କଲେଜ ଅଧ୍ୟକ୍ଷ, ଏସ୍ଡିପିଓ ନିଲମ୍ବିତ
ଭୁବନେଶ୍ୱର,୧୯।୧(ବ୍ୟୁରୋ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ମା’ ତାରିଣୀ କଲେଜ ଅଧ୍ୟକ୍ଷ ବିକାଶ ଦାଶ ଓ ସାଲେପୁର ଏସ୍ଡିପିଓ ପ୍ରଶାନ୍ତ ମାଝିଙ୍କୁ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗରେ ଚାକିରିରୁ ନିଲମ୍ବିତ କରାଯାଇଛି। ଅଧ୍ୟକ୍ଷ ଦାଶଙ୍କ ବିରୋଧରେ ମାର୍ଶାଘାଇ ଥାନାରେ ମଧ୍ୟ ମାମଲା…
ଢିଙ୍କିଆ ଲାଠିମାଡ଼ ଘଟଣା ହାଇକୋର୍ଟରେ ୨ ଜନସ୍ବାର୍ଥ ମାମଲା
କଟକ ଅଫିସ,୧୯।୧: ଜଗତ୍ସିଂହପୁର ଜିଲା ଢିଙ୍କିଆରେ ନିକଟରେ ଜେଏସ୍ଡବ୍ଲ୍ୟୁ କମ୍ପାନୀ ନିମନ୍ତେ ପ୍ରଶାସନର ଜମି ଅଧିଗ୍ରହଣ ପ୍ରକ୍ରିୟାକୁ ବିରୋଧ କରୁଥିବା ସ୍ଥାନୀୟ ଅଞ୍ଚଳବାସୀଙ୍କୁ ପୋଲିସ ଅମାନୁଷିକ ଭାବେ ଲାଠିମାଡ଼ କରିଥିଲା। ଏହି ଘଟଣାରେ ମଙ୍ଗଳବାର ହାଇକୋର୍ଟରେ ୨ଟି ଜନସ୍ବାର୍ଥ ମାମଲା ଦାୟର…
ରାଉରକେଲା ଗ୍ଲୋବାଲ ମେୟର୍ସ ଚ୍ୟାଲେଞ୍ଜ ବିଜେତା
ନୂଆଦିଲ୍ଲୀ/ରାଉରକେଲା ଅଫିସ୍, ୧୯।୧: ଭାରତର ପ୍ରମୁଖ ଶିଳ୍ପ ସହର ରାଉରକେଲାର ଛେଣ୍ଡ୍ରେ ୫ ଟନ କ୍ଷମତା ବିଶିଷ୍ଟ ଏକ ଶୀତଳଭଣ୍ଡାର ସ୍ଥାପନ କରାଯାଇଛି। ଏହା କାର୍ଯ୍ୟକ୍ଷମ ହେବା ଫଳରେ ସହରର ଛୋଟ ଚାଷୀ, ପନିପରିବା ତଥା ଫଳ ବ୍ୟବସାୟୀମାନେ ନିଜର ସାମଗ୍ରୀ…
ରଣବୀରରେ ବିସ୍ଫୋରଣ: ୩ ମୃତ
ମୁମ୍ବାଇ,୧୯।୧: ଭାରତୀୟ ନୌସେନାର ମୁମ୍ବାଇ ଡକ୍ୟାର୍ଡରେ ଥିବା ଆଇଏନ୍ଏସ୍ ରଣବୀରରେ ମଙ୍ଗଳବାର ରାତିରେ ବିସ୍ଫୋରଣ ଘଟିଛି। ଏଥିରେ ୩ ନାବିକଙ୍କ ଜୀବନ ଯାଇଥିବାବେଳେ ଅନେକେ ଆହତ ହୋଇଛନ୍ତି। ବିସ୍ଫୋରଣର କାରଣ ସ୍ପଷ୍ଟ କରିବା ଲାଗି ନୌସେନା ପକ୍ଷରୁ କୋର୍ଟ ଅଫ୍ ଇନ୍କ୍ୱାରି…
କୋହଲି ଇସ୍ତଫା ଦେବାର ତିନି ଦିନ ପରେ ରାହୁଲଙ୍କ ବଡ ବୟାନ: ଯଦି ମୋତେ…
ନୂଆଦିଲ୍ଲୀ,୧୮।୧: ନିକଟରେ ଭାରତୀୟ ଟେଷ୍ଟ ଦଳର ଅଧିନାୟକ ପଦ ଛାଡ଼ିଛନ୍ତି ବିରାଟ କୋହଲି। ଏହାପରେ ତାଙ୍କ ସ୍ଥାନରେ କାହାକୁ ଅଧିନାୟକ ଭାବେ ନିଯୁକ୍ତ କରାଯିବ ସେ ନେଇ ଆଲୋଚନା ବଢ଼ିବାରେ ଲାଗିଛି। କିଛି ଲୋକ ରୋହିତଙ୍କୁ ସୀମିତ ଓଭର ସହ ଏହି…
ପ୍ରଥମ ଦିନିକିଆରେ କିଏ କରିବ ଓପନିଂ? ଅଧିନାୟକ କେ.ଏଲ୍. ରାହୁଲ କହିଲେ…
ପାର୍ଲ,୧୮।୧: ଦକ୍ଷିଣ ଆଫ୍ରିକା ବିପକ୍ଷରେ ବୁଧବାର ଖେଳାଯିବାକୁ ଥିବା ପ୍ରଥମ ଦିନିକିଆରେ ଶିଖର ଧାଓ୍ବନଙ୍କ ସହ ଓପନିଂ କରିବେ ଭାରତୀୟ ଅଧିନାୟକ କେ.ଏଲ୍. ରାହୁଲ। ଏହାଛଡ଼ା ଅଲରାଉଣ୍ଡର ଭେଙ୍କଟେଶ ଆୟର ଅତିରିକ୍ତ ପେସ ବୋଲର ଭାବେ ଦଳରେ ସାମିଲ ହୋଇପାରନ୍ତି। ଏହାଦ୍ୱାରା…
ମନୋଜ ପାଣ୍ଡେ ହେବେ ପରବର୍ତ୍ତୀ ସ୍ଥଳସେନା ଉପମୁଖ୍ୟ
ନୂଆଦିଲ୍ଲୀ,୧୮।୧: ଦେଶର ପରବର୍ତ୍ତୀ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍ (ସିଡିଏସ୍) ନିଯୁକ୍ତି ଅଟକି ରହିଛି। ମାତ୍ର ମଙ୍ଗଳବାର ସରକାର ପୂର୍ବାଞ୍ଚଳ ସେନା କମାଣ୍ଡର ଲ୍ୟୁଟ୍ନାଣ୍ଟ ଜେନେରାଲ ମନୋଜ ପାଣ୍ଡେଙ୍କୁ ସ୍ଥଳସେନାର ପରବର୍ତ୍ତୀ ଉପମୁଖ୍ୟ ଭାବେ ନିଯୁକ୍ତି ପ୍ରସ୍ତାବକୁ ମଞ୍ଜୁରୀ ପ୍ରଦାନ କରିଥିବା…
ଅଖିଳେଶଙ୍କ ପାଇଁ ମମତା କରିବେ ପ୍ରଚାର, ଦଳ ଦେବନାହିଁ ପ୍ରାର୍ଥୀ
ଲକ୍ଷ୍ନୌ,୧୮।୧: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନକୁ ନେଇ ରାଜନୈତିକ ବାତାବରଣ ସରଗରମ ରହିଛି। ଭାଜପାକୁ କ୍ଷମତାରୁ ହଟାଇବା ପାଇଁ ଅଖିଳେଶ ଯାଦବଙ୍କ ସମାଜବାଦୀ ପାର୍ଟି ସହ ଏବେ ହାତ ମିଳାଇଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ମମତାଙ୍କ ଟିଏମସି ଏହି ନିର୍ବାଚନରେ…
ସ୍ଥିତି ନିୟନ୍ତ୍ରଣାଧୀନ, ଭୟଭୀତ ନ ହେବାକୁ ପରାମର୍ଶ
ଭୁବନେଶ୍ୱର,୧୮।୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନ୍ଫରେନ୍ସିଂ ଜରିଆରେ କୋଭିଡ-୧୯ ସ୍ଥିତିର ସମୀକ୍ଷା କରିଛନ୍ତି। ରାଜ୍ୟରେ ବର୍ତ୍ତମାନ ପରିସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣରେ ରହିଛି। ତେଣୁ ଭୟଭୀତ ନ ହୋଇ କୋଭିଡର ସମସ୍ତ କଟକଣାକୁ ପାଳନ କରିବା ପାଇଁ ସମୀକ୍ଷା ପରେ…
ସୁରକ୍ଷାକର୍ମୀଙ୍କ ଗୁଳିମାଡ଼ରେ ୫ ମାଓବାଦୀ ମୃତ
ମାଲକାନଗିରି,୧୮।୧(ଡି.ଏନ୍.ଏ.): ମାଲକାନଗିରି ଜିଲା ସୀମାନ୍ତବର୍ତ୍ତୀ ଛତିଶଗଡ ଓ ତେଲେଙ୍ଗାନାର ୨ଟି ପୃଥକ ସ୍ଥାନରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ଦୁଇ ମହିଳା ମାଓବାଦୀ ସମେତ ୫ ଜଣଙ୍କ ମୃତ୍ୟୁ ଘଟିଛି। ତେବେ ତେଲେଙ୍ଗାନା ରାଜ୍ୟ ଓ ଛତିଶଗଡ…
ଅନ୍ଲାଇନ୍ରେ ମଗାଇଥିଲେ ‘ତରକାରୀ’; ବାହାରିଲା ମଲା ଝିଟିପିଟି
ଆଜିକାଲି ‘ଅନ୍ଲାଇନ୍ ଫୁଡ୍ ଡେଲିଭରି’ର ଚାହିଦା କ୍ରମାଗତ ଭାବେ ବୃଦ୍ଧି ପାଉଛି। ବିଶେଷ କରି କରୋନା କାଳରେ ଲୋକମାନେ ଅନ୍ଲାଇନ୍ରେ ଖାଦ୍ୟ ମଗାଇବାକୁ ପସନ୍ଦ କରୁଛନ୍ତି। ହେଲେ ଅନେକ ଥର ଖାଦ୍ୟରେ ଏଭଳି ଜିନିଷ ମିଳିଥାଏ,ଯାହା ଆଶ୍ଚର୍ଯ୍ୟ କରିଥାଏ। ଏଭଳି ଏକ…
କୋହଲି- ରାହୁଲଙ୍କ ଏହି ଫଟୋ ଦେଖି ଭାବବିହ୍ବଳ ହେଲେ ପ୍ରଶଂସକ; କହିଲେ- ତୁମକୁ ଏପରି…
ନୂଆଦିଲ୍ଲୀ,୧୮।୧: ଯିଏ ଥିଲେ ଅଧିନାୟକ, ଏବେ ସେ ଜଣେ ସାଧାରଣ ଖେଳାଳି। ଯାହାଙ୍କ ନିର୍ଦ୍ଦେଶକୁ ଖେଳାଳିମାନେ ଶୁଣୁଥିଲେ ସେ ଏବେ ଅନ୍ୟର ନିର୍ଦ୍ଦେଶକୁ ପାଳନ କରୁଛନ୍ତି। ଆମେ କଥା ହେଉଛୁ ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ କଥା। ବୁଧବାର ଦକ୍ଷିଣ ଆଫ୍ରିକା…
Archives


