Home Left

ଲକ୍ଷଣ ନ ଥିଲେ କରନ୍ତୁ ନାହିଁ କରୋନା ଟେଷ୍ଟିଂ

ଭୁବନେଶ୍ୱର, ୧୫।୧(ବ୍ୟୁରୋ): କୌଣସି ଲକ୍ଷଣ ନ ଥିଲେ କୋଭିଡ୍‌-୧୯ ଟେଷ୍ଟିଂ କରନ୍ତୁ ନାହିଁ। ପଜିଟିଭ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ ମଧ୍ୟ ଯଦି ଆପଣଙ୍କ ପାଖରେ ଲକ୍ଷଣ ନାହିଁ, ତେବେ ଟେଷ୍ଟିଂ କରିବା ଆବଶ୍ୟକ ନାହିଁ । କେନ୍ଦ୍ର ସରକାରଙ୍କ ନୂଆ ଗାଇଡ୍‌ଲାଇନ୍‌…

ଅଖିଲେଶଙ୍କ ସହ ମେଣ୍ଟ କରିବେ ନାହିଁ ଚନ୍ଦ୍ରଶେଖର

ଲକ୍ଷ୍ନୌ,୧୫।୧: ଅଖିଲେଶଙ୍କ ସମାଜବାଦୀ ପାର୍ଟି ଏବଂ ଚନ୍ଦ୍ରଶେଖର ଆଜାଦଙ୍କ ଭୀମ ଆର୍ମି ମଧ୍ୟରେ ହେବାକୁ ଥିବା ମେଣ୍ଟରେ ଶେଷ ମୁହୁର୍ତ୍ତରେ ଫାଟ ଦେଖାଦେଇଛି। ଖବରଦାତା ସମ୍ମିଳନୀରେ ଚନ୍ଦ୍ରଶେଖର ଆଜାଦ ତାଙ୍କ ଦଳ ସମାଜବାଦୀ ପାର୍ଟି ସହ ହେବାକୁ ଥିବା ମେଣ୍ଟରେ ସାମିଲ…

ରାତି ହେଲେ ଗାଁକୁ ଆସୁଛି ଭାଲୁ, ମନ୍ଦିରରେ ପଶିଥିବାବେଳେ ଭିଡିଓ ଭାଇରାଲ

ନବରଙ୍ଗପୁର,୧୫।୧(ଡି.ଏନ୍‌.ଏ.): ଗ୍ରାମ ମନ୍ଦିର ପରିସରରେ ଭାଲୁ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକ ଅନ୍ତର୍ଗତ ଦହଣା ଗ୍ରାମରେ ଥିବା ହନୁମାନ ମନ୍ଦିର ଓ ଶିବ ମନ୍ଦିର ପରିସରରେ। ମା’ ସହ ଦୁଇ ଛୁଆ ଭାଲୁ ବୁଲୁଥିବା ଗ୍ରାମବାସୀ…

ମଦ ନେଲା ୫ ଜୀବନ

ପାଟନା,୧୫।୧: ବିହାରର ନାଳନ୍ଦା ଜିଲା ଅଞ୍ଚଳରେ ଶନିବାର ବିଷାକ୍ତ ମଦ ପିଇ ୫ଜଣଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଏ ନେଇ ପ୍ରଶାସନ ପକ୍ଷରୁ ଘଟଣାର ତଦନ୍ତ ଆରମ୍ଭ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ନାଲନ୍ଦା ଜିଲାର ସୋହରସାଇ ଥାନା ଅଧୀନ…

ଦେଶରେ ଚିନ୍ତା ବଢାଉଛି କରୋନା, ଚିହ୍ନଟ ହେଲେ ୨,୬୮,୮୩୩ ପଜିଟିଭ୍‌

ନୂଆଦିଲ୍ଲୀ,୧୫।୧: କରୋନାର ତୃତୀୟ ଲହର ଦେଶରେ ବଢିଚାଲିଛି। ଗତ ୨୪ ଘଣ୍ଟାରେ ସଂକ୍ରମିତଙ୍କ ସଂଖ୍ୟା ୨,୬୮,୮୩୩ ଥିବା ଜଣାପଡିଛି। ଗତ କାଲିଠାରୁ ଆଜି ୪ ହଜାର ୬୩୧ଜଣ ଅଧିକ ସଂକ୍ରମିତ ହୋଇଛନ୍ତି। ଏହାସହ ୪୦୨ଜଣଙ୍କ ମୃତ୍ୟୁ ହୋଇଛି । ଏବେ ଆକ୍ଟିଭ…

ଫିଲ୍ମ ‘ବ୍ରହ୍ମାସ୍ତ୍ର’କୁ ନେଇ ଏଭଳି କହିଲେ ନାଗାର୍ଜୁନ

ମୁମ୍ବାଇ: ବଲିଉଡ୍‌ ଅଭିନେତା ରଣବୀର କପୁର ଏବଂ ଆଲିଆ ଭଟ୍ଟଙ୍କ ବହୁ ଅଭିନୀତ ଫିଲ୍ମ‘ବ୍ରହ୍ମାସ୍ତ୍ର’କୁ ସମସ୍ତେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏହି ଫିଲ୍ମ ଏ ପର୍ଯ୍ୟନ୍ତ ସବୁଠାରୁ ମହଙ୍ଗା ବଲିଉଡ୍‌ ଫିଲ୍ମ ବୋଲି କୁହାଯାଉଛି। ଆୟାନ ମୁଖାର୍ଜୀ ଏହି ଫିଲ୍ମକୁ…

ଅଖିଲେଶ-ଚନ୍ଦ୍ରଶେଖରଙ୍କ ମଧ୍ୟରେ ହେବ ଆସନ ବୁଝାମଣା

ଲକ୍ଷ୍ନୌ,୧୫।୧: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଅଖିଲେଶଙ୍କ ସମାଜବାଦୀ ପାର୍ଟି ଏବଂ ଚନ୍ଦ୍ରଶେଖର ଆଜାଦଙ୍କ ଭୀମ ଆର୍ମି ମଧ୍ୟରେ ମେଣ୍ଟ ହେବା ନେଇ ନିଷ୍ପତ୍ତି ହୋଇଛି। ମେଣ୍ଟ ସମ୍ପର୍କରେ ଉଭୟ ନେତା ଶନିବାର ଖବରଦାତା ସମ୍ମିଳନୀରେ ଘୋଷଣା କରିବେ। ମଧ୍ୟାହ୍ନ…

ଖସିବ ପାରଦ: ଆଜିଠୁ ପୁଣି ଶୀତ

ଭୁବନେଶ୍ୱର,୧୫।୧(ବ୍ୟୁରୋ): ଆଜିଠୁ ପୁଣି ଶୀତ ବଢ଼ିବ । ବର୍ଷାର ପରିମାଣ କମିବା ସହ ଶୀତ ବଢ଼ିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶନିବାର ପୂର୍ବାନୁମାନ କରାଯାଇଛି। ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ପାରଦ ଖସିପାରେ । କିଛି ସ୍ଥାନରେ ସ୍ବଭାବିକ…

ବଳାତ୍କାର ଅଭିଯୋଗରେ ଗିରଫ ହେଲେ କନଷ୍ଟେବଳ

ଜୟପୁର,୧୫ା୧(ନି.ପ୍ର.): ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ପୋଲିସ ଜଣେ କନଷ୍ଟେବଳଙ୍କୁ ଗିରଫ କରିଛି। ସେ ହେଲେ କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଡାବୁଗୁଡା ଗ୍ରାମର ସଦାନନ୍ଦ ମାଣ୍ଡିଆ (୩୦)। ଅବକାରୀ ବିଭାଗର ଜଣେ ମହିଳା କନଷ୍ଟେବଳଙ୍କୁ ସେ ବଳାତ୍କାର…

ରାଜ୍ୟରେ ପୁଣି ଦୁଇ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୫।୧(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଦୁଇ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୪୭୮କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଜଗତସିଂହପୁର ଏବଂ ପୁରୀରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ…

ରାଜ୍ୟରେ ପୁଣି ୧୦ ହଜାର ଟପିଲା ଦୈନିକ ସଂକ୍ରମଣ ,ଚିହ୍ନଟ ହେଲେ ୧୦,୮୫୬ ପଜିଟିଭ୍‌

ଭୁବନେଶ୍ୱର,୧୫।୧(ବ୍ୟୁରୋ): ରାଜ୍ୟରେ ଶନିବାର ୧୦ହଜାର ୮୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦୨୧ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ। ଆକ୍ରାନ୍ତଙ୍କ ମଧ୍ୟରୁ ୬୨୯୩ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୪୫୬୩ ଜଣ ଲୋକାଲ…

ଲିଖିତ, ଫିଟ୍‌ନେସ୍‌ ପରୀକ୍ଷାରେ ପାସ୍‌ କଲେ ୪ ଓଡ଼ିଆ ରେଫରି

ଭୁବନେଶ୍ୱର,୧୫।୧(ବ୍ୟୁରୋ): ଓଡ଼ିଶାର ୪ ଜଣ ଫୁଟବଲ ରେଫରି କାଟ-୨ ଜାତୀୟ ରେଫରିର ମର୍ଯ୍ୟାଦା ହାସଲ କରିବା ପାଇଁ ପରୀକ୍ଷାର ଗୋଟିଏ ପର୍ଯ୍ୟାୟରେ ଉନ୍ନତି କରିଛନ୍ତି। ଅଲ୍‌ ଇଣ୍ଡିଆ ଫୁଟବଲ ଆସୋସିଏଶନ (ଏଆଇଏଫ୍‌ଏଫ୍‌) ଦ୍ୱାରା ଆୟୋଜିତ ହୋଇଥିବା ଲିଖିତ ଓ ଫିଟ୍‌ନେସ୍‌ ପରୀକ୍ଷାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri