ବିଳାସପୂର୍ଣ୍ଣ ଫାର୍ମହାଉସର ମାଲିକାଣୀ ଭାରତୀ, ଛାଡ଼ିଲେ ମୁମ୍ବାଇ ଘର…
ହାସ୍ୟ ଅଭିନେତ୍ରୀ ଭାରତୀ ସିଂ ବର୍ତ୍ତମାନ ମା’ ହେବାକୁ ଯାଉଥିବାରୁ ନେଇ ଚର୍ଚ୍ଚାରେ ଅଛନ୍ତି। ମୁମ୍ବାଇରେ କୋଭିଡ୍ ସଂକ୍ରମଣ ବଢ଼ୁଥିବାରୁ ଏହାକୁ ଦୃଷ୍ଟିରେ ରଖି ସେ କିଛ ଦିନ ପାଇଁ ସ୍ବାମୀ ହର୍ଷ ଲିମ୍ବାଚିଆଙ୍କ କରଜାତ ଫାର୍ମ ହାଉସ୍କୁ ରହିବା ପାଇଁ…
ସ୍ୱାମୀ ପ୍ରସାଦ ମୌର୍ଯ୍ୟ-ଅଖିଳେଶଙ୍କ ଭର୍ଚୁଆଲ ରାଲିରେ ଲୋକେ ମାନିଲେନି କରୋନା ନିୟମ: ଡିଏମ୍ଙ୍କ ଯାଞ୍ଚ ନିର୍ଦ୍ଦେଶ
ଲକ୍ଷ୍ନୌ,୧୪ ।୧: ଉତ୍ତର ପ୍ରଦେଶର ବିଧାନସଭା ନିର୍ବାଚନକୁ ନେଇ ଏବେ ଆଲୋଚନା ପର୍ଯ୍ୟାଲୋଚନା ଜାରି ରହିଛି । କାରଣ ଗୋଟିଏପଟେ ନିର୍ବାଚନ ତାରିଖ ଘୋଷଣା ହୋଇ ସାରିଥିବା ବେଳେ ଅନ୍ୟପଟେ ଶାସକ ଭାରତୀୟ ଜନତା ପାର୍ଟି(ଭାଜପା)ର କେତେଜଣ ଅସନ୍ତୁଷ୍ଟ ନେତା ଦଳ…
ବିବାହ ପରେ ପ୍ରଥମ
ବମ୍ବେ: ନୂଆ ନୂଆ ବିବାହ, ଏଣୁ ମନ ଉଡୁଛି ଆକାଶରେ। ଆମେ କଥା ହେଉଛୁ ବଲିଉଡ୍ ଅଭିନେତ୍ରୀ କଟ୍ରିନା କୈଫ୍ ଏବଂ ଭିକ୍କି କୌଶଲଙ୍କ କଥା। ମାସେ ତଳେ ହାତକୁ ଦୁଇ ହାତ ହୋଇଥିଲେ ଉଭୟେ। ସେବେଠାରୁ ଉଭୟ ପ୍ରତିଟି ଉତ୍ସବକୁ…
ଦାବୋସ ଏଜେଣ୍ଡା ଶିଖର ସମ୍ମିଳନୀର ପ୍ରଥମ ଦିନରେ ଉଦ୍ବୋଧନ ଦେବେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୧୪ ।୧: ବିଶ୍ୱ ଆର୍ଥିକ ମଞ୍ଚ ବା ୱାର୍ଲଡ ଇକୋନମିକ ଫୋରମ(ଡବ୍ଲୁଇଏଫ୍)ର ଅନଲାଇନ ଆୟୋଜିତ ହେବାକୁ ଯାଉଥିବା ଦାବୋସ ଏଜେଣ୍ଡା ଶିଖର ସମ୍ମିଳନୀର ପ୍ରଥମ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦ୍ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି । ୫ ଦିବସୀୟ ଏହି…
ହ୍ରିତିକ୍ଙ୍କୁ ଛାଡ଼ିବା ପରେ ୧୦ ବର୍ଷ ସାନ ଏହି ବ୍ୟକ୍ତିଙ୍କ ପ୍ରେମରେ ସୁଜୈନ୍; ଏବେ କହିଲେ…
ବମ୍ବେ: ପ୍ରେମରେ ପଡ଼ିଛନ୍ତି ସୁଜୈନ ଖାନ୍। ଅଭିନେତା ତଥା ସ୍ବାମୀ ହ୍ରିତିକ୍ ରୋଶନଙ୍କଠାରୁ ଅଲଗା ହେବା ପରେ ସେ ନିଜଠାରୁ ୧୦ ବର୍ଷ ସାନ ଅର୍ସଲାନ ଗୋନିଙ୍କୁ ମନ ଦେଇଛନ୍ତି। ଏପରି କିଛି ଚର୍ଚ୍ଚା ଏବେ ବଲିଉଡ୍ର ଗଳିକନ୍ଦିରେ ହେଉଛି। ଉଭୟ…
କଟକରେ ୩ କୋର୍ଟ ମାଇକ୍ରୋ କଣ୍ଟେନ୍ମେଣ୍ଟ
କଟକ ଅଫିସ୍,୧୪।୧: କଟକରେ ୩ଟି କୋର୍ଟ ମାଇକ୍ରୋ କଣ୍ଟେନ୍ମେଣ୍ଟ ଘୋଷଣା ହୋଇଛି। ସିଭିଲ୍ କୋର୍ଟ, ଏସ୍ଡିଜେଏମ୍, ଜିଲା ଦୌରାଜଜ କୋର୍ଟକୁ କଣ୍ଟେନ୍ମେଣ୍ଟ କରାଯାଇଛି। କରୋନା ମାମଲା ବଢିଯିବା ପରେ ସିଏମ୍ସିଙ୍କ ପକ୍ଷରୁ ମାଇକ୍ରୋ କଣ୍ଟେନ୍ମେଣ୍ଟ ଘୋଷଣା ହୋଇଛି। କେବଳ କଟକ ସିଭିଲ୍…
ବାବାଙ୍କ ପାଖେ ଲାଗିହେଲା ମକର ପୋଡ଼ପିଠା
ଆରଡି,୧୪।୧(ଡି.ଏନ.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ ଶୁକ୍ରବାର କୋଭିଡ କଟକଣାରେ ମକର ସଂକ୍ରାନ୍ତି ଉପଲକ୍ଷେ ପୂଜାର୍ଚ୍ଚନା କରାଯାଇଥିଲା। ଭୋର ୫ଟାରେ ମନ୍ଦିର ପହଡ ଖୋଲାଯାଇ ମଙ୍ଗଳଆଳତି କରାଯାଇଥିଲା। ପରେ ବାବାଙ୍କର ସ୍ନାନ କୃତ୍ୟ ସମ୍ପନ୍ନ କରାଯାଇ ବାବାଙ୍କୁ…
ସୁଜୈନଙ୍କ ପରେ ଏବେ ହ୍ରିତିକ୍ଙ୍କୁ କରୋନା; ହୋମ୍ କ୍ୱାରାଣ୍ଟାଇନ୍ରେ ବିତୁଛି…
ବମ୍ବେ: ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ସାଧାରଣ ଲୋକଠାରୁ ଆରମ୍ଭ କରି ବଡ଼ ବଡ଼ ସେଲିବ୍ରିଟି ଏଥିରୁ ରକ୍ଷା ପାଇ ପାରୁନାହାନ୍ତି। ଏବେ ଅଭିନେତା ହ୍ରିତିକ ରୋଶନ କରୋନା ସଂକ୍ରମିତ ଥିବା ଜଣାପଡ଼ିଛି। ସେ ହୋମ୍ ଆଇସୋଲେଶନରେ…
ଲକ୍ଷ୍ନୌ ବିଶ୍ୱବିଦ୍ୟାଳୟରେ ୫୦ ବିଦ୍ୟାର୍ଥୀ କରୋନା ପଜିଟିଭ, ସମସ୍ତ ପରୀକ୍ଷା ସ୍ଥଗିତ
ଲକ୍ଷ୍ନୌ,୧୪ ।୧: ଦେଶରେ କରୋନା ମହାମାରୀର ତୃତୀୟ ଲହର ଆରମ୍ଭ ହୋଇଯାଇଥିବା ବେଳେ ପ୍ରତିଦିନ ହଜାର ହଜାର ସଂଖ୍ୟାରେ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ଚିନ୍ତାର କାରଣ ପାଲଟିଯାଇଛି । ଗୁରୁବାର ଲକ୍ଷ୍ନୌ ବିଶ୍ୱବିଦ୍ୟାଳୟର ବିଦ୍ୟାର୍ଥୀଙ୍କ କରୋନା ଟେଷ୍ଟ କରାଯାଇଥିବା ବେଳେ ଏମାନଙ୍କ…
ସାଇକେଲ ଧରିବା ପରେ ଯୋଗୀଙ୍କୁ ଟାର୍ଗେଟ
ଲକ୍ଷ୍ନୌ,୧୪।୧: ଶେଷରେ ଅଖିଳେଶଙ୍କ ସାଇକେଲ ଧରିଛନ୍ତି ଯୋଗୀ ସରକାରଙ୍କ କ୍ୟାବିନେଟରେ ମନ୍ତ୍ରୀ ଥିବା ସ୍ବାମୀ ପ୍ରସାଦ ମୌଯ୍ୟ । ସେ ଏକା ନୁହନ୍ତି ତାଙ୍କ ସହ ଭାଜପାର ୬ ବିଧାୟକ ସମାଜବାଦୀ ପାର୍ଟିରେ ଶୁକ୍ରବାର ସାମିଲ ହୋଇଛନ୍ତି । ଅନୁଷ୍ଠିତ ମିଶ୍ରଣ…
ଭିଜା ବାତିଲ ସହ ୩ ବର୍ଷ ପାଇଁ ବାସନ୍ଦ
ମେଲବୋର୍ନ,୧୪।୧: ଟେନିସ ତାରକା ନୋଭାକ୍ ଜୋକୋଭିଚ୍ଙ୍କ ଭିଜାକୁ ଶୁକ୍ରବାର ଦ୍ୱିତୀୟ ଥର ଲାଗି ବାତିଲ କରି ଦେଇଛନ୍ତି ଅଷ୍ଟ୍ରେଲିଆ ସରକାର। କୋଭିଡ୍-୧୯ ଟିକା ନ ନେଇ ଅଷ୍ଟ୍ରେଲିଆ ଆସିଥିବା ସର୍ବିଆ ଖେଳାଳିଙ୍କୁ ଦେଶରୁ ଡିପୋର୍ଟ କରିବାକୁ ନିଷ୍ପତ୍ତି ନିଆଯାଇଛି। ଲୋକଙ୍କ ସ୍ବାସ୍ଥ୍ୟକୁ…
୪ ଦିନ ବନ୍ଦ ରହିବ ନୃସିଂହନାଥ ମନ୍ଦିର
ପାଇକମାଳ,୧୪।୧(ଡି.ଏନ.ଏ.): ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ନୃସିଂହନାଥ ମନ୍ଦିର ୧୪ରୁ ୧୭ ତାରିଖ ଯାଏ ବନ୍ଦ ରହିବ। ମନ୍ଦିର କମିଟି ସଭାପତି ତଥା ବିଡିଓ ଉପଞ୍ଜଳି ମାଝି ଏହି ସୂଚନା ଦେଇଛନ୍ତି। କୋଭିଡ଼ ସଂକ୍ରମଣକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି…
Archives


