ଆହୁରି ୨ ମାସ ଯାଏ ବଢ଼ିବ କରୋନା ସଂକ୍ରମଣ
ଭୁବନେଶ୍ୱର,୧୨।୧(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୮ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ଆହୁରି ୨ ମାସ ଅର୍ଥାତ ମାର୍ଚ୍ଚ ପର୍ଯ୍ୟନ୍ତ ଜନସାଧାରଣଙ୍କୁ…
ଆହୁରି ୩ ଦିନ ଲାଗି ରହିବ ବର୍ଷା
ଭୁବନେଶ୍ୱର,୧୨।୧(ବ୍ୟୁରୋ): ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା । କିଛି ଜିଲାରେ ମେଘୁଆ ପାଗ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେଉଥିବା ବେଳେ କେତେକ ସ୍ଥାନରେ କୁଆ ପଥର ସହିତ ମଧ୍ୟ ବର୍ଷା ମଧ୍ୟ…
ସୁପରସୋନିକ୍ କ୍ଷେପଣାସ୍ତ୍ର ପରୀକ୍ଷା କଲେ ଏକଛତ୍ରବାଦୀ ଶାସକ…
ପୋଙ୍ଗୟାଙ୍ଗ, ୧୨।୧ : ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍ ଜୋଙ୍ଗ ଉନ୍ ପୁଣି ଥରେ ଆଣବିକ ଅସ୍ତ୍ରଶସ୍ତ୍ର କଟକଣାକୁ ଅବମାନନା କରି ପୃଥିବୀ ପାଇଁ ଚ୍ୟାଲେଞ୍ଜ ସୃଷ୍ଟି କରିଛନ୍ତିି। ସୋମବାର ବାଲିଷ୍ଟିକ କ୍ଷେପଣାସ୍ତ୍ର ପରୀକ୍ଷା କରିଥିବା କିମ୍ ମଙ୍ଗଳବାର ହାଇପରସୋନିକ…
୧୦୦ ଟେଷ୍ଟ ଖେଳିବା ସତ୍ତ୍ୱେ ଏଭଳି ହେବା ଠିକ୍ ନୁହେଁ; କ୍ରିକେଟରଙ୍କୁ ନେଇ ବଡ଼ କଥା କହିଲେ…
ନୂଆଦିଲ୍ଲୀ,୧୨।୧: ଦକ୍ଷିଣ ଆଫ୍ରିକା ବିପକ୍ଷରେ କେପ୍ଟାଉନ୍ର ନ୍ୟୁଲାଣ୍ଡସ୍ ଷ୍ଟାଡିୟମରେ ଖେଳାଯାଉଥିବା ନିର୍ଣ୍ଣାୟକ ଟେଷ୍ଟରେ ଭାରତ ଦୁଇଟି ପରିବର୍ତ୍ତନ ସହ ଓହ୍ଲାଇଥିଲା। ଅଧିନାୟକ ବିରାଟ କୋହଲି ଆହତ ସମସ୍ୟାରୁ ସୁସ୍ଥ ହୋଇ ଫେରିଥିବା ବେଳେ ମହମ୍ମଦ ସିରାଜଙ୍କ ଅନୁପସ୍ଥିତିକୁ ନେଇ ଉମେଶ ଯାଦବଙ୍କୁ…
ସାରା ଜୀବନ ହାତ ଧରିବାକୁ କଥା ଦେଇ ତଣ୍ଟି ଚିପି ମାରିଦେଲେ ସ୍ବାମୀ
ସୁନ୍ଦରଗଡ,୧୨।୧(ଡି.ଏନ୍.ଏ.): ଯାହା ହାତ ଧରି ସାରା ଜୀବନ କାଟିଦେବାକୁ ଭାବିଥିଲେ ସେ ହିଁ ଶେଷରେ ତଣ୍ଟି ଚିପିଦେଲେ। ସ୍ତ୍ରୀକୁ ତଣ୍ଟିଚିପି ହତ୍ୟା କରିଛନ୍ତି ସ୍ବାମୀ। ଏଭଳି ଘଟଣା ଘଟିଛି ସୁନ୍ଦରଗଡ଼ ଜିଲା ତଳପରା ଥାନା ଅନ୍ତର୍ଗତ ଭଣ୍ଡାରୀଶଙ୍କରା ଗ୍ରାମରେ । ମୃତା…
ପୂର୍ବତନ ଆର୍ସିଏସଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ବ୍ରହ୍ମଗିରି,୧୨।୧(ଡି.ଏନ୍.ଏ): ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଖଟପିରିଙ୍ଗ ଗ୍ରାମର ଅବସରପ୍ରାପ୍ତ ଅତିରିକ୍ତ ରେଜିଷ୍ଟାର (କୋପର୍ଟିଭ୍ ସୋସାଇଟି)ରାଜକିଶୋର ପରିଡାଙ୍କ ଘରେ ବୁଧବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି ରହିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କର ପୁରୀ, ଭୁବନେଶ୍ୱର, ବାରିପଦା,…
ବାପା ସିବିଆଇ ଅଫିସର, ଇଚ୍ଛା ଥିଲା ଆଇଏଏସ୍ ହେବା; ଏବେ କିନ୍ତୁ ସେ…
ବମ୍ବେ: ବାପା ଜଣେ ସିବିଆଇ ଅଫିସର। ହେଲେ ଝିଅଙ୍କ ନିଶା ହେଲା ଅଭିନୟ। ଆମେ କଥା ହେଉଛୁ ଟେଲି ଧାରାବାହିକ ‘କାହାନୀ ଘର ଘର କି’ର ପାର୍ବତୀ ଅର୍ଥାତ ସାକ୍ଷୀ ତନଓ୍ବରଙ୍କ କଥା। ଜାନୁୟାରୀ ୧୨ ଅର୍ଥାତ ବୁଧବାର ସେ ନିଜର…
ପଞ୍ଚଭୂତରେ ଲୀନ ହେଲେ ମିହିର ଦାସ
ଭୁବନେଶ୍ୱର,୧୨।୧(ବ୍ୟୁରୋ): ପଞ୍ଚଭୂତରେ ଲୀନ ହେଲେ ଅଭିନେତା ମିହିର ଦାସ। କଟକ ସତୀଚୈରା ଶ୍ମଶାନରେ ମିହିରଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ପରିବାର, ପ୍ରଂଶସକ ଓ ଆତ୍ମୀୟ ଗହଣରେ କାକା ଶେଷ ବିଦାୟ ନେଇଛନ୍ତି । ତାଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଗାର୍ଡ…
ବଢ଼ୁଛି ଦୈନିକ ସଂକ୍ରମଣ: ଦିନକରେ ୮୭୭୮ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୧୨।୧(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ସଂକ୍ରମଣ ହୁ ହୁ ହୋଇ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ ୮୭୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୯୨ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୫୦୯୬ ଜଣ…
ଆଜି ପଞ୍ଚଭୂତରେ ବିଲୀନ ହେବେ ମିହିର ଦାସ
ଭୁବନେଶ୍ୱର,୧୨।୧(ବ୍ୟୁରୋ): ଆଜି ପଞ୍ଚଭୂତରେ ବିଲୀନ ହେବେ ଭର୍ସାଟାଇଲ ଅଭିନେତା ମିହିର ଦାସ । କଟକର ସତିଚଉରା ଶ୍ମଶାନରେ ତାଙ୍କ ଅନ୍ତିମ ସଂସ୍କାର ହେବ। ସେଠାରେ ମିହିରଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଗାର୍ଡ ଅଫ ଅନର୍ ଦିଆଯିବ ବୋଲି କଟକ ଜିଲାପାଳ ସୂଚନା…
ଆଜି ପବିତ୍ର ଶାମ୍ବ ଦଶମୀ
ଭୁବନେଶ୍ୱର,୧୨।୧(ବ୍ୟୁରୋ): ଆଜି ପବିତ୍ର ଶାମ୍ବ ଦଶମୀ । ଏହି ଦିନ ସୂର୍ଯ୍ୟ ଦେବତାଙ୍କ ପୂଜା କରାଯାଏ । ଏ ନେଇ ପ୍ରାତଃରୁ ଚନ୍ଦ୍ରଭାଗା ତଟରେ ଶ୍ରଦ୍ଧାଳୁ ସୂର୍ଯ୍ୟ ଦେବତାଙ୍କ ପୂଜାର୍ଚ୍ଚନା କରିଛନ୍ତି । ପୌରାଣିକ କିମ୍ବଦନ୍ତୀ ଅନୁସାରେ, କୃଷ୍ଣଙ୍କ ପୁତ୍ର ଶାମ୍ବ…
ତଦନ୍ତ ବେଳେ ଛାତରୁ ଡେଇଁ କନ୍ଷ୍ଟେବଳ ଫେରାର
ବାରିପଦା ଅଫିସ,୧୨।୧: ମୟୂରଭଞ୍ଜ ଜିଲାରେ କାର୍ଯ୍ୟରତ ପୋଲିସ କନଷ୍ଟେବଳ ନୀହାର ରଞ୍ଜନ ଦଣ୍ଡପାଟଙ୍କ ଘରେ ମଙ୍ଗଳବାର ସକାଳେ ଭିଜିଲାନ୍ସ ଚଢ଼ାଉ କରିଛି। ତେବେ ତଦନ୍ତ ଚାଲିଥିବା ସମୟରେ ସେ ଛାତରୁ ଡେଇଁ ଫେରାର ହୋଇଯାଇଥିବା ଭିଜିଲାନ୍ସ ପକ୍ଷରୁ କୁହାଯାଇଛି। ବାରିପଦା ଟାଉନ…
Archives


