Home Left

ରୁଷିଆର ୨୫ ଶହରୁ ଅଧିକ ସେନାଙ୍କୁ ନିହତ କଲାଣି ୟୁକ୍ରେନ୍‌!

କ୍ୱିଭ,୯ ।୫: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୨ ମାସରୁ ଅଧିକ ସମୟ ହୋଇଥିଲେ ବି ଅନୁମାନ କରାଯାଉଥିଲା ରୁଷିଆ ମେ’ ୯ରେ ଯୁଦ୍ଧ ସମାପ୍ତି ଘୋଷଣା କରିବ । ହେଲେ ସେମିତି କିଛି ଘଟିଲା ନାହିଁ । ସେପଟେ ୟୁକ୍ରେନ୍ ଏବେ ଦାବି…

ଆମ୍ବୁଲାନ୍ସରେ ନେଉଥିଲେ ଗଞ୍ଜେଇ

ଫୁଲବାଣୀ ଅଫିସ,୯।୫: ଗଞ୍ଜେଇ ଚାଲାଣର ନୂଆ ଉପାୟ। ଆମ୍ବୁଲାନ୍ସରେ ହେଉଥିଲା ଚାଲାଣ। ଏପରି ଘଟଣା ଘଟିଛି କନ୍ଧମାଳ ଜିଲା ଫୁଲବାଣୀରେ। ଖବରପାଇ ଅବକାରୀ ଟିମ୍‌ ଖଜୁରୀପଡା ବ୍ଲକ ରାଣୀପଥର ଘାଟିରେ ଜଗି ରହିଥିଲା। ସେଠାରେ ଅଧିକାରୀମାନେ ଆମ୍ବୁଲାନ୍ସକୁ ଅଟକାଇ ଯାଞ୍ଚ ବେଳେ…

ମୋ ସ୍ବାମୀଙ୍କୁ ମିଥ୍ୟା ମାମଲାରେ ଫସାଇଛି ବନ ବିଭାଗ

ଭଞ୍ଜନଗର,୯ା୫(ଡି.ଏନ୍‌.ଏ.): ଉତ୍ତର ଘୁମୁସର ବନଖଣ୍ଡ ଜଗନ୍ନାଥ ପ୍ରସାଦ ରେଞ୍ଜ ଅଧୀନ ତିରିଗୋଛ ଗ୍ରାମର ଅମର ବେହେରା ଜଙ୍ଗଲରେ ନିଆଁ ଲଗାଇବା ଅଭିଯୋଗରେ ଗତ ୨୭ ତାରିଖରେ ଗିରଫ ହୋଇଥିଲେ। ବନ୍ୟପ୍ରାଣୀ ଶିକାର ପାଇଁ ସେ ଜଙ୍ଗଲରେ ନିଆଁ ଲଗାଉଥିବା ନେଇ ବନ…

ଭିଜିଲାନ୍ସ ଜାଲରେ ପ୍ରକଳ୍ପ ନିର୍ଦ୍ଦେଶକ

ଭୁବନେଶ୍ୱର,୯।୫(ବ୍ୟୁରୋ): ଭିଜିଲାନ୍ସ ଜାଲରେ ନବରଙ୍ଗପୁର ଜଳ ବିଭାଜିକା,ମୃତ୍ତିକା ସଂରକ୍ଷଣର ପ୍ରକଳ୍ପ ନିର୍ଦ୍ଦେଶକ ଲକ୍ଷ୍ମୀଧର ଜେନା। ଅଫିସରୁ ଘରକୁ ଯାଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ପ୍ରକଳ୍ପ ନିର୍ଦ୍ଦେଶକ। ତେବେ ଯାଞ୍ଚ ବେଳେ ତାଙ୍କ ପାଖରୁ ନଗଦ ୨ ଲକ୍ଷ ୨୦ ହଜାର…

ଉପକୂଳ ମୁହାଁ ଅସାନି

ଭୁବନେଶ୍ୱର, ୯।୫(ବ୍ୟୁରୋ): ବାତ୍ୟା ଅସାନି ଯୋଗୁ ସମୁଦ୍ରରେ ଅଶାନ୍ତ ହେବାରେ ଲାଗିଛି। ଘଣ୍ଟା ପ୍ରତି ୨୫ କି.ମି. ବେଗରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଏହା ଗତି କରୁଛି। ବର୍ତ୍ତମାନ ତାହା ବଳ ଗୋଟାଇ ଧିରେ ଧିରେ ଉପକୂଳ ମୁହାଁ ହେଉଛି । ୩୬…

ଯୁକ୍ତ ୨ ଛାତ୍ରୀଙ୍କୁ ବଳାତ୍କାର କରି ଗିରଫ ହେଲେ ଡ୍ରାଇଭର

ଗୁଡ଼ଭେଲା,୯।୫(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ତୁଷୁରା ଥାନା ଅଞ୍ଚଳର ଜଣେ ଯୁକ୍ତ ୨ ଛାତ୍ରୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ତୁଷୁରା ପୋଲିସ ସୋମବାର ଘଟଣାରେ ସମ୍ପୃକ୍ତ ଡ୍ରାଇଭରଙ୍କୁ ଗିରଫ କରିଛି। ସେ ହେଲେ…

ବଲିଉଡରେ ସଞ୍ଜୁ ବାବାଙ୍କ ୪୧ ବର୍ଷ

ମୁମ୍ବାଇ: ବଲିଉଡ ଅଭିନେତା ସଞ୍ଜୟ ଦତ୍ତ ବଲିଉଡ୍‌ରେ ୪୧ ବର୍ଷ ପୂରଣ କରିଛନ୍ତି । ଦର୍ଶକଙ୍କୁ ଅନେକ ହିଟ୍ ମୁଭି ଭେଟି ଦେଇଥିବା ଏହି କାଳକାର ପରଦା ଉପରେ କେତେବେଳେ ହିରୋ ତ ପୁଣି କେତେବେଳେ ଖଳନାୟକ ଭାବେ ଦର୍ଶକଙ୍କ ମନୋରଞ୍ଜନ…

ଶାହିନବାଗ ଜବରଦଖଲ ଘଟଣା: ମାମଲା ଶୁଣାଣି କରିବାକୁ ମନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୯।୫: ଦିଲ୍ଲୀର ଶାହିନବାଗରେ ବେଆଇନ ଜବରଦଖଲ ପାଇଁ ଆସିଥିବା ଦିଲ୍ଲୀ ପ୍ରଶାସନକୁ ପ୍ରବଳ ବିରୋଧରେ ସମ୍ମୁଖୀନ ହେବାକୁ ପଡିଛି। ଶାହିନବାଗରେ ଦିଲ୍ଲୀ ମହାନଗର ନିଗମ ପକ୍ଷରୁ ଜବରଦଖଲ ଅଭିଯାନ ଆରମ୍ଭ ହେବା ପୂର୍ବରୁ ସ୍ଥାନାୟ ଲୋକେ ପ୍ରବଳ ବିରୋଧ କରିବା ସହ…

ଅତିରିକ୍ତ ତହସିଲଦାରଙ୍କୁ ମାଡ଼ ଘଟଣା: ୨ମୁଖ୍ୟ ଅଭିଯୁକ୍ତ ଗିରଫ

ଗଞ୍ଜାମ,୯।୫(ଡି.ଏନ୍‌.ଏ.): ଅତିରିକ୍ତ ତହସିଲଦାର ଶୁଭେନ୍ଦୁ କୁମାର ଜେନାଙ୍କ ସହ ୩ ଆର୍‌ଆଇ ଭାସ୍କର ସାହୁ, ସୀତାରାମ ସାହୁ ଓ ସୁଶାନ୍ତ କୁମାର ବେହେରାଙ୍କୁ ଆକ୍ରମଣକାରି ଲହୁଲୁହାଣ ଘଟଣାରେ ଗଞ୍ଜାମ ପୋଲିସ ସୋମବାର ୨ଜଣଙ୍କୁ ଗିରଫ କରିଛି। ପୋଲିସ ଘଟଣାରେ ସମ୍ପୃକ୍ତ ଥିବା…

କିଶୋର ପଟେଲଙ୍କୁ ପ୍ରାର୍ଥୀ କଲା କଂଗ୍ରେସ

ଝାରସୁଗୁଡ଼ା ଅଫିସ,୯।୫: ବ୍ରଜରାଜନଗରରେ ବିଧାନସଭା ଉପନିର୍ବାଚନ ପାଇଁ କଂଗ୍ରେସ ସୋମବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବାଚସ୍ପତି ତଥା ପୂର୍ବତନ ମନ୍ତ୍ରୀ କିଶୋର ଚନ୍ଦ୍ର ପଟେଲଙ୍କୁ ପ୍ରାର୍ଥୀ ଭାବେ ଚୟନ କରିଛି କଂଗ୍ରେସ। ଏପଟେ ଆଜି ବିଜେଡି ପକ୍ଷରୁ ଅଳକା ମହାନ୍ତିଙ୍କୁ…

ଇସ୍ତଫା ଦେଲେ ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ

କଲମ୍ବୋ,୯।୫: ଦେଶରେ ଆର୍ଥିକ ସଙ୍କଟ ମଧ୍ୟରେ ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ ମହିନ୍ଦ୍ରା ରାଜପାକ୍‌ସେ ସୋମବାର ଇସ୍ତଫା ଦେଇଛନ୍ତି। ମଧ୍ୟବର୍ତ୍ତୀକାଳୀନ ସରକାର ଗଠନ ପାଇଁ ବିରୋଧୀଙ୍କ ଦାବିରେ ରାଜପାକ୍‌ସେ ମୁଣ୍ଡ ନୁଆଁଇ ଏହି ପଦକ୍ଷେପ ନେଇଛନ୍ତି। ଏହାପୂର୍ବରୁ ପ୍ରଧାନମନ୍ତ୍ରୀ କହିଛନ୍ତି, ଲୋକଙ୍କ ସ୍ବାର୍ଥ ପାଇଁ…

ପ୍ରେମିକଙ୍କ ସହ ହୋଟେଲ ଯାଇଥିଲେ ନାବାଳିକା, ମିଳିଲା ମୃତଦେହ

ବରଗଡ଼ ଅଫିସ,୯।୫: ବରଗଡ଼ ରେଳ ଷ୍ଟେଶନ ନିକଟ ବିଜୟ ନାମକ ଏକ ହୋଟେଲରେ ସୋମବାର ଜଣେ ନାବାଳିକା(୧୭)ଙ୍କ ରହସ୍ୟଜନକ ମୃତ୍ୟୁ ଘଟିଛି। ମୃତ ନାବାଳିକା ଜଣକ ବରଗଡ଼ ଜିଲା ଗାଇସିଲେଟ ଥାନା ଭେଲୁଆପଦର ଗ୍ରାମର ବୋଲି ଜଣାପଡିଛି। ତାଙ୍କୁ ହତ୍ୟା କରାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?