ପ୍ରେମରେ ପଡ଼ିଲେ କି ସଲମାନ, ସତ କହିଲେ ଏହି ଅଭିନେତ୍ରୀ
ମୁମ୍ବାଇ: ପ୍ରେମ ବ୍ୟାପାରରେ ଦବଙ୍ଗ ଖାନ୍ ସଲମାନଙ୍କ କନେକ୍ସନ ବହୁତ ଗଭୀର। ସବୁବେଳେ ପ୍ରେମ ଖବରକୁ ନେଇ ସେ ଚର୍ଚ୍ଚାରେ ରହିଥାନ୍ତି। ମାତ୍ର ନିଜକୁ ସବୁବେଳେ ସିଙ୍ଗଲ କୁହନ୍ତି ସଲ୍ଲୁ। ଏବେ ସଲମାନଙ୍କ ସହ ଆଉ ଜଣେ ହଲିଉଡ୍ ଅଭିନେତ୍ରୀଙ୍କ ନାଁ…
ଧୋନୀଙ୍କୁ ଟ୍ରୋଲ୍ କରିବାରୁ ଜାଡେଜା ଦେଲେ ମୁହଁତୋଡ ଜବାବ
ନୂଆଦିଲ୍ଲୀ,୧୦।୧:ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା କିମ୍ବଦନ୍ତୀ ଉଇକେଟ କିପର ବ୍ୟାଟ୍ସମ୍ୟାନ ମହେନ୍ଦ୍ର ସିଂ ଧୋନୀ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥାଇ ପାରନ୍ତି, କିନ୍ତୁ ତାଙ୍କ ପ୍ରଶଂସକଙ୍କ ହୃଦୟରେ ଏବେ ବି ସେ ରାଜ୍ କରୁଛନ୍ତି। ଆଇପିଏଲରେ ଚେନ୍ନାଇ ସୁପର…
ଆମେରିକାରେ ୬ କୋଟିରୁ ଅଧିକ କରୋନା ଆକ୍ରାନ୍ତ
ଓ୍ବାଶିଂଟନ,୧୦ା୧: ଆମେରିକାରେ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ପ୍ରଭାବ ବିସ୍ତାର କରିଛି। ସୋମବାର ସୁଦ୍ଧା ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୬ କୋଟି ପାର୍ କରିଛି। ଯାହା କି ବିଶ୍ୱ କରୋନା ସଂଖ୍ୟାର ପ୍ରାୟ ୨୦ ପ୍ରତିଶତ। ବିଶ୍ୱରେ କରୋନା ଭୂତାଣୁ ଦ୍ୱାରା…
ଦୁଇ ଟ୍ରକ୍ ମୁହାଁମୁହିଁ
ପାଟଣା,୧୦।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ୪୯ ନଂ. ଜାତୀୟ ରାଜପଥ ମୁମ୍ବାଇ-କୋଲକାତା କ୍ଷୀରେଇଟାଙ୍ଗିରି ପେଟ୍ରୋଲ ପମ୍ପ ନିକଟରେ ସୋମବାର ସକାଳୁ ଦୁର୍ଘଟଣା ଘଟିଛି। ରାସ୍ତାରେଛିଡ଼ା ହେଇଥିବା ଏକ ଟ୍ରକକୁ ଆଉ ଏକ ଟ୍ରକ ମୁଁହାମୁହିଁ ଧକ୍କା ଦେବା ଫଳରେ ଜଣେ ଡ୍ରାଇଭର ଗୁରୁତର…
ରାତିରେ ଚାଲିଥିଲା ପଞ୍ଚାୟତ ଅଫିସ କାର୍ଯ୍ୟ, ସବୁ ଖାଇଯିବେ ଭାବି ଘେରିଗଲେ ଲୋକେ
ବାଲେଶ୍ୱର ଅଫିସ,୧୦।୧: ବାଲେଶ୍ୱର ଜିଲା ବସ୍ତା ବ୍ଲକ ଭେଲୋରା ପଞ୍ଚାୟତ ଅଫିସ କାର୍ଯ୍ୟାଳୟରେ ରବିବାର ଉତ୍ତେଜନା ଦେଖାଦେଇଥିଲା। ଛୁଟିଦିନରେ ରାତି ଅଧିଆ ଅଫିସ କାର୍ଯ୍ୟ ଚାଲୁଥିବା ନେଇ ଲୋକଙ୍କ ମନରେ ସନ୍ଦେହ ଆସିଥିଲା। ପରେ ସେମାନେ ଏହାକୁ ବିରୋଧ କରିଥିଲେ। ସୂଚନାଯୋଗ୍ୟ,…
ଏହି ମିଠାର ଦାମ୍ ଜାଣି ହେବେ ଆଶ୍ଚର୍ଯ୍ୟ
ମିଠା ଖାଇବାକୁ ପ୍ରାୟ ସମସ୍ତେ ପସନ୍ଦ କରନ୍ତି। କୌଣସି ପବପର୍ବାଣୀ ହେଉ କିମ୍ବା ନ ହେଉ, ମିଠାର ସବୁବେଳେ ଚାହିଦା ଥାଏ। ନିକଟରେ ସୋସିଆଲ ମିଡିଆରେ ଏକ ନିଆରା ମିଠାର ଭିଡିଓ ଭାଇରାଲ ହୋଇଛି। ଏହି ମିଠାର ବିଶେଷତା ହେଉଛି ଏହାର…
ପ୍ରେମିକଙ୍କ ସହ ରୋମାଣ୍ଟିକ ହେଲେ ଏହି ଫିଲ୍ମ ନିର୍ମାତାଙ୍କ ଝିଅ
ମୁମ୍ବାଇ: ବଲିଉଡ୍ର ପ୍ରସିଦ୍ଧ ଫିଲ୍ମ ନିର୍ମାତା, ନିର୍ଦ୍ଦେଶକ ତଥା ଅଭିନେତା ଅନୁରାଗ କଶ୍ୟପଙ୍କ ଝିଅ ଆଲିଆ ଏବେ ଚର୍ଚ୍ଚାରେ ଅଛନ୍ତି। ଗତ ୮ ତାରିଖରେ ଆଲିଆ ତାଙ୍କର ୨୧ତମ ଜନ୍ମଦିନ ପାଳନ କରିଥିଲେ। ଏହି ଅବସରରେ ଆଲିଆ ସାଙ୍ଗ ଏବଂ ପ୍ରେମିକଙ୍କ…
ତପସ୍ବିନୀ -ସୁମିତ ମାମଲା, ଆଜି ଶୁଣାଣି
ବ୍ରହ୍ମପୁର ଅଫିସ,୧୦।୧: ବ୍ରହ୍ମପୁର ବ୍ରହ୍ମାନଗରର ବହୁଚର୍ଚ୍ଚିତ ତପସ୍ବିନୀ ଦାଶ ଓ ସୁମିତ ସାହୁଙ୍କ ପାରିବାରିକ ବିବାଦ ମାମଲା ତୁଟିବାର ନା ନେଉନି। ସୁମିତଙ୍କ ପରିବାର ଉପରେ ତପସ୍ବିନୀ ଦେଇଥିବା ପିଟିଶନର ଆଜି ଶୁଣାଣି ଏସ୍ଡିଜେମ୍ କୋର୍ଟରେ ହେବାରେ ଅଛି । ଏହାସହ…
ନିର୍ବାଚନ ପୂର୍ବରୁ ଭାଜପାକୁ ବଡ଼ ଝଟ୍କା
ପାଣାଜୀ,୧୦।୧: ଗୋଆ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପାକୁ ଆଉ ଏକ ବଡ଼ ଝଟ୍କା ଲାଗିଛି। ରାଜ୍ୟ କ୍ୟାବିନେଟ ମନ୍ତ୍ରୀ ତଥା ବିଧାୟକ ମାଇକେଲ ଲୋବୋ ଇସ୍ତଫା ଦେଇଛନ୍ତି। ମନ୍ତ୍ରୀ ପଦ ସହିତ ସେ ବିଧାୟକ ପଦରୁ ମଧ୍ୟ ଇସ୍ତଫା ଦେଇଛନ୍ତି। ଲୋବୋ…
ଛୁଆକୁ ଖାଲରୁ ଏମିତି ଉଦ୍ଧାର କଲେ ହାତୀପଲ, ଭିଡିଓ ଦେଖିଲେ…
ବେଳେବେଳେ ଜୀବଜନ୍ତୁଙ୍କର କିଛି କାମ ଦେଖିଲେ ମନ ଆନନ୍ଦିତ ହୋଇଯାଏ। ଏବେ ସୋସିଆଲ ମିଡିଆରେ ସେମିତି ଏକ ହାତୀର ଭିଡିଓ ଭାଇରାଲ ହେଉଛି। ଉପରକୁ ଚଢ଼ିବା ବେଳେ ଏକ ହାତୀଛୁଆ ତଳକୁ ଖସି ପଡୁଛି। ଛୁଆହାତୀକୁ ଅସୁବିଧାରେ ପଡ଼ିଥିବା ଦେଖି ସେଠାରେ…
ପ୍ରେମିକାଙ୍କ ବିକିନି ପିନ୍ଧା ଫଟୋ ଦେଖି ଏମିତି କହିଲେ ଟାଇଗର୍
ବଲିଉଡ ଅଭିନେତ୍ରୀ ଦିଶା ପଟାନୀ ନିଜକୁ ଗ୍ଲାମରସ୍ ଦେଖାଯିବାକୁ ସର୍ବଦା ପସନ୍ଦ କରନ୍ତି। ନିକଟରେ ଦିଶା ଇନଷ୍ଟାଗ୍ରାମରେ ନିଜର ଏକ ବିକିନ୍ ପିନ୍ଧା ଫଟୋ ଶେୟାର କରିଛନ୍ତି। ଏହି ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଅଭିନେତ୍ରୀଙ୍କ ଏହି…
ଏହି ଅଭିନେତ୍ରୀଙ୍କ ସହ ହ୍ରିତିଙ୍କ ଅନ୍ତରଙ୍ଗ ଫଟୋ ଭାଇରାଲ ପରେ ହୋଇଥିଲା ହଙ୍ଗାମା
ବଲିଉଡର ସୁପରଷ୍ଟାର ହ୍ରିତିକ ରୋଶନଙ୍କ ଆଜି ଜନ୍ମଦିନ। ୨୦୦୦ର ହିଟ ଫିଲ୍ମ ‘କହୋନା ପ୍ୟାର୍ ହୈ’ ରୁ ସେ ବଲିଉଡରେ ଡେବ୍ୟୁ କରିଥିଲେ । ପରେ ହ୍ରିତିକ ସୁଜାନେ ଖାନଙ୍କୁ ବିବାହ କରିଥିଲେ। ତେବେ, ୨୦୧୪ରେ ଉଭୟଙ୍କ ଛାଡପତ୍ର ହୋଇଥିଲେ। ସେହି…
Archives


