ଚାଷୀଙ୍କ କାମରେ ଲାଗୁନି ମନ୍ଦାକିନୀ ବ୍ୟାରେଜ
ନିରାକାରପୁର,୭ା୧(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ବ୍ଲକରେ ୯ହଜାର ୮୫୩ ହେକ୍ଟର ଚାଷଜମି ରହିଥିବା ବେଳେ ୯ ହଜାର ୫୦୦ ହେକ୍ଟର ଜମି ଚାଷ ଉପଯୋଗୀ ରହିଛି। ବ୍ଲକର ପ୍ରାୟ ୬୦ପ୍ରତିଶତ ଲୋକ ଚାଷ ଉପରେ ନିର୍ଭର କରିଥାନ୍ତି। ଏଠାରେ ଧାନଚାଷ ପରେ…
ବିନାଶ ଆଡ଼କୁ ମୁହାଁଉଛି ପୃଥିବୀ
ଓ୍ବାଲର୍ଡ ଓ୍ବାଇଡ୍ ପାଣ୍ଠି (WWF) ବିଶ୍ୱକୁ ଏକ ବଡ଼ ଚେତାବନୀ ଦେଇଛି। ଡବ୍ଲ୍ୟୁଡବ୍ଲ୍ୟୁଏଫ୍ କହିଛି, ଆସନ୍ତା ଦଶନ୍ଧିରେ ପୃଥିବୀ ବିନାଶ ଆଡ଼କୁ ମୁହାଁଉଛି। ପରିବେଶ ଏବଂ ପଶୁମାନଙ୍କ ପାଇଁ କାର୍ଯ୍ୟ କରୁଥିବା ବିଶ୍ୱର ଜଣାଶୁଣା ସଂଗଠନ କହିଛି ଯେ, ଡାଇନୋସର ବିଲୁପ୍ତ…
‘ରାଜ୍ୟରେ ୩୪୫୩ କେନ୍ଦ୍ରରେ ଚାଲିଛି ଟିକାକରଣ’
ଭୁବନେଶର, ୭।୧(ବ୍ୟୁରୋ) : ରାଜ୍ୟରେ ୩୪୫୩ କେନ୍ଦ୍ରରେ ଚାଲିଛି ଟିକାକରଣ। ସେଥି ମଧ୍ୟରୁ ୧୧୯୧ଟି କେନ୍ଦ୍ରରେ ୧୫ ରୁ ୧୮ ବର୍ଷ ବୟସ୍କଙ୍କ ଟିକାକରଣ ଚାଲିଛି ବୋଲି ସ୍ବାସ୍ଥ୍ୟ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ କହିଛନ୍ତି। ୩ ଲକ୍ଷ ୪୨…
ନିଟ୍-ପିଜି କାଉନ୍ସେଲିଂ ୨୦୨୧: ସୁପ୍ରିମକୋର୍ଟଙ୍କ ସବୁଜ ସଙ୍କେତ
ନୂଆଦିଲ୍ଲୀ,୭।୧: ନିଟ୍-ପିଜି କାଉନ୍ସେଲିଂ ୨୦୨୧କୁ ସୁପ୍ରିମକୋର୍ଟ ସବୁଜ ସଙ୍କେତ ଦେଇଛନ୍ତି। ଓବିସି ପାଇଁ ୨୭ ପ୍ରତିଶତ ସଂରକ୍ଷଣକୁ ମଧ୍ୟ ସୁପ୍ରିମକୋର୍ଟ ଅନୁମୋଦନ କରିଛନ୍ତି। ଏଥି ସହିତ, ଇଡବ୍ଲ୍ୟୁଏସ୍ ପାଇଁ ୧୦ ପ୍ରତିଶତ ସଂରକ୍ଷଣ ଚଳିତ ବର୍ଷ କାର୍ଯ୍ୟକାରୀ ହେବ। ତେବେ ଭବିଷ୍ୟତରେ…
ଏହି କ୍ରିକେଟର୍ଙ୍କ ଉପରେ ପ୍ରବଳ ରାଗିଗଲେ ଦ୍ରାବିଡ
ଜୋହାନ୍ସବର୍ଗ,୭।୧:ଜୋହାନ୍ସବର୍ଗରେ ଅନୁଷ୍ଠିତ ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜ ଜିତିବାର ସୁଯୋଗକୁ ଟିମ ଇଣ୍ଡିଆ ସୁଯୋଗ ହାତଛଡ଼ା କରିଛି। ଏବେ ତୃତୀୟ ଟେଷ୍ଟ ମ୍ୟାଚ ପର୍ଯ୍ୟନ୍ତ ଭାରତର ସିରିଜର ଫଳାଫଳକୁ ଅପେକ୍ଷା କରିବାକୁ ପଡ଼ିବ। ଯଦି ଭାରତ ଏହି…
ଆଜିଠୁ ନନ୍ଦନକାନନ ପାଇଁ ଅନ୍ଲାଇନ ଟିକେଟ
ବାରଙ୍ଗ,୭ା୧(ଡି.ଏନ୍.ଏ.): ରାଜ୍ୟରେ କରୋନା ସଂକ୍ରମିତ ଓ ନୂଆ ଭାରିଆଣ୍ଟ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଶୁକ୍ରବାରଠାରୁ ଅଫଲାଇନ ଟିକେଟକୁ ବନ୍ଦ କରିଛନ୍ତି ନନ୍ଦନକାନନ କର୍ତ୍ତୃପକ୍ଷ। ଏଣିକି ନନ୍ଦନକାନନ ଓ ବଟାନିକାଲ ଗାର୍ଡେନକୁ ବୁଲିବାକୁ ଆସୁଥିବା…
ସବୁ ଆର୍ଟିଓରେ ହେବ ଗାଡ଼ିି ଫିଟ୍ନେସ୍ ଯାଞ୍ଚ
କଟକ ଅଫିସ,୭ା୧: ଗାଡ଼ି ଫିଟ୍ନେସ୍ ପ୍ରମାଣପତ୍ରର ନବୀକରଣ ପାଇଁ ଏମ୍. ବାହନ ଆପ୍ଲିକେଶନରେ ଆବେଦନ କରାଯିବ। ଏନେଇ ପରିବହନ କମିଶନର ଗାଡ଼ିମାଲିକମାନଙ୍କୁ ଜଣାଇ ଦେଇଛନ୍ତି। ଏଥିସହ ଗାଡ଼ି ଯେଉଁଠି ପଞ୍ଜୀକରଣ ହୋଇଥାଉ ନା କାହିଁକି, ଗାଡ଼ିମାଲିକମାନଙ୍କ ସୁବିଧା ଦୃଷ୍ଟିରୁ ଯେକୌଣସି ଆଞ୍ଚଳିକ…
କୋହଲିଙ୍କୁ ଫିଟ୍ନେସ୍କୁ ନେଇ ଆସିଲା ଅପ୍ଡେଟ୍
ଜୋହାନ୍ସବର୍ଗ,୭।୧:କେଏଲ ରାହୁଲଙ୍କ ନେତୃତ୍ୱରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ ହାରିଛି ଏବଂ ଏହି ପରାଜୟ ସହିତ ୩ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜରେ ୧-୧ ସ୍ତରକୁ ଆସିଛି। ଭାରତୀୟ ଟେଷ୍ଟ ଦଳର ନିୟମିତ ଅଧିନାୟକ ବିରାଟ…
ନଗଡ଼ା ରାସ୍ତା ନାଁରେ ୪୪ଲକ୍ଷ ହରିଲୁଟ୍
ଯାଜପୁର ଅଫିସ,୭ା୧: ଗ୍ରାମ୍ୟ ନିର୍ମାଣ ବିଭାଗ(ଆର୍ଡି) ଅଧିକାରୀ ଓ କେତେଜଣ ରାଜନେତାଙ୍କ ମଧୁଚନ୍ଦ୍ରିକା ଯୋଗୁ ବହୁଚର୍ଚ୍ଚିତ ନଗଡ଼ା ବିକାଶ କାର୍ଯ୍ୟ ଏବେ ବିବାଦ ଘେରକୁ ଆସିଛି । ଏହାସହ ୨୦୧୬-୧୭ ବର୍ଷରେ ନଗଡ଼ାକୁ ନିର୍ମାଣ ହୋଇଥିବା ରାସ୍ତାର ମରାମତି କାମରେ ଟଙ୍କା…
ଆଜି ପ୍ରକାଶ ପାଇବ ମହାନଗର ନିଗମର ସାନି ଚିଠା ସଂରକ୍ଷଣ ତାଲିକା
ଭୁବନେଶ୍ୱର,୭।୧ (ବ୍ୟୁରୋ): ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଶୁକ୍ରବାର ମହାନଗର ନିଗମର ସାନି ଚିଠା ଆସନ ସଂରକ୍ଷଣ ଓ ସୀମା ପୁନଃନିର୍ଦ୍ଧାରଣ ତାଲିକା ପ୍ରକାଶ କରିବ ଗୃହ ଓ ନଗର ଉନ୍ନୟନ ବିଭାଗ। ଆସନ୍ତା ୧୬ ତାରିଖ ସୁଦ୍ଧା ଅଭିଯୋଗ ଓ ପ୍ରସ୍ତାବ…
୭ ମାସ ପରେ ଦେଶରେ କରୋନା ଆକ୍ରାନ୍ତ ସଂଖ୍ୟା ଲକ୍ଷେ ଟପିଲା
ନୂଆଦିଲ୍ଲୀ,୭।୧: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ନାଁ ନେଉନାହିଁ। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୧୭ ହଜାର ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଅର୍ଥାତ୍ ୨୦ ଦିନ ମଧ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ଗୁଣ ବୃଦ୍ଧି…
ଆକାଂକ୍ଷୀ ଜିଲାରେ ମଜଭୁତ ହେବ ୪-ଜି ସେବା
ଭୁବନେଶ୍ୱର,୭ା୧(ବ୍ୟୁରୋ): ରାଜ୍ୟର ଦୁର୍ଗମ ତଥା ଆଭ୍ୟନ୍ତରୀଣ ଗ୍ରାମରେ ଇଣ୍ଟରନେଟ୍ ସେବା ମଜଭୁତ୍ କରିବା ଲାଗି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଗୁରୁବାର ୧୦ ଆକାଂକ୍ଷୀ ଜିଲାର ୩,୯୩୩ ଗ୍ରାମରେ ୪-ଜି ସଂଯୋଗୀକରଣ ପାଇଁ ନୂତନ ମୋବାଇଲ୍ ଟାୱାର ସ୍ଥାପନ କରିବାକୁ ଘୋଷଣା କରିଛନ୍ତି।…
Archives


