ରାଜଧାନୀର ଆଉ ୧୨ ଅଞ୍ଚଳ କଣ୍ଟେନ୍ମେଣ୍ଟ
ଭୁବନେଶ୍ୱର,୧୧।୧(ବ୍ୟୁରୋ): ରାଜ୍ୟରେ ସଂକ୍ରମଣ ଦୃତ ଗତିରେ ବଢୁଛି । ଏନେଇ ବିଏମ୍ସି ପକ୍ଷରୁ ଜୋରଦାର କଟକଣା କରାଯାଉଛି। ତେବେ ରାଜଧାନୀର ଆଉ ୧୨ ଅଞ୍ଚଳକୁ ମାଇକ୍ରୋ କଣ୍ଟେନ୍ମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଛି । ଏକାଧିକ କୋଭିଡ ପଜିଟିଭ ବାହାରିବା ପରେ…
ଚିନ୍ତା ବଢାଇଲାଣି କରୋନା, ହୁ ହୁ ହୋଇ ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୧୧।୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୭୦୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୦୭ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍। ଆକ୍ରାନ୍ତଙ୍କ ମଧ୍ୟରୁ ୪୧୨୮ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୨୯୪୩ ଜଣ ଲୋକାଲ କେସ…
ଓ୍ବାକିଂ ଶୁଜ୍ କିଣୁଥିଲେ
ବେଷ୍ଟ ରେଜଲ୍ଟ ପାଇବାକୁ ହେଲେ ଜୋତା ସବୁବେଳେ ପାଦକୁ ଫିଟ୍ ହେବା ଦରକାର। କାରଣ ପାଦକୁ ଫିଟ୍ ନ ହେଉଥିବା ଜୋତା ଶରୀର ଉପରେ ନକାରାତ୍ମକ ପ୍ରଭାବ ପକାଇଥାଏ। ସେଥିପାଇଁ ଜୋତା କିଣିବା ବେଳେ ନିଜେ ଉପସ୍ଥିତ ରହି ଟ୍ରାଏ କରିନେବା…
ସୀମାନ୍ତରେ ମାଓବାଦୀ-ଯବାନ ଗୁଳି ବିନିମୟ
ନୂଆପଡ଼ା ଅଫିସ,୧୧।୧: ସୀମାନ୍ତରେ ମାଓବାଦୀ-ଯବାନ ଗୁଳି ବିନିମୟ।୧: ଓଡ଼ିଶା-ଛତିଶଗଡ଼ ସୀମାନ୍ତରେ ମାଓବାଦୀ ଓ ଯବାନଙ୍କ ମଧ୍ୟରେ ସୋମବାର ସକାଳେ ଗୁଳି ବିନିମୟ ହୋଇଥିବା ସୂଚନା ମିଳିଛି। ସନ୍ଧ୍ୟା ପର୍ଯ୍ୟନ୍ତ ଉଭୟଙ୍କ ମଧ୍ୟରେ ଗୁଳି ବିନିମୟ ଚାଲିଥିବା ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି। ପରେ…
୫୧ ପଦକ ସହ ଶୀର୍ଷରେ ଓଡ଼ିଶା
ଭୁବନେଶ୍ୱର, ୧୧।୧(ବ୍ୟୁରୋ): ଦକ୍ଷତା ବିକାଶ କ୍ଷେତ୍ରରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ହୋଇପାରିଛି। ନୂଆଦିଲ୍ଲୀସ୍ଥିତ ତାଲକଟୋରା ଇନ୍ଡୋର୍ ଷ୍ଟାଡିୟମଠାରେ ଆୟୋଜିତ ଇଣ୍ଡିଆ ସ୍କିଲ୍ସ ୨୦୨୧ ପ୍ରତିଯୋଗିତାରେ ସର୍ବାଧିକ ପଦକ ଜିତି ସ୍କିଲ-ଇନ୍-ଓଡ଼ିଶା ପ୍ରତିଯୋଗୀ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। କୌଶଳ ବିକାଶ…
ବିଦ୍ୱାନ୍ ବ୍ୟକ୍ତି, ପ୍ରଗତିଶୀଳ ସମାଜ ଲାଗି ଚେଷ୍ଟା କରିଥାଏ: ଧର୍ମେନ୍ଦ୍ର
ଭୁବନେଶ୍ୱର,୧୧।୧(ବ୍ୟୁରୋ): ଜଣେ ବିଦ୍ୱାନ୍ ବ୍ୟକ୍ତି ହିଁ ନ୍ୟାୟପୂର୍ଣ୍ଣ ଏବଂ ପ୍ରଗତିଶୀଳ ସମାଜ ଗଠନ କରିବାକୁ ଚେଷ୍ଟା କରିଥାଏ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ସୋମବାର ଡୁନ୍ ସ୍କୁଲ ପକ୍ଷରୁ ଆୟୋଜିତ ୮୨ତମ ଇଣ୍ଡିଆନ ପବ୍ଲିକ୍ ସ୍କୁଲ କନ୍ଫରେନ୍ସ(ଆଇପିଏସ୍ସି) ପ୍ରିନ୍ସିପାଲ୍ସ କନ୍କ୍ଲେଭରେ…
ଫୁଲ ଚୋରି ରୋକିବାକୁ ବିଦ୍ୟୁତ୍ ସଂଯୋଗ,ବୃଦ୍ଧ ମୃତ
ଚଣ୍ଡିଖୋଲ,୧୧।୧(ଡି.ଏନ.ଏ.): ଫୁଲ ଚୋରି ରୋକିବା ପାଇଁ ଜଣେ ଶିକ୍ଷକ ନିଜ ବାଡିରେ ଥିବା ତାର ବାଡରେ ବିଦ୍ୟୁତ୍ ସଂଯୋଗ କରିଥିଲେ। ସେହି ତାରବାଡ଼ ସଂସ୍ପର୍ଶରେ ଆସି ଜଣେ ବୃଦ୍ଧଙ୍କ ସୋମବାର ମୃତ୍ୟୁ ଘଟିଛି। ଏହି ଘଟଣାକୁ ପୋଲିସ ଗୁରୁତର ସହ ନେଇଛି।…
କରୋନା ଆକ୍ରାନ୍ତଙ୍କୁ ୭ ଦିନ ଛୁଟି: କଟିବନି ଦରମା
ଲକ୍ଷ୍ନୌ,୧୧।୧: ଉତ୍ତରପ୍ରଦେଶରେ ବଢୁଥିବା କରୋନା ମାମଲାକୁ ଦୃଷ୍ଟିରେ ରଖି ଯୋଗୀ ସରକାର ଏକ ନୂତନ କରୋନା ଗାଇଡଲାଇନ ଜାରି କରିଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଦ୍ୱାରା ଜାରି କରାଯାଇଥିବା କରୋନା ଗାଇଡଲାଇନ ଅନୁଯାୟୀ ଯଦି କୌଣସି ଘରୋଇ କାର୍ଯ୍ୟାଳୟର କର୍ମଚାରୀ କରୋନା…
ରାଜ୍ୟରେ ବର୍ଷା ଆରମ୍ଭ
ଭୁବନେଶ୍ୱର, ୧୧।୧(ବ୍ୟୁରୋ): ଓଡ଼ିଶାକୁ ପଶ୍ଚିମା ଝଡ଼ର ଆଗମନ ଯୋଗୁ ରାଜ୍ୟରେ ବର୍ଷା ଆରମ୍ଭ ହୋଇଛି। ସୋମବାର ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ବର୍ଷା ହୋଇଛି। ଏଥିସହିତ ପଶ୍ଚିମ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇଛି। ମଙ୍ଗଳବାର ବିଶେଷକରି ପଶ୍ଚିମ ଓଡ଼ିଶାରେ ଅଧିକ…
ଭିତରକନିକାରେ ୧୬ ବଉଳା କୁମ୍ଭୀର ବୃଦ୍ଧି
ରାଜନଗର, ୧୧।୧(ଡି.ଏନ.ଏ.): ଭିତରକନିକା ଜାତୀୟ ଉଦ୍ୟାନରେ ଚଳିତବର୍ଷ କୁମ୍ଭୀର ଗଣନା ଶେଷ ହୋଇଛି। ଗତବର୍ଷ ଅପେକ୍ଷା ଚଳିତବର୍ଷ କୁମ୍ଭୀରଙ୍କ ସଂଖ୍ୟାରେ ୧୬ ବଢ଼ିଥିବା ରିପୋର୍ଟରୁ ଜଣାପଡ଼ିଛି। ଗତବର୍ଷ ଭିତରକନିକା ମଧ୍ୟରେ ଓ ବାହାରେ ଥିବା ନଦୀ, ନାଳଗୁଡ଼ିକରେ ୧୭୬୮ଟି ବଉଳା କୁମ୍ଭୀର…
ରେକର୍ଡ ଭାଙ୍ଗିଲା ବିଦେଶୀ ପକ୍ଷୀଙ୍କ ଆଗମନ
ସମ୍ବଲପୁର,୧୧।୧(ବ୍ୟୁରୋ): ସମ୍ବଲପୁରର ହୀରାକୁଦ ଜଳଭଣ୍ଡାରରେ ବିଦେଶୀ ପକ୍ଷୀ ଗଣନା ରିପୋର୍ଟ ସୋମବାର ହୀରାକୁଦ ବନ୍ୟପ୍ରାଣୀ ବିଭାଗ ପକ୍ଷରୁ ପ୍ରକାଶ କରାଯାଇଛି। ରିପୋର୍ଟ ଅନୁଯାୟୀ ଚଳିତବର୍ଷ ବିଦେଶୀ ପକ୍ଷୀ ଆଗମନ ୧୦ ବର୍ଷର ରେକର୍ଡ ଭାଙ୍ଗିଛି। ୧୯ ନୂତନ ପ୍ରଜାତିର ପକ୍ଷୀ ଚିହ୍ନଟ…
କର୍ମଜୀବୀ ହୋଇଥିଲେ
ପ୍ରତ୍ୟେକ କର୍ମଜୀବୀ ମହିଳାଙ୍କୁ ଘର ସହ ଅଫିସ୍ କାମ ବି ସମ୍ଭାଳିବାକୁ ହୋଇଥାଏ। ତେଣୁ ଉଭୟ କାମକୁ ଠିକ୍ ଭାବେ କରିବା ଲାଗି କେତେକ ଦିଗ ପ୍ରତି ଧ୍ୟାନ ଦେବା ଆବଶ୍ୟକ… ମହିଳାଙ୍କ ପାଇଁ ଠିକ୍ ଭାବେ ଟାଇମ୍ ମ୍ୟାନେଜମେଣ୍ଟ କରିବା…
Archives


