଇଁ ୧୦ କି ୨୦ ବର୍ଷ ନୁହେଁ ଲାଗିଯାଇଛି ୧୦୮ ବର୍ଷ। ପାଟନାର ଭୋଜପୁର ଜିଲାର ଏ ଘଟଣା। ଦରବାରି ସିଂ ନାଥୁନି ଖାନ୍‌ ନାମରେ ଜଣେ ବ୍ୟକ୍ତିଙ୍କଠାରୁ ଜମି କିଣିଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?