Home Left

ବିଶ୍ୱ ବଜାରରେ ବିକ୍ରି ହେବ ସ୍ବାଭିମାନ ଅଞ୍ଚଳର ହଳଦୀ

ମାଲକାନଗିରି,୯ା୧ (ଡି.ଏନ୍‌.ଏ.): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳର ଉତ୍ପାଦିତ ହଳଦୀ ଆମାଜନରେ ବିକ୍ରି ହେବ। ଚିତ୍ରକୋଣ୍ଡା ବ୍ଲକର ସ୍ବାଭିମାନ ଅଞ୍ଚଳରେ ବାର୍ଷିକ ୫୦ ଟନରୁ ଉର୍ଦ୍ଧ୍ୱ ହଳଦୀ ଅମଳ ହେଉଛି। ସ୍ବାଭିମାନ ଅଞ୍ଚଳବାସୀଙ୍କୁ ସ୍ବାବଲମ୍ବୀ କରିବା ଲାଗି ପ୍ରାୟ ୫ କୋଟି…

୩ ବର୍ଷ ଜେଲରେ ରହିବା ପରେ ମୁକ୍ତ ହେଲେ ସାଉଦି ଯୁବରାଣୀ

ରିୟାଧ,୯।୧: ୩ ବର୍ଷ ହେଲା ଜେଲ୍‌ରେ ଥିବା ସାଉଦି ଯୁବରାଣୀ ଓ ତାଙ୍କ ଝିଅଙ୍କୁ ସାଉଦି ସରକାର ମୁକ୍ତ କରିଛି। ଏନେଇ ଏକ ମାନବାଧିକାର ସଂଗଠନ ପକ୍ଷରୁ ସୂଚନା ଦିଆଯାଇଛି। ରାଜ ପରିବାର ସଦସ୍ୟ ବାସ୍‌ମା ବିଣ୍ଟ ସାଉଦ୍‌(୫୭) ଦୀର୍ଘ ବର୍ଷ…

ପାହାଡ଼ରୁ ପଥର ଖସି ପଡିଲା ଡଙ୍ଗା ଉପରେ: ୫ ମୃତ, ୩୨ ଆହତ

ବ୍ରାସିଲିଆ,୯ ।୧: ବ୍ରାଜିଲର ମିନସ ଗେରୈସ ରାଜ୍ୟରେ ଶନିବାର ପାହାଡରୁ ପଥର ଖଣ୍ଡ ଖସି ପଡି ଏହାର ନିମ୍ନ ଭାଗରେ ନୌକାରେ ଯାତ୍ରା କରୁଥିବା ଲୋକଙ୍କ ଉପରେ ପଡିଥିଲା । ଫଳରେ ଅତିକମରେ ୫ ଜଣଙ୍କ ମୃତ୍ୟୁ ହେବା ସହ ୩୨…

ଫେବୃୟାରୀରେ ଶୀର୍ଷ ଛୁଇଁବ ଓମିକ୍ରନ୍‌: ଦୈନିକ ସଂକ୍ରମଣ ୫ ଲକ୍ଷ ଅତିକ୍ରମ କରିବ

ନୂଆଦିଲ୍ଲୀ,୯ ।୧: ଦେଶରେ ଓମିକ୍ରନ୍ ସଂକ୍ରମଣ ଯୋଗୁ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବ ବୋଲି ଅନୁମାନ କରାଯାଇଛି । ଗତ ୨୪ ଘଣ୍ଟାରେ ରାଜଧାନୀ ଦିଲ୍ଲୀରେ ୨୦ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ମହାରାଷ୍ଟ୍ରରେ ୪୧…

ବର୍ଷେ ୫ ମାସରେ ୧୨ ବାଲ୍ୟ ବିବାହ ବନ୍ଦ

କେନ୍ଦ୍ରାପଡ଼ା ଅଫିସ, ୯ା୧: ବିବାହ ବୟସ ସୀମା ଏବେ ଜାତୀୟସ୍ତରରେ ପ୍ରସଙ୍ଗ ପାଲଟିଛି। ବେଟି ବଚାଓ, ବେଟି ପଢ଼ାଓ ସ୍ଲୋଗାନକୁ ଅଗ୍ରାଧିକାର ଦିଆଯାଉଛି। ତେବେ ଏହି ସ୍ଲୋଗାନ କେନ୍ଦ୍ରାପଡ଼ା ଜିଲାର ଉପାନ୍ତ ଅଞ୍ଚଳରେ କାର୍ଯ୍ୟ କରୁନାହିଁ। ଏହି ଅଞ୍ଚଳରେ ୧୮ ବର୍ଷ…

ପବ୍ଲିକ୍‌ ଓ୍ବାଇଫାଇ ବ୍ୟବହାର କରୁଥିଲେ ରୁହନ୍ତୁ ସତର୍କ; ଜାଣିରଖନ୍ତୁ…

ବର୍ତ୍ତମାନ ବିନା ଇଣ୍ଟରନେଟ୍‌ରେ ଅଧିକାଂଶ କାମ ଯେମିତି ଅସମ୍ଭବ ମନେହେଉଛି। ଯେଉଁଥିପାଇଁ କେବଳ ମୋବାଇଲ୍‌ରେ ଇଣ୍ଟରନେଟ୍‌ ନୁହେଁ, ଅନେକେ ଓ୍ବାଇଫାଇ ମଧ୍ୟ ବ୍ୟବହାର କରୁଥିବା ଦେଖିବାକୁ ମିଳୁଛି। ବିଶେଷକରି ରେଲ୍‌ଓ୍ବେ ଷ୍ଟେଶନ୍‌, କେତେକ ଶପିଂ ମଲ୍‌, ହୋଟେଲ୍‌, କଲେଜ କ୍ୟାମ୍ପସ୍‌ ଆଦିରେ…

ଗୁପ୍ତ ଆପ୍‌ ‘ଟେକ୍‌ ଫଗ୍‌’ ଘୃଣାର କାରଖାନା

ନୂଆଦିଲ୍ଲୀ,୯।୧: ଭାଜପା ଘୃଣାର କାରଖାନା ଖୋଲିଛି। ଗୁପ୍ତ ‘ଟେକ୍‌ ଫଗ୍‌’ ଆପ୍‌ ସେଥିରୁ ଅନ୍ୟତମ ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ ଟୁଇଟ କରି ଏହି ଅଭିଯୋଗ କରିଛନ୍ତି। ବୁଲ୍ଲି ବାଈ ଆପ୍‌ରେ ଏକ ନିର୍ଦ୍ଦିଷ୍ଟ ଧର୍ମର ମହିଳାମାନଙ୍କୁ ଟାର୍ଗେଟ କରାଯାଉଛି।…

୧୨ରେ ୬ ଜିଲାକୁ ପ୍ରବଳ ବର୍ଷା

ଭୁବନେଶ୍ୱର, ୯।୧(ବ୍ୟୁରୋ): ରାଜ୍ୟରେ ରବିବାରଠାରୁ ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହେବ। ଏହା ୪ରୁ ଅଧିକ ଦିନ ଧରି ଜାରି ରହିପାରେ। ୧୨ ତାରିଖରେ ୬ ଜିଲାରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।…

ବଢ଼ିବ ରେଳ ଟିକେଟ୍‌

ନୂଆଦିଲ୍ଲୀ,୯ା୧: ରେଲଓ୍ବେ ବୋର୍ଡ ଷ୍ଟେଶନ ଡେଭେଲପମେଣ୍ଟ ଫି (ଏସ୍‌ଡିଏଫ୍‌)କୁ ଅନୁମୋଦନ କରିଛି। ଏହା ଅନୁଯାୟୀ, ରେଳ ଷ୍ଟେଶନ ପୁନଃ ନିର୍ମାଣ ଯୋଜନାରେ ବିକଶିତ ହୋଇଥିବା କିମ୍ବା ହେବାକୁ ଥିବା ଷ୍ଟେଶନର ଯାତ୍ରୀଙ୍କୁ ଆଗାମୀ ଦିନରେ ଅଧିକ ଭଡ଼ା ଦେବାକୁ ପଡ଼ିବ। ବିଭିନ୍ନ…

ମହାରାଷ୍ଟ୍ରରେ ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା ୧୦୦୦ ଅତିକ୍ରମ କଲା

ମୁମ୍ବାଇ,୯ ।୧: ଦେଶରେ ଗୋଟିଏ ପଟେ ବଢି ଚାଲିଛି କରୋନା ସଂକ୍ରମଣ । ଅନ୍ୟପଟେ ଓମିକ୍ରନ୍ ସଂକ୍ରମଣକୁ ବି କାବୁ କରାଯାଇ ପାରୁନାହିଁ । ଅଧିକାଂଶ ସ୍ଥାନରେ ଲୋକେ ଏହାକୁ ହାଲୁକା ଭାବେ ନେଉଥିବାରୁ ସଂକ୍ରମଣ ବଢୁଥିବା କୁହାଯାଉଛି । ଏବେ…

ବିଧାନସଭା ନିର୍ବାଚନ ପୂର୍ବରୁ ପଞ୍ଜାବରେ ଏଏପିକୁ ଝଟକା

ଚଣ୍ଡିଗଡ଼,୯।୧: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ଅନୁଷ୍ଠିତ ଚଣ୍ଡିଗଡ଼ ମେୟର ନିର୍ବାଚନରେ ଭାଜପା ବିଜୟୀ ହୋଇଛି। ଭାଜପାର ମେୟର ପ୍ରାର୍ଥୀ ସରବଜିତ୍‌ କୌର ଆମ୍‌ ଆଦ୍‌ମୀ ପାର୍ଟି ପ୍ରାର୍ତୀ ଅଞ୍ଜୁ କଟ୍ୟାଲଙ୍କଠାରୁ ମାତ୍ର ଗୋଟିଏ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି। ଉଭୟ…

ସଂକ୍ରମଣ ବଢିଲେ ଚିକିତ୍ସା ଅଭାବରୁ ବଢିବ ମୃତ୍ୟୁସଂଖ୍ୟା: ଡବ୍ଲୁଏଚଓ

ଜେନେଭା,୯ ।୧: ସାରା ବିଶ୍ୱରେ ଜଙ୍ଗଲରେ ନିଆଁ ବ୍ୟାପିଲା ଭଳି ବ୍ୟାପିଛି କରୋନା ସଂକ୍ରମଣ । ସାମାନ୍ୟ ଅବହେଳା ଏହାକୁ ଭୟଙ୍କର ରୂପ ଦେଇପାରେ ବୋଲି କହିଛି ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚଓ) । ଏଥିରେ ଯଦି ବ୍ରେକ୍ ନ ଲାଗେ ତେବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri