ଏହି ଅଭିନେତ୍ରୀଙ୍କୁ କଳା ରଙ୍ଗ ପାଇଁ ଚିଡ଼ାଉଥିଲେ ଲୋକେ
ବଲିଉଡ୍ ଅଭିନେତ୍ରୀ ବିପାଶା ବସୁଙ୍କ ଆଜି ଜନ୍ମଦିନ। ସେ ୭ ଜାନୁୟାରୀ ୧୯୭୮ରେ ନୂଆଦିଲ୍ଲୀରେ ଏକ ହିନ୍ଦୁ ବଙ୍ଗଳା ପରିବାରରେ ଜନ୍ମ ଗ୍ରହଣ କରିଥିଲେ। ବିପାଶା ଫିଲ୍ମ ‘ଅଜନବି’ରୁ ତାଙ୍କ କ୍ୟାରିୟର ଆରମ୍ଭ କରିଥିଲେ। ସେ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ…
କ୍ରିକେଟରଙ୍କ ବାୟୋପିକରେ କାମ କିରିବାକୁ ଚାହୁଁଛନ୍ତି କାର୍ତ୍ତିକ
ମୁମ୍ବାଇ: ବଲିଉଡ ଅଭିନେତା କାର୍ତ୍ତିକ ଆର୍ଯ୍ୟନ ଏମିତି ଜଣେ କଳାକାର ଯାହାର ଫ୍ୟାନ ଫଲୋଇଙ୍ଗ ସଂଖ୍ୟା ବହୁତ ଅଧିକ । ଏହି ଅଭିନେତା ଖୁ୍ବ୍ କମ୍ ଫିଲ୍ମରେ ଅଭିନୟ କରିଥିଲେ ବି ଦର୍ଶକଙ୍କର ଖୁବ୍ ନିକଟତର ହୋଇ ପାରିଛନ୍ତି । ୨୦୨୧ରେ…
ଟିମ୍ ଇଣ୍ଡିଆ ପାଇଁ ପୁଣି ଚିନ୍ତାର ବିଷୟ ପାଲଟିଲେ ଏହି ଖେଳାଳି
ଜୋହାନ୍ସବର୍ଗ,୭।୧: ସ୍ଥାନୀୟ ଓ୍ବାଣ୍ଡରର୍ସ ଷ୍ଟାଡିୟମରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟରେ ୭ ଉଇକେଟରେ ପରାସ୍ତ ହୋଇଛି ଭାରତୀୟ ଟିମ୍ । ଏହା ସହିତ ଉଭୟ ଦଳ ତିନି ମ୍ୟାଚ୍ ବିଶିଷ୍ଟ ସିରିଜ୍ରେ ୧-୧ ସ୍ତରରେ ଅଛନ୍ତି। ସିରିଜର ତୃତୀୟ…
ମହିଳାଙ୍କୁ କଚାଡ଼ି ମାରିଲା ହାତୀ
କେନ୍ଦୁଝର,୭ା୧(ସ୍ବ.ପ୍ର.): ଭୂୟାଁ ଓ ଜୁଆଙ୍ଗ ପିଢ଼ ରେଞ୍ଜ ଅନ୍ତର୍ଗତ ବାଂଶପାଳ ବ୍ଲକ କଦକଳା ଧୀବର ସାହିରେ ଦନ୍ତାହାତୀ ଆକ୍ରମଣରେ ପ୍ରଭାତୀ ଧୀବର(୨୬)ଙ୍କ ମୃତ୍ୟୁ ହୋଇଛି। ଗୁରୁବାର ବିଳମ୍ବିତ ରାତିରେ ହାତୀଟି ଗ୍ରାମରେ ପଶି ଉତ୍ପାତ କରିବାରୁ ଗ୍ରାମବାସୀ ଭୟଭୀତ ହୋଇପଡ଼ିଛନ୍ତି। ହାତୀ…
କ୍ରିକେଟ୍ରୁ ବ୍ରେକ୍ ନେଲେ ନବୀନ
କାବୁଲ,୭।୧:ଆଫଗାନିସ୍ତାନର ଦ୍ରୁତ ବୋଲର ନବୀନ ଉଲ ହକ କ୍ରିକେଟ୍ରୁ ବ୍ରେକ୍ ନେଇଛନ୍ତି। ସେ ମାତ୍ର ୭ଟି ଦିନିକିଆରେ ନିଜର ବୋଲିଂ ଯାଦୁ ଦେଖାଇଥିଲେ। କିନ୍ତୁ ଏବେ କ୍ରିକେଟରୁ ବିରତି ନେଇ ସମସ୍ତଙ୍କ ଆଶ୍ଚର୍ଯ୍ୟ କରିଛନ୍ତି। ଚଳିତ ବର୍ଷ ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବାକୁ…
ଆଜିଠୁ ଖୋଲିବ ମାର୍କେଟ ବିଲ୍ଡିଂ
ଭୁବନେଶ୍ୱର,୭।୧(ବ୍ୟୁରୋ): ଭୁବନେଶ୍ୱର ମାର୍କେଟ ବିଲ୍ଡିଂ ପୁଣି ଖୋଲିବ। ବିଏମ୍ସି ଅତିରିକ୍ତ କମିଶନରଙ୍କ ସହ ଆଲୋଚନା ପରେ ଶୁକ୍ରବାର ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ଉଠା ଦୋକାନୀଙ୍କୁ ଉଚ୍ଛେଦ ନେଇ ପ୍ରତିଶ୍ରୁତି ପରେ ମାର୍କେଟ ଖୋଲିବ। ସୂଚନାନୁସାରେ, ଉଠା ଦୋକାନୀମାନଙ୍କୁ ଉଚ୍ଛେଦ ଦାବି ପୂରଣ…
୧୦ରୁ ରାଜ୍ୟରେ ପୁଣି ବର୍ଷା
ଭୁବନେଶ୍ବର,୭।୧(ବ୍ୟୁରୋ): ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଆସନ୍ତା ୧୦ ତାରିଖରୁ ବର୍ଷା ହେବାର ସମ୍ଭାବନା ରହିଛି। ଏକ ଘନୀଭୂତ ପଶ୍ଚିମା ଝଡ଼ ଶୁକ୍ରବାରଠାରୁ ଅଧିକ ଘନୀଭୂତ ହୋଇ ଉତ୍ତର ପଶ୍ଚିମ ରାଜସ୍ଥାନ ତଥା ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ରୂପ ନେବ ।…
ଆମ ସୀମାରେ ଯାହା ଘଟୁଛି, ତାହା ମଧ୍ୟ ଜାତୀୟ ନିରାପତ୍ତାର ଏକ ବଡ଼ ଧରଣର ତ୍ରୁଟି, ପ୍ରଧାନମନ୍ତ୍ରୀ ଚୁପ୍ କାହିଁକି: ରାହୁଲ
ନୂଆଦିଲ୍ଲୀ,୭।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷା ତ୍ରୁଟି ନେଇ ପଞ୍ଜାବରେ ରାଜନୀତି ଏବେ ସରଗରମ ହୋଇଛି। ଗୋଟିଏ ପଟେ ଅନେକ ଭାଜପା ନେତା ପଞ୍ଜାବ ସରକାରଙ୍କୁ ଟାର୍ଗେଟ କରୁଥିବାବେଳେ କଂଗ୍ରେସ ନେତାମାନେ ଏହାକୁ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ ବୋଲି କହିଛନ୍ତି। ଏହି…
ମହେଶ ବାବୁ କରୋନା ପଜିଟିଭ୍
ମୁମ୍ବାଇ: ସାଉଥ୍ ସୁପରଷ୍ଟାର ମହେଶ ବାବୁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏ ନେଇ ସେ ନିଜେ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି। ସାମାନ୍ୟ ଲକ୍ଷଣ ଦେଖାଯିବାରୁ କରୋନା ଟେଷ୍ଟ କରାଇଥିଲେ, ରିପୋର୍ଟ ପଜିଟିଭ୍ ଆସିଥିବା ସେ କହିଛନ୍ତି। ପଜିଟିଭ୍ ପରେ…
ଏନ୍ଏଚ୍ଏମ୍ ପୋର୍ଟାଲ ହ୍ୟାକ୍ କରି ୫.୧ କୋଟି ଠକେଇ ମାମଲା: ରାଉରକେଲାରୁ ମୁଖ୍ୟ ଅଭିଯୁକ୍ତ ଗିରଫ
ଭୁବନେଶ୍ୱର,୭।୧(ବ୍ୟୁରୋ): ସୋନପୁର ଜାତୀୟ ସ୍ବାସ୍ଥ୍ୟ ମିଶନ (ଏନ୍ଏଚ୍ଏମ୍) ପୋର୍ଟାଲ ହ୍ୟାକ୍ କରି ଇ-ଚେକ୍ ଜରିଆରେ ୫.୧ କୋଟି ଠକେଇ ମାମଲାରେ ସମ୍ପୃକ୍ତ ମୁଖ୍ୟ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା( ଇଓଡବ୍ଲ୍ୟୁ) ଗିରଫ କରିଛି। ସେ ହେଲେ ରାଉରକେଲାର ବିକାଶ କୁମାର…
ଓଡ଼ିଶା ଅଗ୍ନିଶମ ସେବା ସଂସ୍ଥା ଦେଶରେ ଶ୍ରେଷ୍ଠ
କଟକ ଅଫିସ,୭ା୧: ଓଡ଼ିଶା ଅଗ୍ନିଶମ ସେବା ସଂସ୍ଥା ସର୍ବଭାରତୀୟ ସ୍ତରରେ ସର୍ବଶ୍ରେଷ୍ଠ ବିବେଚିତ ହୋଇଛି। ଦିଲ୍ଲୀର ନୋଇଡାରେ ଗତ ଡିସେମ୍ବର ୨ରୁ ୫ତାରିଖ ପର୍ଯ୍ୟନ୍ତ ଇନ୍ଷ୍ଟିଚ୍ୟୁଶନ ଅଫ୍ ଫାୟାର ଇଞ୍ଜିନିୟର୍ସ (ଇଣ୍ଡିଆ) ଦ୍ୱାରା ଆୟୋଜିତ ଆନ୍ତର୍ଜାତିକ ଫାୟାର ଇଣ୍ଡିଆ-୨୦୨୧ ମେଳାରେ ଏହି…
ବିପାଶାଙ୍କୁ ଶକ୍ତ ଚାପୁଡା ମାରିଥିଲେ କରୀନା
ବଲିଉଡ ଅଭିନେତ୍ରୀ ବିପାଶା ବସୁ ଆଜି ୪୩ ବର୍ଷରେ ପଦାର୍ପଣ କରିଛନ୍ତି। ବିପାଶା କେବଳ ଅଭିନୟ ନୁହେଁ, ତାଙ୍କ ଫିଟନେସକୁ ନେଇ ମଧ୍ୟ ଚର୍ଚ୍ଚାରେ ରହିଥା’ନ୍ତ। ଯଦିଓ ବିପାଶା କିଛି ଦିନ ହେବ ଫିଲ୍ମଠାରୁ ଦୂରରେ ଥିଲେ ମଧ୍ୟ ସେ ନିଜର…
Archives


