ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…
ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏବେ ଏଥିପାଇଁ ଭାରତକୁ ସମାଲୋଚନା କରିଛନ୍ତି। ୟୁକ୍ରେନୀୟ ଅଭିଯୋଗକୁ ପ୍ରତ୍ୟାଖ୍ୟାନ କରି କହିଛନ୍ତି,ସେ…
୨୦୨୬ରେ ଏହି ୪ ରାଶିରେ ଆସିବ ବଡ଼ ପରିବର୍ତ୍ତନ: ପାଇବେ ଭଲ ଖବର, ବର୍ଷ ସାରା କେମିତି ରହିବ ଜାଣନ୍ତୁ…
ଗ୍ରହମାନଙ୍କର ଗତି ଏବଂ ଗମନରେ ପରିବର୍ତ୍ତନ ଦେଶ ଏବଂ ବିଶ୍ୱ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପକାଇଥାଏ। ଗ୍ରହମାନଙ୍କର ରାଶି ଏବଂ ନକ୍ଷତ୍ରରେ ପରିବର୍ତ୍ତନ ରାଶିମାନଙ୍କ ଜୀବନକୁ ପ୍ରଭାବିତ କରେ। ନୂତନ ବର୍ଷର ପ୍ରଥମ ଦିନ ଜାନୁଆରୀ ୧ରେ ସୂର୍ଯ୍ୟ ତାଙ୍କ…
ଲିଫ୍ଟ ଦେବା କହି ଚଳନ୍ତା କାର୍ରେ ମହିଳାଙ୍କୁ କଲେ ବଳାତ୍କାର, ପୂରା ଘଟଣା ଜାଣିଲେ…
ନୂଆଦିଲ୍ଲୀ,୩୧।୧୨: କୋତୱାଲି ଥାନା ଅଞ୍ଚଳରେ ଚଳନ୍ତା କାରରେ ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କୁ ବଳାତ୍କାର କରିବା ପରେ ଅଭିଯୁକ୍ତମାନେ ତାଙ୍କୁ ରାସ୍ତାରେ ଫିଙ୍ଗି ଦେଇ ପଳାଇ ଯାଇଥିଲେ। ତାଙ୍କ ମୁଣ୍ଡରେ ଗମ୍ଭୀର ଆଘାତ ଲାଗିଛି ଏବଂ ତାଙ୍କୁ…
ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ
ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ନୂଆବର୍ଷ ପାଇଁ ଯେଉଁ କ୍ୟାଲେଣ୍ଡର ଛପାଯାଇଛି…
ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…
ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନାରୁ ବୁଧବାର ଭୋର ସମୟରେ ସୁମନ୍ତ ବେହେରାଙ୍କ ସ୍ତ୍ରୀ ଝିଲି ବେହେରା (୩୫) ଘର…
ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…
ପୁରୀ,୩୧ା୧୨(ଅଜିତ୍ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା ଥାନା ପୋଲିସ ଜଣଙ୍କୁ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ…
୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ
ପୁରୀ,୩୧ା୧୨(ଅଜିତ୍ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ…
ଭୟରେ ଥରହର ଅର୍ପିତା ଚୌଧୁରୀ: କଲେ ଏମିତି କାମ
କଟକ,୩୧।୧୨(କାର୍ତ୍ତିକ ସାହୁ):ଓଡ଼ିଆ ସଙ୍ଗୀତ ଜଗତର ପ୍ରତିଷ୍ଠିତ ଗାୟକ ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଓଲିଉଡ ଗାୟିକା ଅର୍ପିତା ଚୌଧୁରୀ ମଙ୍ଗଳବାର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି। ଅନୁରୂପ ଭାବେ ସଙ୍ଗୀତକାର ସୋମେଶ ଶତପଥୀ ମଧ୍ୟ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ…
ନୂଆବର୍ଷରେ ପ୍ରବଳ ଶୀତ: ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର, ୩୧ା୧୨ (ବନ୍ଦନା ସେଠୀ):ରାଜ୍ୟରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ସହିତ ଶୀତ ଲହରି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଥିସହିତ ନୂଆବର୍ଷରେ ୧୨ଟି ଜିଲାକୁ ଶୀତ ଲହରି ଓ ଘନ କୁହୁଡି ପାଇଁ ୟେଲୋ ୱାର୍ନିିଂ…
ଜାଲ୍ ଲାଇସେନ୍ସରେ ବନ୍ଧୁକ ବେପାର, ୩ ଗିରଫ
ରାଉରକେଲା,୩୧।୧୨(ସଙ୍ଗୀତା ଜେନା): ରାଉରକେଲା ଜିଲା ପୋଲିସ ସୋମବାର ରାଉରକେଲାର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଆନ୍ତଃ ରାଜ୍ୟ ଅସ୍ତ୍ରଶସ୍ତ୍ର ଚୋରାଚାଲାଣ ଗ୍ୟାଙ୍ଗ୍ର ପର୍ଦ୍ଦାଫାଶ କରିଛି। ଜାଲ୍ କାଗଜପତ୍ର ମାଧ୍ୟମରେ ଅବୈଧ ଅସ୍ତ୍ର ଲାଇସେନ୍ସ ସଂଗ୍ରହ ଏବଂ ଅସ୍ତ୍ର ଚାଲାଣ କରୁଥିବା ଏହି…
ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା
ନୂଆଦିଲ୍ଲୀ,୩୧ା୧୨: ବାଂଲାଦେଶର ମିମେନସିଂ ଜିଲା ଅନ୍ତର୍ଗତ ଏକ ପୋଷାକ କାରଖାନା ଭିତରେ ସହକର୍ମୀଙ୍କ ଗୁଳିମାଡ଼ରେ ଜଣେ ହିନ୍ଦୁ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଉକ୍ତ ବ୍ୟକ୍ତି ଜଣକ କାରଖାନାରେ ସୁରକ୍ଷା କର୍ମୀ ଭାବେ କାର୍ଯ୍ୟ କରୁଥିଲେ। ବାଂଲାଦେଶରେ ୨ ସପ୍ତାହ ମଧ୍ୟରେ ତୃତୀୟ…
ବିରାଟ-ରୋହିତଙ୍କୁ ଟେଷ୍ଟରୁ ଅବସର ନେବାକୁ କରାଯାଇଥିଲା ବାଧ୍ୟ! ଏହି ଖେଳାଳିଙ୍କ ବୟାନ ପରେ କ୍ରିକେଟ ଜଗତରେ ଝଡ
ନୂଆଦିଲ୍ଲୀ,୩୧।୧୨: କ୍ରିକେଟର ଦୁଇ ବଡ ନାମ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ହଠାତ୍ ଟେଷ୍ଟ କ୍ରିକେଟରୁ ଅବସରକୁ ନେଇ ଚର୍ଚ୍ଚା ପୁଣି ଥରେ ତୀବ୍ର ହୋଇଛି। ଏଥର, ପୂର୍ବତନ ଭାରତୀୟ ଓପନର ଏବଂ ଟି-୨୦ ବିଶ୍ୱକପ ବିଜୟୀ ଖେଳାଳି ରବିନ…
Archives


