ଗିରଫ ହେଲେ ‘ବୁଲ୍ଲି ବାଈ’ ମାଷ୍ଟରମାଇଣ୍ଡ
ନୂଆଦିଲ୍ଲୀ/ଗୁଆହାଟୀ, ୭ା୧: ଜଣାଶୁଣା ତଥା ସମାଜରେ ପରିଚିତ ମୁସଲମାନ ମହିଳାଙ୍କ ଫଟୋ ବୁଲ୍ଲି ବାଈ ଆପ୍ରେ ଛାଡ଼ି ନିଲାମ ପାଇଁ ବିଜ୍ଞାପନ ଦେବା ମାମଲାରେ ପୋଲିସ ଗୁରୁବାର ଏହାର ମାଷ୍ଟରମାଇଣ୍ଡକୁ ଗିରଫ କରିଛି। ଆସାମର ଜୋରାହାଟରୁ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ନୀରଜ…
ଶାହରୁଖଙ୍କୁ ଟ୍ରୋଲ କଲେ ସ୍ତ୍ରୀ
ବଲିଉଡର ପାୱାର୍ କପଲ୍ ଶାହରୁଖ ଖାନ ଏବଂ ଗୌରୀ ଖାନ ଗତ କିଛି ମାସ ଧରି ସୋସିଆଲ ମିଡିଆରେ ସକ୍ରିୟ ରହୁନାହାନ୍ତି। କିନ୍ତୁ ନୂଆ ବର୍ଷରେ ଖାନ ପରିବାର ଜୀବନରେ ଆଗକୁ ବଢିିବାକୁ ଚେଷ୍ଟା କରୁଛନ୍ତି। ନିକଟରେ ଶାହରୁଖ ଏବଂ ଗୌରୀ…
ଖେଳାଳିଙ୍କ ପାଇଁ ଦୁଇ ଦେଶ ମୁହାଁମୁହିଁ
ବ୍ରିସ୍ବେନ, ୭ା୧: ଟେନିସ ଷ୍ଟାର ଖେଳାଳି ନୋଭାକ୍ ଜୋକୋଭିଚଙ୍କ ପାଇଁ ଅଷ୍ଟ୍ରେଲିଆ ଏବଂ ସର୍ବିୟା ମୁହାଁମୁହିଁ ହୋଇଛନ୍ତି। ବର୍ତ୍ତମାନ ଜୋକୋଭିଚ୍ଙ୍କୁ ଅଷ୍ଟ୍ରେଲିଆରେ ପ୍ରବେଶ କରିବାକୁ ମନା କରାଯାଇଛି। କୋଭିଡ୍ ଟିକାକରଣ ନିୟମରୁ ରିହାତି ପାଇବା ଲାଗି ସେ ଆବଶ୍ୟକ କାଗଜପତ୍ର ଦାଖଲ…
ପାକିସ୍ତାନ ସୁପ୍ରିମକୋର୍ଟର ପ୍ରଥମ ମହିଳା ବିଚାରପତି
ଇସ୍ଲାମାବାଦ,୭।୧: ଲାହୋର ହାଇକୋର୍ଟର ବିଚାରପତି ଆୟେଶା ମଲିକଙ୍କୁ ପାକିସ୍ତାନ ସୁପ୍ରିମକୋର୍ଟର ପ୍ରଥମ ମହିଳା ବିଚାରପତି ଭାବେ ପଦୋନ୍ନତି ଦିଆଯାଇଛି। ପାକ୍ ନ୍ୟାୟିକ କମିଶନ ଗୁରୁବାର ଜଷ୍ଟିସ୍ ଆୟେଶାଙ୍କ ପଦୋନ୍ନତିକୁ ମଞ୍ଜୁରୀ ପ୍ରଦାନ କରିଛି। ଫଳରେ ସେ ପାକିସ୍ତାନ ସର୍ବୋଚ୍ଚ ଅଦାଲତର ପ୍ରଥମ…
ଢିଲା ସୁରକ୍ଷା ବ୍ୟବସ୍ଥା ଉପରେ ଆଜି ଶୁଣାଣି
ନୂଆଦିଲ୍ଲୀ,୭ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପଞ୍ଜାବ ଗସ୍ତ ବେଳେ ସୁରକ୍ଷାରେ ତ୍ରୁଟିକୁ ନେଇ ପୁଙ୍ଖାନୁପୁଙ୍ଖ ତଦନ୍ତ ଦାବି ସମ୍ପର୍କିତ ଏକ ପିଟିଶନର ଶୁଣାଣି ଶୁକ୍ରବାର ସୁପ୍ରିମକୋର୍ଟରେ ହେବ। ଏନେଇ ସର୍ବୋଚ୍ଚ ଅଦାଲତ ଗୁରୁବାର ପଞ୍ଜାବ ସରକାରଙ୍କୁ ନୋଟିସ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି…
ଶାଶୁଘର ଭିତରକୁ ଗଲେ ତପସ୍ବିନୀ
ବ୍ରହ୍ମପୁର ଅଫିସ,୬ା୧: ସୁମିତ ସାହୁ-ତପସ୍ବିନୀ ଦାଶଙ୍କ ପାରିବାରିକ ବିବାଦର ଅନ୍ତ ଘଟିଛି। ପୋଲିସ ଓ ପ୍ରଶାସନିକ ଅଧିକାରୀଙ୍କ ଉପସ୍ଥିତିରେ ତପସ୍ବିନୀ ଗୁରୁବାର ରାତିରେ ଶାଶୁଘରେ ପ୍ରବେଶ କରିଛନ୍ତି । ତପସ୍ବିନୀ ବ୍ରହ୍ମପୁର ବ୍ରହ୍ମାନଗରସ୍ଥିତ ଶାଶୁଘରେ ରହିବେ ଓ ଡା. ସୁମିତ ତାଙ୍କ…
୩୩ ବର୍ଷରେ ଏଭଳି ପରାଜୟ ଦେଖି ନ ଥିଲେ
ଜୋହାନ୍ସବର୍ଗ,୬।୧: ସ୍ଥାନୀୟ ଓ୍ବାଣ୍ଡରର୍ସ ଷ୍ଟାଡିୟମରେ ଖେଳାଯାଇଥିବା ନ୍ୟୁ ଇୟର ଟେଷ୍ଟରେ ଦକ୍ଷିଣ ଆଫ୍ରିକା ୭ ଉଇକେଟରେ ଭାରତକୁ ହରାଇ ଦେଇଛି। କଷ୍ଟସାଧ୍ୟ ପିଚ୍ରେ ବିଶ୍ୱର ଅନ୍ୟତମ ଶକ୍ତିଶାଳୀ ବୋଲିଂ ଲାଇନ୍ ଅପ୍ ୨୪୦ ରନ୍ ଡିଫେଣ୍ଡ କରି ପାରି ନ ଥିଲା।…
‘ମୋଦି ଜିନ୍ଦାବାଦ’ କହିବା ପରେ ମନ୍ତ୍ରୀଙ୍କୁ ଛାଡ଼ିଲେ
ନୂଆଦିଲ୍ଲୀ,୬।୧: ପଞ୍ଜାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଫ୍ଲାଏଓଭରରେ ଫସିବାକୁ ନେଇ ଦେଶରେ ରାଜନୈତିକ ଝଡ଼ ସୃଷ୍ଟି ହୋଇଥିବା ବେଳେ ପଞ୍ଜାବର ଜଣେ ମନ୍ତ୍ରୀଙ୍କ ଏକ ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ଭାଜପା କର୍ମୀଙ୍କ ମଧ୍ୟରେ ଘେରି ହୋଇ ‘ମୋଦି ଜିନ୍ଦାବାଦ’…
ନିର୍ବାଚନ ପୂର୍ବରୁ ବଢ଼ିଲା ଖର୍ଚ୍ଚ ସୀମା
ନୂଆଦିଲ୍ଲୀ,୬।୧: ଲୋକ ସଭା ଓ ବିଧାନସଭା ନର୍ବାଚନ ଲାଗି ପ୍ରାର୍ଥୀମାନଙ୍କ ଖର୍ଚ୍ଚ ସୀମାକୁ ବୃଦ୍ଧି କରାଯାଇଛି। ଲୋକ ସଭା ପ୍ରାର୍ଥୀଙ୍କ ଲାଗି ସର୍ବୋଚ୍ଚ ଖର୍ଚ୍ଚ ସୀମା ୭୦ ଲକ୍ଷ ଟଙ୍କା ଥିବାବେଳେ ଏହା ୯୫ ଲକ୍ଷକୁ ବୃଦ୍ଧି ହୋଇଛି। ସେହିପରି ବିଧାନସଭା…
ରାଜଧାନୀର ୯ଟି ସ୍ଥାନରେ କଣ୍ଟେନ୍ମେଣ୍ଟ ଜୋନ୍
ଭୁବନେଶ୍ୱର,୬।୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଲାଣି। ସହରର ଏକାଧିକ ସ୍ଥାନରେ ପଜିଟିଭ୍ ଚିହ୍ନଟ ହେଉଛନ୍ତି। ଫଳରେ ସଂକ୍ରମଣକୁ ରୋକିବା ପାଇଁ ବିଏମ୍ସି ପକ୍ଷରୁ କଣ୍ଟେନ୍ମେଣ୍ଟ ଜୋନ୍ ଘୋଷଣା କରାଯାଉଛି। ଗୁରୁବାର ସହରର ୯ଟି ସ୍ଥାନକୁ କଣ୍ଟେନ୍ମେଣ୍ଟ ଜୋନ୍…
ଏଲଗାରଙ୍କୁ ରୋକି ପାରିଲେନି
ଜୋହାନ୍ସବର୍ଗ,୬।୧: ଯଶ୍ରପୀତ ବୁମରା, ମହମ୍ମଦ ଶାମି ଓ ରବିଚନ୍ଦ୍ରନ ଅଶ୍ୱିନଙ୍କ ଭଳି ତାରାକା ଖଚ୍ଚିତ ବୋଲରଙ୍କ ଉପସ୍ଥିତି ଭାରତକୁ ନ୍ୟୁ ଇୟର ଟେଷ୍ଟରେ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ଅଧିନାୟକ ଡିନ ଏଲଗାରଙ୍କ ଅପରାଜିତ ୯୬ ରନ୍ର ପାଳି ଯୋଗୁ ଦକ୍ଷିଣ…
ପ୍ରଧାନମନ୍ତ୍ରୀ ଲୋକ ପଠାଇଥିଲେ ଆମେ ଉଠି ଯାଇଥାନ୍ତୁ
ଚଣ୍ଡିଗଡ଼,୬।୧: ପ୍ରଧାନମନ୍ତ୍ରୀ ସେହି ବାଟ ଦେଇ ଯିବେ ଆମକୁ ଜଣା ନ ଥିଲା। ଏ ସମ୍ପର୍କରେ ପୋଲିସ ପକ୍ଷରୁ ସୂଚନା ଦିଆଯାଇଥିଲା। ହେଲେ ସେମାନଙ୍କ କଥା ଉପରେ ଆମକୁ ବିଶ୍ୱାସ ହେଲା ନାହିଁ। ଆମକୁ ଉଠିବା ପାଇଁ ପ୍ରଧାନମନ୍ତ୍ରୀ କାହାକୁ ପଠାଇବାର…
Archives


