ଗୋଟିଏ ଉଇକେଟ ନେଇ ଇତିହାସ ରଚିଲେ ଅଶ୍ୱିନ
ଜୋହାନ୍ସବର୍ଗ,୬।୧: ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ତଥା ନ୍ୟୁ ଇୟର ଟେଷ୍ଟରେ କେବଳ ଗୋଟିଏ ଉଇକେଟ ନେଇ ଇତିହାସ ରଚିଛନ୍ତି ଭେଟେରାନ ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ। ମ୍ୟାଚ୍ର ତୃତୀୟ ଦିନ ଅଶ୍ୱିନଙ୍କ ବଲରେ ଏଲ୍ବିଡବ୍ଲ୍ୟୁ ଆଉଟ୍ ହୋଇଥିଲେ ପିଟରସନ। ଓ୍ବାଣ୍ଡରର୍ସ…
୯ ବର୍ଷ ପରେ ଅଲଗା ହେଲେ ଏହି ଲୋକପ୍ରିୟ ଯୋଡ଼ି; ଜାଣନ୍ତୁ କାହାକୁ ମିଳିଲା ଝିଅଙ୍କ କଷ୍ଟଡି
ବମ୍ବେ: ପ୍ରଥମେ ପ୍ରେମ, ପରେ ବିବାହ, ଆଉ ଏବେ ବିଚ୍ଛେଦ ନେଇ ଖବର। ଏଭଳି କିଛିକୁ ନେଇ ଚର୍ଚ୍ଚାରେ ଟେଲିଭିଜନଜଗତର ଲୋକପ୍ରିୟ ଯୋଡ଼ି ସଞ୍ଜିଦା ଶେଖ ଏବଂ ଆମିର ଅଲି। ଏକ ସମୟରେ ଦର୍ଶକଙ୍କ ଭଲପାଇବା ପାଉଥିବା ଏହି ଯୋଡ଼ି ଏବେ…
ଗ୍ରାମୀ ଆୱାର୍ଡ ସ୍ଥଗିତ
ନୂଆଦିଲ୍ଲୀ: ଆମେରିକାର ଲସ୍ ଆଞ୍ଜେଲସରେ ହେବାକୁ ଥିବା ୬୪ତମ ଗ୍ରାମୀ ଆୱାର୍ଡ ୨୦୨୨କୁ ସ୍ଥଗିତ କରି ଦିଆଯାଇଛି । ସାରା ବିଶ୍ୱରେ କରୋନା ଓ କରୋନାର ନୂଆ ଭାଇରସ ଓମିକ୍ରନ୍ ବ୍ୟାପୁଥିବାରୁ ଏହି ଆୱାର୍ଡ ସେରିମନିକୁ ସ୍ଥଗିତ ରଖାଯାଇଥିବା କୁହାଯାଇଛି ।…
ଫିଲ୍ମ ‘ଆର୍ଆର୍ଆର୍’କୁ ୧୦୦ କୋଟି କ୍ଷତି: ମେକର୍ସ ନିରାଶ
ମୁମ୍ବାଇ: ଦେଶରେ ବଢି ଚାଲିଛି କରୋନା ମହାମାରୀ ସହ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରମାନେ ବିଭିନ୍ନ ପ୍ରକାର କଟକଣା ଲାଗୁ କରିଛନ୍ତି । ଏବେ ସିମେନା ହଲ ନ ଖୋଲିବା ଅବା ୫୦ ପ୍ରତିଶତ…
୨୩ କୋଟି ୫୫ଲକ୍ଷ ଟଙ୍କାର ନଷ୍ଟ ହେଲା ଗଞ୍ଜେଇ
ନୂଆଗଡ,୬ା୧(ଡି.ଏନ୍.ଏ.): ଗଜପତି ଜିଲା ଆର୍.ଉଦୟଗିରି ଥାନା ପକ୍ଷରୁ ନୂଆଗଡ଼ ବ୍ଲକ ଅନ୍ତର୍ଗତ କିରାମା ପଞ୍ଚାୟତର ପେଡ଼ିକାପଦର ଗ୍ରାମାଞ୍ଚଳରେ ପ୍ରାୟ ୧୧୭.୭୫ ଏକର ଜମିରେ ବେଆଇନ ଭାବେ ୨ଲକ୍ଷ ୩୫ ହଜାର ୫ ଶହ ଗଞ୍ଜେଇ ଗଛ ଲଗାଯାଇଥିଲା। ଅବକାରୀ, ପୋଲିସ, ବନବିଭାଗ…
ପ୍ରକାଶ ପାଇଲା ତାଲିକା: ପୁରୀ ଜିଲାରେ ୧୩ ଲକ୍ଷ ୯୧ ହଜାର ୧୬୪ଜଣ ଭୋଟର
ପୁରୀ ଅଫିସ,୬।୧: ପୁରୀ ଜିଲାର ୬ଟି ବିଧାନସଭା ନିର୍ବାଚନମଣ୍ତଳୀରେ ସମସ୍ତ ଭୋଟରଙ୍କ ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇଛି। ଜିଲାରେ ମୋଟ ୧୩ ଲକ୍ଷ ୯୧ ହଜାର ୧୬୪ ଜଣ ଭୋଟର ଅଛନ୍ତି । ସେମାନଙ୍କ ମଧ୍ୟରୁ ୭ ଲକ୍ଷ ୧୭ ହଜାର…
ପୁଣି ଜଣେ ଅଭିନେତ୍ରୀଙ୍କୁ କରୋନା
ମୁମ୍ବାଇ: ଏବେ ଦେଶରେ କରୋନା ମାମଲା ଦ୍ରୁତ ଗତିରେ ବଢ଼ିଚାଲିଛି। ଏହି ସମୟରେ ଅନେକ ସେଲିବ୍ରିଟି କରୋନା ଆକ୍ରାନ୍ତ ହେଉଥିବା ଖବର ଜାଣିବାକୁ ମିଳୁଛି। ବର୍ତ୍ତମାନ ଅଭିନେତ୍ରୀ ତଥା ଟିଏମ୍ସି ଏମ୍ପି ମିମି ଚକ୍ରବର୍ତ୍ତୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ମିମି ତାଙ୍କ…
ଲୁଡୁ ଖେଳୁ ଖେଳୁ ପାକିସ୍ତାନୀ ଯୁବକଙ୍କ ପ୍ରେମରେ ପଡିଲେ ବିବାହିତ ମହିଳା: ଆଉ ତା’ପରେ
ଅମୃତସର,୬।୧: ଆଜିକାଲି ମୋବାଇଲ ଗେମ୍ ଏତେ ନିଶା ହୋଇଛି, ଯୁବପିଡି ଖାଇବାପିଇବା ଭୁଲି ଯାଉଛନ୍ତି। ମୋବାଇଲ ଗେମ୍ ଯୁବପିଢ଼ିଙ୍କ ମନକୁ ବେଶ୍ ପ୍ରଭାବିତ କରିବା ମଧ୍ୟ ଦେଖାଯାଉଛି। ଅମୃତସରରେ ଏପରି ଏକ ମାମଲା ସାମ୍ନାକୁ ଆସିଛି। ଅମୃତସରର ଜାଲିଆନୱାଲା ବାଗ ନିକଟରେ…
‘ଆରେଞ୍ଜ ମ୍ୟାରେଜ୍ରୁ ରକ୍ଷା କର’ ଲେଖି ସହର ସାରା ବିଜ୍ଞାପନ ମାରିଲେ ଏହି ବ୍ୟକ୍ତି; ପୁରା ଘଟଣା ଜାଣିଲେ…
ଦୁନିଆର ପ୍ରତିଟି ବ୍ୟକ୍ତି ଭଲ ଜୀବନସାଥୀଟିଏ ଚାହାଁନ୍ତି। ଅନେକ ଏଥିରେ ସଫଳ ହେଉଥିଲେ ହେଁ କେତେକ ନିରାଶ ହୋଇଥାନ୍ତି। ସେମାନେ ସାରାଜୀବନ ପ୍ରକୃତ ସାଥୀଟିଏ ପାଇପାରିବେ ନାହିଁ ବୋଲି ଭାବିଥାନ୍ତି। ପୂର୍ବରୁ ବିବାହକୁ ନେଇ ମଧ୍ୟସ୍ଥି, ବାୟୋଡାଟା, ମାଟ୍ରିମୋନି ଆଦି ଅନେକ…
ଓମିକ୍ରନ ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ପାଇଁ ଡୁଙ୍ଗୁରିପାଲିରେ ପହଞ୍ଚିଲା ସ୍ବାସ୍ଥ୍ୟ ବିଭାଗ ଟିମ୍
ବଲାଙ୍ଗୀର ଅଫିସ,୬ା୧: ରାଜ୍ୟର ପ୍ରଥମ ଓମିକ୍ରନ ମୃତ୍ୟୁ ମାମଲା ବଲାଙ୍ଗୀର ଜିଲାର ବୋଲି ଜଣାପଡ଼ିବା ପରେ ହଇଚଇ ସୃଷ୍ଟି ହୋଇଛି। ଜିଲା ସ୍ବାସ୍ଥ୍ୟ ବିଭାଗ ଟିମ୍ ଆଗଲପୁର ବ୍ଲକ ଅନ୍ତର୍ଗତ ଡୁଙ୍ଗୁରିପାଲି ଗାଁରେ ପହଞ୍ଚି କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ କରିଛନ୍ତି। ଗତ…
‘କୃଷକ ଦେଢ ବର୍ଷ ବସିଲେ ଆପଣ ୧୫ ମିନିଟରେ ବ୍ୟସ୍ତ ହୋଇପଡିଲେ’: ସିଦ୍ଧୁ
ଚଣ୍ଡିଗଡ଼,୬ ।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ପଞ୍ଜାବ ଗସ୍ତ ସମୟରେ ବାଟରେ ତାଙ୍କ ଗସ୍ତକୁ ବିରୋଧ କରାଯାଇଥିଲା । ଫଳରେ ପ୍ରଧାନମନ୍ତ୍ରୀଙ୍କ ଗାଡି ମଝି ରାସ୍ତାରେ ପାଖାପାଖି ୨୦ ମିନିଟ ଧରି ଅଟକି ରହିଥିଲା । ଏବେ ଏହାକୁ ନେଇ…
ବବି ଡାର୍ଲିଂ ଏବେ ପାଖି ଶର୍ମା; କହିଲେ- ମୁଁ ଜଣେ ମହିଳା
ବମ୍ବେ: ବଡ଼ ପରଦା ହେଉ ଅବା ଛୋଟ ପରଦା, ବବି ଡାର୍ଲିଂ ଏକ ପରିଚିତ ନାମ। ଏକ ସମୟରେ ସେ ବିଭିନ୍ନ ଚଳଚ୍ଚିତ୍ରରେ ନଜର ଆସୁଥିଲେ। ହେଲେ ଏବେ ସେ ଲାଇମ୍ଲାଇଟ୍ରୁ ଦୂରରେ। ଯଦି ବି ସୁଯୋଗ ମିଳେ ସେ ଆଉ…
Archives


