Home Left

‘ବୈକୁଣ୍ଠପୁରମ୍‌’ର ହିନ୍ଦୀ ଭର୍ସନ ଆସିଲେ ଫିଲ୍ମ ‘ଶେହଜାଦା’ ଉପରେ କୌଣସି ପ୍ରଭାବ ପଡିବ ନାହିଁ: ନିର୍ମାତା

ସାଉଥ୍‌ ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ ‘ପୁଷ୍ପା’ବଡ଼ ସଫଳତା ପାଇବା ପରେ ଏବେ ଅଲ୍ଲୁଙ୍କ ଆଉ ଏକ ସୁପରହିଟ୍‌ ଫିଲ୍ମ ‘ବୈକୁଣ୍ଠପୁରମ୍‌’ ଜାନୁୟାରୀ ୨୬ରେ ହିନ୍ଦୀରେ ରିଲିଜ୍‌ କରାଯିବ। ଅଲ୍ଲୁଙ୍କ କ୍ରମାଗତ ହିଟ୍‌ ହେଉଥିବା ଫିଲ୍ମ ହିନ୍ଦୀ ଦର୍ଶକଙ୍କୁ ସାଉଥ୍‌ ଫିଲ୍ମ…

ନିର୍ବାଚନ ନୁହେଁ, ସହମତିରେ ଚୟନ

କୋରାପୁଟ,୨୧ା୧(ସ୍ବ.ପ୍ର.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ କୋଟିଆ ପଞ୍ଚାୟତରେ ନିର୍ବାଚନ ହେବ ନାହିଁ। ସହମତିଭିତ୍ତିରେ ଜନପ୍ରତିନିଧି ଚୟନ ହେବେ ବୋଲି କୋରାପୁଟସ୍ଥିତ ଏକ ହୋଟେଲରେ ଗୁରୁବାର ସନ୍ଧ୍ୟାରେ ବସିଥିବା ସର୍ବଦଳୀୟ ବୈଠକରେ ନିଷ୍ପତ୍ତି ନିଆଯାଇଛି। ଜିଲା ବିଜେଡି ସଭାପତି ଈଶ୍ୱର ଚନ୍ଦ୍ର ପାଣିଗ୍ରାହୀଙ୍କ…

ପୁଣି ଥରେ ବିଶ୍ୱକପ୍‌ରେ ଭାରତ-ପାକିସ୍ତାନ ମ୍ୟାଚ୍‌

ଦୁବାଇ,୨୧।୧: ଆସନ୍ତା ବର୍ଷ ୨୦୨୨ରେ ଅଷ୍ଟ୍ରେଲିଆରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ର କାର୍ଯ୍ୟସୂଚୀ ଶୁକ୍ରବାର ପ୍ରକାଶ ପାଇଛି। ମେନ ଇନ୍‌ ବ୍ଲ୍ୟୁ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ଚିରପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ଭେଟିବ। ଏହି ମ୍ୟାଚ୍‌ ଅକ୍ଟୋବର ୨୩ ତାରିଖରେ ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡ…

ଢିଙ୍କିଆରେ ପୋଲିସର ଲାଠିମାଡ଼ ଘଟଣା: ଗୃହ ବିଭାଗକୁ ରିପୋର୍ଟ ତଲବ କଲେ ହାଇକୋର୍ଟ

କଟକ ଅଫିସ,୨୧ା୧: ଜଗତ୍‌ସିଂହପୁର ଜିଲା ଢିଙ୍କିଆରେ ସ୍ଥାନୀୟ ଅଞ୍ଚଳବାସୀଙ୍କୁ ପୋଲିସ ଅମାନୁଷିକ ଲାଠିମାଡ଼ ଘଟଣାରେ ଓଡ଼ିଶା ହାଇକୋର୍ଟ ରାଜ୍ୟ ଗୃହ ବିଭାଗ ନିକଟରୁ ଷ୍ଟାଟସ୍‌ ରିପୋର୍ଟ ତଲବ କରିଛନ୍ତି। ଏଥିସହ ଢିଙ୍କିଆ ଓ ଆଖପାଖ ଅଞ୍ଚଳକୁ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଇ ଦେବାକୁ…

ଘାନାରେ ଶକ୍ତିଶାଳୀ ବିସ୍ଫୋରଣ

ଆକରା,୨୧ ।୧: ଘାନାରେ ହୋଇଥିବା ଏକ ଶକ୍ତିଶାଳୀ ବିସ୍ଫୋରଣରେ ଅନେକ ଲୋକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ବିସ୍ଫୋରଣ ଏତେ ଶକ୍ତିଶାଳୀ ଥିଲା ଯେ ନିକଟରେ ଥିବା ଅନେକ ଘର ଭାଙ୍ଗି ଯାଇଥିବା କୁହାଯାଉଛି । କୁହାଯାଉଛି କି ସୁନା ଖଣି…

୫ବର୍ଷରୁ କମ୍‌ ଛୁଆଙ୍କ ପାଇଁ ମାସ୍କ ଜରୁରୀ ନୁହେଁ

ନୂଆଦିଲ୍ଲୀ,୨୦।୧: ୫ ବର୍ଷରୁ କମ୍‌ ଛୁଆଙ୍କ ପାଇଁ ମାସ୍କ ଜରୁରୀ ନୁହେଁ। ୬ରୁ ୧୧ ବର୍ଷର ପିଲା ମାସ୍କ ପିନ୍ଧି ପାରନ୍ତି। କିନ୍ତୁ ଏହା ସେମାନଙ୍କର ସୁରକ୍ଷିତ ମାସ୍କ ବ୍ୟବହାରର ଦକ୍ଷତା ଉପରେ ନିର୍ଭର କରେ। ଏଣୁ ସେମାନେ ବାପା ମା’ଙ୍କ…

ଶେଷ ବେଳକୁ ବଢୁଛି ପ୍ରାର୍ଥୀଙ୍କ ନାମାଙ୍କନ

କୋକସରା,୨୦।୧(ଡି.ଏନ.ଏ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ନାମାଙ୍କନ ଦାଖଲ ପ୍ରକ୍ରିୟା ଜାରି ରହିଛି। ଗୁରୁବାର କୋକସରା ବ୍ଲକର ୨୨ ପଞ୍ଚାୟତର ସମିତି ସଭ୍ୟ ଆସନ ପାଇଁ ୩୮ ଜଣ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଥିବା ବେଳେ ସରପଞ୍ଚ ପାଇଁ ୫୦, ୱାର୍ଡ…

ପତ୍ନୀଙ୍କୁ ହତ୍ୟା କରିବା ପାଇଁ ଡାକ୍ତରଙ୍କୁ ସୁପାରି

କୋଟା(ରାଜସ୍ଥାନ),୨୦।୧: ପତ୍ନୀଙ୍କୁ ହତ୍ୟା କରିବା ପାଇଁ ଜଣେ ଡାକ୍ତରଙ୍କୁ ସୁପାରି ଦେବାକୁ ଉଦ୍ୟମ କରିବା ଅଭିଯୋଗରେ ଜଣେ ୩୫ ବର୍ଷୀୟ ବ୍ୟକ୍ତିଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି। ଏ ନେଇ ଗୁରୁବାର ଝାଲାଓ୍ବାର ସିଟି ପୋଲିସ ପକ୍ଷରୁ କୁହାଯାଇଛି। ଅଭିଯୁକ୍ତ ଜଣକ…

ବୁଲ୍ଲି ବାଈ ଆପ୍‌: ବ୍ରଜରାଜନଗରରୁ ଗିରଫ ହେଲେ ଏମ୍‌ବିଏ ଡିଗ୍ରୀଧାରୀ

ଝାରସୁଗୁଡ଼ା ଅଫିସ୍‌, ୨୦ା୧: ବିବାଦୀୟ ମୋବାଇଲ ଆପ୍ଲିକେଶନ (ଆପ୍‌) ‘ବୁଲ୍ଲି ବାଈ’କୁ ପ୍ରସ୍ତୁତ କରିବାରେ ସାମିଲ ଥିବା ଅଭିଯୋଗରେ ମୁମ୍ବାଇ କ୍ରାଇମ୍‌ବ୍ରାଞ୍ଚର ସାଇବର ପୋଲିସ ଟିମ୍‌ ଝାରସୁଗୁଡ଼ା ଜିଲା ବ୍ରଜରାଜନଗରର ଜଣେ ଏମ୍‌ବିଏ ଡିଗ୍ରୀଧାରୀଙ୍କୁ ଗୁରୁବାର ଗିରଫ କରିଛି। ସେ ହେଲେ…

ସ୍ବାଧୀନତା ସଂଗ୍ରାମୀଙ୍କ ପରଲୋକ

ଭଣ୍ଡାରିପୋଖରୀ,୨୦।୧ (ଡି.ଏନ.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଅଞ୍ଚଳର ସ୍ବାଧୀନତା ସଂଗ୍ରାମୀ ଶଶିଭୂଷଣ ଦାସ (୯୩)ଙ୍କ ଗୁରୁବାର ଅପରାହ୍ନରେ ସରସଦା ପଞ୍ଚାୟତ ପିରିପୁର ଗ୍ରାମ ବାସଭବନରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ଝିଅ, ପୁଅ, ଜ୍ୱାଇଁ, ନାତୁଣୀ, ନାତି, ପୂର୍ବତନ ପଞ୍ଚାୟତ ସମିତି…

ପ୍ରଥମ ଅର୍ଦ୍ଧଶତକ ସହ ମାଇଲଷ୍ଟୋନ ହାତେଇଲେ ଶାର୍ଦ୍ଦୁଳ

ପାର୍ଲ,୨୦।୧: ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଦିନିକିଆରେ ବଲ ସହ ପ୍ରଦର୍ଶନ କରିବାରେ ବିଫଳ ହୋଇଥିବା ଭାରତୀୟ ଅଲରାଉଣ୍ଡର ଶାର୍ଦ୍ଦୁଳ ଠାକୁର ନିମ୍ନକ୍ରମରେ ବ୍ୟାଟିଂ କରିବାକୁ ଆସି ଅର୍ଦ୍ଧଶତକୀୟ ଇନିଂସ ଖେଳିଥିଲେ। ତାଙ୍କର ଏହି ଇନିଂସ ଭାରତୀୟ ଦଳକୁ ପରାଜୟରୁ ବଞ୍ଚାଇ…

ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇ ଗାଡ଼ି ଫେରାର

ନୂଆପଡ଼ା ଅଫିସ,୨୦।୧: ନୂଆପଡା ଜିଲା କୋମନା ଥାନା ବରନ୍ଦାପାଟ ନିକଟ ବିଜୁ ଏକ୍ସପ୍ରେସ ୱେରେ ଏକ ଗାଡି ଧକ୍କାରେ ୨ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଭେଲା ପଞ୍ଚାୟତ ଅଧୀନ ଭରତପଡାର ଚିତମନ ମାଝି ଓ କୁରେଶ୍ୱର ପଞ୍ଚାୟତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri