ନୂତନ କରୋନା ଭୂତାଣୁ
ଦୁନିଆରେ କରୋନା ଭୂତାଣୁ ଓମିକ୍ରନ ଆତଙ୍କର କଳାବାଦଲ ହଟି ନ ଥିଲାବେଳେ ଏବେ ଆଉ ଏକ ନୂତନ ଭୂତାଣୁର ଆବିର୍ଭାବ ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ଫ୍ରାନ୍ସରୁ ମିଳିଥିବା ଏହି ନୂଆ ପ୍ରକାର କରୋନା ଭୂତାଣୁର ନାମ ‘ଆଇଏଚ୍ୟୁ’ (IHU)…
ସୁସ୍ଥ ପରିବେଶ ଓ ସ୍ବାସ୍ଥ୍ୟ
ସାରା ବିଶ୍ୱରେ ବୈଜ୍ଞାନିକମାନଙ୍କ ସିଦ୍ଧାନ୍ତ ତଥା ଭୌଗୋଳିକ ବିଜ୍ଞାନସମ୍ମତ ତଥ୍ୟ ଅନୁଯାୟୀ ସାରା ବିଶ୍ୱରେ ଋତୁଚକ୍ରରେ ପରିବର୍ତ୍ତନ ହୋଇ ଭିନ୍ନ ଭିନ୍ନ ପ୍ରକାରର ଜଳବାୟୁ ମଧ୍ୟ ପରିବର୍ତ୍ତନ ହେବାର ଦେଖାଯାଇଥାଏ। ଏପରି ସ୍ଥଳେ ଆମ ଦେଶରେ ଋତୁ ଅନୁଯାୟୀ ମନୁଷ୍ୟ ଶରୀରରେ…
ରାଜ୍ୟରେ ଗୁଣାତ୍ମକ ଶିକ୍ଷାକୁ ସୁଦୃଢ଼ କରାଯିବ
ଭୁବନେଶ୍ୱର, ୧୭।୧(ବ୍ୟୁରୋ): କରୋନା ପାଇଁ ଶିକ୍ଷା ବ୍ୟବସ୍ଥା ଗୁରୁତର ପ୍ରଭାବିତ ହୋଇଛି। ଏପରିସ୍ଥିତିରେ ଏ କ୍ଷେତ୍ରରେ ସଂସ୍କାର ଆଣିବାକୁ ଲକ୍ଷ୍ୟ ରଖିଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ। ଗୁଣାତ୍ମକ ଶିକ୍ଷା ବ୍ୟବସ୍ଥାର ସୁଦୃଢ଼ୀକରଣ ସହ ପିଲାଙ୍କ ବୌଦ୍ଧିକ ବିକାଶ ପାଇଁ ପଦକ୍ଷେପ…
ଆଜି ରାଜ୍ୟରୁ ୧୦,୪୮୯ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ରେକର୍ଡ ସଂଖ୍ୟକ
ଭୁବନେଶ୍ୱର,୧୭ା୧(ବ୍ୟୁରୋ): ସୋମବାର ରାଜ୍ୟରୁ ୧୦,୪୮୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧,୧୪,୪୦୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୬,୦୮୨ ଜଣ ଚିହ୍ନଟ ହୋଇଥିବା…
ଆଉ ୩ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୧୭ା୧(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି। ସେହିପରି ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗୁନି। ଆଜି ଆଉ ୩ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…
ବାଟବଣା ରୁର୍ବାନ ମିଶନ
ଯାଜପୁର ଅଫିସ,୧୭ା୧: ଦୀର୍ଘ ସ୍ଥାୟୀ ସୁରକ୍ଷିତ ଜୀବିକା, ଆୟ ବୃଦ୍ଧିକାରୀ ସମ୍ପତ୍ତି ସୃଷ୍ଟି, ମୁଣ୍ଡପିଛା ଆୟ ବୃଦ୍ଧି ଇତ୍ୟାଦି ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ମୂଳ ଲକ୍ଷ୍ୟ। ତାହା ପୂରଣ କରିବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ…
ଲଭ ଲେଟର ଲେଖିବାରେ ଓସ୍ତାଦ ଥିଲେ ଜାଭେଦ ଅଖତର
ମୁମ୍ବାଇ: ବଲିଉଡର ପ୍ରସିଦ୍ଧ ଗୀତିକାର ଜାଭେଦ ଅଖତର ଆଜି ୭୭ ବର୍ଷରେ ପାଦ ରଖିଛନ୍ତି । ମଧ୍ୟପ୍ରଦେଶର ଗ୍ୱାଲିୟରେ ଜନ୍ମ ନେଇଥିବା ଜାଭେଦ ଆଜି ବଲିଉଡ ଇଣ୍ଡଷ୍ଟ୍ରିରେ ଜଣେ ନାମୀ ଗୀତିକାର । ୧୭ ଜାନୁୟାରୀ ୧୯୪୫ରେ ଜନ୍ମ ନେଇଥିବା ଜାଭେଦ…
ଜାହାଜ ଚଳାଚଳ ପାଇଁ ଉଚ୍ଚ ହେବ ବ୍ରାହ୍ମଣୀ ସେତୁ
ଢେଙ୍କାନାଳ ଅଫିସ,୧୭।୧: ଓଡ଼ିଶାର ଦ୍ୱିତୀୟ ବୃହତ୍ତମ ନଦୀ ବ୍ରାହ୍ମଣୀରେ ହେବ ରାଷ୍ଟ୍ରୀୟ ଜଳମାର୍ଗ। ଶିଳ୍ପାୟନରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ଏହି ନଦୀରେ ଚଳାଚଳ କରିବ ପଣ୍ୟବାହୀ ଜାହାଜ। ଅନୁଗୋଳ-ଢେଙ୍କାନାଳ-ଯାଜପୁର ଭଳି ଶିଳ୍ପସମୃଦ୍ଧ ଜିଲାରୁ )ସାମଗ୍ରୀ ପରିବହନ ସୁବିଧାରେ କରିହେବ। କୃଷି,…
ଅଘୋଷିତ ମେଣ୍ଟ ଦାନା ବାନ୍ଧୁଛି
ଯାଜପୁର ଅଫିସ,୧୭ା୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ସୋମବାରଠାରୁ ପ୍ରାର୍ଥତ୍ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଯାଜପୁର ଜିଲାରେ ୩୯ଟି ଜିଲା ପରିଷଦ ଆସନ ପାଇଁ ପ୍ରମୁଖ ରାଜନୈତିକ ଦଳଗୁଡିକର ପ୍ରାର୍ଥୀ ଚୂଡାନ୍ତ ହୋଇପାରିନାହିଁ। ସବୁଠି ବିଦ୍ରୋହ ଏବଂ ଅଘୋଷିତ…
ପାଣିରେ ଭାସୁଛି ଧାନ ଫସଲ
ନିରାକାରପୁର,୧୭ା୧(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ବ୍ଲକ ଅଞ୍ଚଳର ଶହ ଶହ ହେକ୍ଟର ଅମଳକ୍ଷମ ଧାନ ଫସଲ ବିଲରେ କଟା ହୋଇପଡ଼ିଛି। ଅଦିନଆ ବର୍ଷା ଯୋଗୁ ବିଲରେ ପାଣି ଜମି ରହିଥିବାରୁ ଧାନ ଗଜା ହେବାର ଆଶଙ୍କା ରହିଛି। ଅନ୍ୟପଟେ ଋଣ କିପରି…
ମୋବାଇଲ ବ୍ୟାଟେରି ଫାଟି ନାବାଳକ ଗୁରୁତର
ଡାବୁଗାଁ, ୧୭।୧(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଅଧୀନ ଛେରାଗୁଡା ଗ୍ରାମରେ ମୋବାଇଲ ବ୍ୟାଟେରି ଫାଟି ବୈଦ୍ୟନାଥ ଭତ୍ରାଙ୍କ ପୁଅ ଅନନ୍ତ (୭) ଆହତ ହୋଇଛନ୍ତି। ନବରଙ୍ଗପୁର ଡାକ୍ତରଖାନାରେ ତାଙ୍କର ଚିକିତ୍ସା କରାଯାଇଥିଲା। ପରେ ତାଙ୍କୁ କୋରାପୁଟସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ…
ଖୋଲୁନି ମଣ୍ଡି, ବେପାରୀଙ୍କୁ ଧାନ ବିକୁଛନ୍ତି ଚାଷୀ
ବେଗୁନିଆ,୧୭ା୧(ଡି.ଏନ୍.ଏ.): ପ୍ରାଥମିକ ସେବା ସମବାୟ ସମିତି (ପାକ୍ସ) ଜରିଆରେ ଚାଷୀମାନେ ଧାନ ସୁବିଧାରେ ବିକ୍ରି କରିପାରିବେ ବୋଲି ସରକାରଙ୍କ ପକ୍ଷରୁ ମଣ୍ଡି ବ୍ୟବସ୍ଥା କରାଯାଇଛି। ତେବେ ଚାଷୀଙ୍କ ସମସ୍ୟା ଦୂର ହେବା ପରିବର୍ତ୍ତେ ବଢ଼ିବାରେ ଲାଗିଛି। ଏଯାଏ ଚଳିତ ଖରିଫ ବର୍ଷର…
Archives


