Home Left

ଆସନ୍ତା ମାସରେ ବିବାହ କରିବେ ନୟନତାରା

ଚେନ୍ନାଇ: ସାଉଥ୍ ଫିଲ୍ମ ଇଣ୍ଡଷ୍ଟ୍ରିର ଆଗଧାଡିର ନାୟିକା ନୟନତାରା କିଛିଦିନ ହେବ ତାଙ୍କ ବିବାହକୁ ନେଇ ରହୁଛନ୍ତି ଚର୍ଚ୍ଚାରେ । ବେଶ କିଛି ବର୍ଷ ହେବ ଏହି ନାୟିକା ଫିଲ୍ମ ନିର୍ମାତା ବିଗ୍ନେଶ ଶିବନଙ୍କୁ ଡେଟ କରୁଛନ୍ତି । ଏବେ ନୟନତାରାଙ୍କ…

ରାୟଗଡ଼ର କରନି ଗାଁରେ ଦୁଇ ସମ୍ପ୍ରଦାୟ ମଧ୍ୟରେ ହିଂସାତ୍ମକ ସଂଘର୍ଷ, ଅଭିଯୁକ୍ତଙ୍କ ଘରେ ନିଆଁ ଲଗାଇଲେ ଉତ୍ୟକ୍ତ ଲୋକେ

ରାୟଗଡ଼,୧୨ ।୫: ମଧ୍ୟପ୍ରଦେଶ ରାୟଗଡ଼ର କରନି ଗାଁରେ ଦୁଇ ସମ୍ପ୍ରଦାୟ ମଧ୍ୟରେ ଜମିଜମା ବିବାଦ ତ୍ରୀବ୍ର ରୂପ ଧାରଣ କରିଛି । ଉଭୟଙ୍କ ମଧ୍ୟରେ ମାଡପିଟ ପରେ ଭଙ୍ଗାରୁଜା ହୋଇଛି । ଉତ୍ତେଜନା ପରିସ୍ଥିତିକୁ ଦେଖି ଗାଁରେ ପୋଲିସ ମୁତୟନ କରାଯାଇଛି…

ରୋଗୀ ସେବାରେ ବ୍ରତୀ

ଅନ୍ୟଙ୍କୁ ନିଷ୍ଠାପର ଭାବେ ସ୍ବାସ୍ଥ୍ୟସେବା ଯୋଗାଇବା ହିଁ ପ୍ରକୃତ ପୂଣ୍ୟ। ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ନର୍ସମାନଙ୍କ କାର୍ଯ୍ୟ ଅତୁଳନୀୟ। ସେମାନଙ୍କ ମହାନ୍‌ କାର୍ଯ୍ୟ ସମ୍ପର୍କରେ ସଚେତନତା ସୃଷ୍ଟି ଏବଂ ସେମାନଙ୍କୁ ସମ୍ମାନ ଜଣାଇବା ପାଇଁ ପ୍ରତିବର୍ଷ ମେ’ ୧୨ରେ ଅନ୍ତର୍ଜାତୀୟ ନର୍ସ…

ୟୁପି ଡିଜିପି ମୁକୁଲ ଗୋଏଲ ବହିଷ୍କୃତ

ଲକ୍ଷ୍ନୌ, ୧୨ା୫: ଉତ୍ତରପ୍ରଦେଶ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ମୁକୁଲ ଗୋଏଲଙ୍କୁ ବୁଧବାର ତାଙ୍କ ପଦରୁ ବହିଷ୍କୃତ କରାଯାଇଛି। କର୍ତ୍ତବ୍ୟରେ ହେଳା ଏବଂ ସରକାରୀ ନିର୍ଦ୍ଦେଶ ଅବମାନନା କରୁଥିବାରୁ ତାଙ୍କୁ ଏହି ପଦବୀରୁ ହଟାଯାଇଥିବା ୟୁପି ସରକାରଙ୍କ ପକ୍ଷରୁ କୁହାଯାଇଛି। ମୁକୁଲ ଗୋଏଲଙ୍କୁ…

ଥରେ ସ୍ତ୍ରୀଙ୍କ ପାଇଁ ଉପହାର ଆଣିବାକୁ ଯାଇଥିଲେ କୋହଲି, ଘଟିଥିଲା ଏମିତି

ମୁମ୍ବାଇ,୧୨।୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ପୂର୍ବତନ ଅଧିନାୟକ ବିରାଟ କୋହଲି ଏବେ ଖରାପ ଫର୍ମରେ ଅଛନ୍ତି। ଆଇପିଏଲ୍‌ ୨୦୨୨ରେ ମଧ୍ୟରେ କୋହଲି ଆରସିବି ଇନ୍‌ସାଇଡର୍‌କୁ ଦେଇଥିବା ଏକ ସାକ୍ଷାତକାରରେ ନିଜ ଫର୍ମ ଏବଂ ବ୍ୟକ୍ତିଗତ ଜୀବନୀକୁ ନେଇ ଅନେକ ଖୁଲାସା କରିଛନ୍ତି।…

ଯୁବକଙ୍କୁ ହତ୍ୟା: ୩ ଅଭିଯୁକ୍ତ କୋର୍ଟ ଚାଲାଣ ପରେ ନିରପେକ୍ଷ ତଦନ୍ତ ଦାବିରେ ଧାରଣା

କୋକସରା,୧୧ା୫(ଡି.ଏନ୍‌.ଏ.): ପ୍ରଥମେ ଯୁବକଙ୍କୁ ହତ୍ୟା କରି ବେକରେ ଫାଶ ଦେଇ ଏକ ଶାଗୁଆନ ଗଛରେ ଝୁଲାଇ ଆତ୍ମହତ୍ୟାର ନାଟକ ରଚିଥିଲେ ଅଭିଯୁକ୍ତ । ହେଲେ ପରିବାରର ଅଭିଯୋଗ ପରେ ୪ ଜଣିଆ ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ, ପାରିପାଶର୍‌ବିକ ଅବସ୍ଥା ଓ ମୃତଦେହ…

ଦିଲ୍ଲୀ କ୍ୟାପିଟାଲ୍ସକୁ ୧୬୧ ରନ୍‌ର ଟାର୍ଗେଟ୍‌

ମୁମ୍ବାଇ,୧୧।୫: ଆଇପିଏଲ ୨୦୨୨ର ୫୮ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧୬୧ ରନ୍‌ର ଟାର୍ଗେଟ୍‌ ଦେଇଛି। ମୁମ୍ବାଇର ଡିଓ୍ବାଇ ପାଟିଲ ଷ୍ଟାଡିୟମରେ ଖେଲାଯାଉଥିବା ଏହି ମ୍ୟାଚ୍‌ରେ ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ରାଜସ୍ଥାନ ରୟାଲ୍ସ ନିର୍ଦ୍ଧାରିତ ଓଭରରେ ୬…

୪ ଜିଲାରେ ମିଳୁନି ପିଡିଏସ୍‌ ଗହମ, ରାଶନ ପାଇବାରୁ ବଞ୍ଚିତ ଅନ୍ୟ ଜିଲା

ଭୁବନେଶ୍ୱର,୧୧ା୫(ବ୍ୟୁରୋ)-ରାଜ୍ୟର ୪ ଜିଲାରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଗହମ ମିଳୁନାହିଁ। ଭାରତୀୟ ଖାଦ୍ୟ ନିଗମ(ଏଫ୍‌ସିଆଇ) ଜଟଣୀ ଗୋଦାମରୁ ଗତ ୪ ମାସ ହେବ ଗହମ ଉଠିପାରୁ ନାହିଁ। ଫଳରେ ପୁରୀ, ଖୋର୍ଦ୍ଧା, ନୟାଗଡ଼ ଏବଂ କଟକର କିଛି ଅଞ୍ଚଳକୁ ଗହମ…

ନାଗ ଓଗାଳିଲା କୁକୁଡ଼ା ଅଣ୍ଡା

ଉଦଳା,୧୧ା୫(ଡି.ଏନ.ଏ.)- ଖାଦ୍ୟ ଅନ୍ବେଷଣରେ ନାଗଟିଏ କୁକୁଡ଼ା ଭାଡ଼ି ଭିତରେ ପଶି ଅଣ୍ଡା ଗିଳି ଦେଇଥିଲା। ସାପ ଧରାଳୀ ଉଦ୍ଧାର କରିବା ପରେ ନାଗ ଗିଳିଥିବା ୫ଟି ଅଣ୍ଡା ଓଗାଳି ଥିଲା। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ଉଦଳା ବ୍ଲକ…

ଅଧିନାୟକତ୍ୱ ପରେ ଏବେ ଦଳରୁ ବାହାର ହୋଇପାରନ୍ତି ଜାଡେଜା ! କିଛି ଏଭଳି…

ନୂଆଦିଲ୍ଲୀ,୧୧।୫: ପୁଣି ଚର୍ଚ୍ଚାରେ ଚେନ୍ନାଇ ସୁପର କିଙ୍ଗ୍ସ। ପ୍ଲେଅଫ୍‌ ଦୌଡ଼ରୁ ଏକପ୍ରକାର ବାହାର ହୋଇଥିବା ଚେନ୍ନାଇର ପୂର୍ବ ଅଧିନାୟକ ରବିନ୍ଦ୍ର ଜାଡେଜା ଚଳିତ ଆଇପିଏଲ୍‌ରୁ ବାହାର ହୋଇପାରନ୍ତି ବୋଲି କୁହାଯାଉଛି। ଏହାଛଡ଼ା ଜାଡେଜା ଏବଂ ଟିମ୍‌ ମଧ୍ୟରେ ନୂଆ ବିବାଦ ଉପୁଜିଥିବା…

୬ ମାସ ତଳେ କରିଥିଲେ ପ୍ରେମ ବିବାହ, ଆଜି ଗଛରୁ ମିଳିଲା ଝୁଲନ୍ତା ମୃତଦେହ

କୋକସରା,୧୧ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ଥାନା ଆଁଏଲି ଗ୍ରାମର ଜଣେ ଯୁବକ ବୁଧବାର ଆତ୍ମହତ୍ୟା କରିଛନ୍ତି। ମୃତ ଯୁବକ ଆଁଏଲି ଗ୍ରାମର ଦୁଷ୍ମନ୍ତ ମାଝି(୨୦) । ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ପୋଲିସ ଏକ ମାମଲା ରୁଜୁ କରି…

ବର୍ଷା କି ପବନ ହେବ ନାହିଁ: ଏସ୍‌ଆର୍‌ସି

ଭୁବନେଶ୍ୱର,୧୧।୫(ବ୍ୟୁରୋ): ବାତ୍ୟା ‘ଅସାନି’ ଆଉ ମାତ୍ର ଦେଢ଼ରୁ ଦୁଇ ଘଣ୍ଟା ମଧ୍ୟରେ ଆନ୍ଧ୍ରପ୍ରଦେଶର କାକିନାଡ଼ା ଓ ମଛଲିପଟ୍ଟନମ ନିକଟରେ ଉପକୂଳ ଛୁଇଁବ। ଏହାପରେ ଡାହାଣକୁ ଗତିପଥ ପରିବର୍ତ୍ତନ କରି ଉତ୍ତର ଓ ଉତ୍ତରପୂର୍ବ ଦିଗରେ ସମୁଦ୍ର କୂଳ ଦେଇ ପୁଣିଥରେ ସମୁଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?