Home Left

ଆଖି ଆଗରେ ସବୁ ପୋଡ଼ି ଯାଉଥିବା ବେଳେ ହସୁଛନ୍ତି ବୃଦ୍ଧ, କାରଣ ଜାଣିଲେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…

ନ୍ୟୁଜିଲାଣ୍ଡ ନିକଟ ଟୋଙ୍ଗା ସମୁଦ୍ରରେ ଆଗ୍ନେୟଗିରି ଉଦଗିରଣ, ଜାପାନ ପର୍ଯ୍ୟନ୍ତ ପହଞ୍ଚିଲା ସୁମାନୀ, ଅଷ୍ଟ୍ରେଲିଆରେ ଆଲର୍ଟ

ଟୋଙ୍ଗା,୧୬ ।୧: ନ୍ୟୁଜିଲାଣ୍ଡ ନିକଟ ଟୋଙ୍ଗା ସମୁଦ୍ରରେ ଆଗ୍ନେୟଗିରି ଉଦ୍‌ଗିରଣ ହେବା ପରେ ସମୁଦ୍ରରେ ବଡ ବଡ ଲହଡି ମାଡି ଆସିଥିଲା । ଫଳରେ ସମୁଦ୍ର କୂଳରେ ଥିବା ଲୋକେ ଜୀବନ ବଞ୍ଚାଇବାକୁ ଉଚ୍ଚ ସ୍ଥାନକୁ ଚାଲିଯାଇଥିଲେ । ତେବେ ଏହାକୁ…

କାଟିଲେ ୨୦୦, ଦାଖଲ ହେଲା ୧୦୦ ଟଙ୍କା

କଟକ ଅଫିସ,୧୬ା୧: ୨୦୨୦ କରୋନା ମହାମାରୀ ସମୟରେ ପୋଲିସ କିପରି ଲୋକଙ୍କୁ ଲୁଟୁଥିଲା, ତାହା ପଦାକୁ ଆସିଛି। ଜନକ ଯୁବକଙ୍କଠାରୁ ଚାଉଳିଆଗଞ୍ଜ ଥାନାର ଜଣେ ଏଏସ୍‌ଆଇ ୨୦୦ ଟଙ୍କା ଫାଇନ ବାବଦକୁ ଆଦାୟ କରିଥିବାବେଳେ ତାଙ୍କୁ ୨୦୦ ଟଙ୍କାର ରସିଦ୍‌ ଦେଇଥିଲେ।…

ଜଳପଥରେ ଚାଲିଛି କଙ୍କଡ଼ା ଚାଲାଣ, ଚେଇଁ ଶୋଇଛି ବନବିଭାଗ

ମହାକାଳପଡ଼ା,୧୬ା୧(ଡି.ଏନ୍‌.ଏ.): ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ନଦୀ, ନାଳ ଓ ସମୁଦ୍ରରୁ ବେଆଇନ କଙ୍କଡ଼ା ଚାଲାଣ ଚାଲିଛି। ବିଶେଷ କରି ଜଳପଥରେ ଚାଲାଣ ଚାଲି ଥିଲେ ମଧ୍ୟ ବନ ବିଭାଗ ଚେଇଁ ଶୋଇଛି। କେବଳ କଙ୍କଡ଼ା ନୁହେଁ ବିଭିନ୍ନ ପ୍ରଜାତିର…

କୋଟିଆ ପଞ୍ଚାୟତ ନିର୍ବାଚନରେ ବିଶୃଙ୍ଖଳା କଲେ କଡ଼ା କାର୍ଯ୍ୟାନୁଷ୍ଠାନ

କୋରାପୁଟ,୧୬।୧(ସ୍ବ.ପ୍ର.): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକର କୋଟିଆ ପଞ୍ଚାୟତ ନିର୍ବାଚନରେ ବିଶୃଙ୍ଖଳା ସୃଷ୍ଟି କରୁଥିବା ବ୍ୟକ୍ତିଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ ଅବଦାଲ ଏମ. ଅଖତାର କହିଛନ୍ତି। ଆସନ୍ତା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ କୋଟିଆ ପଞ୍ଚାୟତର ୧୩ଟିଯାକ…

ବିପିଏସ୍‌ପିଏ ଶ୍ରେଷ୍ଠ ପ୍ରଶିକ୍ଷଣ ପ୍ରତିଷ୍ଠାନ

ଭୁବନେଶ୍ୱର,୧୬।୧(ବ୍ୟୁରୋ): ଗେଜେଟେଡ୍‌ ଅଫିସର୍ସ କାଟେଗୋରିରେ ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀ(ବିପିଏସ୍‌ପିଏ) ୨୦୨୦-୨୧ ବର୍ଷ ପାଇଁ ଦେଶର ସର୍ବଶ୍ରେଷ୍ଠ ପୋଲିସ ଟ୍ରେନିଂ ପ୍ରତିଷ୍ଠାନ ଭାବେ ମାନ୍ୟତା ପାଇଛି। ରାଷ୍ଟ୍ରୀୟସ୍ତରର ଏହି ସମ୍ମାନ ସହ ବିପିଏସ୍‌ପିଏକୁ ୨୦ଲକ୍ଷ ଟଙ୍କାର(ଗ୍ରାଣ୍ଟ-ଇନ୍‌-ଏଡ୍‌) ପୁରସ୍କାର ମଧ୍ୟ…

ଟିକାକରଣକୁ ବର୍ଷେ, ତଥାପି ଅପହଞ୍ଚ

ଭୁବନେଶ୍ୱର, ୧୬ା୧(ବ୍ୟୁରୋ): ମହାମାରୀ କରୋନା ବିରୋଧରେ ଗତବର୍ଷ ଆଜିର ଦିନରେ ଆରମ୍ଭ ହୋଇଥିଲା ନିର୍ଣ୍ଣାୟକ ଲଢ଼େଇ। ବିପନ୍ନ ହୋଇପଡ଼ିଥିବା ଜୀବନ, ଜୀବିକା ପାଇଁ ନୂଆ ଆଶା ସଞ୍ଚାର କରିଥିଲା ୨ଟିକା କୋଭାକ୍ସିନ ଓ କୋଭିଶିଲ୍ଡ। ୨୦୨୧ ଜାନୁୟାରୀ ୧୬ରୁ ପର୍ଯ୍ୟାୟକ୍ରମେ ନାଗରିକଙ୍କୁ…

ଘୁଞ୍ଚିବନି ଓସିଏସ୍‌ ପରୀକ୍ଷା

ଭୁବନେଶ୍ୱର, (ବ୍ୟୁରୋ)/ କଟକ ଅଫିସ, ୧୬।୧ : ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ୍‌ ସର୍ଭିସେସ୍‌ (ଓସିଏସ୍‌) ମେନ୍‌ ପରୀକ୍ଷା ନିର୍ଦ୍ଧାରିତ ସମୟରେ ହିଁ ହେବ। ସ୍ଥଗିତ ରଖିବାକୁ ଦାବି ଉଠୁଥିବାବେଳେ କୋଭିଡ୍‌ ନିୟମ ଅନୁପାଳନପୂର୍ବକ ପରୀକ୍ଷା ଅନୁଷ୍ଠିତ…

ପରିଚୟପତ୍ର ନ ଥିବାରୁ ଘରକୁ ଫେରିବାକୁ ଲାଗିଲା ୧୦ ବର୍ଷ

କୁଚିଣ୍ଡା,୧୬।୧(ଡି.ଏନ.ଏ.): ସମ୍ବଲପୁର ଜିଲା ମହୁଲପାଲି ଥାନା ବାଙ୍କେ ପଞ୍ଚାୟତ ଗୋପାଳପାଲି ଗ୍ରାମର ରଞ୍ଜିତ କିଷାନ(୨୪) ୧୦ ବର୍ଷ ପରେ ଘରକୁ ଫେରିଛନ୍ତି। ଦୀର୍ଘବର୍ଷ ପରେ ପୁଅକୁ ପାଇ ପରିବାର ଓ ଗାଁରେ ଆନନ୍ଦର ଲହରି ଖେଳିଯାଇଛି। ୨୦୧୨ ଡିସେମ୍ବର ୧୩ରେ ଗ୍ରାମର…

୧୯ ବର୍ଷ ପରେ ନିର୍ବାଚନ ଲଢିବାକୁ ଯାଉଛନ୍ତି ଜଣେ ମୁଖ୍ୟମନ୍ତ୍ରୀ

ଲକ୍ଷ୍ନୌ,୧୬ ।୧: ପାଖେଇ ଆସିଲାଣି ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ । ଏଥର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗୋରଖପୁରରୁ ନିର୍ବାଚନ ଲଢିବାକୁ ଯାଉଛନ୍ତି । ରାଜ୍ୟରେ ୧୯ ବର୍ଷ ପରେ ଜଣେ ମୁଖ୍ୟମନ୍ତ୍ରୀ ନିର୍ବାଚନରେ ଲଢିବାକୁ ଯାଉଛନ୍ତି । ଏହା ପୂର୍ବରୁ…

୨୪ ଘଣ୍ଟା ମଧ୍ୟରେ ଉତ୍ତର ଦିଅ

ନୂଆଦିଲ୍ଲୀ,୧୬।୧: କୋଭିଡ୍‌-୧୯ ନିୟମ ଉଲ୍ଲଂଘନ କରି ସମାଜବାଦୀ ପାର୍ଟି ଲକ୍ଷ୍ନୌ କାର୍ଯ୍ୟାଳୟରେ ଭର୍ଚୁଆଲ ରାଲି ନାମରେ ଜନ ସମାବେଶ କରିଥିବାରୁ ନିର୍ବାଚନ କମିଶନ (ଇସି) ନୋଟିସ ଜାରି କରିଛନ୍ତି। ଶୁକ୍ରବାର ହୋଇଥିବା ସମାବେଶରେ କୋଭିଡ୍‌ ଗାଇଡଲାଇନର ଉଲ୍ଲଂଘନକୁ ନେଇ ସମାଜବାଦୀ ପାର୍ଟିକୁ…

ଗୁରୁତର କରୋନା ରୋଗୀଙ୍କ ପାଇଁ ଆସିଲା ଔଷଧ

ନୂଆଦିଲ୍ଲୀ,୧୬।୧: କୋଭିଡ୍‌ ଆକ୍ରାନ୍ତଙ୍କ ଚିକିତ୍ସା ଲାଗି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଦୁଇଟି ନୂଆ ଔଷଧ ବ୍ୟବହାର କରିବାକୁ ସୁପାରିସ କରିଛି। ତାହା ହେଲା ବାରିସିଟିନିବ୍‌ ଏବଂ କାସିରିଭିମାବ-ଇମ୍‌ଡେଭିମାବ୍‌। ଗୁରୁତର କରୋନା ରୋଗୀଙ୍କୁ ବାରିସିଟିନିବ୍‌ ସହ କୋର୍ଟିକୋଷ୍ଟେରଏଡ୍‌ ଦେବା ପାଇଁ ଡବ୍ଲ୍ୟୁଏଚ୍‌ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri