Home Left

‘ଅନ୍ୟ ଖେଳାଳିଙ୍କ ତଳେ ଖେଳିବା ପାଇଁ କୋହଲିଙ୍କୁ ଅହଂକାର ଛାଡ଼ିବାକୁ ପଡ଼ିବ’

ନୂଆଦିଲ୍ଲୀ,୧୮।୧: ଅନ୍ୟ ଖେଳାଳିଙ୍କ ନେତୃତ୍ୱରେ ଖେଳିବା ପାଇଁ ବିରାଟ କୋହଲିଙ୍କୁ ଅହଂଙ୍କାର ଛାଡ଼ିବାକୁ ପଡ଼ିବ। ପୂର୍ବତନ ଭାରତୀୟ ଅଧିନାୟକଙ୍କୁ ଏଭଳି ପରାମର୍ଶ ଦେଇଛନ୍ତି ୧୯୮୩ ବିଶ୍ୱକପ୍‌ ଚାମ୍ପିୟନ ଅଧିନାୟକ କପିଳ ଦେବ। ୩୩ ବର୍ଷୀୟ କୋହଲି ଶନିବାର ସନ୍ଧ୍ୟାରେ ହଠାତ୍‌ ଟେଷ୍ଟ…

ଖୁବ୍‌ଶୀଘ୍ର ପଞ୍ଜାବ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିବ ଆପ୍‌

ନୂଆଦିଲ୍ଲୀ,୧୮।୧: ଆମ ଆଦମୀ ପାର୍ଟି ମଙ୍ଗଳବାର ପଞ୍ଜାବ ପାଇଁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିବ। ଏ ନେଇ ମଙ୍ଗଳବାର ମଧ୍ୟ୍ୟାହ୍ନ ୧୨ଟାରେ ପଞ୍ଜାବର ମୋହଲିଠାରେ ଏକ ଖବରଦାତା ସମ୍ମିଳନୀରେ ଆୟୋଜନ ହେବାର କାର୍ଯ୍ୟକ୍ରମ ରହିଛି। ଲୋକଙ୍କ ମତାମତ ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ…

‘ କେବଳ ମିଳିତ ଉଦ୍ୟମ ଦ୍ୱାରା ମହାମାରୀର ଅନ୍ତ ସମ୍ଭବ’

ଡାଭୋସ,୧୮।୧: କରୋନା ମହାମାରୀରୁ ମୁକ୍ତି ପାଇବାକୁ ହେଲେ ମିଳିତ ଉଦ୍ୟମ ଜରୁରୀ ବୋଲି ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ କହିଛନ୍ତି। ସାରା ବିଶ୍ୱରେ ଟିକାର ସୁଷମ ବଣ୍ଟନ ଏବଂ ଟିକାକରଣ ବଢ଼ାଇବା ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି। ତେବେ ପରସ୍ପରକୁ ଦୋଷାରୋପ…

୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ରେ ବିପର୍ଯ୍ୟୟ

ବାସେଟେରେ,୧୮।୧: ଚଳିତ ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ରେ ସୋମବାର ଏକ ବିପର୍ଯ୍ୟୟ ଘଟିଛି। ବାସେଟେରେ ଅଷ୍ଟ୍ରେଲିଆକୁ ୪ ଉଇକେଟରେ ହରାଇ ଦେଇଛି ଶ୍ରୀଲଙ୍କା। ପୂରା ମ୍ୟାଚ୍‌ରେ ଅଧିନାୟକ ଦୁନିଥ ଓ୍ବେଲାଲାଗେ ଛାୟୀ ହୋଇ ରହିଥିଲେ। ଉଭୟ ବ୍ୟାଟ ଓ ବଲରେ ତାଙ୍କର…

ନେଟଓ୍ବର୍କ ନ ଆସିଲେ ଭୋଟ କଥା ଭୁଲିଯାଅ

ଦେବଗଡ଼,୧୮।୧(ଡି.ଏନ.ଏ.): ନେଟୱାର୍କ ସମସ୍ୟା ନେଇ ତିଲେଇବଣୀ ବ୍ଲକର ୬ଟି ପଞ୍ଚାୟତବାସୀ ଦୀର୍ଘଦିନ ଧରି ଅସନ୍ତୋଷ ଅଛନ୍ତି। ଏହି ସମସ୍ୟାର ସମାଧାନ ପାଇଁ ଜିଲା ପ୍ରଶାସନଠାରୁ ଆରମ୍ଭ କରି ରାଜନେତାଙ୍କୁ ଗୁହାରୀ କରିଥିଲେ ମଧ୍ୟ କୌଣସି ସମାଧାନ ହୋଇନାହିଁ। ଫଳରେ ଅଞ୍ଚଳବାସୀ ଆଗାମୀ…

ବଢ଼ୁଛି ଦୈନିକ ସଂକ୍ରମଣ: ଦିନକରେ ୧୧୦୮୬ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୮।୧(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ସଂକ୍ରମଣ ହୁ ହୁ ହୋଇ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ ୧୧୦୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦୬୧ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୬୪୩୧ ଜଣ…

ଏନ୍‌ .ଚନ୍ଦ୍ରାବାବୁ ନାଇଡୁ କରୋନା ପଜିଟିଭ୍‌

ନୂଆଦିଲ୍ଲୀ,୧୮।୧: ଆନ୍ଧ୍ରପ୍ରଦେଶର ବିରୋଧୀ ଦଳ ନେତା ଏନ୍‌ .ଚନ୍ଦ୍ରାବାବୁ ନାଇଡୁ କୋଭିଡ୍‌ ପଜିଟିଭ୍‌ ହୋଇଛନ୍ତି। କୋଭିଡ୍‌ର ସାମାନ୍ୟ ଲକ୍ଷଣ ଅନୁଭବ କରି କୋଭିଡ୍‌ ପରୀକ୍ଷା କରାଇଥିଲେ, ଏବଂ ତାଙ୍କର ପଜିଟିଭ୍‌ ଆସିବା ପରେ ସେ ନିଜେ ଟୁଇଟ୍‌ ମାଧ୍ୟମରେ ମଙ୍ଗଳବାର  ସୂଚନା…

ଆଜିଠୁ ମୂଲ୍ୟାୟନ ପାଇଁ ଯିବ ସମେଟିଭ-୧ ଓଏମଆର ସିଟ୍‌

କଟକ ଅଫିସ, ୧୮।୧: ଆଜିଠୁ ମାଟ୍ରିକ ପରୀକ୍ଷାର ପ୍ରଥମ ପର୍ଯ୍ୟାୟ ସମେଟିଭ ଆସେସମେଣ୍ଟ ଟେଷ୍ଟ-୧ର ଓଏମଆର୍‌ ସିଟ ମୂଲ୍ୟାୟନପାଇଁ ଯିବ । ଗତ ୭ ତାରିଖରେ ପରୀକ୍ଷା ଶେଷ ହୋଇଥିବା ବେଳେ ୯ରୁ ଓଏମଆର୍‌ ସିଟ୍‌ଗୁଡ଼ିକ ସଂଗ୍ରହ କରାଯାଇ ବୋର୍ଡ କାର୍ଯ୍ୟାଳୟକୁ…

ସୁନ୍ଦରତା ବଢ଼ାଇବ କମଳା

କମଳା ଚୋପାକୁ କ୍ଲିଜର ଭଳି ବ୍ୟବହାର କରିହେବ। ଏଥିପାଇଁ ଏକ ଚାମଚ କମଳା ରସରେ ଏକ ଚାମଚ ମହୁ ମିଶାଇ ମୁହଁରେ ଲଗାଇ ୧୫ ମିନିଟ୍‌ ଛାଡି ଦିଅନ୍ତୁ। ଏହାପରେ ମୁହଁକୁ ଧୋଇ ଦିଅନ୍ତୁ। ଏପରି କରିବା ଫଳରେ ତ୍ୱଚାରେ ଥିବା…

ରାଜଧାନୀର ଆଉ ୬ ଅଞ୍ଚଳ ମାଇକ୍ରୋ କଣ୍ଟେନ୍‌ମେଣ୍ଟ ଘୋଷଣା

ଭୁବନେଶ୍ୱର,୧୮।୧(ବ୍ୟୁରୋ): ରାଜଧାନୀର ଆଉ ୬ ଅଞ୍ଚଳକୁ ମାଇକ୍ରୋ କଣ୍ଟେନ୍‌ମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଛି । କୋଭିଡ୍‌ ସଂକ୍ରମଣ ବଢୁଥିବାରୁ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ଦକ୍ଷିଣ-ପୂର୍ବ ଜୋନ୍‌ର ୬ ଟି ଅଞ୍ଚଳକୁ କଣ୍ଟେନ୍‌ମେଣ୍ଟ ଜୋନ୍‌…

ହାସ୍ୟାଭିନେତା ପ୍ରଜ୍ଞାଙ୍କ ନିର୍ବନ୍ଧ: ଜାଣନ୍ତୁ କାହାକୁ କରିବେ ବିବାହ

ଭୁବନେଶ୍ୱର,୧୮।୧(ବ୍ୟୁରୋ): ହାସ୍ୟାଭିନେତା ପ୍ରଜ୍ଞା ରଞ୍ଜନ ଖଟୁଆ ନିଜ ନିର୍ବନ୍ଧକୁ ନେଇ ଚର୍ଚ୍ଚାରେ ରହିଛନ୍ତି । ସେ ସିନେମା, ଟେଲିଭିଜନ ଏବଂ ୟୁଟ୍ୟୁବ୍‌ରେ ଲୋକଙ୍କୁ ହସାଇବାରେ କୌଣସି ମୋଉକା ଛାଡନ୍ତି ନାହିଁ। ସୋସିଆଲ ମିଡିଆରେ ତାଙ୍କ ଏକ ଫଟୋ ଏବଂ ରିଙ୍ଗ ସେରିମନି…

ରାଜ୍ୟରେ ୪ ଜୀବନ ନେଲା କରୋନା

ଭୁବନେଶ୍ୱର,୧୭।୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୪୮୮କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ କଟକ, କେନ୍ଦ୍ରାପଡା, ସୁନ୍ଦରଗଡ ଏବଂ କୋରାପୁଟରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏ ନେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri