ତାମିଲନାଡ଼ୁରେ ‘ଜାଲ୍ଲିକାଟ୍ଟୁ’କୁ ଅନୁମତି
ଚେନ୍ନାଇ, ୧୧ା୧:କୋଭିଡ୍ ସଂକ୍ରମଣ ବୃଦ୍ଧି ମଧ୍ୟରେ ତାମିଲନାଡ଼ୁ ସରକାର ସୋମବାର ଜାଲ୍ଲିକାଟ୍ଟୁ (ଷଣ୍ଢକୁ କାବୁ କରିବା ପ୍ରତିଯୋଗିତା)କୁ ଅନୁମତି ଦେଇଛନ୍ତି। ପ୍ରତିବର୍ଷ ଜାନୁୟାରୀରେ ପୋଙ୍ଗଲ ସମୟରେ ଏହି ପ୍ରତିଯୋଗିତା ଆୟୋଜିତ ହୋଇଥାଏ। କରୋନା ଗାଇଡ୍ଲାଇନ ମଧ୍ୟରେ ଜାଲ୍ଲିକାଟ୍ଟୁ ଆୟୋଜନ ପାଇଁ ରାଜ୍ୟ…
ରୋଗ ପ୍ରତିରୋଧକ ଶକ୍ତିକୁ ଦ୍ୱନ୍ଦ୍ୱରେ ପକାଉଛି ଫାଷ୍ଟ ଫୁଡ୍
ଲଣ୍ଡନ, ୧୧ା୧:ଜୀବାଣୁ, ଭୂତାଣୁ ସହ ଲଢ଼ି ଆମକୁ ସୁସ୍ଥ ରଖିବାରେ ଇମ୍ୟୁନୋ ସିଷ୍ଟମ ବା ରୋଗ ପ୍ରତିରୋଧକ ଶକ୍ତି କାମ କରିଥାଏ। ଆମେ ପ୍ରତିଦିନ କୋଟି କୋଟି ସଂଖ୍ୟାରେ ରୋଗ ସୃଷ୍ଟିକାରୀ କାରକର ସାମ୍ନା କରୁଥିଲେ ହେଁ ଇମ୍ୟୁନୋ ସିଷ୍ଟମ ଯୋଗୁ…
ବିଶ୍ୱରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଛୁଇଁଲା ୩୦.୮୨ କୋଟି, ଚାଇନାର ଆଉ ଏକ ସହରରେ ଲକଡାଉନ
ୱାଶିଂଟନ/ଲଣ୍ଡନ/ବେଜିଂ,୧୧ ।୧: ବିଶ୍ୱରେ ଦ୍ରୁତ ଗତିରେ ମାଡି ଚାଲିଥିବା କରୋନା ସଂକ୍ରମଣକୁ ଦେଖିଲେ ଗତ ୨୪ ଘଣ୍ଟାରେ ୧୮.୫ ଲକ୍ଷ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାସହ ୩,୪୮୯ ଜଣଙ୍କ ମୃତ୍ୟୁ ହୋଇଛି । ଏହାକୁ ନେଇ ଏବେ ସାରା…
୨ ବର୍ଷରେ ଇବ୍ ନଦୀ ଉପରେ ହେବ ୨ ବ୍ୟାରେଜ
ଭୁବନେଶ୍ୱର,୧୧ା୧(ବ୍ୟୁରୋ)”ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ସୁନ୍ଦରଗଡ଼ ସଦର ବ୍ଲକ୍ ଅନ୍ତର୍ଗତ କୋପସିଙ୍ଗା ଓ କୁଡ଼ାବଙ୍ଗାଠାରେ ୪୯୩ କୋଟି ଟଙ୍କା ବ୍ୟୟ ଅଟକଳରେ ଇବ୍ ନଦୀ ଉପରେ ନିର୍ମାଣ ହେବାକୁ ଥିବା ୨ଟି ବ୍ୟାରେଜର ଶିଳାନ୍ୟାସ କରିଛନ୍ତି। ଏହି ପ୍ରକଳ୍ପ କାର୍ଯ୍ୟ ଆସନ୍ତା…
ଇତିହାସ ରଚିବାକୁ ପଡ଼ିଆକୁ ଓହ୍ଳାଇବ ଭାରତ: ଜାଣନ୍ତୁ କେବେ, କେଉଁଠି ଦେଖିବେ ମ୍ୟାଚ୍
କେପଟାଉନ,୧୦।୧:ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ ମଙ୍ଗଳବାର ଠାରୁ କେପଟାଉନରେ ଖେଳାଯିବ। ଟିମ ଇଣ୍ଡିଆ ଏହି ସିରିଜର ପ୍ରଥମ ମ୍ୟାଚ ଜିତିଛି ଏବଂ ଦ୍ୱିତୀୟ ମ୍ୟାଚ ଦକ୍ଷିଣ ଆଫ୍ରିକା ଜିତିଛି। ତୃତୀୟ ମ୍ୟାଚ୍ ଦୁଇ ଦଳ…
‘ଯୋଗୀ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ହେବେ, ଯଦି …’
ଲକ୍ଷ୍ନୌ,୧୦।୧: ଯୋଗୀ ଆଦିତ୍ୟନାଥ ଆଗାମୀ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ହେବେ, ଯଦି ଏଥର ଜିତି ଯାଆନ୍ତି। ଉତ୍ତରପ୍ରଦେଶ ନିର୍ବାଚନ ପୂର୍ବରୁ ଜାତୀୟ ଗଣମାଧ୍ୟମ ଚ୍ୟାନେଲ ‘ଆଜ ତକ’ରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏଭଳି କହିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ। ଯଦି ଯୋଗୀ…
ଅମରିନ୍ଦରଙ୍କ ଦଳକୁ ମିଳିଲା ହକି ଷ୍ଟିକ୍ ଓ ବଲ୍ ଚିହ୍ନ
ନୂଆଦିଲ୍ଲୀ,୧୦।୧: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂଙ୍କ ନୂଆ ଦଳ ପଞ୍ଜାବ ଲୋକ କଂଗ୍ରେସକୁ ହକି ଷ୍ଟିକ୍ ଓ ବଲ୍ ନିର୍ବାଚନୀ ଚିହ୍ନ ମିଳିଛି। ହକି ଭାରତୀ ଜାତୀୟ କ୍ରୀଡ଼ା ହୋଇଥିବା ବେଳେ ପଞ୍ଜାବର ଗ୍ରାମଞ୍ଚଳରେ ଏହା ବେଶ୍ ଲୋକପ୍ରିୟ। ସୂଚନାଯୋଗ୍ୟ,…
ୟୁପି ନିର୍ବାଚନ ଫଳାଫଳ ଚକିତ କରିପାରେ
ଭୋପାଳ,୧୦।୧: ଆଗାମୀ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନର ଫଳାଫଳ ବେଶ୍ ଚକିତ କରିପାରେ। ଏହା ପଛରେ କାରଣ ଭାଜପା ସରକାର ପ୍ରତି ଥିବା ଲୋକମାନଙ୍କ ଅସନ୍ତୋଷ ଏବଂ କଂଗ୍ରେସର ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଜାରି ରଖିଥିବା ପ୍ରଚାର ଅଭିଯାନ। ଏଭଳି…
ଆତ୍ମସମର୍ପଣ କଲେ ହାର୍ଡକୋର ମାଓବାଦୀ, ମୁଣ୍ଡ ଉପରେ ଥିଲା ୩ ଲକ୍ଷର ପୁରସ୍କାର
ମାଲକାନଗିରି,୧୦ା୧(ଡି.ଏନ୍.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଏସ୍ପିଙ୍କ ନିକଟରେ ଜଣେ ହାର୍ଡକୋର ମାଓବାଦୀ ସୋମବାର ଆତ୍ମସମର୍ପଣ କରିଛନ୍ତି। ସେ ହେଲେ ପାଣ୍ଡୁରାମ ସାଲବାମ। ତାଙ୍କ ନାମରେ ୩ ଲକ୍ଷ ଟଙ୍କାର ପୁରସ୍କାର ରାଶି ଥିଲା। ପାଣ୍ଡୁରାମ ତେଲଙ୍ଗାନା-ଛତିଶଗଡ଼ ସୀମାନ୍ତ ମାଓବାଦୀ…
ଦିନେ କାମ କରୁଥିଲେ ମାକ୍ଡୋନାଲ୍ଡରେ ଏବେ ମୁକେଶ ଅମ୍ବାନୀଙ୍କଠୁ ଧନୀ
ଓ୍ବାଶିଂଟନ୍, ୧୦ା୧: ଫାଷ୍ଟ ଫୁଡ୍ ରେଷ୍ଟୁରାଣ୍ଟ କମ୍ପାନୀ ମାକ୍ଡୋନାଲ୍ଡର ପୂର୍ବତନ କର୍ମଚାରୀ ତଥା ସଫ୍ଟଓ୍ବେର ଡେଭେଲପର ଚାଙ୍ଗପେଙ୍ଗ୍ ଝାଓ ଏସିଆର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀଙ୍କୁ ପଛରେ ପକାଇ ଦେଇଛନ୍ତି। ବ୍ଲୁମବର୍ଗ ବିଲିୟନେୟାର ଇଣ୍ଡେକ୍ସ ଅନୁସାରେ, ଚାଙ୍ଗପେଙ୍ଗ୍ଙ୍କ ସମ୍ପତ୍ତି ପ୍ରାୟ…
ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ବ୍ରିଜ୍ର ଉଦ୍ଘାଟନ କଲେ ମନ୍ତ୍ରୀ
ଶାହାଜାହାନପୁର,୧୦।୧: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଆଦର୍ଶ ଆଚରଣ ବିଧି ଲାଗୁ ହେବା ପୂର୍ବରୁ ଜଣେ ମନ୍ତ୍ରୀ ଗାରା ନଦୀରେ ନିର୍ମାଣାଧୀନ ଏକ ପୋଲକୁ ଅସମ୍ପୂର୍ଣ୍ଣ ଅବସ୍ଥାରେ ଉଦ୍ଘାଟନ କରିଛନ୍ତି। ନିର୍ବାଚନ ପୂର୍ବରୁ ମନ୍ତ୍ରୀ ସୁରେଶ କୁମାର ଖାନ୍ନା ବ୍ରିଜ୍ ନିର୍ମାଣର…
ବନ୍ଦ ହେବ ୫୦ ବର୍ଷ ହେଲା ଜଳୁଥିବା ନର୍କର ଦ୍ୱାର
ଅସ୍ଗାବତ୍,୧୦।୧: ସ୍ବର୍ଗ, ମର୍ତ୍ତ୍ୟ ଏବଂ ନର୍କ ବଷୟରେ ତ ଶୁଣିଥିବେ। ହେଲେ ମର୍ତ୍ତ୍ୟରେ ନର୍କର ଜାଗା ଅଛି ବୋଲି ଶୁଣିଛନ୍ତି କି? ତୁର୍କମେନିସ୍ଥାନରେ ଏକ ବଡ ଗର୍ତ୍ତ ରହିଛି। ତାକୁ ନର୍କର ଦ୍ୱାର ବୋଲି କୁହାଯାଏ। ଯାହାର ଚଉଡା ୨୩୦ ଫୁଟ…
Archives


