୩୩ ବର୍ଷ ରେକର୍ଡ ଭାଙ୍ଗିଲେ ଅଧିନାୟକ
ଜୋହାନ୍ସବର୍ଗ,୬।୧: ଜୋହାନ୍ସବର୍ଗରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ୭ ଉଇକେଟରେ ଭାରତକୁ ପରାସ୍ତ କରିଛି। ଏହି ଟେଷ୍ଟରେ ଦକ୍ଷିଣ ଆଫ୍ରିକାର ଅଧିନାୟକ ଡିନ୍ ଏଲଗାର ଜବରଦସ୍ତ ବ୍ୟାଟିଂ କରି ଅପରାଜିତ ୯୬ ରନ କରିଥିଲେ। ଏହି ଇନିଂସ ସହିତ ଏଲଗାର…
ତିହାରରେ ତାଣ୍ଡବ: ନିଜକୁ ଆହତ କଲେ ୫ କଏଦୀ
ନୂଆଦିଲ୍ଲୀ,୭ ।୧: ତିହାରର ୩ ନମ୍ବର ଜେଲରେ ୫ ଜଣ କଏଦୀ ମୁଣ୍ଡ ବାଡେଇ ଲହୁ ଲୁହାଣ ହୋଇଥିବା ଜଣାପଡିଛି । ସିସି ଟିଭି କ୍ୟାମେରାରେ କଏଦୀଙ୍କର ଏହି କାଣ୍ଡ ଦେଖିବା ପରେ ତୁରନ୍ତ ଜେଲ କର୍ମଚାରୀ ସେଠାରେ ପହଞ୍ଚି ସେମାନଙ୍କୁ…
ନିର୍ବାଚନୀ ରାଲି ସମ୍ଭବ ନୁହେଁ
ନୂଆଦିଲ୍ଲୀ,୭।୧: କରୋନା ସଂକ୍ରମଣ ବଢ଼ିଚାଲିଥିବାରୁ ବଡ଼ ରାଲି ଓ ରୋଡ୍ ଶୋ’ ଆୟୋଜନ କରିବା ସମ୍ଭବ ନୁହେଁ ବୋଲି ନୀତି ଆୟୋଗ ସଦସ୍ୟ ତଥା ଭାରତର କୋଭିଡ୍ ଟାସ୍କଫୋର୍ସ ମୁଖ୍ୟ ଭି.କେ. ପଲ୍ ଗୁରୁବାର ନିର୍ବାଚନ କମିଶନ (ଇସି)ଙ୍କୁ ଅବଗତ କରାଇଛନ୍ତି।…
ଓମିକ୍ରନ୍ ସଂକ୍ରମିତଙ୍କ ପାଇଁ ଅଭାବ ପଡିଲାଣି ଭେଣ୍ଟିଲେଟର!
ଲସ ଆଞ୍ଜେଲସ,୭ ।୧: ଆମେରିକାରେ ପ୍ରତିଦିନ ୧୦ ଲକ୍ଷରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହେବା ଫଳରେ ହସ୍ପିଟାଲରେ ବେଡ୍ର ଅଭାବ ପରିଲକ୍ଷିତ ହେଲାଣି । ଏହାରି ଭିତରେ ଆଇସିୟୁରେ ରୋଗୀଙ୍କ ସଂଖ୍ୟା କମ୍ ଥିବା କୁହାଯାଉଥିଲା । ହେଲେ ଆମେରିକାର…
ଏଲ୍ପିଜି ନିଆଁରେ କାଜାଖସ୍ତାନ
ନୂର୍ ସୁଲତାନ, ୭ା୧:୧୯୯୧ରେ ସୋଭିଏଟ୍ ସଂଘରୁ ଅଲଗା ହୋଇଥିବା କାଜାଖସ୍ତାନ ବିଶ୍ୱର ନବମ ବୃହତ୍ତମ ଦେଶ। ଏହାର ଉତ୍ତରରେ ରୁଷିଆ ଓ ପୂର୍ବରେ ରହିଛି ଚାଇନା ସୀମା। ଭରପୂର ତୈଳ ଉତ୍ସ ରଣନୈତିକ ଓ ଆର୍ଥିକ କ୍ଷେତ୍ରରେ କେନ୍ଦ୍ରୀୟ ଏସିଆରେ କାଜାଖସ୍ତାନର…
ପ୍ରାର୍ଥୀଙ୍କ ନିର୍ବାଚନ ଖର୍ଚ୍ଚ ସୀମା ବଢ଼ିଲା: ଲୋକ ସଭା ପ୍ରାର୍ଥୀ ୯୫ ଲକ୍ଷ, ବିଧାନସଭା ପ୍ରାର୍ଥୀ ୪୦ ଲକ୍ଷ ଯାଏ ବ୍ୟୟ କରିପାରିବେ
ନୂଆଦିଲ୍ଲୀ,୭ା୧: ଲୋକ ସଭା ଓ ବିଧାନସଭା ନିର୍ବାଚନ ଲାଗି ପ୍ରାର୍ଥୀମାନଙ୍କ ଖର୍ଚ୍ଚ ସୀମାକୁ ବୃଦ୍ଧି କରାଯାଇଛି। ଲୋକ ସଭା ପ୍ରାର୍ଥୀଙ୍କ ଲାଗି ସର୍ବୋଚ୍ଚ ଖର୍ଚ୍ଚ ସୀମା ୭୦ ଲକ୍ଷ ଟଙ୍କା ଥିବାବେଳେ ଏହା ୯୫ ଲକ୍ଷକୁ ବୃଦ୍ଧି ହୋଇଛି। ସେହିପରି ବିଧାନସଭା…
ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ତ୍ରୁଟି:ସୁପ୍ରିମକୋର୍ଟରେ ଶୁଣାଣି ଆଜି
ନୂଆଦିଲ୍ଲୀ,୭ା୧:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପଞ୍ଜାବ ଗସ୍ତ ବେଳେ ସୁରକ୍ଷାରେ ତ୍ରୁଟିକୁ ନେଇ ପୁଙ୍ଖାନୁପୁଙ୍ଖ ତଦନ୍ତ ଦାବି ସମ୍ପର୍କିତ ଏକ ପିଟିଶନର ଶୁଣାଣି ଶୁକ୍ରବାର ସୁପ୍ରିମକୋର୍ଟରେ ହେବ। ଏନେଇ ସର୍ବୋଚ୍ଚ ଅଦାଲତ ଗୁରୁବାର ପଞ୍ଜାବ ସରକାରଙ୍କୁ ନୋଟିସ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ବୁଧବାର…
ଅନୁକମ୍ପା ପାଇଁ ମୋଦିଙ୍କ ଷ୍ଟଣ୍ଟ୍
ନୂଆଦିଲ୍ଲୀ,୭୧:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଞ୍ଜାବ ଜନସାଧାରଣଙ୍କ ଅନୁକମ୍ପା ହାସଲ ପାଇଁ ‘ସୁରକ୍ଷାରେ ତ୍ରୁଟି’ ଷ୍ଟଣ୍ଟ୍ ଆପଣାଇଥିବା କୃଷକ ନେତା ରାକେଶ ଟିକାଏତ୍ ଗୁରୁବାର ସମାଲୋଚନା କରିଛନ୍ତି। ଭାରତୀୟ କିଷାନ ୟୁନିୟନ୍ (ବିକେୟୁ) ମୁଖପାତ୍ର ଟିକାଏତ୍ ଗଣମାଧ୍ୟମକୁ କହିଛନ୍ତି, ପ୍ରଧାନମନ୍ତ୍ରୀ ପଞ୍ଜାବକୁ ଯିବା…
ଚିନାବାଦାମ କମାଏ ମେଦବହୁଳତା
ଥଣ୍ଡାପାଗରେ ଚିନାବାଦାମ ଖାଇବାକୁ ଅନେକେ ପସନ୍ଦ କରିଥାନ୍ତି। ଏଥିରେ ପ୍ରଚୁର ପରିମାଣରେ ପୋଷକତତ୍ତ୍ୱ ମିଳିଥାଏ, ଯାହାକି ବିଭିନ୍ନ ସମସ୍ୟା ଦୂର କରିଥାଏ। ବିଶେଷ ଭାବେ ଚିନାବାଦାମ ମେଦବହୁଳତା ଭଳି ସମସ୍ୟାରୁ ମୁକ୍ତି ଦେଇଥାଏ। ତେବେ ଜାଣନ୍ତୁ ବାଦାମରେ ଏପରି କି ଗୁଣ…
ମହିଳାଙ୍କ କେଶ କାଟିବା ସମୟରେ ପାଣି ବଦଳରେ ଛେପ ପକାଇ ଫସିଲେ ହେୟାର ଷ୍ଟାଇଲିଷ୍ଟ
ନୂଆଦିଲ୍ଲୀ,୭ ।୧: ସୋସିଆଲ ମିଡିଆରେ ଏବେ ଭାଇରାଲ ହେଉଛି ହେୟାର ଷ୍ଟାଇଲିଷ୍ଟ ଜାୱେଦ ହବିବଙ୍କର ଏକ ଭିଡିଓ । ଏଥିରେ ସେ ଜଣେ ମହିଳାଙ୍କ କେଶ କାଟୁଥିବା ନଜର ଆସିଛି । ଭିଡିଓରେ ପ୍ରଥମେ ଦେଖିବାକୁ ମିଳିଛି ଜାୱେଦ ମହିଳାଙ୍କ କେଶକୁ…
ଭାଲୁ କୋଳରେ ବସିଗଲେ ଏହି ଯୁବତୀ, ଦେଖନ୍ତୁ ଲୋମଟାଙ୍କୁରା ଭିଡିଓ
ସୋସିଆଲ ମିଡିଆରେ ଏକ ଭିଡିଓ ଆଜିକାଲି ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓ ଦେଖିବା ପରେ ଲୋକମାନଙ୍କ ଲୋକ ଟାଙ୍କୁଡି ଉଠିବ। ଏହି ଭିଡିଓରେ ଜଣେ ଯୁବତୀ ଭାଲୁର କୋଳରେ ବସିଥିବାର ନଜର ଆସିଛନ୍ତି। ଆଶ୍ଚର୍ଯ୍ୟଜନକ କଥା ହେଉଛି ଝିଅଟି କେବଳ…
ମୋଦିଙ୍କ ଦୀର୍ଘ ଜୀବନ କାମନା କରି ମହାମୃତ୍ୟୁଞ୍ଜୟ ମନ୍ତ୍ର ପାଠକଲେ ବିଧାୟକ
ଇନ୍ଦୋର,୭ ।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପଞ୍ଜାବ ଗସ୍ତରୁ ଫେରିଆସିବା ଘଟଣାକୁ ନେଇ ଦେଶର ପ୍ରାୟ ସମସ୍ତ ଭାରତୀୟ ଜନତା ପାର୍ଟି(ଭାଜପା) ନେତା ଆକ୍ରୋଶ ଥିବା ନଜର ଆସିଛି । ସେମାନେ ଏଥିପାଇଁ ପଞ୍ଜାବ ସରକାରଙ୍କ ଢିଲା ସୁରକ୍ଷା ବ୍ୟବସ୍ଥାକୁ ଦାୟୀ…
Archives


