ୟୁପି ବିଧାନସଭା ନିର୍ବାଚନ: ୪୮ ଘଣ୍ଟାରେ ଭାଜପାର ୬ ବିଧାୟକ ଦେଲେ ଇସ୍ତଫା
ଲକ୍ଷ୍ନୌ,୧୩ ।୧: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନର ତାରିଖ ଘୋଷଣା ହେବା ପରେ ଶାସକ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଗୋଟିଏ ପରେ ଗୋଟିଏ ଝଟକା ଲାଗୁଛି । ବୁଧବାର ଓବିସି ନେତା ଦାରା ସିଂ ଚୌହାନ ଯୋଗୀ ଆଦିତ୍ୟନାଥଙ୍କ କ୍ୟାବିନେଟରୁ ଇସ୍ତଫା…
ବୁଡ଼ି ଯାଉଥିଲେ; ସମୁଦ୍ରରୁ ବକ୍ସିଂ କୋଚ୍, ଖେଳାଳିଙ୍କୁ ଉଦ୍ଧାର କଲେ ଓଡ଼ିଆ ଯୁବକ
ନୟାଗଡ଼ ଅଫିସ/ରଣପୁର,୧୩।୧(ସ୍ବ.ପ୍ର.): ପୁଡ଼ୁଚେରୀ ନିକଟ ସମୁଦ୍ରରେ ୩ଜଣ ବୁଡ଼ି ଯାଉଥିଲେ। ସେଠାରେ ଉପସ୍ଥିତ ଥିବା ଲୋକମାନେ ଏହା ଦେଖି ସେମାନଙ୍କୁ ଉଦ୍ଧାର କରିବାକୁ କେବଳ ଚିତ୍କାର କରୁଥିଲେ। ହେଲେ କେହି ସମୁଦ୍ର ଭିତରକୁ ଯାଇ ସେମାନଙ୍କୁ ରକ୍ଷା କରିବାକୁ ସାହସ କରି…
ଓସିଏସ୍ ମେନ୍: ଚିନ୍ତାରେ ପରୀକ୍ଷାର୍ଥୀ
ଭୁବନେଶ୍ୱର, ୧୩।୧(ବ୍ୟୁରୋ): ରାଜ୍ୟରେ କରୋନା ଏବେ ଉପରମୁହାଁ ରହିଛି। ଆହୁରି ଦୁଇମାସ ଏହି ଧାରା ଜାରି ରହିବ ବୋଲି ସ୍ବାସ୍ଥ୍ୟ ବିଭାଗ କହିସାରିଲାଣି। ଏଭଳି ସ୍ଥିତିରେ ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍ସି) ପରୀକ୍ଷା କିଭଳି ଦେବେ, ତାହାକୁ ନେଇ ପରୀକ୍ଷାର୍ଥୀ ଚିନ୍ତାରେ ପଡ଼ିଯାଇଛନ୍ତି।…
ମକର ସଂକ୍ରାନ୍ତି, ଲୋରି, ବିହୁ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ,୧୩ ।୧: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଲୋରି, ମକର ସଂକ୍ରାନ୍ତି, ପୋଙ୍ଗଲ, ଭୋଗଲି ବିହୁ, ଉତ୍ତରାୟଣ ଓ ପୌଷ ପର୍ବ ଅବସରରେ ଦେଶ ଓ ବିଦେଶରେ ଥିବା ସମସ୍ତ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ରାଷ୍ଟ୍ରପତି ଭବନ ପକ୍ଷରୁ ଜାରି କରାଯାଇଥିବା…
ଜେଲରେ କିନ୍ନରଙ୍କ ପାଇଁ ହେବ ସ୍ବତନ୍ତ୍ର ପ୍ରକୋଷ୍ଠ
ନୂଆଦିଲ୍ଲୀ,୧୩।୧: କିନ୍ନରମାନଙ୍କ ଅଧିକାରକୁ ସ୍ବୀକୃତି ସ୍ବରୂପ ସେମାନଙ୍କ ଲାଗି ଜେଲରେ ସ୍ବତନ୍ତ୍ର ଓ୍ବାର୍ଡର ବ୍ୟବସ୍ଥା କରିବା ଲାଗି କେନ୍ଦ୍ର ସରକାର ରାଜ୍ୟଗୁଡ଼ିକୁ ପତ୍ର ଲେଖି ଜଣାଇଛନ୍ତି। ଶୋଷଣରୁ ସେମାନଙ୍କୁ ସୁରକ୍ଷା ଲାଗି କିନ୍ନର ବନ୍ଦୀଙ୍କ ନିମନ୍ତେ ସ୍ବତନ୍ତ୍ର ପ୍ରକୋଷ୍ଠ ବ୍ୟବସ୍ଥା ରହିବା…
ଭାଇରାଲ ଓ୍ବାର୍ଡ ଗେମ୍ ‘ଓ୍ବାର୍ଡଲେ’
ନ୍ୟୁୟର୍କ,୧୩।୧: ମହାମାରୀବେଳେ ଲୋକେ ଅଧିକ ସମୟ ଘରେ ବିତାଉଥିବାବେଳେ ଏକ ମଜାଦାର ଗେମ୍ ଅନଲାଇନରେ ବେଶ୍ ଲୋକପ୍ରିୟ ହୋଇଛି। ସହଜ ଏବଂ କୌତୁହପୂର୍ଣ୍ଣ ହୋଇଥିବାରୁ ବହୁ ସଂଖ୍ୟାରେ ୟୁଜର୍ସ ଏବେ ଏହି ଖେଳରେ ମାତିଛନ୍ତି। ଏହାର ନାମ ହେଉଛି ‘ଓ୍ବାର୍ଡଲେ’। ନିଜ…
୪ ଜଣଙ୍କୁ ମୃତ୍ୟୁ ଦଣ୍ଡାଦେଶ
ଇସ୍ଲାମାବାଦ,୧୩।୧(ପି.ଟି.): ମୁମ୍ବାଇ ଆକ୍ରମଣ ମାଷ୍ଟରମାଇଣ୍ଡ ତଥା ଆତଙ୍କବାଦୀ ସଙ୍ଗଠନ ଜମାତ୍-ଉଦ୍-ଦ୍ୱାଓ୍ବା(ଜେୟୁଡି) ମୁଖ୍ୟ ହାଫିଜ୍ ସୟିଦ୍ଙ୍କ ଘର ବାହାରେ ବିସ୍ଫୋରଣ ମାମଲାରେ ପାକିସ୍ତାନର ଲାହୋର ସ୍ଥିତ ଏକ କୋର୍ଟ ୪ ଜଣଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନଙ୍କୁ ମୃତ୍ୟୁ ଦଣ୍ଡାଦେଶ ଦିଆଯାଇଛି। ୨୦୨୧…
ଇସ୍ରୋର ହେବନାହିଁ ଘରୋଇକରଣ: ଏସ୍ ସୋମନାଥ
ଥିରୁଭାନନ୍ତପୁରମ(କେରଳ),୧୩ ।୧: ଭାରତୀୟ ମହାକାଶ ଓ ଅନୁସନ୍ଧାନ ସଙ୍ଗଠନ(ଇସ୍ରୋ)ର ମୁଖ୍ୟ ଭାବେ ରକେଟ ବୈଜ୍ଞାନିକ ଏସ୍ ସୋମନାଥଙ୍କୁ ନିଯୁକ୍ତି ମିଳିଛି । ଏସ୍ ସୋମନାଥଙ୍କର ଏଝଖଠ ଗଳ-ଓଓଓ ଲଞ୍ଚର ବିକାଶରେ ଗରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ଏବେ ସେ ଇସ୍ରୋର ବରିଷ୍ଠ…
କୋଭିଡ୍ ମୁକ୍ତ ଗାଁ ପ୍ରତିଯୋଗିତା, ବିଜେତାଙ୍କୁ ୫୦ ଲକ୍ଷ
ପୁଣେ,୧୨।୧: କୋଭିଡ୍-୧୯ ସଂକ୍ରମିତଙ୍କ ସଂଖ୍ୟା ପୂରା ଦେଶରେ ହୁ ହୁ ହୋଇ ବୃଦ୍ଧ ପାଉଥିବା ବେଳେ ସଂକ୍ରମଣକୁ ରୋକିବା ପାଇଁ ଏକ ଅଭିନବ ପ୍ରୟାସ କରିଛି ମହାରାଷ୍ଟ୍ରର ପୁଣେ ଜିଲା ପ୍ରଶାସନ। ଜିଲାରେ ‘କୋଭିଡ୍ ମୁକ୍ତ ଗାଁ’ ପ୍ରତିଯୋଗିତା ଘୋଷଣା କରାଯାଇଛି।…
ଆଜି ରାଜ୍ୟରୁ ସୁସ୍ଥ ହେଲେ ୯୪୯ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୧୨ା୧(ବ୍ୟୁରୋ): ବୁଧବାର ରାଜ୍ୟରୁ ଆଉ ୯୪୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୦,୪୮,୭୩୨ ଜଣ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୨୬୦ କରୋନା…
ଇର୍ଫାନ, କପିଳଙ୍କ ସମକକ୍ଷ ହେଲେ ବୁମରା
କେପ୍ ଟାଉନ,୧୨।୧: ନ୍ୟୁଲାଣ୍ଡ୍ସରେ ଚାଲିଥିବା ତୃତୀୟ ତଥା ନିର୍ଣ୍ଣାୟକ ଟେଷ୍ଟର ପ୍ରଥମ ଇନିଂସରେ ୫ ଉଇକେଟ ସଫଳତା ହାସଲ କରିଛନ୍ତି ଯଶପ୍ରୀତ ବୁମରା। ଏହା ତାଙ୍କ ଟେଷ୍ଟ କ୍ୟାରିୟରର ୭ମ ୫ ଉଇକେଟ ସଫଳତା। ଅତିକମ୍ରେ ୨୭ଟି ଟେଷ୍ଟ ଖେଳିଥିବା ଭାରତୀୟ…
ଲଙ୍କା କେଜି ୭୦୦, ଟମାଟୋ ୨୦୦
କଲମ୍ବୋ,୧୨ା୧: ଭାରତର ପଡ଼ୋଶୀ ଦେଶ ଶ୍ରୀଲଙ୍କା ଏବେ ଦେବାଳିଆ ସ୍ଥିତିରେ ପହଞ୍ଚିଛି। ଶ୍ରୀଲଙ୍କାରେ ଦୈନନ୍ଦିନ ସାମଗ୍ରୀର ମୂଲ୍ୟ ଅହେତୁକ ଭାବରେ ବୃଦ୍ଧି ପାଇଛି। ଏଠାରେ ଖାଦ୍ୟ ଏବଂ ପାନୀୟ ଏକ ମାସରେ ୧୫ ପ୍ରତିଶତ ମହଙ୍ଗା ହୋଇଛି। ୧୦୦ ଗ୍ରାମ ଲଙ୍କାର…
Archives


