ସ୍ପା ରେଡ: ଗିରଫ ହୋଇଥିବା ଅଭିଯୁକ୍ତଙ୍କ ମଧ୍ୟରେ ୪ କରୋନା ପଜିଟିଭ
ଇନ୍ଦୋର, ୧୦ ।୧: ଦେଶରେ କାୟା ବିସ୍ତାର କରି ଚାଲିଛି କରୋନା ମହାମାରୀ । ଏହି ସମୟରେ ମଧ୍ୟପ୍ରଦେଶ ଇନ୍ଦୋରର କ୍ରାଇମ ବ୍ରାଞ୍ଚ ଓ ମହିଳା ଥାନା ପୋଲିିସଙ୍କ ପାଇଁ ଅଡୁଆ ବଢିଯାଇଛି । ସୂଚନାଯୋଗ୍ୟ, ଇନ୍ଦୋର କ୍ରାଇମ ବ୍ରାଞ୍ଚ ଓ…
ଚାଷୀଙ୍କ ନାମ ପଞ୍ଜୀକରଣରେ ଅନିୟମିତତା
ଯାଜପୁର ଅଫିସ,୧୦ା୧: ଯାଜପୁର ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାରେ ଚାଷୀଙ୍କ ନାମ ପଞ୍ଜୀକରଣରେ ପୁଣି ବିଭାଗୀୟ ଅଧିକାରୀଙ୍କ ଅନିୟମିତତା ଓ ଅବହେଳା ପଦାରେ ପଡିଛି। ପ୍ରାଥମିକ ସେବା ସମବାୟ ସମିତି (ପାକ୍ସ) ସମ୍ପାଦକଙ୍କ ଲାଭଖୋର୍ ମନୋଭାବ ଯୋଗୁ ଜିଲାର ଚାଷୀଙ୍କ ଜମି…
ଦିନ ମଜୁରିଆ ଯୁବତୀଙ୍କଠୁ ୩୭ ହଜାର ଠକେଇ
ରାଉରକେଲା ଅଫିସ/ କୁଆଁରମୁଣ୍ଡା, ୧୦।୧: ଲକ୍ଷପତି ହେବା ନିଶା ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ଅଞ୍ଚଳର ଜଣେ ଦିନ ମଜୁରିଆ ଯୁବତୀଙ୍କ ପାଇଁ ମହଙ୍ଗା ପଡିଛି। ଯୁବତୀ ଜଣକ କେବିସି ଲଟେରି ମାଧ୍ୟମରେ ୨୫ ଲକ୍ଷ ଟଙ୍କା ପାଇବେ ବୋଲି ୩୭ ହଜାର…
ଚିଲିକାରେ ଡଲ୍ଫିନ୍ ଗଣନା ସରିଲା
ବ୍ରହ୍ମଗିରି,୧୦ା୧(ଡି.ଏନ୍.ଏ): ଚିଲିକାରେ ରବିବାର ଡଲ୍ଫିନ୍ ଗଣନା ଶେଷ ହୋଇଛି। ଚିଲିକାରେ ଥିବା ଇରାୱାଡ଼ି ଡଲ୍ଫିନ୍ଙ୍କ ସ୍ଥିତି ଜାଣିବା ପାଇଁ ବନ ବିଭାଗ ଓ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ(ସିଡିଏ)ଙ୍କ ସହଯୋଗରେ ସକାଳ ୬ଟାରୁ ଏହି ଗଣନା କାର୍ଯ୍ୟ ଆରମ୍ଭ ହୋଇ ମଧ୍ୟାହ୍ନ ୧୨ଟାରେ…
ବାଧୁଛି ଅନ୍ଲାଇନ ପଢ଼ା ଖର୍ଚ୍ଚ
ଭୁବନେଶ୍ୱର,୧୦ା୧(ବ୍ୟୁରୋ): ରାଜ୍ୟରେ କୋଭିଡ୍ର ନୂଆ ଭାରିଆଣ୍ଟ ଓମିକ୍ରନ୍ ଯୋଗୁ ତୃତୀୟ ଲହର ଆଶଙ୍କା ସୃଷ୍ଟି ହୋଇଛି। ରାଜ୍ୟରେ ସ୍କୁଲ, କଲେଜ, ବିଶ୍ୱବିଦ୍ୟାଳୟ ବନ୍ଦ କରାଯାଇଛି। ଅଫ୍ଲାଇନ କ୍ଲାସ୍ ବଦଳରେ ଅନ୍ଲାଇନ କ୍ଲାସ୍ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ସ୍କୁଲ ଯାଉଥିବା…
‘ଖୁବ୍ଶୀଘ୍ର ଦେଖା ହେବ’
ବୋଗୋଟା, ୧୦ା୧: ଦୀର୍ଘ ଦିନ ହେଲା ଫୁସ୍ଫୁସ୍ ଜନିତ ଜଟିଳ ରୋଗରେ ପୀଡ଼ିତ ଥିବା କଲମ୍ବିଆର ୬୦ ବର୍ଷୀୟ ଭିକ୍ଟର ଏସ୍କୋବର୍ ଶୁକ୍ରବାର ଇଚ୍ଛାମୃତ୍ୟୁ ବରଣ କରିଛନ୍ତି। ଦେଶରେ ଇଚ୍ଛାମୃତ୍ୟୁ ଆଇନ ଲାଗୁ ହେବା ପରେ ଏପରି କରିବାରେ ସେ ଲାଟିନ୍…
କଂଗ୍ରେସରେ ଯୋଗଦେବେ ସୋନୁ ସୁଦଙ୍କ ଭଉଣୀ ମାଳବିକା
ଚଣ୍ଡିଗଡ଼,୧୦ ।୧: ବଲିଉଡ ଅଭିନେତା ସୋନୁ ସୁଦଙ୍କ ଭଉଣୀ ମାଳବିକା ସୁଦ ସଚର ରାଜନୀତି ମୈଦାନକୁ ଓହ୍ଲାଇଛନ୍ତି । ସେ କଂଗ୍ରେସରେ ଯୋଗ ଦେବେ ବୋଲି ଅଫିସିୟାଲି ଘୋଷଣା କରାଯାଇଛି । ମିଳିଥିବା ବିଶେଷ ସୂଚନା ଅନୁଯାୟୀ ମାଳବିକା ପଞ୍ଜାବର ମୋଗା…
ରାଜ୍ୟ ଋଣ ଭାର ବଢ଼ୁଛି
ଭୁବନେଶ୍ୱର,୧୦ା୧(ବ୍ୟୁରୋ): ଚଳିତ ଆର୍ଥିକ ବର୍ଷ ୨୦୨୧-୨୨ର ଅକ୍ଟୋବର ଶେଷ ବେଳକୁ ରାଜ୍ୟର ଋଣ ଭାର ୧,୦୩,୮୨୦.୭୧ କୋଟି ଟଙ୍କାରେ ପହଞ୍ଚତ୍ଥିବା ବେଳେ ତାହା ମାର୍ଚ୍ଚ ଶେଷ ସୁଦ୍ଧା ୧,୨୫,୦୦୫.୩୧ କୋଟି ଟଙ୍କାରେ ପହଞ୍ଚତ୍ବ ବୋଲି ରାଜ୍ୟ ସରକାର ଆକଳନ କରଛନ୍ତି। କେବଳ…
ଉର୍ଜିତ ପଟେଲ ଏଆଇଆଇବି ଉପାଧ୍ୟକ୍ଷ
ବେଜିଂ,୧୦ା୧: ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ନର ଉର୍ଜିତ ପଟେଲଙ୍କୁ ଏସିଆନ୍ ଇନ୍ଫ୍ରାଷ୍ଟ୍ରକ୍ଚର ଇନ୍ଭେଷ୍ଟମେଣ୍ଟ ବ୍ୟାଙ୍କ (ଏଆଇଆଇବି) ଭାଇସ୍-ପ୍ରେସିଡେଣ୍ଟ ଭାବେ ନିଯୁକ୍ତି ମିଳିଛି। ସେ ଆସନ୍ତା ମାସରୁ ୩ ବର୍ଷ ପର୍ଯ୍ୟନ୍ତ ଏହି ଗୁରୁଦାୟିତ୍ୱ ତୁଲାଇବେ। ଉକ୍ତ ବହୁପାକ୍ଷିକ ଫଣ୍ଡିଂ ପ୍ରତିଷ୍ଠାନ ପକ୍ଷରୁ…
ଚୌକା କି ଛକା-ନୋ’ କି ଓ୍ବାଇଡ୍ ବଲ୍ ନୁହେଁ, ଗୋଟିଏ ବଲ୍ରୁ ଏମିତି ୭ ରନ୍ ସଂଗ୍ରହ କଲେ ବ୍ୟାଟ୍ସମ୍ୟାନ୍: ଦେଖନ୍ତୁ ଭିଡିଓ
ଖ୍ରୀଷ୍ଟଚର୍ଚ୍ଚ,୯।୧: କ୍ରିକେଟ ପଡ଼ିଆରେ କିଛି ନା କିଛି ରୋଚକ ଘଟଣା ଦେଖିବାକୁ ମିଳିଥାଏ। ନିକଟରେ ବାଂଲାଦେଶ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିବା ୨ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ୍ରେ ଏମିତି ଏକ ନିଆରା ଘଟଣା ଦେଖିବାକୁ ମିଳିଛି। ମ୍ୟାଚ୍ରେ…
‘ସୁଲ୍ଲି ଡିଲ୍ସ’ ଆପ୍ ନିର୍ମାତା ଗିରଫ
ନୂଆଦିଲ୍ଲୀ, ୧୦ା୧: ସୁଲି ଡିଲ୍ସ ଆପ୍ରେ ମୁସଲମାନ ମହିଳାଙ୍କ ଫଟୋ ଅପ୍ଲୋଡ୍ କରି ସେଗୁଡ଼ିକୁ ନିଲାମ ପାଇଁ ବିଜ୍ଞାପନ ଦେବା ମାମଲାରେ ଦିଲ୍ଲୀ ପୋଲିସ ରବିବାର ଏହି ଆପ୍ଲିକେଶନ ନିର୍ମାତାଙ୍କୁ ଗିରଫ କରିଛି। ସେ ହେଲେ ମଧ୍ୟପ୍ରଦେଶର ବିସିଏ ଛାତ୍ର ଓମ୍କାରେଶ୍ୱର…
ବୋଟ ଉପରେ ଭୁଶୁଡ଼ିଲା ଶିଳା ପାଚେରି: ୭ ମୃତ
ବେଲୋ ହୋରିଜୋଣ୍ଟେ,୧୦ା୧: ବ୍ରାଜିଲର ସୁଲ୍ ମିନାସ୍ସ୍ଥିତ ଏକ ଜଳପ୍ରପାତରେ ଶିଳା ପାଚେରି ଭୁଶୁଡ଼ି ଦୁଇଟି ମୋଟର ବୋଟ୍ ଉପରେ ପଡ଼ିବାରୁ ୭ ଜଣଙ୍କର ମୃତ୍ୟୁ ଘଟିବା ସହ ୯ ଜଣ ଆହତ ହୋଇଛନ୍ତି। ଅନ୍ୟ ୩ ଜଣ ନିଖୋଜ ଥିବା ଜଣାପଡିଛି।…
Archives


