Home Left

ଘର ଉପରକୁ ବୋମାମାଡ଼

ବାଳକାଟି,୧୭।୧(ଡି.ଏନ୍‌.ଏ): ରାଜଧାନୀ ଉପକଣ୍ଠ ବାଲିଅନ୍ତାରେ ସୋମବାର ବୋମାମାଡ଼ ହୋଇଛି । ଜାଗାବାଡ଼ିକୁ କେନ୍ଦ୍ର କରି ବାଲିଅନ୍ତା ଥାନା ସରକଣାରେ ଏଭଳି ଘଟିଥିବା ଜଣାପଡ଼ିଛି। ଏଥିରେ ଘରର ଟିଣ ଉଡିଯାଇଛି। ସୂଚନାଯୋଗ୍ୟ, ଜାଗା ବିକ୍ରି ବାବଦ କମିଶନ ଟଙ୍କାକୁ ନେଇ କିଛି ଦୁର୍ବୃତ୍ତ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଦୁର୍ନୀତି

ଢେଙ୍କାନାଳ ଅଫିସ,୧୭।୧: ଢେଙ୍କାନାଳ ସଦର ବ୍ଲକ ଚାଉଳିଆ ପଞ୍ଚାୟତରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ ହୋଇଥିବା ପ୍ରକଳ୍ପ କାର୍ଯ୍ୟରେ ମହାଦୁର୍ନୀତି କରାଯାଇଥିବା ଉଦୟଭାନୁ ଦାସ ଅଭିଯୋଗ ଆଣିଛନ୍ତି। ଏହାର ଉପଯୁକ୍ତ ତଦନ୍ତ କରିବା ସହିତ ଅଭିଯୁକ୍ତଙ୍କ…

ଅଚଳ ଷ୍ଟ୍ରିଟ୍‌ ଲାଇଟ ମରାମତି ହେଉନି

ବଇଣ୍ଡା,୧୭।୧(ଡି.ଏନ.ଏ.)  ଅନୁଗୋଳ ଜିଲା କିଶୋରନଗର ବ୍ଲକ ନୁନୁକାପଶି ପଞ୍ଚାୟତରେ ଥିବା ବଇଣ୍ଡା ଛକ ଓ ଆଠମଲ୍ଲିକ ରୋଡ୍‌ ଓଭରବ୍ରିଜ୍‌ ନିକଟରେ ଲାଗିଥିବା ଷ୍ଟ୍ରିଟ ଲାଇଟଗୁଡିକ ଦୀର୍ଘ ୧ ବର୍ଷ ହେବ ଅଚଳ ହୋଇପଡିଛି। ପଞ୍ଚାୟତ ଅଧୀନରେ ଏହି ଷ୍ଟ୍ରିଟ ଲାଇଟ ଥିଲେ…

ଯାଞ୍ଚ ହେବ ୧୧୦ ଦିବ୍ୟାଙ୍ଗଙ୍କ ପ୍ରମାଣପତ୍ର

ଭଦ୍ରକ ଅଫିସ, ୧୭।୧: ଭଦ୍ରକ ସ୍ବୟଂଶାସିତ କଲେଜରେ ଜାଲ୍‌ ଦିବ୍ୟାଙ୍ଗ ସାର୍ଟିଫିକେଟରେ ପାଠପଢ଼ା ଘଟଣା ଦିନକୁ ଦିନ ଜଟିଳ ହେବାରେ ଲାଗିଛି। କଂଗ୍ରେସ ମୁଖପାତ୍ର ଶୁଭେନ୍ଦୁ ରାୟ ମହାପାତ୍ର ମୁହଁ ଖୋଲି ଏହି ଘଟଣାକୁ ତୀବ୍ର ନିନ୍ଦା କରିଛନ୍ତି। ତୁରନ୍ତ ଘଟଣାର…

ପୁଣି ବଢ଼ିଲା ବିମାନ ଇନ୍ଧନ ମୂଲ୍ୟ

ନୂଆଦିଲ୍ଲୀ,୧୭।୧:  ବିମାନ ଇନ୍ଧନ ବା ଏଟିଏଫ୍‌ ମୂଲ୍ୟ ରବିବାର ୪.୨% ବୃଦ୍ଧି ପାଇଛି। ଚଳିତ ମାସରେ ଏହା ୨ୟ ଥର ପାଇଁ ବୃଦ୍ଧି ଘଟିଥିବା ସୂଚନା ମିଳିଛି। ଏହି ବୃଦ୍ଧି ଅନ୍ତର୍ଜାତୀୟ ତୈଳ ଦର ବୃଦ୍ଧି ଯୋଗୁ ହୋଇଥିବା ଜଣାପଡ଼ିଛି। ଅପରପକ୍ଷରେ ଉଭୟ…

ଅଧା ଯାତ୍ରାରୁ ବିମାନ ଉଡାଇବାକୁ ମନାକଲେ ପାଇଲଟ, କହିଲେ ସିଫ୍ଟ ସରିଯାଇଛି

ଇସଲାମାବାଦ,୧୭ ।୧: ରବିବାର ପାକିସ୍ତାନର ଜଣେ ପାଇଲଟ ସୌଦି ଆରବର ରାଜଧାନୀ ରିୟାଦରୁ ଏକ ବିମାନକୁୁ ଇସଲାମାବାଦ ଆଣିବାକୁ ମନା କରି ଦେଇଥିଲେ । ସେ କହିଥିଲେ କି ତାଙ୍କ ସିଫ୍ଟର ସମୟ ଶେଷ ହୋଇଛି ତେଣୁ ଏବେ ଆଉ ସେ…

ପଦ୍ମଶ୍ରୀ ଶାନ୍ତି ଦେବୀଙ୍କ ବିୟୋଗରେ ଶୋକ ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୧(ବ୍ୟୁରୋ): ପଦ୍ମଶ୍ରୀ ଶାନ୍ତି ଦେବୀଙ୍କ ରବିବାର ବିଳମ୍ବିତ ରାତିରେ ରାୟଗଡ଼ା ଜିଲା ସେବାସମାଜ ପରିସରରେ ୮୮ ବର୍ଷ ବୟସରେ ପରଲୋକ ଘଟିଛି। ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି ଲେଖିଛନ୍ତି, ‘ପଦ୍ମଶ୍ରୀ…

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ପାରଳାଖେମୁଣ୍ଡି,୧୭।୧(ଡି.ଏନ୍‌.ଏ): ବିହାରର ବିରପୁରରେ ସେନା ତାଲିମ କେନ୍ଦ୍ରରେ ଘଟିଥିବା ବିଦ୍ୟୁତ୍‌ ଦୁର୍ଘଟଣାରେ ୩ ଯବାନଙ୍କ ମୃତ୍ୟୁ ଘଟିଥିଲା। ସେମାନଙ୍କ ମଧ୍ୟରେ ଥିବା ଗଜପତି ଜିଲା ରାୟଗଡ ବ୍ଲକ କୁରୁବୁଗା ଗାଁର ପର୍ଶୁରାମ ସବରଙ୍କ ମରଶରୀର ରବିବାର ବିଳମ୍ବିତ ରାତିରେ ଗାଁରେ ପହଞ୍ଚିଥିଲା।…

ଧାନବିଲରୁ ମିଳିଲା ଯୁବକଙ୍କ ରକ୍ତ ଜୁଡୁବୁଡୁ ମୃତଦେହ, ପାଖରେ ପଡ଼ିଥିଲା ଟାଙ୍ଗିଆ

ବୌଦ୍ଧ,୧୭ା୧(ଡି.ଏନ୍‌.ଏ.): ବୌଦ୍ଧ ଜିଲା ସଦର ଥାନା ଅନ୍ତର୍ଗତ ସରସରା ଗ୍ରାମର ୫୭ ନଂ. ଜାତୀୟ ରାଜପଥ ପାର୍ଶ୍ୱ ଏକ ଧାନବିଲରୁ ଯୁବକଙ୍କ ରକ୍ତ ଜୁଡୁବୁଡୁ ମୃତଦେହକୁ ଜବତ କରିଛି ବୌଦ୍ଧ ପୋଲିସ। ଏହା ସହିତ ମୃତଦେହ ନିକଟରେ ପଡ଼ିଥିବା ଏକ ଟାଙ୍ଗିଆକୁ…

ଘରକୁ ଆସିଲେ ଯାଆଁଳା କନ୍ୟା, ରଥରେ ବସାଇ ଗାଁ ବୁଲାଇଲେ ପରିବାର ଲୋକେ

ଭୋପାଳ,୧୭ା୧: ମଧ୍ୟପ୍ରଦେଶର ଧାରରେ ଏକ ପରିବାରରେ ଯାଆଁଳା କନ୍ୟା ଜନ୍ମ ହେବା ପରେ ଖୁସିର ଲହରି ଖେଳିଯାଇଛି। ଧାରର କୋଣଦା ଗାଁରେ ଏକ କୃଷକ ପରିବାରରେ ଏହି ଦୁଇ ଝିଅ ଜନ୍ମ ଦେଇଛନ୍ତି। ଏହା ପରେ ପରିବାରରେ ଉତ୍ସବ ପାଳନ କରାଯାଇଛି।…

ଆଇନା ଦେଖି ପଶୁ-ପକ୍ଷୀ ହେଉଛନ୍ତି ଏପରି, ଭିଡିଓ ଦେଖିଲେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…

କାନ୍ଦି ପକାଇଲେ ହରକ ସିଂ ରାୱତ, କହିଲେ ଏତେ ବଡ ନିଷ୍ପତ୍ତି ବିଷୟରେ ଆଗରୁ ଜଣା ନ ଥିଲା

ଡେରାଡୁନ,୧୭ ।୧: କଂଗ୍ରେସରୁ ଅସନ୍ତୁଷ୍ଟ ହୋଇ ୨୦୧୬ରେ ଭାରତୀୟ ଜନତାପାର୍ଟି (ଭାଜପା)ର ହାତ ଧରିଥିଲେ ହରକ ସିଂ ରାୱତ । ଏବେ ଭାଜପା ତାଙ୍କୁ ୬ ବର୍ଷ ପାଇଁ ଦଳରୁ ନିଲମ୍ବିତ କରିବା ସହ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ତାଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri