Home Left

ସମସ୍ତଙ୍କ ନଜରରେ ବରୀ, ବଡ଼ଚଣା

ଯାଜପୁର ଅଫିସ,୨୧ା୧: ସାଧାରଣ ନିର୍ବାଚନ କଥା ଦେଖିଲେ ୨୦୧୪ ଅପେକ୍ଷା ୨୦୧୯ରେ ଯାଜପୁର ଜିଲାରେ ୧୩.୨୧% ଭୋଟର ସଂଖ୍ୟା ବୃଦ୍ଧି ପାଇଥିଲା। ତଥାପି ବିଜେଡିକୁ ଏକ ପ୍ରକାର ଚ୍ୟାଲେଞ୍ଜ ଦେବାରେ ଭାଜପା ସଫଳ ହୋଇଥିଲା। ଜିଲାର ସମସ୍ତ ୭ଟି ବିଧାନସଭା ଆସନ…

ସବୁ ଦଳ ପାଇଁ ଅଡୁଆ ଅନ୍ତଃକନ୍ଦଳ

ଖୋର୍ଦ୍ଧା ଅଫିସ,୨୧ା୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଗାଁଠୁ ସହର ସବୁଠି ରାଜନୀତି ସରଗରମ ରହିଛି। ନିର୍ବାଚନୀ ବୈତରଣୀ ପାର ହେବା ଲାଗି ତିନି ପ୍ରମୁଖ ଦଳ ବିଜେଡି, କଂଗ୍ରେସ ଏବଂ ଭାଜପା ରଣନୀତି ପ୍ରସ୍ତୁତିରେ ଲାଗିପଡ଼ିଛନ୍ତି। ଏଥର ପ୍ରାର୍ଥୀଙ୍କ ଅପେକ୍ଷା…

ନେଟ୍‌ଓ୍ବର୍କ ନାହିଁ, କେମିତି ହେବ ‘ଡିଜିଟାଲ ପ୍ରଚାର’

ବିଷମକଟକ, ୨୧।୧(ଡି.ଏନ୍‌.ଏ.): ଅବିଭକ୍ତ କୋରାପୁଟ ଜିଲାକୁ ୧୯୯୨ରେ ବିଭାଜନ କରାଯାଇ ରାୟଗଡ଼ା, ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟ ଜିଲା ହୋଇଥିଲା। ହେଲେ ଏବେବି ୪ ଜିଲାର ଅନେକ ଦୁର୍ଗମ ଅଞ୍ଚଳ ରହିଛି ଯେଉଁଠିକୁ ମୌଳିକ ସୁବିଧା ପହଞ୍ଚତ୍ ପାରୁନାହିଁ। ଡିଜିଟାଲ ସମୟରେ…

କଂଗ୍ରେସକୁ କେବଳ କଂଗ୍ରେସ ହରାଇ ପାରିବ: ସିଦ୍ଧୁ

ଚଣ୍ଡିଗଡ଼,୨୧ ।୧: ପଞ୍ଜାବ ବିଧାନସଭା ନିର୍ବାଚନ ଯେତିକି ପାଖେଇ ଆସୁଛି ସେଠାକାର ରାଜନୈତିକ ବାତାବରଣରେ ମଧ୍ୟ ସେତିକି ଉଷ୍ମତା ପରିଲକ୍ଷିତ ହେଉଛି । ନିକଟରେ ଏକ ଘରୋଇ ଟେଲିଭିଜନକୁ ଦେଇଥିବା ଏକ ସାକ୍ଷାତ୍‌କାରରେ ପଞ୍ଜାବ କଂଗ୍ରେସ ଅଧ୍ୟକ୍ଷ ନବଜୋତ ସିଂ ସିଦ୍ଧୁ…

ବଲିଉଡ୍‌ରେ ଛାଇଲା ଶୋକର ଛାୟା

ନୂଆଦିଲ୍ଲୀ,୨୧।୧: କୋରିଓଗ୍ରାଫର-ଫିଲ୍ମ ନିର୍ମାତା ରେମୋ ଡି’ସୁଜାଙ୍କ ଶାଳକ ଜାସନ ଓ୍ବାଟକିନ୍ସ ମୃତଦେହ ମୁମ୍ବାଇର ମିଲାତ ନଗର ସ୍ଥିତ ତାଙ୍କ ବାସଭବନରୁ ମିଳିଛି। ପୋଲିସ ଅନୁଯାୟୀ, ଓ୍ବାଟକିନ୍ସଙ୍କ ମୃତଦେହ ଘରେ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି। ତାଙ୍କ ବାପା ମା’ ଘରୁକୁ ଫେରିବା…

ନାମାଙ୍କନ ବେଳେ ବଢୁଛି ଗହଳି

ଭୁବନେଶ୍ୱର,୨୧ା୧(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ଯେତେ ପାଖେଇ ଆସୁଛି ଗାଁଗହଳିରେ ରାଜନୀତି ସେତେ ସରଗରମ ହେଉଛି। ପ୍ରାର୍ଥତ୍ପତ୍ର ଦାଖଲ ପ୍ରକ୍ରିୟା ଜୋରସୋର ଚାଲିଛି। ଗତ ୧୭ ତାରିଖରୁ ପ୍ରାର୍ଥୀମାନେ ନାମାଙ୍କନ ଦାଖଲ କରୁଥିବା ବେଳେ ବିଭିନ୍ନ ସ୍ଥାନରେ ଅସମ୍ଭବ ଭିଡ଼ ଦେଖିବାକୁ ମିଳୁଛି।…

ହାବିଲଦାରଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଲେ ଦ୍ୱିତୀୟ ସ୍ତ୍ରୀ

ଭୁବନେଶ୍ୱର,୨୧।୧(ବ୍ୟୁରୋ): କମିଶନରେଟ ପୋଲିସରେ କାର୍ଯ୍ୟରତ ଜଣେ ହାବିଲଦାରଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ ଆସିଛି। ପ୍ରଥମ ସ୍ତ୍ରୀଙ୍କୁ ଛାଡ଼ପତ୍ର ନ ଦେଇ ଦ୍ୱିତୀୟ ବିବାହ କରିବା ଏବଂ ଦ୍ୱିତୀୟ ସ୍ତ୍ରୀଙ୍କୁ ମାରଧର କରିବା ଭଳି ଅଭିଯୋଗ ହୋଇଛି। ନିର୍ଯାତନାର ଶିକାର ହୋଇଥିବା ଦ୍ୱିତୀୟ…

ସାଇ ସମୃଦ୍ଧି ରିୟଲ୍‌କନ୍‌ ଇଣ୍ଡିଆ ଲିମିଟେଡ୍‌ ମୁଖ୍ୟଙ୍କୁ ୫ ବର୍ଷ ଜେଲ

କଟକ ଅଫିସ,୨୧ା୧: ଚିଟ୍‌ଫଣ୍ଡ ଠକେଇ ଅଭିଯୋଗରେ ସାଇ ସମୃଦ୍ଧି ରିୟଲ୍‌କନ୍‌ ଇଣ୍ଡିଆ ଲିମିଟେଡ୍‌ର ପରିଚାଳନା ନିର୍ଦ୍ଦେଶକ ସନ୍ଦୀପ୍‌ କୁମାର ଦାସଙ୍କୁ କଟକର ସ୍ବତନ୍ତ୍ର କୋର୍ଟ ଗୁରୁବାର ୫ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଓଡ଼ିଶା ପ୍ରୋଟେକ୍ସନ ଅଫ୍‌ ଇଣ୍ଟରେଷ୍ଟ ଅଫ୍‌…

ଚିଲିକାରେ ଅଟକିଲା ଭେସେଲ

ବ୍ରହ୍ମଗିରି,୨୧।୧(ଡି.ଏନ୍‌.ଏ.): ଚିଲିକାରେ ପରିବହନ ସେବାରେ ନିୟୋଜିତ ହୋଇଥିବା ଭେସେଲ ଗୁରୁବାର ଯାତ୍ରୀ ଓ ମାଲ୍‌ ପରିବହନ ନେଇ ଯାଉଥିବାବେଳେ ମଝି ଚିଲିକାରେ ଅଟକି ଯାଇଥିଲା। ଫଳରେ ଯାତ୍ରୀମାନେ ଭୟଭୀତ ହୋଇପଡ଼ିଥିବା ସହ ଅଧ ଘଣ୍ଟା କାଳ ଫସି ରହିଥିଲେ। ମିଳିଥିବା ସୂଚନା…

ଏବେ ବି ଯଥେଷ୍ଟ ପଠାନ ବ୍ରଦର୍ସ

ଅଲ ଆମେରାତ(ଓମାନ),୨୧।୧: ପେଶାଦାର କ୍ରିକେଟରୁ ଅବସର ନେଇସାରିଥିଲେ ମଧ୍ୟ ପଠାନ ବ୍ରଦର୍ସ ଏବେ ବି କ୍ରିକେଟ ପଡ଼ିଆରେ ମ୍ୟାଚ୍‌ ଜିତାଇବା ପାଇଁ ଯଥେଷ୍ଟ। ୟୁସୁଫ ପଠାନଙ୍କ ୪୦ରୁ ୮୦ ରନ୍‌ର ବିସ୍ଫୋରକ ଇନିଂସ ଏବଂ ଇର୍ଫାନ (୨୫* ଓ ୨/୨୧)ଙ୍କ ଅଲରାଉଣ୍ଡିଂ…

ଫ୍ରାନ୍ସ-ଜର୍ମାନୀରେ ରେକର୍ଡ କରୁଛି କରୋନା

ପ୍ୟାରିସ/ବର୍ଲିନ,୨୧ ।୧: ବ୍ରିଟେନରେ ଓମିକ୍ରନ୍ ପିକ୍‌ରେ ପହଞ୍ଚି ଏବେ କମ୍ ହୋଇଯାଇଥିବା ସେଠାକାର ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି ସତ । ହେଲେ ୟୁରୋପୀୟ ଦେଶରେ କରୋନାର ତାଣ୍ଡବ ଜାରି ରହିଛି । ଫ୍ରାନ୍ସରେ ଲଗାତାର ଦ୍ୱିତୀୟ ଦିନରେ ୪ ଲକ୍ଷ ନୂଆ…

ପରିବା କିଣିବା ପାଇଁ ୫୦୦ ଟଙ୍କାର ଖୁଚୁରା ମିଳିଲାନି, କିଣିଲେ ଲଟେରି ଟିକେଟ; ଆଉ ତା’ ପରେ…

କାହାର ଭାଗ୍ୟ କେତେବେଳେ ବଦଳିଯିବ ସେ ବିଷୟରେ କିଛି କହି ହେବନାହିଁ। କଥାରେ ଅଛି, ଆଜି ଯିଏ ରାଜା କାଲି ସେ ଚାକର। ଆଉ କାଲି ଯେ ଚାକର ଆଜି ସେ ରାଜା। ଦୁନିଆରେ କିଛି ଲୋକ ଅଛନ୍ତି ଯେଉଁମାନେ କଠିନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri