Home Left

ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ପରେ ସିଦ୍ଧୁଙ୍କ ପ୍ରଥମ ପ୍ରତିକ୍ରିୟା

ନୂଆଦିଲ୍ଲୀ,୧୯।୫: ୩୪ ବର୍ଷ ପୁରୁଣା ରାସ୍ତା ପାର୍କିଂ ବଚସା ମାମଲାରେ ସୁପ୍ରିମକୋର୍ଟ ଗୁରୁବାର କଂଗ୍ରେସ ନେତା ତଥା ପୂର୍ବତନ କ୍ରିକେଟ ନବଜୋତ ସିଂ ସିଦ୍ଧୁଙ୍କୁ ଏକ ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି। ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ଆସିଲାବେଳେ ସିଦ୍ଧୁ ଏକ ହାତୀ ଉପରେ…

ସୋନୁଙ୍କୁ ସହାୟତାର ହାତ ବଢାଇଲେ ସୋନୁ

ଆଜିକାଲି ସୋସିଆଲ ମିଡିଆରେ ବିହାରର ସୋନୁ କୁମାର ଚର୍ଚ୍ଚାର ବିଷୟ ପାଲଟିଛନ୍ତି। ପଞ୍ଚମ ଶ୍ରେଣୀରେ ପଢୁଥିବା ୧୨ ବର୍ଷର ବାଳକ ସୋନୁ ନିକଟରେ ବିବାହ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ତାଙ୍କ ପାଠପଢା ପାଇଁ ସହାୟତା ମାଗି ଚର୍ଚ୍ଚାକୁ ଆସିଥିଲେ। ଏହାର ଭିଡିଓ…

ଜାଣନ୍ତି ବବଲ୍‌ ର଼୍ୟାପ୍‌ ଦେଖିବା କ୍ଷଣି କାହିଁକି ଫୁଟାଇବାକୁ ମନ ଚାହେଁ

ଯେତେବେଳେ ଆମେ କିଛି ଜିନିଷ କିଣୁ ଏହା ଅତ୍ୟନ୍ତ ସୂକ୍ଷ୍ମ ଏବଂ ବହୁତ ଭଲ ଭାବରେ ପ୍ୟାକ୍‌ ହୋଇଥାଏ। ଗ୍ଲାସ ବ୍ୟତୀତ ଚାଇନା ମାଟିର ବାସନ ହେଉ କିମ୍ବା ଅନ୍ୟ କୌଣସି ସୂକ୍ଷ୍ମ ସାମଗ୍ରୀ ହେଉ ଏହି ଜିନିଷଗୁଡ଼ିକ ପ୍ରାୟତଃ ବବଲ୍‌…

୨ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ, ଦିନକର ଦରମା ବନ୍ଦ

ଛତ୍ରପୁର,୧୯।୫(ଡି.ଏନ.ଏ.)-ସ୍କୁଲରେ ଅନୁପସ୍ଥିତ ରହିବା ନେଇ ଗଞ୍ଜାମ ଜିଲାର ୨ ଜଣ ସହକାରୀ ଶିକ୍ଷକଙ୍କୁ ମହଙ୍ଗା ପଡିଛି । ଉକ୍ତ ୨ ଶିକ୍ଷକଙ୍କୁ ଭଞ୍ଜନଗର ବ୍ଲକ ଶିକ୍ଷା ଅଧିକାରୀଙ୍କ ପକ୍ଷରୁ କାରଣ ଦର୍ଶାଅ ନୋଟିସ ଜାରି ହୋଇଛି। ସେମାନେ ହେଲେ ଭଞ୍ଜନଗର ବ୍ଳକ…

‘ଟମାଟୋ ଫ୍ଲୁ’ଏକ ଭାଇରାଲ ରୋଗ: ଜନସାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୧୯।୫(ବ୍ୟୁରୋ): ‘ଟମାଟୋ ଫ୍ଲୁ’ କୁ ନେଇ ଜନ ସାସ୍ଥ୍ୟ ନିର୍ଦେଶକ ନିରଞ୍ଜନ ମିଶ୍ର ପ୍ରତିକ୍ରିୟା ଗୁରୁବାର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଏକ ଭାଇରାଲ ରୋଗ। ଏହି ରୋଗର ଲକ୍ଷଣ ହେଉଛି ପିଲା ଖାଇବେ ନାହିଁ,ବାନ୍ତି ହେବା ସହ ଦେହ ଯାକ…

ଭାଜପାରେ ମିଶିଲେ ସୁନୀଲ ଜାଖର

ନୂଆଦିଲ୍ଲୀ,୧୯।୫: ଭାଜପାରେ ଯୋଗ ଦେଲେ ପଞ୍ଜାବ କଂଗ୍ରେସରର ବରିଷ୍ଠ ନେତା ସୁନୀଲ ଜାଖର। ଭାଜପା ସଭାପତି ଜେପି ନଡ୍ଡାଙ୍କ ଉପସ୍ଥିତିରେ ସେ ଗୁରୁବାର ଯୋଗ ଦେଇଛନ୍ତି। ନିକଟରେ କଂଗ୍ରେସରୁ ଇସ୍ତଫା ଦେଇଥିଲେ ସୁନୀଲ ଜାଖର । ଜେପି ନଡ୍ଡା ତାଙ୍କୁ ଦଳର…

ପାଇପ ବିଛାରେ ଦୁର୍ନୀତି, ଭିଜିଲାନ୍ସ ଡିଏସ୍‌ପିଙ୍କୁ ଭାଜପାର ଦାବିପତ୍ର

କେନ୍ଦୁଝର, ୧୯।୫(ସ୍ବ.ପ୍ର.): କେନ୍ଦୁଝର ସହରରେ ପାଇପ ଦ୍ୱାରା ପାନୀୟ ଜଳ ଯୋଗାଣରେ ବ୍ୟାପକ ଦୁର୍ନୀତି ହୋଇଥିବାରୁ ତଦନ୍ତ ପାଇଁ ଭାଜପା ପକ୍ଷରୁ ଭିଜିଲାନ୍ସ ୟୁନିଟରେ ଦାବିପତ୍ର ପ୍ରଦାନ କରାଯାଇଛି। ଜିଲା ଭାଜପା ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମା ସମେତ ପୌରଧ୍ୟକ୍ଷା…

ଜାତୀୟ ଜନଜାତି କମିଶନଙ୍କ ନିକଟରେ ହାଜର ହେଲେ କେନ୍ଦୁଝର ଜିଲାପାଳ

କେନ୍ଦୁଝର,୧୯।୫(ସ୍ବ.ପ୍ର.): ଜାତୀୟ ଜନଜାତି କମିଶନଙ୍କ ପାଖରେ ହାଜର ହେଲେ କେନ୍ଦୁଝର ଜିଲାପାଳ ଆଶିଷ ଠାକରେ। କମିଶନ ସଦସ୍ୟ ଅନନ୍ତ ନାୟକଙ୍କ ଉପସ୍ଥିତିରେ ଗୁରୁବାର ଶୁଣାଣି ହୋଇଛି। ଆସନ୍ତା ଜୁନ ୨୮ରେ ମାମଲାରେ ହେବ ପରବର୍ତ୍ତୀ ଶୁଣାଣି ହେବା ପାଇଁ ଦିନ ଧାର୍ଯ୍ୟ…

ବିବାଦ ପିଛା ଛାଡୁନି: ଏବେ ଇଡି ପଞ୍ଝାରେ…

ମୁମ୍ବାଇ: ଶିଳ୍ପା ଶେଟ୍ଟୀଙ୍କ ସ୍ବାମୀ ରାଜ୍‌ କୁନ୍ଦ୍ରାଙ୍କ ପିଛା ଛାଡୁନି ବିବାଦ। ପୂର୍ବରୁ ଅଶ୍ଳୀଳ ଫିଲ୍ମ ତିଆରି କରି ଗିରଫ ହୋଇଥିବା ରାଜ୍‌ ଏବେ ଆଉ ଏକ ନୂଆ ମାମଲାରେ ଛନ୍ଦି ହୋଇଛନ୍ତି। ମନି ଲଣ୍ଡରିଂ ମାମଲାରେ ତାଙ୍କ ନାଁ ଉଠିଛି।…

ହଲିଉଡ୍‌ ଅଭିନେତ୍ରୀଙ୍କ ପୁଅ ସହ ଭିଡିଓ କଲ୍‌ରେ ଆରାଧ୍ୟା

ମୁମ୍ବାଇ: ନୀଳନୟନା ଐଶ୍ୱର୍ଯ୍ୟା ରାୟବଚ୍ଚନ କାନ୍ସ ଫିଲ୍ମ ଫେଷ୍ଟିଭାଲ ପାଇଁ ସ୍ବାମୀ ଅଭିଷେକ ବଚ୍ଚନ ଏବଂ ଝିଅ ଆରାଧ୍ୟାଙ୍କ ସହ ଗୋଟିଏ ଦିନ ପୂର୍ବରୁ କାନ୍ସର ରେଡ୍‌ କାର୍ପେଟରେ ବୁଲୁଥିବାର ନଜର ଆସିଥିଲେ। ଏବେ ତାଙ୍କର ଏକ ଭିଡିଓ ଭାଇରାଲ ହେବାରେ…

ଅନ୍ତିମ ସଂସ୍କାରରେ ଡିଜେ ବଜାଇ ନାଚିଲେ

ଖୁସିର ସମୟରେ ଲୋକମାନେ ନାଚିଥାନ୍ତି, ପାର୍ଟି କରିଥାନ୍ତି। ହେଲେ ଆପଣ କେବେ କେହି ମରିଗଲେ ଉତ୍ସବ ପାଳନ କରିବା ଦେଖିଛନ୍ତି କି? ହୁଏତ ନା। ହେଲେ ଏବେ ସୋସିଆଲ ମିଡିଆରେ ଏଭଳି ଏକ ଭିଡିଓ ଭାଇରାଲ ହେଉଛି ଯାହାକୁ ଦେଖିଲେ ଆପଣ…

ନର୍ଭସ ଅଛନ୍ତି ଆଲିଆ

‘ଗଙ୍ଗୁବାଇ କାଠିଆଓ୍ବାଡି’ ଏବଂ ‘ଆରଆରଆର’ ଫିଲ୍ମ ସୁପରହିଟ୍‌ ସାବ୍ୟସ୍ତ ହେବା ପରେ ଆଲିଆ ଭଟ୍ଟ ଏବେ ତାଙ୍କର ପ୍ରଥମ ହଲିଉଡ ଫିଲ୍ମର ଶୁଟିଂ ଆରମ୍ଭ କରିବାକୁ ଯାଉଛନ୍ତି। ଏହା ପୂର୍ବରୁ ସେ ଟିକେ ନର୍ଭସ ଅଛନ୍ତି। ସୋସିଆଲ ମିଡିଆରେ ଆଲିଆ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?