Home Left

‘ପଞ୍ଜାବର ଶାନ୍ତି ଭଙ୍ଗ କରିବାକୁ ଦିଆଯିବ ନାହିଁ’

ଚଣ୍ଡିଗଡ଼,୧୦।୫: ମୋହାଲିସ୍ଥିତ ପଞ୍ଜାବ ଗୋଇନ୍ଦା ମୁଖ୍ୟାଳୟକୁ ଗ୍ରେନେଡ୍‌ ମାଡ଼ ଘଟଣାର ଦିନକ ପରେ ପଞ୍ଚାବ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ ମଙ୍ଗଳବାର ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ପଞ୍ଜାବର ଶାନ୍ତି ଭଙ୍ଗ କରିବାକୁ ଚାହୁଁଥିବା ବ୍ୟକ୍ତିଙ୍କୁ ଛଡାଯିବ ନାହିଁ। ପଞ୍ଜାବ ପୋଲିସ…

ଗୁଳି ମାଡ଼ରେ ଦୋକାନୀଙ୍କ ମୃତ୍ୟୁ: ମୃତଦେହ ରଖି ରାସ୍ତା ଅବରୋଧ

କେନ୍ଦୁଝର,୧୦।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଖଡ଼ିବହାଳୀ ଗ୍ରାମରେ ଗତ ୨୬ ତାରିଖରେ ଗୁଳି ମାଡ଼ ହୋଇଥିଲା। ଏଥିରେ ଗୁରୁତର ହୋଇ କଟକ ବଡ଼ ମେଡ଼ିକାଲରେ ଚିକିତ୍ସିତ ହେଉଥିବା ଦୋକାନୀ ଜଗବନ୍ଧୁ ମହାପାତ୍ରଙ୍କ ସୋମବାର ମୃତ୍ୟୁ ଘଟିଛି। ତାଙ୍କ ମୃତ୍ୟୁ ପରେ…

ବାତ୍ୟା ‘ଅସାନି’ର ଆଖି ଦୃଶ୍ୟମାନ

ଭୁବନେଶ୍ବର,୧୦।୫(ବ୍ୟୁରୋ): ଦୃଶ୍ୟମାନ ହେଲା ବାତ୍ୟା ‘ଅସାନି’ ଆଖି । ମଙ୍ଗଳବାର ସକାଳ ୯ଟାରେ ମଛଲୀପାଟନମ ଡପ୍ଲର ରାଡ଼ାରରେ ଭୀଷଣ ବାତ୍ୟାର ରୂପ ନେଇଥିବା ଅସାନିର ଆଖି ଦୃଶ୍ୟମାନ ହୋଇଛି । ଏ ନେଇ ଟୁଇଟ୍‌ ଯୋଗେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା…

ସିଙ୍ଗାପୁରରେ ‘ଦ କଶ୍ମୀର ଫାଇଲ୍ସ’ ଉପରେ ଲାଗିଲା ପ୍ରତିବନ୍ଧକ

କଶ୍ମୀର ପଣ୍ଡିତଙ୍କ ନରସଂହାର ଉପରେ ଆଧାରିତ ଫିଲ୍ମ ‘ଦ କଶ୍ମୀର ଫାଇଲ୍ସ’ ବକ୍ସ ଅଫିସରେ ଧମାଲ କରିଛି। ସାରା ବିଶ୍ୱରେ ୩୩୭ କୋଟି ଟଙ୍କା ଆୟ କରିଥିବା ଏହି ଫିଲ୍ମଟି ରିଲିଜ ହେବା ପରଠାରୁ ସାରା ବିଶ୍ୱରେ ଚର୍ଚ୍ଚାର ବିଷୟ ପାଲଟିଛି।…

ଦକ୍ଷିଣ କୋରିଆର ନୂଆ ରାଷ୍ଟ୍ରପତି ଭାବେ ଶପଥ ନେଲେ ୟୁନ ସୁକ-ୟୋଲ

ସିଓଲ୍‌,୧୦।୫: ଦକ୍ଷିଣ କୋରିଆର ରକ୍ଷଣଶୀଳ ନେତା ୟୁନ ସୁକ ୟୋଲ ମଙ୍ଗଳବାର ଦେଶର ରାଷ୍ଟ୍ରପତି ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ମଙ୍ଗଳବାର ଦିନ ସିଓଲରେ ଅନୁଷ୍ଠିତ ଶପଥ ଗ୍ରହଣ ସମାରୋହରେ ୟୁନ ସୁକ ୟୋଲ କହିଛନ୍ତି, ଯଦି ଉତ୍ତର କୋରିଆ ପରମାଣୁ…

କାହିଁକି ବ୍ୟାଟ୍‌ କାମୁଡନ୍ତି ଧୋନୀ

ମୁମ୍ବାଇ,୧୦।୭: ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଅନ୍ୟତମ ଶ୍ରେଷ୍ଠ ଫିନିସର। ଧୋନୀଙ୍କ ବ୍ୟାଟ ଆଇପିଏଲ ୨୦୨୨ରେ ମଧ୍ୟ ଚାଲିଛି। ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ବିପକ୍ଷରେ ଖେଳାଯାଇଥିବା ମ୍ୟାଚରେ ସେ ଛୋଟ କିନ୍ତୁ ବିସ୍ଫୋରକ ଇନିଂସ ଖେଳିଥିଲେ।…

ପର୍ଯ୍ୟଟକଙ୍କୁ ଗୋପାଳପୁର ବେଳାଭୂମି ମନା

ଗଞ୍ଜାମ,୧୦।୫(ଡି.ଏନ୍‌.ଏ): ବଙ୍ଗୋପସାଗରରେ ସୃଷ୍ଟି ବାତ୍ୟା ‘ଅସାନି’ଏବେ ଉପକୂଳ ମୁହାଁ ହୋଇଛି। କେତେକ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି। ଏହାର ପ୍ରଭାବରେ ଗୋପାଳପୁର ବେଳାଭୂମି ଅଶାନ୍ତ ହେଲାଣି। ସମୁଦ୍ରରେ ଉଚ୍ଚ ଜୁଆର ଆସୁଛି। ଫଳରେ ଗୋପାଳପୁର ବେଳାଭୂମିରେ ୩ ନଂ ବିପଦ ସଙ୍କେତ…

ପ୍ରସୂତି ମହିଳାଙ୍କୁ ମାଡ଼ ମାରିଲେ ଡାକ୍ତର: ସିଡିଏମ୍‌ଓ କହିଲେ ତଦନ୍ତ ହେବ

ଝାରସୁଗୁଡ଼ା ଅଫିସ,୧୦ା୫: ଝାରସୁଗୁଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଚିକିତ୍ସା ସମୟରେ ପ୍ରସୂତି ମହିଳାମାନଙ୍କୁ ଡାକ୍ତର ଜଣକ ଗାଳିଗୁଲଜ କରିବା ସହ ମାଡ଼ ମାରିଥିଲେ। ଏ ନେଇ ପୀଡିତା ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଅଭିଯୋଗ କରିଛନ୍ତି।…

ବିବାହବେଳେ ହଠାତ୍‌ ବିଦ୍ୟୁତ କାଟ୍‌ ଯୋଗୁ ବର ଅଦଳବଦଳ

ଭୋପାଳ,୧୦।୫: ବିଦ୍ୟୁତ ବିଭ୍ରାଟ ହେତୁ ମଧ୍ୟପ୍ରଦେଶର ଉଜୈନ ଜିଲାରେ ଏକ ଅଜବ ଘଟଣା ଘଟିଛି। ଅନ୍ଧାର ଯୋଗୁ ବିବାହ ସମାରୋହରେ ବର ଅଦଳବଦଳ ହୋଇଯାଇଥିବା ଘଟଣା ସାମ୍ନାକୁ ଆସିଛି। ବିଜୁଳି ଆସିବା ପରେ ବର ଏବଂ ତାଙ୍କ ପରିବାର ଅଦଳବଦଳ ଦେଖି…

ଜାଣନ୍ତୁ ବଲିଉଡ଼କୁ ନେଇ କ’ଣ କହିଲେ ଅଭିନେତା

ସାଉଥ ସୁପରଷ୍ଟାର ମହେଶ ବାବୁ ତାଙ୍କ ଅଭିନୟ ପାଇଁ ସବୁଠି ଚର୍ଚ୍ଚାରେ। ଏବେ କିନ୍ତୁ ସେ ବଲିଉଡକୁ ନେଇ ଦେଇଥିବା ବୟାନଙ୍କୁ ନେଇ ଖୁବ ଚର୍ଚ୍ଚାରେ ଅଛନ୍ତି । ବଲିଉଡ ଡେବ୍ୟୁକୁ ନେଇ ପଚରାଯାଇଥିବା ପ୍ରଶ୍ନର ଉତ୍ତର ରଖି ମହେଶ ବାକବୁ…

ଜେଲରେ କଏଦୀଙ୍କ ଆତ୍ମହତ୍ୟା, ହାତରେ ଲେଖିଛନ୍ତି ଲଭ ୟୁ ମଞ୍ଜୁ

ସୋହେଲା,୧୦।୫((ଡି.ଏନ୍‌.ଏ.): ବରଗଡ଼ ଜିଲା ସୋହେଲା ସବ୍‌ଜେଲରେ ମଙ୍ଗଳବାର ଭୋର୍‌ ସାଢେ ୪ଟା ବେଳେ ଜଣେ ବିଚାରାଧୀନ କଏଦୀ ଗଳାରେ ଗାମୁଛା ଭିଡି ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ମେଲଛାମୁଣ୍ଡା ଥାନା ଅଧୀନ ପେଟୁପାଲି ଗ୍ରାମର ମନମୋହନ ରାଉତିଆ(୨୬) । ମୃତକ ଜଣକ…

ବାତ୍ୟା ‘ଅସାନି’କୁ ନେଇ ଚିନ୍ତାରେ ନଦୀକୂଳିଆ

ଚାନ୍ଦବାଲି,୧୦।୫(ଡି.ଏନ୍‌.ଏ.): ବାତ୍ୟା ‘ଅସାନି’ ପ୍ରଭାବରେ ଉପକୂଳବର୍ତ୍ତୀ ଅଞ୍ଚଳରେ ୪୦ରୁ ୫୦ କି.ମି ବେଗରେ ପବନ ବହିବା ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଏପରି କି ଧାମରା ସମେତ ବିଭିନ୍ନ ବନ୍ଦରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?