ଚାର୍ଜ ବଢ଼ାଇଲେ ସାମନ୍ଥା: ୩ ମିନିଟ୍ ଗୀତ ପାଇଁ ମାଗିଲେ …
ସାଉଥ ସୁନ୍ଦରୀ ସମାନ୍ଥା ରୁଥ ପ୍ରଭୁ ନାଗା ଚୈତନ୍ୟଙ୍କ ଠାରୁ ଛାଡପତ୍ର ପରେ ଚର୍ଚ୍ଚାରେ ରହିଛନ୍ତି। ଏହା ଭିତରେ ସେ ନିଜକୁ ବଦଳେଇ ମଧ୍ୟ ଦେଇଛନ୍ତି। କେବେ ବି ଆଇଟମ ଗୀତ କରି ନ ଥିବା ସାମନ୍ଥା ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ…
ଫେବୃୟାରୀ ୨୦ରେ ପଞ୍ଜାବ ବିଧାନସଭା ନିର୍ବାଚନ
ଚଣ୍ଡିଗଡ଼,୧୭ ।୧: ବଦଳିଲା ପଞ୍ଜାବ ବିଧାନସଭା ନିର୍ବାଚନ ତାରିଖ । ଫେବୃୟାରୀ ୨୦ରେ ହେବ ନିର୍ବାଚନ । ପୂର୍ବରୁ ୧୪ ଫେବୃୟାରୀରେ ନିର୍ବାଚନ ହେବା ଲାଗି ଘୋଷଣା କରାଯାଇଥିଲା । ହେଲେ ରବିଦାସଙ୍କ ଜୟନ୍ତିକୁ ନେଇ ବିଭିନ୍ନ ରାଜନୈତିକ ଦଳ ନିର୍ବାଚନ…
ମୁମ୍ବାଇରେ ଖୋଲିବ ଚଏସ୍-କିସ୍ ଆବାସିକ ବିଦ୍ୟାଳୟ
ଭୁବନେଶ୍ୱର, ୧୭।୧(ବ୍ୟୁରୋ): ଦିଲ୍ଲୀ ଓ କୋଲକାତା ପରେ ମହାରାଷ୍ଟ୍ରର ମୁମ୍ବାଇରେ କିସ୍ ଆବାସିକ ବିଦ୍ୟାଳୟ ଖୋଲିବ। ଏନେଇ କିସ୍ ଓ ମୁମ୍ବାଇସ୍ଥିତ ଚଏସ୍ ୱେଲଫେୟାର ଫାଉଣ୍ଡେଶନ ମଧ୍ୟରେ ରବିବାର ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। ଏଥିରେ ଫାଉଣ୍ଡେଶନ ପକ୍ଷରୁ ଏହାର ଅଧ୍ୟକ୍ଷ…
ଘରୁ ଡ଼ାକି ନେଇ ମାରି ଜାଳିଦେଲେ ମାଓବାଦୀ
ମାଲକାନଗିର,(ଡି.ଏନ୍.ଏ.): ପ୍ରଜାକୋର୍ଟରେ ଜଣଙ୍କୁ ହତ୍ୟା କଲେ ମାଓବାଦୀ।ଏଭଳି ଘଟଣା ଘଟିଛି ମାଲକାନଗିରି ଜିଲା ମହୁପଦର ଅଞ୍ଚଳର କେରିମିଟି ଗାଁ ରେ । ମୃତକ ଜଣକ ହେଉଛନ୍ତି ଆନନ୍ଦ। ଗତ ଗୁରୁବାର ଆନନ୍ଦକୁ ମାଓବାଦୀ ନିଜ ଦଳଦଳି ଗାଁରୁ ଡାକିନେଇ ଥିଲେ। ଶୁକ୍ରବାର…
ସୋସିଆଲ ମିଡିଆ ଓ ଅବସାଦ
ସୋସିଆଲ ମିଡିଆ ସହ ଜଡ଼ିତ ରହିବା କେବଳ ଯୁବପିଢ଼ି ନୁହନ୍ତି, ଅନେକ ବୟସ୍କ ବ୍ୟକ୍ତିଙ୍କର ଅଭ୍ୟାସରେ ପରିଣତ ହୋଇଗଲାଣି କହିଲେ ଆଦୌ ଭୁଲ ହେବ ନାହିଁ। ତେବେ ଆବଶ୍ୟକତାଠାରୁ ଅଧିକ ସମୟ ସୋସିଆଲ ମିଡିଆ ସହ ଜଡ଼ିତ ରହିଲେ ତାହା ଅବସାଦର…
ଏମ୍ସର ୩୦୦ରୁ ଅଧିକ କର୍ମଚାରୀ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୧୭।୧(ବ୍ୟୁରୋ): ଭୁବନେଶ୍ୱର ଏମ୍ସର ୩ ଶହରୁ ଅଧିକ କର୍ମଚାରୀ କରୋନା ଆକ୍ରାନ୍ତ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଡାକ୍ତର, ନର୍ସ ଓ ପାରା ମେଡିକାଲ ଷ୍ଟାଫ ରହିଛନ୍ତି। ଜାନୁୟାରୀ ୧ରୁ ସୋମବାର ପର୍ଯ୍ୟନ୍ତ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଓପିଡି ବନ୍ଦ…
ବିବାହ ବାର୍ଷିକୀରେ ଅକ୍ଷୟଙ୍କ ଚାଟ୍ ଶେୟାର କଲେ ଟ୍ବିଙ୍କିଲ୍
ମୁମ୍ବାଇ: ବଲିଉଡ୍ ସୁପରଷ୍ଟାର ଅକ୍ଷୟ କୁମାର ଏବଂ ଟ୍ବିଙ୍କିଲ୍ ଖାନ୍ନା ସେମାନଙ୍କର ୨୧ ତମ ବିବାହ ବାର୍ଷିକୀ ପାଳନ କରୁଛନ୍ତି। ଏହି ବିଶେଷ ଅବସରରେ ଟ୍ବିଙ୍କିଲ ନିଜ ଇନଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରି ଅକ୍ଷୟଙ୍କୁ ଏକ ମଜାଳିଆ ବିବାହ ବାର୍ଷିକୀ…
ପୁଣି ୨ କ୍ଷେପଣାସ୍ତ୍ର ପରୀକ୍ଷା କଲେ ଏକଛତ୍ରବାଦୀ ଶାସକ …
ସିଓଲ, ୧୭।୧ : ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍ ଜୋଙ୍ଗ୍ ଉନ୍ ପୁଣି ଥରେ ୨ଟି କ୍ଷେପଣାସ୍ତ୍ର ପରୀକ୍ଷା କରିଛନ୍ତି। ଏନେଇ ଦକ୍ଷିଣ କୋରିଆ ଏବଂ ଜାପାନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଉତ୍ତର କୋରିଆ ସମୁଦ୍ରକୁ ଆଉ ଦୁଇଟି…
କାଲି ଗାଈ ରକ୍ତ ପିଇଥିଲା, ଆଜି କଲିଜା ଖାଇଲା
ନୂଆପଡ଼ା ଅଫିସ, ୧୭।୧ : ନୂଆପଡା ଜିଲା କୁଟେଙ୍ଗାପଡାରେ ପୁଣି ବାଘ ଆତଙ୍କ ଦେଖିବାକୁ ମିଳିଛି । ରବିବାର ଅଗିନ ମାଝିଙ୍କ ଏକ ଗାଈକୁ ମାରି ତା ରକ୍ତ ପିଇଥିବା ବେଳେ ଲୋକ ପାଟି କରିବାରୁ ବାଘ ଜଙ୍ଗଲକୁ ଚାଲିଯାଇଥିଲା। ସୋମବାର…
ଥଣ୍ଡା କାଶ ହେଲେ ତୁରନ୍ତ ଆଇସୋଲେଟ କରାନ୍ତୁ
ଭୁବନେଶ୍ୱର,୧୭।୧(ବ୍ୟୁରୋ): ସଂକ୍ରମଣର ଡବଲିଂ ଟାଇମ କମି ଥିବାବେଳେ ଗ୍ରୋଥ ରେଟ ବି ହ୍ରାସ ପାଇଛି । ବର୍ତ୍ତମାନ ରାଜ୍ୟରେ ୭୫ ହଜାର ଆକ୍ଟିଭ କେସ୍ ଥିବା ବେଳେ ମାତ୍ର ୧୨୦୦ ହସ୍ପିଟାଲାଇରେ ଭର୍ତ୍ତି ହୋଇଛନ୍ତି । ହସ୍ପିଟାଲ ଉପରେ କିଛି ଚାପ…
ପ୍ରାର୍ଥୀ ଚୟନକୁ ନେଇ ଚାଲିଛି ଅଙ୍କକଷା
ନବରଙ୍ଗପୁର,୧୭।୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଗାଁ ରାଜନୀତି ସରଗରମ। ଏବେଠୁ ନେତା ଗଡ଼ ଜଗିବା ଆରମ୍ଭ କଲେଣି। ବିଶେଷ ଭାବେ ସମିତି ସଭ୍ୟ ଓ ଜିଲା ପରିଷଦ ସଭ୍ୟ ପଦ ଅକ୍ତିଆର କରି ଅଧ୍ୟକ୍ଷ ପଦ ଦଖଲ ପାଇଁ ଭାଜପା,…
ବର୍ଷାରେ ଗଜା ହେଲା ଶତାଧିକ ବସ୍ତା ଧାନ
ବିଷମକଟକ,୧୭।୧(ଡି.ଏନ୍.ଏ.) ଖରିଫ ଋତୁରେ ଚାଷୀ ଜମିରେ ଫଳାଇଥିବା ଧାନ ମଣ୍ଡିରେ ବିକ୍ରିକରି ଭଲ ଟଙ୍କା ପାଇବାର ଆଶା ରଖିଥିଲେ। ଅଦିନିଆ ବର୍ଷା ଚାଷୀଙ୍କ ଆଶାକୁ ମାଟିରେ ମିଶାଇ ଦେଇଛି। ମଙ୍ଗଳବାରଠାରୁ ହୋଇଥିବା ଲଗାଣ ବର୍ଷାରେ ଜମିରେ ପଡ଼ିଥିବା ଧାନଫସଲ ଭିଜି ଗଜା ହୋଇଛି।…
Archives


