Home Left

ଆମେରିକା ଦୂତାବାସ ଉପରେ ରକେଟ ମାଡ: ଦୁଇ ଆହତ

ବାଗଦାଦ,୧୪ ।୧: ଇରାକର ରାଜଧାନୀ ବାଗଦାଦରେ ଥିବା ଆମେରିକା ଦୂତାବାସକୁ ଟାର୍ଗେଟ କରି ରକେଟ ମାଡ କରାଯାଇଛି । ଇରାନୀ ସେନା କହିଛି, ଆମେରିକା ଦୂତାବାସ ଉପରେ ହୋଇଥିବା ରକେଟ ମାଡରେ ଜଣେ ମହିଳା ଓ ଜଣେ ଶିଶୁ ଆହତ ହୋଇଛନ୍ତି…

ଟ୍ରମା ଚିକିତ୍ସା ଲାଗି ୧୪୭ କୋଟି

ଭୁବନେଶ୍ୱର,୧୪।୧(ବ୍ୟୁରୋ): ଓଡ଼ିଶାରେ ପ୍ରତି ୧୦୦ ଦୁର୍ଘଟଣାରେ ୪୮ଜଣଙ୍କ ଜୀବନ ଯାଉଛି, ଯାହା ଜାତୀୟ ହାର ତୁଳନାରେ ଅଧିକ। ଏଥିଲାଗି ସୁପ୍ରିମକୋର୍ଟ କମିଟି ବାରମ୍ବାର ତାଗିଦ୍‌ କରୁଥିଲେ ମଧ୍ୟ ଆଖିଦୃଶିଆ ଫଳ ମିଳୁନାହିଁ। ୨୦୨୦ ତୁଳନାରେ ୨୦୨୧ ଜାନୁୟାରୀରୁ ସେପ୍ଟେମ୍ବର ମଧ୍ୟରେ ରାଜ୍ୟରେ…

ଦୁଇଟି ଆସନରୁ ନିର୍ବାଚନ ଲଢି ପାରନ୍ତି ଚନ୍ନୀ

ଚଣ୍ଡିଗଡ଼,୧୪ ।୧: ପାଖେଇ ଆସିଲାଣି ପଞ୍ଜାବ ବିଧାନସଭା ନିର୍ବାଚନ ତାରିଖ । ଗୁରୁବାର କଂଗ୍ରେସ ସେଣ୍ଟ୍ରାଲ ଇଲେକ୍ସନ କମିଟି(ସିଇସି)ର ଏକ ବୈଠକ ଭିଡିଓ କନଫରେନସିଂ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଆଗାମୀ ନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ସ୍ଥିର କରାଯାଇଛି…

ଇନ୍‌ଷ୍ଟାରେ ୩୦ କୋଟି ଫଲୋଅର୍ସ

ଓ୍ବାଶିଂଟନ୍‌, ୧୪ା୧: ଆମେରିକୀୟ ମଡେଲ ତଥା କାଏଲି କସ୍‌ମେଟିକ୍‌ ପ୍ରତିଷ୍ଠାତା କାଏଲି ଜେନରଙ୍କ ଇନ୍‌ଷ୍ଟାଗ୍ରାମ୍‌ ଫଲୋଅର୍ସଙ୍କ ସଂଖ୍ୟା ୩୦୦ ମିଲିୟନ ବା ୩୦ କୋଟି ଟପିଛି। ବିଶ୍ୱର ମହିଳା ସେଲିବ୍ରେଟିଙ୍କ ମଧ୍ୟରେ ତାଙ୍କ ଫଲୋଅର୍ସ ସଂଖ୍ୟା ସର୍ବାଧିକ। ଏହି ରେକର୍ଡରେ ସେ…

ମକର ସଂକ୍ରାନ୍ତିରେ ଖୋର୍ଦ୍ଧା ଉପଖଣ୍ଡର ସମସ୍ତ ଦେବାଳୟରେ ୧୪୪ ଧାରା

ଖୋର୍ଦ୍ଧା ଅଫିସ,୧୪ା୧: ଖୋର୍ଦ୍ଧା ଗ୍ରାମାଞ୍ଚଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଶୁକ୍ରବାର ପବିତ୍ର ମକର ସଂକ୍ରାନ୍ତିରେ ସମସ୍ତ ଦେବାଳୟରେ ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ଉପଜିଲାପାଳ ଆଇ.ଗୌରବ ଶିବାଜୀ ଏହି ଉପଖଣ୍ଡ ଅନ୍ତର୍ଗତ ସମସ୍ତ ଦେବାଳୟରେ ୧୪୪ଧାରା ଜାରି…

ଜିଲାରେ ୧,୨୮,୧୫୭ ପିଲାଙ୍କୁ ଦିଆଯିବ ଟିକା

ଖୋର୍ଦ୍ଧା ଅଫିସ,୧୪ା୧: ଜିଲାରେ ପଲ୍‌ସ୍‌ ପୋଲିଓ ଟିକାକରଣ ପାଇଁ ଜିଲା ଟାସ୍କଫୋର୍ସ ବୈଠକ ଗୁରୁବାର ଭର୍ଚୁଆଲରେ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଏଥିରେ ଅଧ୍ୟକ୍ଷତା କରିବା ସହ ପୋଲିଓ ପ୍ରତିଷେଧକ ଟିକାକରଣ କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଗୁରୁତ୍ୱ ଦେଇଥିଲେ।…

ପରଲୋକରେ ସଙ୍ଗୀତକାର ସରୋଜ ପଟ୍ଟନାୟକ

ବାରିପଦା ଅଫିସ,୧୪ା୧- ବିଶିଷ୍ଟ ଓଡ଼ିଆ ସଙ୍ଗୀତକାର ସରୋଜ ପଟ୍ଟନାୟକ(୮୧)ଙ୍କର ଗୁରୁବାର ରାତିରେ ବାରିପଦା ସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି। ସେ ବହୁ ଓଡ଼ିଆ ଚଳଚ୍ଚିତ୍ରରେ ଗୀତ ରଚନା ସହ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ। ତାଙ୍କ ସ୍ବର ସଂଯୋଜିତ ଅନେକ ଗୀତ ଲୋକପ୍ରିୟ…

ଟ୍ରେନ୍‌ରେ ବିନା ମାସ୍କରେ ଯାତ୍ରା କରୁଥିବା ଯାତ୍ରୀଙ୍କଠାରୁ ଆଦାୟ ହେଲାଣି ୫୦ଲକ୍ଷ ଟଙ୍କା

ନୂଆଦିଲ୍ଲୀ,୧୪ ।୧: ଦେଶରେ କରୋନା ସଂକ୍ରମଣ ବଢି ଚାଲିଥିବା ବେଳେ ସେଣ୍ଟ୍ରାଲ ରେଲୱେ ସରକାରୀ ନିର୍ଦ୍ଦେଶ ଅନୁଯାୟୀ ଟ୍ରେନ୍ ଓ ପ୍ଲାଟଫର୍ମରେ ଯେଉଁମାନେ ମାସ୍କ ପିନ୍ଧି ନାହାନ୍ତି ସେମାନଙ୍କୁ ବିରୋଧ କରାଯାଉଛି । ଏହାସହ ସେମାନଙ୍କଠାରୁ ଜରିମାନା ବି ଆଦାୟ କରାଯାଉଛି…

କଂଗ୍ରେସରୁ ଟିକେଟ୍‌ ପାଇଲେ ଉନ୍ନାଓ ପୀଡ଼ିତାଙ୍କ ମା’

ଲକ୍ଷ୍ନୌ,୧୩।୧: ଆସନ୍ତା ମାସରେ ହେବାକୁ ଯାଉଥିବା ବିଧାନସଭା ନିର୍ବାଚନ ଲାଗି ଗୁରୁବାର କଂଗ୍ରେସ ପକ୍ଷରୁ ୧୨୫ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ଏହି ପ୍ରାର୍ଥୀଙ୍କ ମଧ୍ୟରେ ରହିଛନ୍ତି ଉନ୍ନାଓ ପୀଡ଼ିତାଙ୍କ ମା’ ଆଶା ସିଂ। ଅନ୍ୟମାନଙ୍କ ମଧ୍ୟରେ ରହିଛନ୍ତି ଆଶା କର୍ମୀ…

ମୋବାଇଲ ଧରିଲେ କଡ଼ା ଦଣ୍ଡ

ମାଲକାନଗିରି,୧୩।୧(ଡି.ଏନ୍‌.ଏ.): ପୋଲିସ ଇନ୍‌ଫର୍ମର ସନ୍ଦେହରେ ମାଓବାଦୀମାନେ ଗ୍ରାମବାସୀଙ୍କ ମୋବାଇଲ୍‌ ଫୋନ୍‌ ଭାଙ୍ଗି ଦେଇଛନ୍ତି। ମୋବାଇଲ୍‌ ବ୍ୟବହାର ନ କରିବାକୁ ଚେତାବନୀ ମଧ୍ୟ ଦିଆଯାଇଛି। ମାଲକାନଗିରି ଜିଲା ମାଥିଲି ଥାନା ଅଧୀନ ତୁଳସୀ ଗାଁରୁ ଏଭଳି ଅଭିଯୋଗ ଆସିଛି। ଗ୍ରାମବାସୀ ମାଓବାଦୀ ସଙ୍ଗଠନ…

୧୭୨ ଆସନ ପାଇଁ ପ୍ରାର୍ଥୀ ଚୂଡ଼ାନ୍ତ କଲା ଭାଜପା

ନୂଆଦିଲ୍ଲୀ,୧୩ା୧: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ୧୭୨ ଆସନ ପାଇଁ ପ୍ରାର୍ଥୀ ତାଲିକା ଚୂଡ଼ାନ୍ତ କରାଯାଇଛି। ବର୍ତ୍ତମାନ ବିଧାନ ପରିଷଦ ସଦସ୍ୟ ଥିବା ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଓ ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ଏଥର ବିଧାନସଭା…

ଶେଷକୁ ମିଳିଲା ସବୁଠୁ ବଡ଼ ଉଇକେଟ

କେପ୍‌ ଟାଉନ,୧୩।୧: ଏଠାରେ ଚାଲିଥିବା ଦକ୍ଷିଣ ଆଫ୍ରିକା ଓ ଭାରତ ମଧ୍ୟରେ ଚାଲିଥିବା ତୃତୀୟ ତଥା ନିର୍ଣ୍ଣାୟକ ଟେଷ୍ଟ ଅନ୍ତିମ ମୋଢ଼ରେ ପହଞ୍ଚିଛି। ମ୍ୟାଚ୍‌ରେ ଦୁଇ ଦିନ ବାକି ଥିବାରୁ ଫଳାଫଳ ବାହାରିବା ନିଶ୍ଚିତ। ଘରୋଇ ଦଳକୁ ଜିତିବା ପାଇଁ ୧୧୧…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri