୭୭ ବର୍ଷ ବୟସରେ ଦେବେ ଦ୍ୱାଦଶ ଶ୍ରେଣୀ ପରୀକ୍ଷା
ଜୟପୁର: ବୟସ ଯେ କେବଳ ଏକ ସଂଖ୍ୟା ଏହା ପ୍ରମାଣିତ କରିଛନ୍ତି ୭୭ ବର୍ଷୀୟ ହୁକୁମଦାସ ବୈଷ୍ଣବ। ଏହି ଅବସରପ୍ରାପ୍ତ ସରକାରୀ କର୍ମଚାରୀ ଜଣକ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଦେବା ପାଇଁ ନାମ ପଞ୍ଜୀକରଣ କରିଛନ୍ତି। ପୂର୍ବରୁ ସେ ୫୬ ଥରରେ…
ସର୍ବସାଧାରଣ ସମାବେଶ ଉପରେ ଲାଗିପାରେ ସମ୍ପୂର୍ଣ୍ଣ ପ୍ରତିବନ୍ଧକ
ନୂଆଦିଲ୍ଲୀ,୧୫।୧: ଦେଶରେ କରୋନା ସଂକ୍ରମଣ ବଢିଚାଲିଛି। ଏହାରି ଭିତରେ ୫ରାଜ୍ୟର ବିଧାନସଭା ନିର୍ବାଚନ ଫେବୃଆରୀ ୧୦ରୁ ଆରମ୍ଭ ହେବାକୁ ଯାଉଛି। ତେବେ କୋଭିଡ୍ ସଂକ୍ରମଣ ମାମଲାକୁ ଦୃଷ୍ଟିରେ ରଖି ପାଞ୍ଚଟି ମତଦାନ ରାଜ୍ୟରେ ରାଲିକୁ ସମ୍ପୂର୍ଣ୍ଣ ବନ୍ଦ କରାଯିବ କି ନାହିଁ…
ମୌନୀ-ସୁରଜଙ୍କ ପ୍ରେମ କାହାଣୀ: ଜାଣନ୍ତୁ କିପରି ପଡ଼ିଥିଲେ ପ୍ରେମରେ
ଅଭିନେତ୍ରୀ ମୌନୀ ରୟ ପ୍ରେମିକ ସୁରଜ ନାମ୍ବିଆର୍ଙ୍କୁ ଖୁବ୍ଶୀଘ୍ର ବିବାହ କରିବେ। ସେ ୨୭ ଜାନୁୟାରୀ ୨୦୨୨ରେ ଗୋଆରେ ଏକ ସମୁଦ୍ରକୂଳରେ ବିବାହ କରିବେ। ତେବେ ଜାଣନ୍ତୁ ମୌନୀ ଓ ସୁରଜଙ୍କ ପ୍ରେମ କାହାଣୀକୁ ନେଇ ରୋଚକ କଥା। କିପର ସେ…
ରାଜ୍ୟ ନିର୍ବାଚନ କମିଶନରଙ୍କ ଗୁରୁତ୍ୱପୁର୍ଣ୍ଣ ବୈଠକ
ଭୁୁବନେଶ୍ୱର,୧୫।୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଫେବୃୟାରୀ ୧୬ରେ ଆରମ୍ଭ ହେବ। ଏଥିପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ସରିଛି। ତେବେ ନିର୍ବାଚନ ସୁରୁଖୁରୁରେ ହେବା ନେଇ ଶନିବାର ପୂର୍ବାହ୍ନ ୧୦ଟା ୩୦ରେ ରାଜ୍ୟ ନିର୍ବାଚନ କମିଶନରଙ୍କ ଗୁରୁତ୍ୱପୁର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ସମସ୍ତ…
ବସଷ୍ଟାଣ୍ଡରେ ପ୍ରେମିକାଙ୍କୁ ଛାଡି ପ୍ରେମିକ ଫେରାର
ଅମରପାଲି,୧୫ା୧(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବସଷ୍ଟାଣ୍ଡରେ ଜଣେ ଯୁବକ ପ୍ରେମିକାଙ୍କୁ ଛାଡି ଫେରାର ହୋଇଯିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଯୁବତୀ ଜଣକ ଗର୍ଭବତୀ ଥିବା ବେଳେ ନ୍ୟାୟ ପାଇଁ ନିବେଦନ କରିଛନ୍ତି। ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ବଡଖମାର…
ବଜ୍ରପାତରେ ଓଡ଼ିଶାରେ ସର୍ବାଧିକ ମୃତ୍ୟୁ
ନୂଆଦିଲ୍ଲୀ,୧୫।୧(ପି.ଟି.): ବର୍ଷ ୨୦୨୧ରେ ବନ୍ୟା, ସାମୁଦ୍ରିକ ବାତ୍ୟା, ପ୍ରବଳ ବର୍ଷା, ଭୂସ୍ଖଳନ, ବଜ୍ରପାତ ଆଦି ଭୀଷଣ ପାଗ ଯୋଗୁ ୧,୭୫୦ ଲୋକଙ୍କ ଜୀବନ ଯାଇଛି। ମହାରାଷ୍ଟ୍ରରେ ସର୍ବାଧିକ ୩୫୦ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଏହା ପଛକୁ ଓଡ଼ିଶା ଏବଂ ମଧ୍ୟପ୍ରଦେଶ ରହିଛି।…
ପାଚେରି ନିର୍ମାଣକୁ ବିରୋଧ ମାମଲାରେ ୧୩ ଗିରଫ
ଧର୍ମଶାଳା/ଜେନାପୁର,୧୫ା୧ (ଡି.ଏନ.ଏ.): ଜେନାପୁର ଥାନା ରାଇଛନ୍ଦା ପଞ୍ଚାୟତର ବାଲିକୁଦିଆରେ ମେଗା ପାନୀୟ ଜଳ ପ୍ରକଳ୍ପର ପାଚେରି ନିର୍ମାଣ କାର୍ଯ୍ୟକୁ ବିରୋଧ ମାମଲାରେ ପୋଲିସ ଶୁକ୍ରବାର ୧୩ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ଅଭିଯୁକ୍ତ ହେଲେ ବାଲିକୁଦିଆ ଗ୍ରାମର ରମେଶ ମଲିକ,…
କଂଗ୍ରେସ ପାଇଁ ସ୍ଥିତି ସୁଧାରିବାକୁ ସୁଯୋଗ
ଯାଜପୁର ଅଫିସ,୧୫ା୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନିମନ୍ତେ ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ଆଉ ୨ଦିନ ପରେ ଆରମ୍ଭ ହେବ। ଏହି ନିର୍ବାଚନର ଫଳାଫଳ ୨୦୨୪ ସାଧାରଣ ନିର୍ବାଚନର ଦର୍ପଣ ସାଜିବ ବୋଲି କଳ୍ପନାଜଳ୍ପନା ପ୍ରକାଶ ପାଉଛି। ଏପରି କି ରାଜନୈତିକ ଦଳଗୁଡ଼ିକ…
ସ୍ୱାସ୍ଥ୍ୟ ସଙ୍କଟ ସୃଷ୍ଟି କରିପାରେ ହସ୍ପିଟାଲ ସଂକ୍ରମଣ
ଭୁବନେଶ୍ୱର,୧୫।୧(ବ୍ୟୁରୋ): କରୋନାର ପ୍ରଥମ ଓ ଦ୍ୱିତୀୟ ଲହର ସଂକ୍ରମଣବେଳେ ସ୍ୱାସ୍ଥ୍ୟସେବା କ୍ଷେତ୍ର ଗୁରୁତର ପ୍ରଭାବିତ ହୋଇଥିଲା। ବିଶେଷକରି ହସ୍ପିଟାଲରେ ସଂକ୍ରମଣ ବ୍ୟାପିବା ପରେ ଏଭଳି ସଂକଟ ସୃଷ୍ଟି ହୋଇଥିଲା। କଡ଼ା କଟକଣା ଓ ସଂକ୍ରମଣ ଭୟ ଯୋଗୁ ବହୁ ଅଣ କରୋନା…
ପୁଅର ମୃତଦେହ ଦେଖି ଟଳି ପଡ଼ିଲେ ବାପା
ବଲାଙ୍ଗୀର ଅଫିସ,୧୫ା୧: ପୁଅର ମୃତଦେହ ଦେଖି ଟଳି ପଡିଲେ ବାପା। ଦୁଇ ଜଣଙ୍କୁ ହରାଇବାର ଦୁଃଖରେ କାନ୍ଦ ବୋବାଳିରେ ଫାଟି ପଡିଲା ଘର। ଏଭଳି ଅଭାବନୀୟ ଘଟଣା ଶୁକ୍ରବାର ବରଗଡ ସହରରେ ଦେଖିବାକୁ ମିଳିଛି। ପ୍ରକାଶ ଯେ, ବଲାଙ୍ଗୀର ଅଞ୍ଚଳର କଂଗ୍ରେସ…
ଗଡ଼ିଲା ବାରିପଦା-ପୁରୀ ସାପ୍ତାହିକ ଟ୍ରେନ
ବାରିପଦା ଅଫିସ,୧୫ା୧: ମୟୂରଭଞ୍ଜ ଜିଲା ବାରିପଦାର ଭଞ୍ଜପୁରରୁ ପୁରୀକୁ ସାପ୍ତାହିକ ଟ୍ରେନ ଚଳାଚଳ କରିଛି। କେନ୍ଦ୍ର ଜଳଶକ୍ତି ଓ ଆଦିବାସୀ ବ୍ୟାପାର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ପତାକା ଦେଖାଇ ଏହି ଟ୍ରେନ ଚଳାଚଳର ଶୁଭାରମ୍ଭ କରିଛନ୍ତି। ଗୁରୁବାର ରାତି ୧୧ଟା୫୦ ମିନିଟରେ…
୨୧ରୁ ପଶ୍ଚିମ ଓଡ଼ିଶାରେ କୁଆପଥର ବର୍ଷା
ଭୁବନେଶ୍ୱର,୧୫ା୧(ବ୍ୟୁରୋ): ଜଳବାୟୁ ପରିବର୍ତ୍ତନ ପରିବେଶକୁ ପ୍ରଭାବିତ କରିବାରେ ଲାଗିଛି। ଆବଶ୍ୟକ ସମୟରେ ସ୍ପଳ୍ପବୃଷ୍ଟି ଚିନ୍ତା ବଢ଼ାଉଥିବାବେଳେ ଅନାବଶ୍ୟକ ସମୟରେ ଅତ୍ୟଧିକ ବର୍ଷା ବନ୍ୟା ପରିସ୍ଥିତି ସୃଷ୍ଟି କରୁଛି। ଦକ୍ଷିଣ ପଶ୍ଚିମ ମୌସୁମୀର ଅସ୍ବାଭାବିକତା ଯୋଗୁ ମଧ୍ୟ ଚାଷକାର୍ଯ୍ୟ ପ୍ରଭାବିତ ହେଉଛି। ଜୁନ୍ରୁ…
Archives


