୨୪ ଘଣ୍ଟାରେ ପିଚୁ ଉଠିଲା
ଯାଜପୁର ରୋଡ,୧୧ା୧(ଡି.ଏନ.ଏ.): ପ୍ରଶାସନିକ ଉଦାସୀନତା ଯୋଗୁ ଏବେ ବ୍ୟାସନଗର ପୌର ପରିଷଦର ପ୍ରାୟ ପ୍ରତ୍ୟେକ ଗଳିକନ୍ଦି ସମସ୍ୟା ଜର୍ଜରିତ ଜନାକୀର୍ଣ୍ଣ ସହର ଭାବେ ପରିଗଣିତ ହେଉଛି। ଏହି ସହରର ୧୭ନଂ.ୱାର୍ଡ ଅନ୍ତର୍ଗତ ସାପଗଡିଆ ମୁଖ୍ୟରାସ୍ତାରୁ ଷ୍ଟାଡିୟମ ଗେଟ ପର୍ଯ୍ୟନ୍ତ ୧ କିମି…
ହାଇକୋର୍ଟରେ ରାଜ୍ୟ ସରକାରଙ୍କ ଜବାବ ଦାଖଲ
କଟକ ଅଫିସ,୧୧।୧: ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଆଦିବାସୀ(ଏସ୍ଟି)ଙ୍କ ପାଇଁ ସଂରକ୍ଷଣ ପ୍ରସଙ୍ଗକୁ ନେଇ ଦାଏର ମାମଲାରେ ସୋମବାର ରାଜ୍ୟ ସରକାର ହାଇକୋର୍ଟରେ ଜବାବ ଦାଖଲ କରିଛନ୍ତି। ଏ ନେଇ ରାଜ୍ୟ ନିର୍ବାଚନ କମିଶନ ଓ ପଞ୍ଚାୟତିରାଜ ବିଭାଗ ପ୍ରମୁଖ ସଚିବଙ୍କୁ…
ମୃତକଙ୍କୁ ମିଳୁଛି, ଭିନ୍ନକ୍ଷମଙ୍କୁ ନୁହେଁ
ଯାଜପୁର ଅଫିସ, ୧୧ା୧: ଯାଜପୁର ଜିଲାରେ ମୃତ ବ୍ୟକ୍ତିଙ୍କ ନାମରେ ନକଲି ଟିପ ଚିହ୍ନ ଦେଇ ଭତ୍ତା ଉଠା ଯାଉଥିବାବେଳେ ପ୍ରକୃତ ହିତାଧିକାରୀ ଏହି ଯୋଜନାର ସୁଫଳ ପାଇବାରୁ ବଞ୍ଚି ହୋଇଛନ୍ତି। ଏପରି ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ରସଲପୁର…
ଜେପି ନଡ୍ଡାଙ୍କୁ କରୋନା
ନୂଆଦିଲ୍ଲୀ,୧୧।୧: ଏବେ ଦେଶରେ କରୋନା ମାମଲା ବଢି ବଢି ଚାଲିଛି। କରୋନା ଦ୍ୱାରା ଅନେକ ନେତା ମଧ୍ୟ ଆକ୍ରାନ୍ତ ହେଉଛନ୍ତି। ଦେଶର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ପରେ ଏବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ମଧ୍ୟ କରୋନାରେ ଆକ୍ରାନ୍ତ…
ରାଜଧାନୀରେ ଯୁବତୀଙ୍କୁ ତଣ୍ଟିଚିପି ହତ୍ୟା
ଭୁବନେଶ୍ୱର,୧୧।୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଆଉ ଏକ ହତ୍ୟାକାଣ୍ଡ ଘଟିଛି। ଜଣେ ଯୁବତୀଙ୍କୁ ତଣ୍ଟିଚିପି ହତ୍ୟା କରାଯାଇଛି। ସୋମବାର ଭରତପୁର ଥାନା ଅନ୍ତର୍ଗତ ତାରିଣୀ ବସ୍ତିର ଏକ ଭଡ଼ାଘରୁ ଉକ୍ତ ଯୁବତୀଙ୍କ ମୃତଦେହକୁ ପୋଲିସ ଜବତ କରିଛି। ସେ ହେଲେ ପୁରୀ ଜିଲା…
ଛାତ୍ର ନେତା ଇତିଶଙ୍କ ସମେତ ୨ ଗିରଫ
ଭୁବନେଶ୍ୱର,୧୧।୧(ବ୍ୟୁରୋ): କଂଗ୍ରେସ ଭବନରେ ପେଟ୍ରୋଲ ପକାଇ ନିଆଁ ଲଗାଇବା ଘଟଣାରେ କ୍ୟାପିଟାଲ ଥାନା ପୋଲିସ ସଂପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ ଛାତ୍ରନେତା ତଥା ପୂର୍ବତନ ଛାତ୍ର କଂଗ୍ରେସ ସଭାପତି…
ହାଇକୋର୍ଟରେ ରାଜ୍ୟ ସରକାରଙ୍କ ଜବାବ ଦାଖଲ
କଟକ ଅଫିସ,୧୧ା୧: ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଆଦିବାସୀ(ଏସ୍ଟି)ଙ୍କ ପାଇଁ ସଂରକ୍ଷଣ ପ୍ରସଙ୍ଗକୁ ନେଇ ଦାଏର ମାମଲାରେ ସୋମବାର ରାଜ୍ୟ ସରକାର ହାଇକୋର୍ଟରେ ଜବାବ ଦାଖଲ କରିଛନ୍ତି। ଏ ନେଇ ରାଜ୍ୟ ନିର୍ବାଚନ କମିଶନ ଓ ପଞ୍ଚାୟତିରାଜ ବିଭାଗ ପ୍ରମୁଖ ସଚିବଙ୍କୁ…
ପୁଣି ବାଲାଷ୍ଟିକ୍ ମିଶାଇଲ୍ ପରୀକ୍ଷଣ କଲା ଉତ୍ତର କୋରିଆ
ପ୍ୟୋଙ୍ଗୟଙ୍ଗ,୧୧।୧: ୨୦୨୨ର ପ୍ରଥମ ସପ୍ତାହରେ ପୁଣି ଥରେ ଉତ୍ତର କୋରିଆ ଏକ ବାଲିଷ୍ଟିକ କ୍ଷେପଣାସ୍ତ୍ର ପରୀକ୍ଷା କରିଛି। ଜାପାନର ତଟରକ୍ଷୀଙ୍କ ଅନୁଯାୟୀ, ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନଙ୍କ ଦେଶ ମଧ୍ୟ ମଙ୍ଗଳବାର ଆଉ ଏକ ବାଲିଷ୍ଟିକ କ୍ଷେପଣାସ୍ତ୍ର ପରୀକ୍ଷଣ କରିଛି।…
ରାଜଧାନୀରେ ୧୨୦୦ ଡାକ୍ତର, ୭୦୦ ନର୍ସ, ୪୦୦ ପାରାମେଡିକାଲ ଷ୍ଟାଫ କରୋନା ସଂକ୍ରମିତ
ନୂଆଦିଲ୍ଲୀ,୧୧ ।୧: କରୋନା ସଂକ୍ରମଣ ମଧ୍ୟରେ ଦିଲ୍ଲୀର ହସ୍ପିଟାଲ ଗୁଡିକ ଅଡୁଆରେ ପଡିଯାଇଛନ୍ତି । ମିଳିଥିବା ସୂଚନା ଅନୁଯାୟୀ, ରାଜଧାନୀ ଦିଲ୍ଲୀରେ ୪୦ରୁ ଅଧିକ ସରକାରୀ ହସ୍ପିଟାଲ ଥିବା ବେଳେ ଏଥିମଧ୍ୟରୁ ୧୭ ହସ୍ପିଟାଲରେ ୨ ହଜାରରୁ ଅଧିକ ସ୍ୱାସ୍ଥ୍ୟକର୍ମୀ କରୋନା…
ପଞ୍ଚାୟତିରାଜ ବିଭାଗରେ ୨୧୦ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କୁ ନିଯୁକ୍ତି
ଭୁବନେଶ୍ୱର,୧୧ା୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନରେ ୨୧୦ ଜଣ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କୁ ନିଯୁକ୍ତି ମିଳିଛି। ସେମାନଙ୍କୁ ସ୍ବାଗତ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଗ୍ରାମୀଣ ଗୃହ ନିର୍ମାଣ ଓ ପାନୀୟ ଜଳ ଯୋଗାଣ…
୬୫ କୋଟିର ହେରୋଇନ ଜବତ
ଭୁବନେଶ୍ୱର,୧୧।୧(ବ୍ୟୁରୋ): ଓଡ଼ିଶା ସମେତ ଦେଶର ଅନ୍ୟାନ୍ୟ ରାଜ୍ୟକୁ ନିଷିଦ୍ଧ ନିଶାଦ୍ରବ୍ୟ ହେରୋଇନ୍ ଚାଲାଣ କରୁଥିବା ଏକ ବଡ଼ ଆନ୍ତଃରାଜ୍ୟ ର଼୍ୟାକେଟକୁ ପଶ୍ଚିମବଙ୍ଗ ସ୍ପେଶାଲ ଟାସ୍କ ଫୋର୍ସ (ଏସ୍ଟିଏଫ୍) ଧରିଛି। ଗତ ତିନିଦିନର ଅପରେଶନରେ ର଼୍ୟାକେଟ୍ର ୬ଜଣ ସଦସ୍ୟଙ୍କୁ ପୂର୍ବ ବର୍ଦ୍ଧମାନ ଜିଲା…
୫ ଲକ୍ଷ ‘ଓମିସିଓର’ କିଟ୍ ମଗାଇଲା ଓଡ଼ିଶା
ଭୁବନେଶ୍ୱର, ୧୧।୧(ବ୍ୟୁରୋ): ଦେଶରେ ଏବେ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହି ଭୂତାଣୁ ଚିହ୍ନଟ ପାଇଁ କରୋନା ଆକ୍ରାନ୍ତଙ୍କ ନମୁନାକୁ ଜିନୋମ ସିକ୍ୱେନ୍ସିଂ ପାଇଁ ଲାବ୍କୁ ପଠାଯାଉଛି। ରିପୋର୍ଟ ଆସିବାକୁ କିଛିଦିନ ସମୟ ଲାଗୁଥିବାରୁ…
Archives


