ହାସ୍ୟାଭିନେତା ପ୍ରଜ୍ଞାଙ୍କ ନିର୍ବନ୍ଧ: ଜାଣନ୍ତୁ କାହାକୁ କରିବେ ବିବାହ
ଭୁବନେଶ୍ୱର,୧୮।୧(ବ୍ୟୁରୋ): ହାସ୍ୟାଭିନେତା ପ୍ରଜ୍ଞା ରଞ୍ଜନ ଖଟୁଆ ନିଜ ନିର୍ବନ୍ଧକୁ ନେଇ ଚର୍ଚ୍ଚାରେ ରହିଛନ୍ତି । ସେ ସିନେମା, ଟେଲିଭିଜନ ଏବଂ ୟୁଟ୍ୟୁବ୍ରେ ଲୋକଙ୍କୁ ହସାଇବାରେ କୌଣସି ମୋଉକା ଛାଡନ୍ତି ନାହିଁ। ସୋସିଆଲ ମିଡିଆରେ ତାଙ୍କ ଏକ ଫଟୋ ଏବଂ ରିଙ୍ଗ ସେରିମନି…
ରାଜ୍ୟରେ ୪ ଜୀବନ ନେଲା କରୋନା
ଭୁବନେଶ୍ୱର,୧୭।୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୪୮୮କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ କଟକ, କେନ୍ଦ୍ରାପଡା, ସୁନ୍ଦରଗଡ ଏବଂ କୋରାପୁଟରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏ ନେଇ…
ଭାଙ୍ଗିଲା ୧୮ ବର୍ଷର ସମ୍ପର୍କ, ଐଶ୍ୱର୍ଯ୍ୟା ରଜନୀକାନ୍ତଙ୍କଠାରୁ ଅଲଗା ହେବେ ଧନୁଷ
ଚେନ୍ନାଇ: ସାଉଥ୍ ଫିଲ୍ମ ଇଣ୍ଡଷ୍ଟ୍ରିର ସୁପରଷ୍ଟାର ଅଭିନେତା ଧନୁଷ ଓ ତାଙ୍କ ପତ୍ନୀ ତଥା ସୁପରଷ୍ଟାର ରଜନୀକାନ୍ତଙ୍କ ଝିଅ ଐଶ୍ୱର୍ଯ୍ୟା ରଜନୀକାନ୍ତ ପରସ୍ପରଠାରୁ ଅଲଗା ହେବାକୁ ଯାଉଛନ୍ତି । ଭାଙ୍ଗିବାକୁ ଯାଉଛି ୧୮ ବର୍ଷର ସମ୍ପର୍କ । ଏନେଇ ଉଭୟ ସୋସିଆଲ…
ରାସ୍ତାରେ ହାତୀକୁ ଦେଖି ଏପରି କଲେ ବ୍ୟକ୍ତି, ଭିଡିଓ ଦେଖିଲେ…
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…
‘ସୁଯୋଗ ଦେଲେ ଛାଡିବି ନାହିଁ’
ପାର୍ଲ, ୧୮ା୧: ନିକଟ ଭବିଷ୍ୟତରେ ତାଙ୍କୁ ଯଦି ଜାତୀୟ ଦଳର ଅଧିନାୟକ ହେବା ଲାଗି ସୁଯୋଗ ମିଳେ, ତେବେ ସେ ନିଜକୁ ଗୌରବାନ୍ବିତ ମନେକରିବେ ବୋଲି କହିଛନ୍ତି ଭାରତର ଅନ୍ୟତମ ପ୍ରମୁଖ ପେସ୍ ବୋଲର ଯଶପ୍ରୀତ ବୁମ୍ରା। ବିରାଟ କୋହଲି ସମସ୍ତ…
ସୁପ୍
ଆବଶ୍ୟକ ସାମଗ୍ରୀ ଗାଜର- ୧ଟି, ବଟମ୍ ମସରୁମ୍- ୫/୬ଟି, ବନ୍ଧାକୋବି- ଅଧାକପ୍ରୁ କମ୍ (କଟା), ଫ୍ରେଞ୍ଚ ବିନ୍ସ- ଅଧାକପ୍, ଛୋଟ ପିଆଜ- ୧ଟି, ରସୁଣ- ୧ ଛୋଟ ଚାମଚ (କଟା), ଅଦା- ୧ ଛୋଟ ଚାମଚ (କଟା), କନଷ୍ଟାର୍ଚ- ୪/୫ ଚାମଚ,…
କାର୍ପେଟ୍ର ଯତ୍ନ
ଘରର ଡିଜାଇନ୍କୁ ବେଶ୍ ସୁନ୍ଦର କରିଥାଏ କାର୍ପେଟ। ତେବେ ସବୁଦିନ ଏହାକୁ ସୁନ୍ଦର କରି ରଖିବାକୁ ହେଲେ ଏହାର ଠିକ୍ ଭାବେ ଯତ୍ନ ନେବାକୁ ହେବ… ଉପରେ ସମସ୍ତେ ଚାଲିବା ଫଳରେ ସେଥିରେ ବହୁତ ଧୂଳି ଜମି ଯାଇଥାଏ। ତେଣୁ ସପ୍ତାହକୁ…
ବାଲି ଚୋରା ଚାଲାଣରୁ ରାଜ୍ୟ ହରାଉଛି ୧୪ ହଜାର କୋଟି: ଭାଜପା
ଭୁବନେଶ୍ୱର,୧୮।୧(ବ୍ୟୁରୋ): ରାଜ୍ୟରେ ଚୋରା ବାଲି ମାଫିଆଙ୍କ ରାଜ୍ ବଢୁଛି। ରାଜ୍ୟ ସରକାର ଏବଂ ଶାସକ ଦଳର ମନ୍ତ୍ରୀ, ବିଧାୟକ ତଥା ନେତାମାନଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନ ଓ ପୃଷ୍ଟପୋଷକତାରେ ଅବାଧ ବାଲି ଚୋରି ହେଉଛି।ଏହି ବାଲି ଚୋରି ଯୋଗୁ ରାଜ୍ୟ ସରକାର ପ୍ରତିବର୍ଷ…
ରେଳମନ୍ତ୍ରୀଙ୍କୁ ଟୁଇଟ୍ ପରେ ୨୩ ମିନିଟ ମଧ୍ୟରେ ଟ୍ରେନ୍ରେ ମିଳିଲା ଭୋକିଲା ଶିଶୁ ପାଇଁ କ୍ଷୀର
କାନପୁର,୧୮ ।୧: ଲୋକମାନ୍ୟ ତିଲକ ଟର୍ମିନାଲରୁ ସୁଲତାନପୁର ଯାଉଥିବା ଏଲଟିଟି ଏକ୍ସପ୍ରେସର ଏସି ଥ୍ରି କୋଚରେ ଯାତ୍ରା କରୁଥିଲେ ଅଞ୍ଜଳୀ ତିୱାରୀ । ଅଧାବାଟରେ ତାଙ୍କ ୮ ମାସର ଶିଶୁ ଭୋକରେ କାନ୍ଦିବାକୁ ଲାଗିଥିଲା । ସତଚେଷ୍ଟା ପରେ ବି ଶିଶୁଟିର…
ଚର୍ଚ୍ଚାରେ ସମାନ୍ତରାଳ ପ୍ରାର୍ଥୀ ଚୟନ
ପୁରୀ ଅଫିସ,୧୮।୧: ପଞ୍ଚାୟତ ନିର୍ବାଚନ ତାରିଖ ଘୋଷଣା ହେବା ପରେ ପୁରୀ ରାଜନୈତିକ ପାଣିପାଗ ଉଷ୍ମ ହେବାରେ ଲାଗିଛି। ରାଜନୈତିକ ଦଳଗୁଡ଼ିକ ପ୍ରାର୍ଥୀ ଚୟନରେ ଲାଗିପଡ଼ିଛନ୍ତି। ପୂର୍ବ ପଞ୍ଚାୟତ ନିର୍ବାଚନରେ ପୁରୀ ସଦରକୁ ବିଜେଡି ଏକତରଫା ଅକ୍ତିଆର କରିଥିଲା। ତେବେ ପୂର୍ବ…
‘ମୁକ୍ତ, ଅବାଧ, ନିରପେକ୍ଷ ନିର୍ବାଚନ ଉପରେ ଗୁରୁତ୍ୱ ଦିଅ’
ଭୁବନେଶ୍ୱର,୧୮।୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ-୨୦୨୨ ପରିପେକ୍ଷୀରେ ସୋମବାର ବିଭିନ୍ନ ଜିଲା ଲାଗି ନିଯୁକ୍ତ ନିର୍ବାଚନ ଏବଂ ଖର୍ଚ୍ଚ ପର୍ଯ୍ୟବେକ୍ଷକଙ୍କ ସହ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଗୀତଗୋବିନ୍ଦ ସଦନଠାରେ ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…
ଅଭିଷେକ ହେଲେ ମହାପ୍ରଭୁ
ପୁରୀ ଅଫିସ, ୧୮।୧: ପବିତ୍ର ପୌଷପୂର୍ଣ୍ଣିମାରେ ସୋମବାର ଶ୍ରୀମନ୍ଦିରରେ ପୁଷ୍ୟାଭିଷେକ ନୀତି ସମ୍ପନ୍ନ ହୋଇଛି। ରତ୍ନସିଂହାସନରେ ଶ୍ରୀବିଗ୍ରହମାନଙ୍କୁ ରାଜରାଜେଶ୍ୱର ବା ସୁନାବେଶରେ ସଜ୍ଜିତ କରାଯାଇଛି। ତେବେ କରୋନା କଟକଣା ଯୋଗୁ ଚଳିତବର୍ଷ ଭକ୍ତମାନେ ଏହି ବେଶ ଦର୍ଶନରୁ ବଞ୍ଚତ୍ତ ହୋଇଛନ୍ତି। ଶ୍ରୀମନ୍ଦିର…
Archives


