Home Left

ଭିତରକନିକାରେ ୧୬ ବଉଳା କୁମ୍ଭୀର ବୃଦ୍ଧି

ରାଜନଗର, ୧୧।୧(ଡି.ଏନ.ଏ.):  ଭିତରକନିକା ଜାତୀୟ ଉଦ୍ୟାନରେ ଚଳିତବର୍ଷ କୁମ୍ଭୀର ଗଣନା ଶେଷ ହୋଇଛି। ଗତବର୍ଷ ଅପେକ୍ଷା ଚଳିତବର୍ଷ କୁମ୍ଭୀରଙ୍କ ସଂଖ୍ୟାରେ ୧୬ ବଢ଼ିଥିବା ରିପୋର୍ଟରୁ ଜଣାପଡ଼ିଛି। ଗତବର୍ଷ ଭିତରକନିକା ମଧ୍ୟରେ ଓ ବାହାରେ ଥିବା ନଦୀ, ନାଳଗୁଡ଼ିକରେ ୧୭୬୮ଟି ବଉଳା କୁମ୍ଭୀର…

ରେକର୍ଡ ଭାଙ୍ଗିଲା ବିଦେଶୀ ପକ୍ଷୀଙ୍କ ଆଗମନ

ସମ୍ବଲପୁର,୧୧।୧(ବ୍ୟୁରୋ):  ସମ୍ବଲପୁରର ହୀରାକୁଦ ଜଳଭଣ୍ଡାରରେ ବିଦେଶୀ ପକ୍ଷୀ ଗଣନା ରିପୋର୍ଟ ସୋମବାର ହୀରାକୁଦ ବନ୍ୟପ୍ରାଣୀ ବିଭାଗ ପକ୍ଷରୁ ପ୍ରକାଶ କରାଯାଇଛି। ରିପୋର୍ଟ ଅନୁଯାୟୀ ଚଳିତବର୍ଷ ବିଦେଶୀ ପକ୍ଷୀ ଆଗମନ ୧୦ ବର୍ଷର ରେକର୍ଡ ଭାଙ୍ଗିଛି। ୧୯ ନୂତନ ପ୍ରଜାତିର ପକ୍ଷୀ ଚିହ୍ନଟ…

କର୍ମଜୀବୀ ହୋଇଥିଲେ

ପ୍ରତ୍ୟେକ କର୍ମଜୀବୀ ମହିଳାଙ୍କୁ ଘର ସହ ଅଫିସ୍‌ କାମ ବି ସମ୍ଭାଳିବାକୁ ହୋଇଥାଏ। ତେଣୁ ଉଭୟ କାମକୁ ଠିକ୍‌ ଭାବେ କରିବା ଲାଗି କେତେକ ଦିଗ ପ୍ରତି ଧ୍ୟାନ ଦେବା ଆବଶ୍ୟକ… ମହିଳାଙ୍କ ପାଇଁ ଠିକ୍‌ ଭାବେ ଟାଇମ୍‌ ମ୍ୟାନେଜମେଣ୍ଟ କରିବା…

ଭୋକ ଉପାସରେ ୧୫୭୯ କଳାକାର

କେନ୍ଦ୍ରାପଡ଼ା ଅଫିସ, ୧୧ା୧: ଗାଁରେ ଆଉ କେନ୍ଦରା  ସ୍ବର ଶୁଭୁନାହିଁ। ପାଲା, ଦାସକାଠିଆରେ ଲୋକଙ୍କ ରାତି ଆଉ ପାଉ ନାହିଁ। କଣ୍ଢେଇ ଲୋକ କଳା ବିଲୁପ୍ତ ହେବକୁ ବସିଲାଣି। କାଇଁଚ କଳା ସାମଗ୍ରୀ ବିକ୍ରି ହେଉନି। କରୋନା ଜୀବିକା ଉପରେ ପ୍ରହାର…

ଚୋରା ଗଞ୍ଜେଇ, ୧.୩୨ ଲକ୍ଷ ଟଙ୍କା ଜବତ

ନିମାପଡ଼ା,୧୧।୧(ଡି.ଏନ୍‌.ଏ.): ନିମାପଡ଼ା ଥାନା ଅଞ୍ଚଳରେ ନିଶାଦ୍ରବ୍ୟ କାରାବାର ଜୋରଦାର ବୃଦ୍ଧି ପାଉଥିବା ନେଇ ଅଭିଯୋଗ ହୋଇଆସୁଥିଲା। ଏ ନେଇ ଏସ୍‌ପି ଡ.କନଓ୍ବର ବିଶାଲ ସିଂଙ୍କ ନିର୍ଦ୍ଦେଶକ୍ରମେ ଏସ୍‌ଡିପିଓ ଦେବାଶିଷ ମିଶ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆଇଆଇସି ଶଙ୍କର୍ଷଣ ଦଳେଇଙ୍କ ନେତୃତ୍ୱରେ ଏକ ସ୍ବତନ୍ତ୍ର…

ଦୁଇଗୁଣ ହେବ ହସ୍ପିଟାଲାଇଜେଶନ

ନୂଆଦିଲ୍ଲୀ,୧୧।୧(ପି.ଟି.):ଦେଶରେ କୋଭିଡ୍‌ ସଂକ୍ରମଣ ଯେଉଁ ହାରରେ ବଢ଼ୁଛି ଦ୍ୱିତୀୟ ଲହର ତୁଳନାରେ ତୃତୀୟ ଲହରରେ ୨ଗୁଣ ଆକ୍ରାନ୍ତ ହସ୍ପିଟାଲରେ ଭର୍ତ୍ତି ହୋଇପାରନ୍ତି ବୋଲି କେନ୍ଦ୍ର ସରକାର ସତର୍କ କରାଇଛନ୍ତି। ଦ୍ୱିତୀୟ ଲହରର ପ୍ରତି ୧୦୦ ଡେଲ୍ଟା ମାମଲା ସ୍ଥାନରେ ୪୦୦ରୁ ୫୦୦…

୩ ଜିଲା ପରିଷଦ ପଦ ପାଇଁ ସଂରକ୍ଷଣ ତାଲିକା ବଦଳିଲା

ଡେରାବିଶ,୧୧ା୧(ସ୍ବ.ପ୍ର.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ ଚୂଡାନ୍ତ ପ୍ରାର୍ଥୀ ତାଲିକା ଘୋଷଣା ହେବା ପରେ ଡେରାବିଶ ବ୍ଲକ ଅଧୀନରେ ଥିବା ୧୨ ନଂ., ୧୩ ନଂ. ଓ ୧୪ ନଂ. ଜୋନ୍‌ରେ ବିଭିନ୍ନ ରାଜନୈତିକ ଦଳ…

ସୁ ଚୀଙ୍କୁ ଆଉ ୪ ବର୍ଷ ଜେଲ

ନାପିତାଉ, ୧୧ା୧: ମ୍ୟାନ୍‌ମାର ଗାଦିଚ୍ୟୁତ ନେତ୍ରୀ ତଥା ନୋବେଲ ଶାନ୍ତି ପୁରସ୍କାର ବିଜୟିନୀ ଅଙ୍ଗ୍‌ ସାନ୍‌ ସୁ ଚୀଙ୍କୁ ସୋମବାର ଏକ କୋର୍ଟ ବେଆଇନ ଭାବେ ଓ୍ବାକି-ଟକିଜ୍‌ ଆଣି ବ୍ୟବହାର କରିବା, କୋଭିଡ୍‌ ଗାଇଡଲାଇନ୍‌ ଉଲ୍ଲଂଘନ ଅଭିଯୋଗରେ ଅଧିକ ୪ ବର୍ଷ…

ପାନୀୟ ଜଳ ପାଇଁ ଲୋକେ ହନ୍ତସନ୍ତ

ରଘୁନାଥପୁର,୧୧ା୧(ଡି.ଏନ୍‌.ଏ.): ସରକାର ବିଭିନ୍ନ ପଞ୍ଚାୟତରେ ପାନୀୟଜଳ ପ୍ରକଳ୍ପ କରି ଗ୍ରାମାଞ୍ଚଳରେ ସ୍ବଚ୍ଛ ପିଇବା ପାଣି ଯୋଗାଇ ଦେଉଛନ୍ତି। ମାତ୍ର ଅନେକ ସମୟରେ ବିଭାଗୀୟ ଅଧିକାରୀଙ୍କ ଦାୟିତ୍ୱହୀନତା ଯୋଗୁ ଲୋକେ ପିଇବାପାଣି ପାଇବାରୁ ବଞ୍ଚିତ ହେଉଛନ୍ତି। ଏହାର ଉଦାହରଣ ରଘୁନାଥପୁର ବ୍ଲକ ରେଢୁଆହାଟ…

ବନ୍ଦରର ବର୍ଦ୍ଧିତ ପ୍ରକଳ୍ପ ଉପରେ ସମୀକ୍ଷା

ପାରାଦୀପ, ୧୧ା୧(ସ୍ବ.ପ୍ର.): କେନ୍ଦ୍ର ବନ୍ଦର ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରଣାଳୟ ସଚିବ ଡା.ସଞ୍ଜୀବ ରଞ୍ଜନ ସୋମବାର ପ୍ରଥମ ଥର ପାଇଁ ପାରାଦୀପ ଗସ୍ତ କରିଛନ୍ତି। ତାଙ୍କୁ ସେକ୍ଟର ୨୧ରେ ଥିବା ଜବାହର ଅତିଥି ଭବନରେ ବନ୍ଦର ଅଧ୍ୟକ୍ଷ ପି.ଏଲ ହାରାନ୍ଧ…

ଛେଳି ଚରାଉଛନ୍ତି ସାରା

ବଲିଉଡ ଅଭିନେତ୍ରୀ ସାରା ଅଲି ଖାନ ଫିଲ୍ମ ଜଗତରେ ତଥା ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ସେ ପ୍ରାୟତଃ ସୋସିଆଲ ମିଡିଆରେ ନିଜର ଭିଡିଓ ଏବଂ ଫଟୋ ଶେୟାର କରନ୍ତି। ପ୍ରଶଂସକମାନେ ମଧ୍ୟ ତାଙ୍କ ପ୍ରତ୍ୟେକ ପୋଷ୍ଟକୁ ଦେଖିବାକୁ ଭଲ ପାଆନ୍ତି,…

ଲାଟେରାଲ ଏଣ୍ଟ୍ରି ଫର୍ମୁଲା ଆପଣାଇବାକୁ ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଲେ ଅମର

ଭୁବନେଶ୍ୱର,୧୧।୧(ବ୍ୟୁରୋ): ରାଜ୍ୟରେ ସରକାରୀ ଚାକିରି କରିବେ ଘରୋଇ କର୍ମଚାରୀ। କେନ୍ଦ୍ରର ଲାଟେରାଲ ଏଣ୍ଟ୍ରି ଫର୍ମୁଲା ଓଡ଼ିଶାରେ ଲାଗୁ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ରାଜ୍ୟ ସଭା ଏମ୍‌ପି ଅମର ପଟ୍ଟନାୟକ ଚିଠି ଲେଖି ପ୍ରସ୍ତାବ ଦେଇଛନ୍ତି। ସେ ତାଙ୍କ ଚିଠିରେ ଉଲ୍ଲେଖ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri